Home Middle

୨୦୨୩-୨୭ ହେବ ସବୁଠୁ ଉତ୍ତପ୍ତ: ଜାତିସଂଘ

ଜେନେଭା, ୧୮।୫: ଆହୁରି ବଢ଼ିବ ବୈଶ୍ୱିକ ତାପମାତ୍ରା। ସବୁଜ ଗୃହ ଗ୍ୟାସ୍‌, ଏଲ୍‌ ନିନୋ ପ୍ରଭାବରେ ଆସନ୍ତା ୫ ବର୍ଷ ସବୁଠୁ ଉତ୍ତପ୍ତ ଅବଧି ହେବ ବୋଲି ଜାତିସଂଘର ବିଶ୍ୱ ପାଣିପାଗ ଅର୍ଗାନାଇଜେଶନ୍‌ (ଡବ୍ଲ୍ୟୁଏମ୍‌ଓ) ପକ୍ଷରୁ ସତର୍କ କରାଯାଇଛି। ୨୦୨୩ରୁ ୨୭…

ଅଗଷ୍ଟ ୧୪ ସୁଦ୍ଧା ତଦନ୍ତ ସାର

ନୂଆଦିଲ୍ଲୀ,୧୮ା୫: ଆଦାନୀ ଗ୍ରୁପ୍‌ ବିରୋଧରେ ଆଗତ ଷ୍ଟକ୍ସ ହେରଫେର ଦୁର୍ନୀତିର ତଦନ୍ତ ଶେଷ କରିବା ପାଇଁ ଭାରତୀୟ ପ୍ରତିଭୂତି ଓ ବିନିମୟ ବୋର୍ଡ (ସେବି)କୁ ସୁପ୍ରିମକୋର୍ଟ ଅଗଷ୍ଟ ୧୪ ପର୍ଯ୍ୟନ୍ତ ସମୟ ଦେଇଛନ୍ତି। ଏଥିସହ ଅପ୍‌ଡେଟେଡ୍‌ ଷ୍ଟାଟସ୍‌ ରିପୋର୍ଟ ଦାଖଲ ପାଇଁ…

ଉପ ହେବାକୁ ଶିବକୁମାରଙ୍କ ନା

ନୂଆଦିଲ୍ଲୀ/ବେଙ୍ଗାଲୁରୁ,୧୮ା୫ : କର୍ନାଟକ ବିଧାନସଭା ନିର୍ବାଚନ ଫଳ ମେ’ ୧୩ରେ ଆସିଥିଲା। ୨୨୪ ଆସନ ମଧ୍ୟରୁ କଂଗ୍ରେସ ୧୩୫ ଦଖଲକରି ଅଭୂତପୂର୍ବ ବିଜୟ ହାସଲ କରିଛି। ଗୁରୁବାର ନୂଆ ମୁଖ୍ୟମନ୍ତ୍ରୀ ଶପଥ ନେବେ। ଶପଥ ଗ୍ରହଣ ପାଇଁ ମଞ୍ଚ ସଜ୍ଜା ମଧ୍ୟ…

ପଞ୍ଜାବକୁ ହରାଇଲା ଦିଲ୍ଲୀ

ଧର୍ମଶାଳା,୧୭।୫: ଧର୍ମଶାଳା ହିମାଚଳ ପ୍ରଦେଶ କ୍ରିକେଟ ଆସୋସିଏଶନ ଷ୍ଟାଡିୟମରେ ବୁଧବାର ଖେଳାଯାଇଥିବା ଆଇପିଏଲର ୬୪ତମ ମ୍ୟାଚ୍‌ରେ ଦିଲ୍ଲୀ କ୍ୟାପିଟାଲ୍ସ(ଡିସି) ୧୫ ରନ୍‌ରେ ବିଜୟୀ ହୋଇଛି। ପଞ୍ଜାବର ଲିଆମ ଲିଭିଂଷ୍ଟୋନଙ୍କ ଲଢ଼ୁଆ ବ୍ୟାଟିଂ ସତ୍ତ୍ୱେ ପଞ୍ଜାବ ୨୦ ଓଭରରେ ୮ ଉଇକେଟ ହରାଇ…

ପଞ୍ଜାବ ଆଗରେ ୨୧୪ ରନ୍‌ର ଟାର୍ଗେଟ୍‌

ଧର୍ମଶାଳା,୧୭।୫: ଧର୍ମଶାଳା ହିମାଚଳ ପ୍ରଦେଶ କ୍ରିକେଟ ଆସୋସିଏଶନ ଷ୍ଟାଡିୟମରେ ବୁଧବାର ଖେଳାଯାଇଥିବା ଆଇପିଏଲର ୬୪ତମ ମ୍ୟାଚରେ ପ୍ରଥମେ ବ୍ୟାଟିଂ କରି ଦିଲ୍ଲୀ କ୍ୟାପିଟାଲ୍ସ(ଡିସି) ନିର୍ଦ୍ଧାରିତ ୨୦ ଓଭରରେ ୨ ଉଇକେଟ ହରାଇ ୨୧୩ ରନ୍‌ କରିଛି। ଫଳରେ ପଞ୍ଜାବ ଆଗରେ ୨୧୪…

ଏଲ୍‌ପିଜି ସିଲିଣ୍ଡର ଉପରେ ଏଣିକି ମିଳିପାରେ ସବ୍‌ସିଡି

ନୂଆଦିଲ୍ଲୀ,୧୭ା୫: କର୍ନାଟକ ନିର୍ବାଚନରେ ଦେଖାଯାଇଥିବା ମୁଦ୍ରାସ୍ଫୀତିର ପ୍ରଭାବକୁ ଦୃଷ୍ଟିରେ ରଖି ସରକାର ଖୁଚୁରା ମୁଦ୍ରାସ୍ଫୀତିକୁ ସବୁ ମୂଲ୍ୟରେ ନିୟନ୍ତ୍ରଣରେ ରଖିବାକୁ ଚାହୁଁଛନ୍ତି। କାରଣ ଚଳିତ ବର୍ଷ ରାଜସ୍ଥାନ, ମଧ୍ୟପ୍ରଦେଶ, ଛତିଶଗଡ଼, ତେଲେଙ୍ଗାନା ଭଳି ପ୍ରମୁଖ ରାଜ୍ୟରେ ନିର୍ବାଚନ ହେବ। ଯେଉଁଠାରେ ବିରୋଧୀ…

ଯୁବକଙ୍କୁ ଖଣ୍ଡଖଣ୍ଡ କାଟି ପଲିଥିନରେ କରିଥିଲେ ପ୍ୟାକିଂ

ବଲାଙ୍ଗୀର ଅଫିସ, ୧୭ା୫: ବଲାଙ୍ଗୀର ସହର ସାଲେପାଲିସ୍ଥିତ ଏକ ତାଲାବନ୍ଦ ଭଡାଘରୁ ପଲିଥିନ ପ୍ୟାକିଂ ହୋଇଥିବା ଜଣେ ଯୁବକଙ୍କ ଖଣ୍ଡ ବିଖଣ୍ଡିତ ଗଳିତ ମୃତଦେହକୁ ବୁଧବାର ଟାଉନ୍‌ ପୋଲିସ ଜବତ କରିଛି। ମୃତକ ରିଙ୍କୁ ମେହେର(୨୭) ବୋଲି ଚିହ୍ନଟ କରାଯାଇଛି। ଏହା…

ଏହି ୪ କ୍ରିକେଟର କ୍ୟାରିୟର ମଧ୍ୟରେ ଜିରୋରେ ହୋଇନାହାନ୍ତି ଆଉଟ୍‌

ନୂଆଦିଲ୍ଲୀ,୧୭ା୫: କ୍ରିକେଟରେ କିଛି ବ୍ୟାଟ୍ସମ୍ୟାନ ଅଛନ୍ତି ଯେଉଁମାନେ ପଡ଼ିଆକୁ ଯାଉଯାଉ ପ୍ରଥମ ବଲ୍‌ରେ ଆଉଟ୍‌ ହୋଇ ପାଭିଲିଅନ ଫେରିଛନ୍ତି। ମାତ୍ର ଆଉ କିଛି ବ୍ୟାଟ୍ସମ୍ୟାନ ଅଛନ୍ତି, ଯେଉଁମାନେ ତାଙ୍କ କ୍ୟାରିୟର ମଧ୍ୟରେ ଆଦୌ ଜିରୋରେ ଆଉଟ୍‌ ହୋଇନାହାନ୍ତି। ସେମାନଙ୍କ ମଧ୍ୟରୁ ୪…

ବିମାନରେ ଧୂମପାନ କରି ବନ୍ଧା ହେଲେ ଯାତ୍ରୀ

ବେଙ୍ଗାଲୁରୁ,୧୭ା୫: ବିମାନ ଶୌଚାଳୟରେ ଧୂମପାନ କରି ଜଣେ ଯାତ୍ରୀ ଗିରଫ ହୋଇଛନ୍ତି। ଆଲାସ୍କା ବିମାନରେ ଯାତ୍ରା କରୁଥିବା ଏହି ଯାତ୍ରୀ ଜଣକ ଶୌଚାଳୟରେ ଧୂମପାନ କରୁଥିବା ବିମାନର କ୍ରୁ ସଦସ୍ୟମାନେ ଜାଣି ପାରି ଆବଶ୍ୟକ ସୁରକ୍ଷା ପ୍ରୋଟୋକଲ ଅନୁସରଣ କରିଥିଲେ। ପରେ…

‘ପ୍ରେମ ବିବାହରେ ହେଉଛି ସବୁଠାରୁ ଅଧିକ ଛାଡପତ୍ର’

ନୂଆଦିଲ୍ଲୀ,୧୭।୫: ପ୍ରେମ ବିବାହରେ ହେଉଛି ସବୁଠାରୁ ଅଧିକ ଛାଡପତ୍ର। ବୁଧବାର ସୁପ୍ରିମକୋର୍ଟ ଏକ ମାମଲାର ଶୁଣାଣି କରି କହିଛନ୍ତି ଯେ, ଛାଡପତ୍ରର ଅଧିକାଂଶ ମାମଲା କେବଳ ପ୍ରେମ ବିବାହ ପରେ ଆସୁଛି। ଏହି ମାମଲାରେ ମଧ୍ୟସ୍ଥତା କରି ସମାଧାନ କରିବା ପାଇଁ…

ଗୁରୁବାର ସୁଦ୍ଧା ଏସବୁ ଜିଲାରେ କାଳବୈଶାଖୀ, ସତର୍କ ସୂଚନା ଜାରି

ଭୁବନେଶ୍ୱର,୧୭ା୫(ବ୍ୟୁରୋ): ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ବୁଧବାର ଅପରାହ୍ନରେ ଜାରି କରାଯାଇଥିବା ସତର୍କ ସୂଚନା ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୧୮ ତାରିଖ ଗୁରୁବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର କେନ୍ଦୁଝର, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, ଗଞ୍ଜାମ,ଗଜପତି, କନ୍ଧମାଳ, କଟକ,…

ଇମ୍ରାନଙ୍କୁ ଆଶ୍ୱସ୍ତି, ଗିରଫ ଉପରେ ଲାଗିଲା ପ୍ରତିବନ୍ଧକ

ଇସଲାମାବାଦ,୧୭ା୫: ତେହେରିକ୍‌-ଇ-ଇନ୍‌ସାଫ୍‌ ପାର୍ଟି ମୁଖ୍ୟ ତଥା ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ଙ୍କୁ ଉଚ୍ଚ ନ୍ୟାୟାଳୟରୁ ଆଶ୍ୱସ୍ତି ମିଳିଛି। ଇମ୍ରାନଙ୍କ ବିରୋଧରେ ପଞ୍ଜୀକୃତ ହୋଇଥିବା ମାମଲାରେ ପାକିସ୍ତାନର ଏକ ଅଦାଲତ ତାଙ୍କ ଗିରଫଦାରୀରେ ବୁଧବାର ପ୍ରତିବନ୍ଧକ ଲଗାଇ ଏହାକୁ ମେ’ ୩୧…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri