ଏମ୍ପି ପଦ ହରାଇପାରନ୍ତି ରାହୁଲ
ନୂଆଦିଲ୍ଲୀ,୨୪ା୩:କଂଗ୍ରେସ ନେତା ରହୁଲ ଗାନ୍ଧୀ ‘ସବୁ ମୋଦି ଚୋର’ ମନ୍ତବ୍ୟ ମାମଲାରେ ଗୁରୁବାର ଗୁଜରାଟର ସୁରଟସ୍ଥିତ ଏକ କୋର୍ଟରେ ଦୋଷୀ ସାବ୍ୟସ୍ତ ହେବା ପରେ ତାଙ୍କୁ ୨ ବର୍ଷ ଜେଲ ଦଣ୍ଡାଦେଶ ଦିଆଯାଇଛି। ଅଦାଲତଙ୍କ ଏହି ରାୟ ପରେ ରାହୁଲ ଏମ୍ପି…
ରାହୁଲଙ୍କ ଦଣ୍ଡାଦେଶ ବିରୋଧରେ ରାଜରାସ୍ତାକୁ ଓହ୍ଲାଇବ କଂଗ୍ରେସ
ନୂଆଦିଲ୍ଲୀ,୨୪।୩: ୨୦୧୯ ସାଧାରଣ ନିର୍ବାଚନ ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିରୋଧରେ ଆପତ୍ତିଜନକ ମନ୍ତବ୍ୟ ଦେଇଥିବା ଅଭିଯୋଗରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ଏହି ମାମଲାରେ ରାହୁଲଙ୍କୁ ୨ ବର୍ଷର ଜେଲ ଦଣ୍ଡାଦେଶ ହୋଇଛି। ଏହାପରେ ରାହୁଲଙ୍କୁ…
ନେତନ୍ୟ୍ୟାହୁଙ୍କୁ ବଞ୍ଚାଇବାକୁ ନୂଆ ଆଇନ ପାସ୍, ସଡ଼କରେ ବିରୋଧ ପ୍ରଦର୍ଶନ ଜାରି
ତେଲ ଆଭିବ,୨୪ ।୩: ଇସ୍ରାଏଲ ସଂସଦରେ ଗୁରୁବାର ନ୍ୟାୟପାଳିକାରେ ଆମୁଳ-ଚୁଳ ପରିବର୍ତ୍ତନ ପାଇଁ ପ୍ରସ୍ତାବିତ କିଛି ବିବାଦୀୟ ଆଇନ ମଧ୍ୟରୁ ପ୍ରଥମ ଆଇନକୁ ପାରିତ କରିଛନ୍ତି । ସଂସଦରେ ଏହି ଆଇନ ଏମିତି ସମୟରେ ପାସ ହୋଇଛି, ଯେତେବେଳେ ଏହା ବିରୋଧରେ…
ଭାରତ ଗସ୍ତରେ ଆସିଥିବା ଅଜୟ ବଙ୍ଗା କରୋନା ପଜିଟିଭ
ନୂଆଦିଲ୍ଲୀ,୨୪ ।୩: ବିଶ୍ୱ ବ୍ୟାଙ୍କର ଅଧ୍ୟକ୍ଷ ପଦ ପାଇଁ ନୋମିନେଟ ହୋଇଥିବା ଭାରତୀୟ ଅଜୟ ବଙ୍ଗା ବିଶ୍ୱ ଗସ୍ତର ଶେଷ ପର୍ଯ୍ୟାୟରେ ଦୁଇ ଦିନିଆ ଭାରତ ଗସ୍ତରେ ନୂଆଦିଲ୍ଲୀ ପହଞ୍ଚି ସାରିଛନ୍ତି । ହେଲେ ନୂଆଦିଲ୍ଲୀ ପହଞ୍ଚିବା ପରେ ସେ ନିୟମିତ…
ପାଓ୍ବାରଙ୍କ ଘରେ ବସିଲା ବିରୋଧୀ ନେତାଙ୍କ ବୈଠକ: ସାମିଲ ହେଲାନି ଟିଏମ୍ସି
ନୂଆଦିଲ୍ଲୀ,୨୩।୩: ଇଭିଏମ୍ ପ୍ରସଙ୍ଗକୁ ନେଇ ଏନ୍ସିପି ମୁଖ୍ୟ ଶରଦ ପାଓ୍ବାରଙ୍କ ବାସଭବନରେ ଗୁରୁବାର ବିରୋଧି ନେତାଙ୍କ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ସମାଜବାଦୀ ପାର୍ଟିର ରାଜ୍ୟ ସଭା ଏମ୍ପି ତଥା ପ୍ରସିଦ୍ଧ ଓକିଲ କପିଲ ସିବ୍ବଲ କହିଛନ୍ତି, ଯଦି…
ପୁଟିନ୍ଙ୍କୁ ବିଦେଶରେ ଗିରଫ ଅର୍ଥ ‘ଯୁଦ୍ଧ ଘୋଷଣା’
ମସ୍କୋ,୨୩।୩: ଅନ୍ତର୍ଜାତୀୟ ଆପରାଧିକ କୋର୍ଟ (ଆଇସିସି) ଦ୍ୱାରା ରୁଷିଆର ରାଷ୍ଟ୍ରପତି ଭ୍ଲାଡିିମିର ପୁଟିନଙ୍କ ବିରୋଧରେ ଗିରଫ ୱାରେଣ୍ଟ ଜାରି କରାଯାଇଛି। ଏହା ଏବେ ସାରା ବିଶ୍ୱରେ ଚର୍ଚ୍ଚାର ବିଷୟ ପାଲଟିଛି। ଆଇସିସିର ଏହି ଆଦେଶ ଉପରେ ରୁଷିଆ ସରକାର ଉତ୍ତ୍ୟକ୍ତ ହୋଇପଡ଼ିଛନ୍ତି।…
ସୀମାନ୍ତରେ ପୁଣି ମାଓବାଦୀଙ୍କ ଲଙ୍କାକାଣ୍ଡ
ମାଲକାନଗିରି,୨୩ା୩(ଡି.ଏନ୍.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ଦାନ୍ତେଓ୍ବାଡା ଜିଲାରେ ପୁଣି ମାଓବାଦୀମାନେ ଲଙ୍କାକାଣ୍ଡ ଘଟାଇଛନ୍ତି। ଗୋଟିଏ ଟ୍ରକ୍ ଏବଂ ପ୍ରୋକୋଲିନ୍କୁ ଜାଳି ଦେଇଛନ୍ତି ମାଓବାଦୀ। କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଛତିଶଗଡ଼ ଗସ୍ତକୁ ବିରୋଧ କରି ଏଭଳି ହିଂସାକାଣ୍ଡ ଘଟାଇଛନ୍ତି…
ପାକିସ୍ତାନରେ ଜଳ ସଙ୍କଟ ଅଣାୟତ୍ତ
ଇସଲାମାବାଦ,୨୩।୩: ଅର୍ଥନୈତିକ ସଙ୍କଟ ଦେଇ ଗତି କରୁଥିବା ପାକିସ୍ତାନ ମଧ୍ୟ ବର୍ତ୍ତମାନ ଜଳ ସଙ୍କଟର ସମ୍ମୁଖୀନ ହୋଇଛି। ଦିନକୁ ଦିନ ପାକିସ୍ତାନରେ ଅବସ୍ଥା ଖରାପ ହେବାରେ ଲାଗିଛି। ଏକ ରିପୋର୍ଟ ଅନୁଯାୟୀ, ପାକିସ୍ତାନର ୨୪ ପ୍ରମୁଖ ସହରରେ ବିଶୁଦ୍ଧ ଜଳର ସୁବିଧା…
ମନମୋହନ ସାମଲ ରାଜ୍ୟ ଭାଜପା ସଭାପତି
ଭୁବନେଶ୍ୱର,୨୩।୩(ବ୍ୟୁରୋ): ମନମୋହନ ସାମଲ ରାଜ୍ୟ ଭାଜପାର ନୂଆ ସଭାପତି ଭାବେ ମନୋନୀତ ହୋଇଛନ୍ତି। ମନମୋହନଙ୍କୁ ରାଜ୍ୟ ସଭାପତି ଭାବେ ଭାଜପାର ରାଷ୍ଟ୍ରୀୟ ସଭାପତି ଜେ.ପି ନଡ୍ଡା ଏହି ଦାୟିତ୍ୱ ଦେଇଛନ୍ତି। ସମୀର ମହାନ୍ତିଙ୍କ ସ୍ଥାନରେ ମନମୋହନଙ୍କୁ ଏହି ନୂଆ ଦାୟିତ୍ୱ ମିଳିଛି।…
ବିହାର ସମେତ ୪ ରାଜ୍ୟରେ ଅଧ୍ୟକ୍ଷ ବଦଳାଇଲା ଭାଜପା, ଓଡ଼ିଶା ଅଧ୍ୟକ୍ଷ ମନମୋହନ ସାମଲ…
ନୂଆଦିଲ୍ଲୀ,୨୩।୩ : ଭାରତୀୟ ଜନତା ପାର୍ଟି ଗୁରୁବାର କିଛି ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛି। ଭାଜପା ବିହାର, ଦିଲ୍ଲୀ, ରାଜସ୍ଥାନ ଏବଂ ଓଡିଶାରେ ଭାଜପାର ଅଧ୍ୟକ୍ଷଙ୍କୁ ପରିବର୍ତ୍ତନ କରିଛି। ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ସମର ଚୌଧୁରୀଙ୍କୁ ବିହାର ଭାଜପାର ଅଧ୍ୟକ୍ଷ…
ଅମିତ ଶାହାଙ୍କ ମନ୍ତବ୍ୟ ନେଇ ସିବିଆଇକୁ ଚିଠି ଲେଖିଲେ ଜୟରାମ ରମେଶ…
ନୂଆଦିଲ୍ଲୀ,୨୩।୩ : କଂଗ୍ରେସର ମହାସଚିବ ଜୟରାମ ରମେଶ କେନ୍ଦ୍ରୀୟ ଅନୁସନ୍ଧାନ ବ୍ୟୁରୋ (ସିବିଆଇ) କୁ ଚିଠି ଲେଖିଛନ୍ତି। କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ମେଘାଳୟର ପୂର୍ବତନ କୋନରାଡ ସାଙ୍ଗମା ସରକାରଙ୍କୁ ଦୁର୍ନୀତିଗ୍ରସ୍ତ ବୋଲି କହିଥିବା ନେଇ ସେ ଅଭିଯୋଗ କରିଛନ୍ତି।…
ପ୍ରଧାନମନ୍ତ୍ରୀଙ୍କୁ ଚୋର କହିବା ମାମଲା: ରାହୁଲ ଦୋଷୀ ସାବ୍ୟସ୍ତ, ୨ ବର୍ଷ ଜେଲ ଦଣ୍ଡାଦେଶ…
ସୁରଟ,୨୩।୩ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚୋର କହିବା ଅଭିଯୋଗରେ ସୁରଟ କୋର୍ଟ ଗୁରୁବାର କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ଏହି ମାମଲା ୨୦୧୯ର ଅଟେ। ସାଧାରଣ ନିର୍ବାଚନ ପୂର୍ବରୁ କର୍ନାଟକର କୋଲାର ଠାରେ ଅନୁଷ୍ଠିତ ଏକ…
Archives


