Home Middle

‘ମୁଁ ବ୍ଲାକମେଲ କରିବି ନାହିଁ’, ମୁଖ୍ୟମନ୍ତ୍ରୀ ନାମ ଘୋଷଣା ପୂର୍ବରୁ ଶିବକୁମାର କହିଲେ ସୋନିଆ ଗାନ୍ଧୀ ମୋର ରୋଲ ମଡେଲ

ନୂଆଦିଲ୍ଲୀ,୧୬।୫: କର୍ନାଟକ ନିର୍ବାଚନ ଜିତିବା ପରେ କଂଗ୍ରେସ ନେତା ଡି.କେ. ଶିବକୁମାର ମଙ୍ଗଳବାର ଦିଲ୍ଲୀ ଯାତ୍ରା କରିବେ। ଏହା ପୂର୍ବରୁ ସେ ମିଡିଆ ସହ କଥା ହୋଇ କହିଛନ୍ତି, ଏବେ ସେ ସୁସ୍ଥ ହୋଇଯାଇଛନ୍ତି, ତାଙ୍କର ବିପି କଣ୍ଟ୍ରୋଲରେ ରହିଛି ସେଥିପାଇଁ…

କର୍ନାଟକରେ ଏବେ କ୍ୟାବିନେଟ ପୋର୍ଟଫୋଲିଓର ଡିମାଣ୍ଡ, ମୁସଲମାନ ମାଗିଲେ ତାଙ୍କ ସମ୍ପ୍ରଦାୟର ନେତା

ବେଙ୍ଗାଲୁରୁ,୧୬।୫: ଗତ ସପ୍ତାହରେ ଅର୍ଥାତ ଶନିବାର ମେ’୧୩ରେ ଘୋଷଣା ହେଲା କର୍ନାଟକ ବିଧାନସଭା ନିର୍ବାଚନର ଫଳାଫଳ। ଏଥିରେ କଂଗ୍ରେସ ବିଜୟୀ ହେଲା। ଗୋଟିଏ ପଟେ କଂଗ୍ରେସ ମୁଖ୍ୟମନ୍ତ୍ରୀ ବାଛିବାକୁ ବୈଠକ କରିଚାଲିଥିବା ବେଳେ ଏହା ୩ ଦିନ ହେବ ସ୍ଥିର ହୋଇ…

ଆଜି ଖାର୍ଗେ ଘୋଷଣା କରିପାରନ୍ତି କର୍ନାଟକ ମୁଖ୍ୟମନ୍ତ୍ରୀଙ୍କ ନାମ, ଫାଇନାଲ ଲାଇନର ନିକଟତର ସିଦ୍ଦାରାମାୟା

ନୂଆଦିଲ୍ଲୀ,୧୬।୫: କର୍ଣ୍ଣାଟକ ବିଧାନସଭା ନିର୍ବାଚନରେ ବିଜୟୀ ହେବା ପରେ ବି ମୁଖ୍ୟମନ୍ତ୍ରୀଙ୍କ ନାମକୁ ନେଇ ୩ ଦିନ ହେବ କଂଗ୍ରେସ କୌଣସି ନିଷ୍ପତ୍ତି ନେଇପାରି ନାହିଁ। ସୋମବାର ଏହାକୁ ନେଇ ଦିନସାରା ଚର୍ଚ୍ଚା ଜାରି ରହିଥିଲା। ଏହାକୁ ନେଇ ମୁଖ୍ୟମନ୍ତ୍ରୀ ଦୌଡରେ…

ଖରାଠୁ ବଳିଗଲା ଗୁଳୁଗୁଳି

ଭୁବନେଶ୍ୱର,୧୬ା୫(ବ୍ୟୁରୋ): ସୋମବାର ସାରା ରାଜ୍ୟରେ ଅସହ୍ୟ ଖରାତାତି ସହ ପ୍ରବଳ ଗୁଳୁଗୁଳି (ହିଟ୍‌ ଓ୍ବେଭ୍‌) ଅନୁଭୂତ ହୋଇଥିଲା। ସକାଳ ୯ଟାରୁ ମୁଣ୍ଡଫଟା ଖରା ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଥିବାବେଳେ ପଶ୍ଚିମ ଓଡ଼ିଶାରେ ସ୍ଥିତି ସବୁଠୁ ବିଗିଡି ଯାଇଥିଲା। ଦ୍ୱୈତ ନଗରୀ କଟକ ଓ…

ଟୋକନରେ ତ୍ରୁଟି, ଧାନ ବିକ୍ରି ହୋଇପାରୁନି

ବରଗଡ଼ ଅଫିସ୍‌,୧୬ା୫: ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ମାତ୍ର ଧାନ ସଂଗ୍ରହ ଆରମ୍ଭରୁ ନାନା ଅବ୍ୟବସ୍ଥା ଯୋଗୁ ଚାଷୀମାନେ ଧାନ ବିକ୍ରି କରି ନ ପାରି ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଟୋକନରେ ତ୍ରୁଟି ଏବେ ଚାଷୀଙ୍କ ପାଇଁ ପ୍ରମୁଖ…

୧୭ ସହର ପ୍ରାକୃତିକ ବିପର୍ଯ୍ୟୟ କ୍ଷତିଗ୍ରସ୍ତ ଘୋଷିତ

ଢାକା/ୟାଙ୍ଗୋନ, ୧୬।୫ : ବାତ୍ୟା ମୋଚା ପ୍ରଭାବରେ ବାଂଲାଦେଶ ଓ ମ୍ୟାନ୍‌ମାରରେ ବହୁ କ୍ଷତି ଘଟିଛି। ବର୍ଷା ଓ ଭୀଷଣ ପବନ ଯୋଗୁ ବିଭିନ୍ନ ସ୍ଥାନରେ ଶୋଚନୀୟ ପରିସ୍ଥିତି ସୃଷ୍ଟି ହୋଇଛି। ୫ ଝଡ଼ର ବଳ ରଖିଥିବା ମୋଚାରେ ୫ ଜଣଙ୍କ…

ଗେହଲଟଙ୍କୁ ୧୫ ଦିନିଆ ମହଲତ ଦେଲେ ପାଇଲଟ୍‌

ଜୟପୁର, ୧୬ା୫ :ରାଜସ୍ଥାନର ବରିଷ୍ଠ କଂଗ୍ରେସ ନେତା ତଥା ରାଜସ୍ଥାନର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସଚିନ ପାଇଲଟ୍‌ ସୋମବାର ତାଙ୍କର ୫ ଦିନିଆ ଜନସଂଘର୍ଷ ଯାତ୍ରା ଉଦ୍‌ଯାପନ କରିଛନ୍ତି। ବସୁନ୍ଧରା ରାଜେଙ୍କ ସରକାର ଅମଳରେ ହୋଇଥିବା ଦୁର୍ନୀତି ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ ଲାଗି…

ଓ୍ବାଙ୍ଖଡ଼େଙ୍କ ବିରୋଧରେ ସିବିଆଇ ଏତଲା

ମୁମ୍ବାଇ, ୧୬ା୫: ୨୫ କୋଟି ଟଙ୍କା ନ ଦେଲେ ନିଶା କାରବାର ଅଭିଯୋଗରେ ପୁଅ ଆର୍ୟନ ଖାନ୍‌ଙ୍କ ବିରୋଧରେ ମାମଲା ଦାଏର କରାଯିବ ବୋଲି ବଲିଉଡ୍‌ ସୁପରଷ୍ଟାର ଶାହରୁଖ ଖାନ୍‌ଙ୍କ ପରିବାରକୁ ନାର୍କୋଟିକ୍‌ କଣ୍ଟ୍ରୋଲ ବ୍ୟୁରୋ (ଏନ୍‌ସିବି)ର ପୂର୍ବତନ ଜୋନାଲ ନିର୍ଦ୍ଦେଶକ…

ପାକ୍‌ ସୁପ୍ରିମକୋର୍ଟ ଆଗରେ ଶାସକ ମେଣ୍ଟର ବିକ୍ଷୋଭ

ଇସ୍‌ଲାମାବାଦ, ୧୬ା୫: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ୍‌ଙ୍କୁ ଜାମିନ ପ୍ରତିବାଦରେ ଦେଶର ଶାସକ ଦଳଗୁଡ଼ିକର ମେଣ୍ଟ ପାକିସ୍ତାନ ଡେମୋକ୍ରାଟିକ୍‌ ମୁଭ୍‌ମେଣ୍ଟ (ପିଡିଏମ୍‌)ର ସମର୍ଥକମାନେ ସୋମବାର ସୁପ୍ରିମକୋର୍ଟ ବାହାରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ପିଡିଏମ୍‌ ପକ୍ଷରୁ ସୁପ୍ରିମକୋର୍ଟ ଆଗରେ ବିକ୍ଷୋଭ ପ୍ରଦର୍ଶନ…

କର୍ନାଟକ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ହୋଇପାରୁନି

ନୂଆଦିଲ୍ଲୀ, ୧୬ା୫: କର୍ନାଟକ ବିଧାନସଭା ନିର୍ବାଚନରେ କଂଗ୍ରେସ ଜିତିବା ପରେ କିଏ ମୁଖ୍ୟମନ୍ତ୍ରୀ ହେବେ ତାହା ସ୍ପଷ୍ଟ ହୋଇପାରୁନି। ବରିଷ୍ଠ ନେତା ସିଦ୍ଦାରାମାୟା ଏବଂ ଦଳର ରାଜ୍ୟ ସଭାପତି ଡି.କେ. ଶିବକୁମାର ମୁଖ୍ୟମନ୍ତ୍ରୀ ପଦ ଲାଗି ଦାବିଦାର ହୋଇଥିବାବେଳେ କାହାକୁ ରାଜ୍ୟ…

ହାଇଦ୍ରାବାଦକୁ ହରାଇଲା ଗୁଜରାଟ

ଅହମଦାବାଦ,୧୫।୫: ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ସୋମବାର ଖେଳାଯାଇଥିବା ଆଇପିଏଲ୍‌ର ୬୨ତମ ମ୍ୟାଚ୍‌ରେ ଗୁଜରାଟ ୩୪ ରନ୍‌ରେ ବିଜୟୀ ହୋଇଛି। ଏହି ବିଜୟ ସହ ଗୁଜରାଟ ୧୬ ପଏଣ୍ଟ ପାଇ ଟେବୁଲର ଶୀର୍ଷ ସ୍ଥାନ ବଜାୟ ରଖି ପ୍ଲେ-ଅଫ୍‌ ଆଶା ଉଜ୍ଜୀବିତ…

ହଟିଲା ସଫ୍ଟ ସିଗ୍‌ନାଲ: ଫ୍ରି ହିଟ୍‌ ପାଇଁ ଆସିଲା ନୂତନ ନିୟମ

ଦୁବାଇ,୧୫ା୫: ଅନ୍ତର୍ଜାତୀୟ କ୍ରିକେଟ୍‌ କାଉନସିଲ୍‌(ଆଇସିସି) ପକ୍ଷରୁ ସୋମବାର କେତେକ ନିୟମରେ ବଡ଼ ପରିବର୍ତ୍ତନ କରାଯାଇଛି। ଏପରିକି ବିବାଦୀୟ ସଫ୍ଟ ସିଗ୍‌ନାଲ ନିୟମକୁ ଆଇସିସି ହଟାଇ ଦେଇଛି। ପୂର୍ବରୁ କୌଣସି କ୍ୟାଚ୍‌ର ନିଷ୍ପତ୍ତି ଟିଭି ଅମ୍ପାୟରଙ୍କୁ ରେଫର କରିବା ପୂର୍ବରୁ ଅନ୍ୟ ଫିଲ୍ଡ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri