Home Middle

ବିଦେଶରେ ଉଦ୍ଧବ, ଶିନ୍ଦେଙ୍କୁ ଭେଟିଲେ ଶରଦ ପାୱାର

ମୁମ୍ବାଇ,୧।୬: ଏନସିପି ସୁପ୍ରିମୋ ଶରଦ ପାୱାର ଗୁରୁବାର ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କୁ ଭେଟିବା ପାଇଁ ବର୍ଷା ବଙ୍ଗଳାଠାରେ ପହଞ୍ଚିଛନ୍ତି। ଉଦ୍ଧବ ଠାକ୍‌ରେ ବିଦେଶରେ ଅଛନ୍ତି। ଏହି ସମୟରେ ଶରଦ ପାୱାର ମୁଖ୍ୟମନ୍ତ୍ରୀଙ୍କୁ ଭେଟିବାକୁ ଆସିଛନ୍ତି। ଏହି ସାକ୍ଷାତର ବିଷୟବସ୍ତୁ ବିଷୟରେ…

ଏହି ରାଜ୍ୟରେ ବଢ଼ିଲା ବିଜୁଳି ଦର

ରାଞ୍ଚି,୧ା୬: ଝାଡ଼ଖଣ୍ଡରେ ନୂତନ ବିଦ୍ୟୁତ ଶୁଳ୍କ ଆଂଶିକ ବୃଦ୍ଧି କରାଯାଇଛି। ତେବେ ନୂତନ ଶୁଳ୍କରେ ବିଦ୍ୟୁତ ଦର ବର୍ତ୍ତମାନ ୪ ଦିନରେ ୨୫ରୁ ୩୦ ଟଙ୍କାକୁ ବୃଦ୍ଧି କରାଯାଇଛି। ଘରୋଇ ଗ୍ରାମୀଣ ବିଦ୍ୟୁତର ସ୍ଥିର ହାର ୨୬ ଟଙ୍କାରୁ ୫୦ ଟଙ୍କାକୁ…

କେବେ ଭାବି ନ ଥିଲି ଏତେବଡ ଦଣ୍ଡ ମିଳିବ, ହେଲେ…, ସଂସଦ ସଦସ୍ୟତା ଯିବା ପରେ ଆମେରିକାରେ କହିଲେ ରାହୁଲ

ସାନ ଫ୍ରାନସିସକୋ,୧।୬: କଂଗ୍ରେସ ନେତା ରାହୁଲ ଗାନ୍ଧୀ ପୁଣିଥରେ ଗୁରୁବାର ଭାରତୀୟ ଜନତା ପାର୍ଟି(ଭାଜପା) ଉପରେ ଖୁବ ବର୍ଷିଛନ୍ତି। ଆମେରିକାରେ ରାହୁଲ କହିଛନ୍ତି, ମୁଁ କେବେ ଭାବି ନ ଥିଲି ମାନହାନି ମାମଲାରେ ମୋତେ ଏତେବଡ ଦଣ୍ଡ ମିଳିବ ଓ ଜଣେ…

ଏମକେ ଷ୍ଟାଲିନଙ୍କୁ ଭେଟିଲେ କେଜରିଓ୍ବାଲ, କେନ୍ଦ୍ରର ଅଧ୍ୟାଦେଶ ବିରୋଧରେ ମାଗିଲେ ସମର୍ଥନ

ନୂଆଦିଲ୍ଲୀ,୧।୬: କେନ୍ଦ୍ରର ଅଧ୍ୟାଦେଶ ବିରୋଧରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ବିରୋଧୀଙ୍କୁ ଏକଜୁଟ କରିବାରେ ଲାଗି ପଡିଛନ୍ତି। ଇତି ମଧ୍ୟରେ କେଜରିଓ୍ବାଲ ଗୁରୁବାର ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନଙ୍କୁ ତାଙ୍କ ଘରେ ଚେନ୍ନାଇରେ ସାକ୍ଷାତ୍‌ କରିଛନ୍ତି। ଏହି ସମୟରେ ପଞ୍ଜାବ ମୁଖ୍ୟମନ୍ତ୍ରୀ…

ଶୁକ୍ରବାର ପ୍ରକାଶ ପାଇବ ଓଜେଇଇ ପରୀକ୍ଷାଫଳ

ଭୁବନେଶ୍ୱର,୧।୬: ଶୁକ୍ରବାର ପ୍ରକାଶ ପାଇବ ଓଜେଇଇ ପରୀକ୍ଷାଫଳ। ଛାତ୍ରୀଛାତ୍ରମାନେ ଓଜେଇଇ ଓ୍ବେବସାଇଟ୍‌ ମାଧ୍ୟମରେ ରେଜଲ୍ଟ ଦେଖିପାରିବେ। ସୂଚନାଯୋଗ୍ୟ, ରାଜ୍ୟରେ ଥିବା ସରକାରୀ ଓ ଘରୋଇ ବେଷୟିକ ଶିକ୍ଷାନୁଷ୍ଠାନର ଏମ୍‌ବିଏ, ଏମ୍‌ସିଏ, ଏମଏସ୍‌ସି, ଏମେ୍‌ଟେକ, ଏମ ପ୍ଲାନ, ଲାଟେରାଲ ଏଣ୍ଟ୍ରି ବିଏମ୍‌ବିଏ, ଲାଟେରାଲ…

ରାଜଧାନୀରେ ୩୬ ବର୍ଷର ରେକର୍ଡ ଭାଙ୍ଗିଲା, ଗରମ ଦିନରେ ମାଘ ମାସର ଶୀତ ଅନୁଭୂତ

ନୂଆଦିଲ୍ଲୀ,୧ା୬: ସାଧାରଣତଃ ମେ’ ଆଉ ଜୁନ୍‌ରେ ପ୍ରବଳ ଗରମ ହୋଇଥାଏ। ରାଜଧାନୀ ଦିଲ୍ଲୀ ସମେତ ସମଗ୍ର ଉତ୍ତର ଭାରତରେ ବି ସବୁଠାରୁ ଏହି ଦୁଇ ମାସକୁ ଗରମ ମାସ ବୋଲି ବିବେଚନା କରାଯାଏ। ମାତ୍ର ଜଳବାୟୁ ପରିବର୍ତ୍ତନ ହେତୁ ଏଥର ରାଜଧାନୀରେ…

ରୁଷିଆ ବୈଦେଶିକ ମନ୍ତ୍ରୀଙ୍କୁ ଭେଟିଲେ କେନ୍ଦ୍ର ମନ୍ତ୍ରୀ ଏସ ଜୟଶଙ୍କର

କେପଟାଉନ,୧।୬: ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କର ସାଉଥ ଆଫ୍ରିକାରରେ ରୁଷିଆ ବୈଦେଶିକ ମନ୍ତ୍ରୀ ସର୍ଗୋଇ ଲାଭାରୋଭଙ୍କୁ ସାକ୍ଷାତ୍‌ କରିଛନ୍ତି। ବ୍ରିକ୍ସ ସମ୍ମିଳନୀ ପୂର୍ବରୁ ଦୁଇ ଦେଶର ନେତା ପରସ୍ପରକୁ ଭେଟିଛନ୍ତି। ସୂଚନାଯୋଗ୍ୟ, ବ୍ରିକ୍ସ ସମ୍ମିଳନୀ ଚଳିତ ବର୍ଷ ଅଗଷ୍ଟ ମଧ୍ୟ ଭାଗରେ…

ବିରୋଧୀ ଏକତାକୁ ନେଇ କଥା ହେବାକୁ ନୀତୀଶ ଡାକିଥିବା ବୈଠକରେ ଯୋଗ ଦେବ କଂଗ୍ରେସ, ହେଲେ…

ନୂଆଦିଲ୍ଲୀ,୧।୬: ଆସନ୍ତା ବର୍ଷରେ ହେବାକୁ ଯାଉଥିବା ଲୋକ ସଭା ନିର୍ବାଚନକୁ ନେଇ ଭାରତୀୟ ଜନତା ପାର୍ଟି(ଭାଜପା) ବିରୋଧରେ ଏକଜୁଟ ହେବାକୁ ଚେଷ୍ଟା ଜାରି ରହିଛି। ବିରୋଧୀ ଦଳର ଆଗକୁ ଥିବା ରାଜନିତିକୁ ନେଇ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର୧୨ ଜୁନରେ ପାଟନାରେ…

ଆଉ ଟେଲିଭିଜନ ପରଦାରେ ନଜର ଆସିବେ ନାହିଁ ଇମ୍ରାନ କିମ୍ବା ତାଙ୍କ ଦଳର କର୍ମୀ, ଚ୍ୟାନେଲ ପାଇଁ ଜାରି କରାଗଲା ନିୟମ

ଇସଲାମାବାଦ,୧।୬: ପାକିସ୍ତାନର ଇଲେକ୍ଟ୍ରନିକ ମିଡିଆ ଓ୍ବାଚଡଗ ଦେଶର ଟେଲିଭିଜନ ଚ୍ୟାନେଲକୁ କହିଛି, କୌଣସି ପ୍ରକାର ହିଂସା ଉପୁଜାଉଥିବା ଅପରାଧି ଓ ସେମାନଙ୍କ ସମର୍ଥକଙ୍କୁ ବହିଷ୍କାର କରାଯାଉ ଅର୍ଥାତ୍‌ ଟିଭି ପରଦାରେ ସେମାନଙ୍କ ପ୍ରସାରଣକୁ ବନ୍ଦ କରାଯାଉ। ଏହା ସହିତ ଟେଲିଭିଜନ ଚ୍ୟାନେଲଗୁଡିକ…

ଭାରତ-ନେପାଳ ସମ୍ପର୍କ ସୁପରହିଟ୍‌ ପାଇଁ ନିଷ୍ପତ୍ତି: ମୋଦି

ନୂଆଦିଲ୍ଲୀ,୧ା୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନେପାଳର ପ୍ରଧାନମନ୍ତ୍ରୀ ପୁଷ୍ପ କମଲ ଦହଲ (ପ୍ରଚଣ୍ଡ)ଙ୍କ ସହ ମିଳିତ ସାମ୍ବାଦିକ ସମ୍ମିଳନୀରେ ମନେ ପକାଇ ଦେଇଛନ୍ତି ଯେ, ୯ ବର୍ଷ ପୂର୍ବେ ଅର୍ଥାତ୍‌ ୨୦୧୪ରେ କାର୍ଯ୍ୟଭାର ଗ୍ରହଣ କରିବାର ତିନିମାସ ମଧ୍ୟରେ ସେ ନେପାଳ…

ଭାଜପା ନେତା ପଙ୍କଜାଙ୍କ ବିଦ୍ରୋହୀ ମନୋଭାବ, କହିଲେ ମୁଁ ଭାଜପାରେ ଅଛି, ହେଲେ ପାର୍ଟି ମୋର ହେବ ନାହିଁ

ମୁମ୍ବାଇ,୧।୬: ଭାରତୀୟ ଜନତା ପାର୍ଟି(ଭାଜପା) ନେତା ପଙ୍କଜା ମୁଣ୍ଡେ ପୁଣିଥରେ ଦଳ ଉପରେ ରାଗିଛନ୍ତି। ତାଙ୍କ ଅସନ୍ତୋଷର ସ୍ବର ପୁଣିଥରେ ଦେଖିବାକୁ ମିଳିଛି। ସୂଚନାଯୋଗ୍ୟ, ଦିଲ୍ଲୀରେ ରାଷ୍ଟ୍ରୀୟ ସମାଜ ପାର୍ଟି ପକ୍ଷରୁ ଅହିଲ୍ୟା ଦେବୀ ହୋଲକରଙ୍କ ଜୟନ୍ତି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ…

ପୁଣି ତୀବ୍ର ହେଉଛି ରୁଷିଆ-ୟୁକ୍ରେନ ଯୁଦ୍ଧ

ମସ୍କୋ,୧ା୬: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ପୁଣି ତୀବ୍ର ହୋଇଛି। ୟୁକ୍ରେନ କ୍ରମାଗତ ଭାବରେ ରୁଷିଆ ଅଞ୍ଚଳ ଉପରେ ଆକ୍ରମଣ କରୁଛି। ରୁଷିଆର ଶେବିକିନୋ ସହରରେ ୟୁକ୍ରେନ ଏକ ଏୟାର ଷ୍ଟ୍ରାଇକ୍‌ କରିଥିଲା। ଯେଉଁଥିରେ ରାତାରାତି ୫ ଜଣ ଆହତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?