ତାମିଲନାଡୁ ସରକାରଙ୍କୁ ବଡ ଝଟକା, ଆରଏସଏସର ରୁଟ ମାର୍ଚ୍ଚକୁ ଅନୁମତି ଦେଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ,୧୧।୪: ସୁପ୍ରିମକୋର୍ଟ ପକ୍ଷରୁ ତାମିଲନାଡୁ ସରକାରଙ୍କୁ ବଡ ଝଟକା ଦିଆଯାଇଛି। ସରକାାଙ୍କ ପକ୍ଷରୁ ଆରଏସଏସର ରୁଟ ମାର୍ଚ୍ଚ ବିରୋଧରେ କରାଯାଇଥିବା ଆବେଦନକୁ କୋର୍ଟ ଖାରଜ କରି ଦେଇଛନ୍ତି। ସୁପ୍ରିମକୋର୍ଟ ମାଡ୍ରାସ ହାଇକୋର୍ଟଙ୍କ ରାୟକୁ କାଏମ ରଖିଛନ୍ତି। ସୂଚନାଯୋଗ୍ୟ, ୪୭ଟି ସ୍ଥାନରେ ଆରଏସଏସର…
ଫେସବୁକ, ଇନଷ୍ଟାଗ୍ରାମରେ ଏବେ ସର୍କୁଲେଟ ହେବନି ୧୮ ବର୍ଷରୁ କମ ବୟସର ପିଲାଙ୍କ ଅର୍ଦ୍ଧନଗ୍ନ ଫଟୋ, ଲଞ୍ଚ ହେଲା ‘ଟେକ ଇଟ ଡାଉନ’ ଟୁଲ
ଓ୍ବାଶିଂଟନ,୧୧।୪: ସୋସିଆଲ ମିଡିଆର ଜଣାଶୁଣା କମ୍ପାନୀ ମେଟା ୟୁଜର୍ସଙ୍କ ପାଇଁ ‘ଟେକ ଇଟ ଡାଉନ’ ଟୁଲ ଲଞ୍ଚ କରି ଦେଇଛି। ଏହି ଟୁଲ ସାହାଯ୍ୟରେ ପ୍ଲାଟଫର୍ମରେ ନ୍ୟୁଡ କଣ୍ଟେଣ୍ଟକୁ ସୁର୍କୁଲେଟ କରିବାରୁ ରୋକାଯାଇ ପାରିବ। ଏହି ଟୁଲକୁ ନ୍ୟାଶନାଲ ସେଣ୍ଟର ଫର…
ଦେଶରେ ମୁସଲମାନଙ୍କ ସ୍ଥିତିକୁ ନେଇ ବିଶ୍ୱକୁ ଆଇନା ଦେଖାଇଲେ ଅର୍ଥମନ୍ତ୍ରୀ
ନୂଆଦିଲ୍ଲୀ/ଓ୍ବାଶିଂଟନ,୧୧।୪: ଆମେରିକାର ଓ୍ବାଶିଂଟନ ଡିସିରେ ସ୍ଥିତ ଆମେରିକି ଥିଙ୍କ ଟେକ ପିଟରସନ ଇନଷ୍ଟିଚ୍ୟୁଟ ଫର ଇଣ୍ଟରନ୍ୟାଶନାଲ ଇକୋନମିକ୍ସ(ପିଆଇଆଇଇ)ରେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଭାରତର ନକରାତ୍ମକ ପଶ୍ଚିମ ‘ଧାରଣ’ର କଡା ଜବାବ ଦେଇଛନ୍ତି। ସେଠାରେ ସେ ଭାରତୀୟ ଅର୍ଥବ୍ୟବସ୍ଥାର ସ୍ଥିରତା ଓ…
ଆମେରିକାରେ ଶେଷ ହେଲା କରୋନା ପାଇଁ ଲାଗିଥିବା ଜରୁରୀ କାଳୀନ ପରିସ୍ଥିତି
ଓ୍ବାଶିଂଟନ,୧୧।୪: ପ୍ରାୟ ୩ ବର୍ଷ ପୂର୍ବେ ସାରା ବିଶ୍ୱକୁ ଦୋହଲାଇ ଦେଇଥିଲା କରୋନା ମହାମାରୀ । ଏହାକୁ ନେଇ ସାରା ବିଶ୍ୱର ପ୍ରାୟ ସବୁ ଦେଶରେ ଅନେକ କଟକଣା ଲାଗୁ କରାଯାଇଥିଲା। ଏବେ ଆମେରିକା ସରକାର ଦେଶରେ ଲାଗୁ ହୋଇଥିବା କୋଭିଡ…
ଆଜିଠାରୁ ସକାଳୁଆ ସ୍କୁଲ
ଭୁବନେଶ୍ୱର,୧୧।୪(ବ୍ୟୁରୋ): ଆଜିଠାରୁ ଆରମ୍ଭ ହୋଇଛି ସକାଳୁଆ ସ୍କୁଲ। ରାଜ୍ୟର ସମସ୍ତ ସରକାରୀ ଓ ଘରୋଇ ସ୍କୁଲର ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସକାଳ ୭ଟାରୁ ଆରମ୍ଭ ହୋଇ ସାଢ଼େ ୧୧ ଟା ଯାଏ ପାଠପଢା ଚାଲିବ। ପ୍ରବଳ ଖରାକୁ ନଜରରେ ରଖି…
ସିବିଆଇକୁ ବିରୋଧ ବଢ଼ୁଛି
ନୂଆଦିଲ୍ଲୀ, ୧୧।୪:କେତେକ ନିର୍ଦ୍ଦିଷ୍ଟ ମାମଲାରେ ରାଜ୍ୟରେ ସିବିଆଇର ତଦନ୍ତ ଅଧିକାର ଏବେ ଦିନକୁ ଦିନ ସଙ୍କୁଚିତ ହେବାରେ ଲାଗିଛି। ଏକାଧିକ ରାଜ୍ୟ ସେମାନଙ୍କ ସାଧାରଣ ସହମତି ପ୍ରତ୍ୟାହାର କରିଦେଲେଣି। ନିକଟରେ ତେଲଙ୍ଗାନା, ମେଘାଳୟ ମଧ୍ୟ ଏହି ବିରୋଧ ତାଲିକାରେ ସାମିଲ ହୋଇଥିବା…
ଶୀର୍ଷରେ ଲକ୍ଷ୍ନୌ
ବେଙ୍ଗାଲୁରୁ, ୧୧।୪- ଏମ୍. ଚିନ୍ନାସ୍ବାମୀ ଷ୍ଟାଡିୟମରେ ଅନୁଷ୍ଠିତ ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ୍)ର ଏକ ହାଇସ୍କୋରିଂ ମ୍ୟାଚ୍ରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ୧ ଉଇକେଟରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆର୍ସିବି)କୁ ପରାସ୍ତ କରିଛି। ଆର୍ସିବି ୨୦ ଓଭରରେ ୨ ଉଇକେଟ ହରାଇ ୨୧୨…
ଅସହ୍ୟ ହେଲାଣି ତାତି, ୪୦ ଡିଗ୍ରୀ ଛୁଇଁଲା
ଭୁବନେଶ୍ୱର,୧୧ା୪(ବ୍ୟୁରୋ): ପ୍ରଚଣ୍ଡ ତାତିରେ ସାରା ଓଡ଼ିଶା ସିଝୁଛି। ଚାରିଆଡ଼େ ସତେଯେମିତି ନିଆଁ ବର୍ଷୁଛି। ଟାଇଁ ଟାଇଁ ଖରାରେ ଦେହମୁଣ୍ଡ ଜଳିପୋଡ଼ି ଯାଉଛି। ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ଗତ କିଛିଦିନ ପଶ୍ଚିମାଝଡ଼ଜନିତ ବର୍ଷା ଆଶ୍ୱସ୍ତି ଦେଇଥିଲା। ମାତ୍ର ଦୁଇଦିନ ହେବ ସମଗ୍ର…
୧ ୱିକେଟରେ ଲକ୍ଷ୍ନୌ ବିଜୟ…
ବେଙ୍ଗାଲୁରୁ,୧୦।୪: ଆଇପିଏଲ ସିରିଜ ୧୬ର ୧୫ତମ ମ୍ୟାଚରେ ସୋମବାର ଲକ୍ଷ୍ନୌ ସୁପର ଜିଆଣ୍ଟସ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ବିପକ୍ଷରେ ୧ ଓ୍ବିକେଟରେ ବିଜୟ ହାସଲ କରିଛି । ଧାର୍ଯ୍ୟ ୨୧୩ ରନ ଲକ୍ଷ୍ୟର ପିଛା କରି ଲକ୍ଷ୍ନୌ ସୁପର ଜିଆଣ୍ଟସ…
ଲକ୍ଷ୍ନୌକୁ ୨୧୩ ରନ୍ର ଟାର୍ଗେଟ ଦେଲା ଆରସିବି…
ବେଙ୍ଗାଲୁରୁ,୧୦।୪: ଏମ. ଚିନ୍ନାସ୍ବାମୀ ଷ୍ଟାଡିୟମରେ ସୋମବାର ଆଇପିଏଲ୍ର ୧୫ତମ ମ୍ୟାଚରେ ଲକ୍ଷ୍ନୌ ସୁପର ଜିଆଣ୍ଟସ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ମଧ୍ୟରେ ଖେଳାଯାଉଛି। ମ୍ୟାଚରେ ଲକ୍ଷ୍ନୌ ଟସ୍ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିବା ବେଳେ ଆରସିବି ବ୍ୟାଟିଂ କରିବାକୁ ପଡିଆ…
କର୍ନାଟକ ନିର୍ବାଚନ ପୂର୍ବରୁ ଏଏପିକୁ ମିଳିଲା ଜାତୀୟ ଦଳର ମାନ୍ୟତା
ନୂଆଦିଲ୍ଲୀ,୧୦।୪: କର୍ନାଟକ ନିର୍ବାଚନ ପୂର୍ବରୁ ଆମ ଆଦମୀ ପାର୍ଟି ପାଇଁ ଏକ ବଡ଼ ଖୁସି ଖବର। ସୋମବାର କେନ୍ଦ୍ରୀୟ ନିର୍ବାଚନ ଆୟୋଗ ଅରବିନ୍ଦ କେଜ୍ରିୱାଲଙ୍କ ଆମ ଆଦମୀ ପାର୍ଟି (ଏଏପି)କୁ ଜାତୀୟ ଦଳର ମାନ୍ୟତା ଦେଇଛନ୍ତି। ଏଏପିର ନିର୍ବାଚନ ପ୍ରତୀକ ଝାଡୁ…
ଟସ୍ ଜିତି ବୋଲିଂ ନିଷ୍ପତ୍ତି: ପ୍ରଥମେ ବ୍ୟାଟିଂ କରିବ…
ବେଙ୍ଗାଲୁରୁ,୧୦।୪: ଏମ୍. ଚିନ୍ନାସ୍ବାମୀ ଷ୍ଟାଡିୟମରେ ସୋମବାର ଖେଳାଯାଉଥିବା ଆଇପିଏଲ୍ର ୧୫ତମ ମ୍ୟାଚରେ ଲକ୍ଷ୍ନୌ ସୁପର ଜିଆଣ୍ଟସ୍ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ମଧ୍ୟରେ ଖେଳାଯାଉଛି। ଲକ୍ଷ୍ନୌ ଟସ୍ ଜିତି ବୋଲିଂ ନିଷ୍ପତ୍ତି ନେଇଛି। ଫଳରେ ଆମନ୍ତ୍ରଣ ପାଇ ଆରସିବି ବ୍ୟାଟିଂ କରିବ।…
Archives


