Home Middle

ପଢ଼ାଖର୍ଚ୍ଚ ପାଇଁ ରମାଦେବୀର ବଣ୍ଡା ଛାତ୍ରୀ ଦିନମଜୁରିଆ

ମାଲକାନଗିରି,୩୧।୫(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଖଇରପୁଟ ବ୍ଲକ ମୁଦୁଲିପଡ଼ା ବଣ୍ଡାଘାଟିର ୫ ପଞ୍ଚାୟତରେ ୩୫ରୁ ଊର୍ଦ୍ଧ୍ୱ ଗ୍ରାମରେ ବଣ୍ଡା ଜନଜାତି ବସବାସ କରୁଛନ୍ତି। ଗତବର୍ଷ ମାଲକାନଗିରି ଜିଲାରେ ଯୁକ୍ତ ୨ ବାଣିଜ୍ୟରେ ବଣ୍ଡାଘାଟି ବାଣ୍ଡିପଡ଼ା ଗ୍ରାମର ଛାତ୍ରୀ କର୍ମା ମୁଦୁଲି ଗୋବିନ୍ଦପାଲ୍ଲୀ ମହାବିଦ୍ୟାଳୟରେ…

ଆଜି ଯୁକ୍ତ୨ ବିଜ୍ଞାନ, ବାଣିଜ୍ୟ ପରୀକ୍ଷାଫଳ

ଭୁବନେଶ୍ୱର,୩୧ା୫(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ) ପରିଚାଳିତ ଯୁକ୍ତ୨ ପରୀକ୍ଷାଫଳକୁ ନେଇ ଲାଗି ରହିଥିବା ଦ୍ୱନ୍ଦ୍ୱର ଅନ୍ତ ଘଟିଛି। ବୁଧବାର ପୂର୍ବାହ୍ନ ୧୧ଟାରେ ପରିଷଦ କାର୍ଯ୍ୟାଳୟରେ ୨୦୨୨-୨୩ ଶିକ୍ଷାବର୍ଷର ଯୁକ୍ତ୨ ପରୀକ୍ଷାଫଳ ପ୍ରକାଶ ପାଇବାକୁ ଯାଉଛି। ଏନେଇ ମଙ୍ଗଳବାର ସିଏଚ୍‌ଏସ୍‌ଇ ପକ୍ଷରୁ…

ଜୁଲାଇ ୪ରେ ଭର୍ଚୁଆଲରେ ଏସ୍‌ସିଓ ବୈଠକ କରିବ ଭାରତ, ଏହି ଦେଶକୁ ଦିଆଯାଇଛି ନିମନ୍ତ୍ରଣ

ନୂଆଦିଲ୍ଲୀ,୩୧।୫: ଭାରତ ସାଂଘାଇ ସହଯୋଗ ସଂଗଠନ (ଏସ୍‌ସିଓ) ଶିଖର ସମ୍ମିଳନୀ ଆୟୋଜନ କରିବାକୁ ଯାଉଛି। ମଙ୍ଗଳବାର ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହି ଶିଖର ସମ୍ମିଳନୀ ଭର୍ଚୁଆଲ ମୋଡରେ ହେବ। ତେବେ ଭର୍ଚୁଆଲ ମୋଡରେ ରଖିବାର କାରଣ…

୪୦ ମେଡିକାଲ କଲେଜର ମାନ୍ୟତା ରଦ୍ଦ: ୧୫୦ କଲେଜ କେନ୍ଦ୍ର ରାଡାରରେ…

ନୂଆଦିଲ୍ଲୀ,୩୦।୫ : ଦେଶର ୪୦ ଟି ମେଡିକାଲ କଲେଜର ମାନ୍ୟତା କେନ୍ଦ୍ର ସରକାର ରଦ୍ଦ କରିଛନ୍ତି। ୧୫୦ ଟି ମେଡିକାଲ କଲେଜ କେନ୍ଦ୍ର ରାଡାରରେ ଅଛି। ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ମେଡିକାଲ କଲେଜଗୁଡ଼ିକରେ ଯାଞ୍ଚ ସମୟରେ ଅନେକ ପ୍ରକାରର ତ୍ରୁଟି…

ଇ-ସିଗାରେଟ ନିଶାରେ ବିଟ୍ରେନ ପିଲା: କଠୋର ପଦକ୍ଷେପ ନେଲେ ସୁନକ…

ଲଣ୍ଡନ,୩୦।୫ : ଇ-ସିଗାରେଟ ଦ୍ୱାରା ହୋଇଥିବା କ୍ଷତି କାହାଠାରୁ ଲୁକ୍କାୟିତ ନୁହେଁ। ତଥାପି ଛୋଟ ପିଲାମାନେ ଏହାକୁ ବ୍ୟବହାର କରୁଛନ୍ତି। ଏହା ଭାରତରେ ନିଷେଧ। ଏବେ ବ୍ରିଟେନର ପ୍ରଧାନମନ୍ତ୍ରୀ ଋଷି ସୁନକ ମଧ୍ୟ ଏହା ବିରୋଧରେ କଠୋର ପଦକ୍ଷେପ ନେବାକୁ ଯାଉଛନ୍ତି।…

ସହରାଞ୍ଚଳ ବେକାରଙ୍କ ସଂଖ୍ୟା କମି ୬.୮ ପ୍ରତିଶତ ହେଲା…

ନୂଆଦିଲ୍ଲୀ,୩୦।୫ : ଦେଶରେ ସହରୀ ବେକାରୀ ହାରରେ ହ୍ରାସ ଘଟିଛି। ଅକ୍ଟୋବର-ଡିସେମ୍ବର ୨୦୨୨ ରେ ସହରଗୁଡିକରେ ବେକାରୀ ହାର ୭.୨ ପ୍ରତିଶତ ଥିଲା, ଯାହା ଜାନୁଆରୀ-ମାର୍ଚ୍ଚ ୨୦୨୩ ରେ ୬.୮ ପ୍ରତିଶତ କୁ ଖସି ଆସିଛି। ପରିସଂଖ୍ୟାନ ମନ୍ତ୍ରଣାଳୟର ସଦ୍ୟତମ ରିପୋର୍ଟ…

ଲମ୍ବା ଓ୍ବେଟିଂ ଲିଷ୍ଟ ଯୋଗୁ ଲୋକେ ଭୋଗୁଛନ୍ତି ଅସୁବିଧା, ୨୦୨୨-୨୩ ବର୍ଷରେ ଟିକେଟ କିଣିବା ସତ୍ତ୍ୱେ ୨.୭ କୋଟି ଯାତ୍ରାରୁ ବଞ୍ଚିତ: ଥରୁର…

ନୂଆଦିଲ୍ଲୀ,୩୦।୫ : କଂଗ୍ରେସର ବରିଷ୍ଠ ନେତା ଶଶି ଥରୁର ୱେଟିଂ ଲିଷ୍ଟ ଟ୍ରେନ ଟିକେଟ ନେଇ ସରକାରଙ୍କୁ ଘେରି ଛନ୍ତି। ମଙ୍ଗଳବାର ସେ କହିଛନ୍ତି ଆଜି ଯେତେବେଳେ ଆମେ ସ୍ବାଧୀନତାର ୭୫ ବର୍ଷ ପାଳନ କରୁଛୁ, ଏକ ନିଶ୍ଚିତ ରେଳ ଟିକେଟ…

ଗଣବିବାହରେ କନ୍ୟାଙ୍କୁ କଣ୍ଡୋମ,ଗର୍ଭନିରୋଧକ ବଟିକା ବାଣ୍ଟିଲେ ଶିବରାଜଙ୍କ ସରକାର : କଂଗ୍ରେସର କଡ଼ା ସମାଲୋଚନା…

ଭୋପାଳ,୩୦।୫ : ମଧ୍ୟପ୍ରଦେଶର ଆଦିବାସୀ ପ୍ରାଧାନ୍ୟ ଜିଲା ଝାବୁଆରେ ଏଭଳି ଏକ ଘଟଣା ଘଟିଛି ଯାହାକୁ ନେଇ ଏବେ ରାଜ୍ୟରେ ରାଜନୈତିକ ଉଷ୍ଣତା ବଢ଼ିବାରେ ଲାଗିଛି। ବିରୋଧୀ କଂଗ୍ରେସ ଶାସକ ଭାଜପାର ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହ୍ବାନଙ୍କ ସରକାରଙ୍କୁ ଏନେଇ ଘେରିବା…

ମନି ଲଣ୍ଡରିଂ ମାମଲାରେ ବୈଧତାକୁ ଚ୍ୟାଲେଞ୍ଜ କରି ଜାମିନ ଆବେଦନ ପ୍ରବୃତ୍ତି ଭୁଲ: ସୁପ୍ରିମକୋର୍ଟ…

ନୂଆଦିଲ୍ଲୀ,୩୦।୫ : ମନି ଲଣ୍ଡରିଂ ମାମଲା(ପିଏମଏଲଏ)ରେ ବୈଧତାକୁ ଚ୍ୟାଲେଞ୍ଜ କରିବା ଉଦ୍ଦେଶ୍ୟରେ ଜାମିନ ଆବେଦନ ପ୍ରବୃତ୍ତି ଭୁଲ ବୋଲି ସୁପ୍ରିମକୋର୍ଟ କହିଛନ୍ତି। ଜଷ୍ଟିସ ବେଲା ଏମ ତ୍ରିବେଦୀ ଏବଂ ଜଷ୍ଟିସ ପ୍ରଶାନ୍ତ କୁମାର ମିଶ୍ରଙ୍କ ଏକ ଅବକାଶ ବେଞ୍ଚ ମଙ୍ଗଳବାର ଏଭଳି…

ବ୍ରିକ୍ସ ସମ୍ମିଳନୀ ପାଇଁ ପୁଟିନଙ୍କୁ କୂଟନୈତିକ ସୁରକ୍ଷା…

କେପଟାଉନ,୩୦।୫ : ଚଳିତ ବର୍ଷ ହେବାକୁ ଥିବା ବ୍ରିକ୍ସ ଶିଖର ସମ୍ମିଳନୀ ପାଇଁ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ଦେଶର ଅନ୍ୟ ଅଧିକାରୀମାନଙ୍କୁ ଦକ୍ଷିଣ ଆଫ୍ରିକା ସରକାର କୂଟନୈତିକ ସୁରକ୍ଷା ପ୍ରଦାନ କରିଛନ୍ତି। ପୁଟିନ ଏବଂ ଅନ୍ୟ ଅଧିକାରୀମାନଙ୍କୁ ଦିଆଯାଇଥିବା…

ଚାଇନାରେ ଦୁର୍ନୀତି ବିରୋଧରେ ଜିନପିଙ୍ଗଙ୍କ କଠୋର ପଦକ୍ଷେପ: ଏକ ଲକ୍ଷରୁ ଅଧିକ ଲୋକଙ୍କୁ ଜରିମାନା…

ବେଜିଂ,୩୦।୫ : ଦୁର୍ନୀତି ବିରୋଧୀ ଅଭିଯାନର ଏକ ଅଂଶ ଭାବରେ ଚାଇନାରେ ଏକ ଲକ୍ଷରୁ ଅଧିକ ଲୋକଙ୍କୁ ଜରିମାନା କରାଯାଇଛି। ଏକ ରିପୋର୍ଟରେ ଦର୍ଶାଯାଇଛି ୨୦୨୩ର ପ୍ରଥମ ତ୍ରୟମାସିକରେ ଚାଇନାରେ ୧,୧୧,୦୦୦ରୁ ଅଧିକ ଲୋକଙ୍କୁ ଦୁର୍ନୀତି ଅଭିଯୋଗରେ ଜରିମାନା କରାଯାଇଛି। ଏକ…

ସୋମାଲିଆ ସେନା-ଅଲ ଶବାବ ସଂଘର୍ଷ: ୧୭ ମୃତ…

ମୋଗାଦିଶୁ,୩୦।୫ : ଆତଙ୍କବାଦୀ ଗୋଷ୍ଠୀ ଅଲ-ଶବାବ ମୋଗାଦିଶୁର ମାସାଗାୱାଠାରେ ସୋମାଲିଆର ସେନାର ବେସ କ୍ୟାମ୍ପ ଉପରେ ଆକ୍ରମଣ କରିଛି। ଏହି ଆକ୍ରମଣରେ ୧୭ ଜଣଙ୍କର ମୃତ୍ୟୁ ଘଟିଛି। ସ୍ଥାନୀୟ ବାସିନ୍ଦା ହୁସେନ ନୁର ଏକ ଫୋନ ବାର୍ତ୍ତାଳାପରେ ରଏଟର୍ସକୁ ଏହି ସୂଚନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?