Home Middle

ପଶ୍ଚିମବଙ୍ଗରେ ପୁଣି ଲଜ୍ଜା: ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ବଳାତ୍କାର, ବନ୍ଧୁଙ୍କ ସହ ରାତ୍ରୀଭୋଜନ ପାଇଁ ଯାଇଥିବାବେଳେ…

କୋଲକାତା,୧୧।୧୦: ପଶ୍ଚିମବଙ୍ଗର ପଶ୍ଚିମ ବର୍ଦ୍ଧମାନ ଜିଲାରେ ଅଜ୍ଞାତ ଲୋକଙ୍କ ଦ୍ୱାରା ଓଡ଼ିଶାର ଜଣେ ଡାକ୍ତରୀ ଛାତ୍ରୀଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି ବୋଲି ପୋଲିସ ଶନିବାର କହିଛି। ଛାତ୍ରୀଙ୍କ ପରିବାର ସଦସ୍ୟ କହିଛନ୍ତି ଯେ ଘଟଣାଟି ଶୁକ୍ରବାର ରାତିରେ ଦୁର୍ଗାପୁରର ଏକ…

ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା: ବିଜୁଳି, ଘଡ଼ଘଡ଼ି ସହ ବହିବ ପବନ

ଭୁବନେଶ୍ୱର,୧୧।୧୮: ରାଜ୍ୟର ଅନେକ ସ୍ଥାନରେ ଆଜି ମଧ୍ୟ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ବର୍ଷା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ବର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ଭୁବନେଶ୍ବର। ଦକ୍ଷିଣ ବାଂଲାଦେଶ ଓ ଏହା ପାଖାପାଖି ଉତ୍ତର ବଙ୍ଗୋପସାଗର ନିକଟରେ ଏକ…

ବିଜେଡିକୁ ବଡ଼ ଝଟ୍‌କା! ଭାଜପା ପୋଷ୍ଟରରେ ଜୟ ଢୋଲକିଆ

ଭୁବନେଶ୍ୱର,୧୧।୧୦: ନୂଆପଡ଼ା ଉପ-ନିର୍ବାଚନକୁ ନେଇ ରାଜନୀତି ସରଗରମ। ନିର୍ବାଚନ ପୂର୍ବରୁ ଦେଖିବାକୁ ମିଳିଛି ବଡ଼ ଟ୍ବିଷ୍ଟ। ସ୍ବର୍ଗତ ବିଜେଡି ନେତା ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ ଢୋଲକିଆ ଭାଜପାରେ ଯୋଗ ଦେବାକୁ ଯାଉଛନ୍ତି। ଜୟଙ୍କୁ ସ୍ବାଗତ କରିବାକୁ ଭାଜପା କାର୍ଯ୍ୟାଳୟ ମଧ୍ୟ…

ନୋବେଲ ଶାନ୍ତି ପୁରସ୍କାର ନ ମିଳିବା ପରେ ପ୍ରଥମଥର ମୁହଁ ଖୋଲିଲେ ଡୋନାଲ୍ଡ ଟ୍ରମ୍ପ: କହିଲେ…

ଓ୍ବାଶିଂଟନ,୧୧।୧୦: ଭେନେଜୁଏଲାର ମାରିଆ କୋରିନା ମାଚାଡୋଙ୍କୁ ୨୦୨୪ ପାଇଁ ନୋବେଲ ଶାନ୍ତି ପୁରସ୍କାର ପ୍ରଦାନ କରାଯାଇଥିଲା। ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମ ନୋବେଲ ଶାନ୍ତି ପୁରସ୍କାର ପାଇଁ ବିଶ୍ୱବ୍ୟାପୀ ଆଲୋଚନା ହେଉଥିଲା। କିନ୍ତୁ ଶେଷରେ ଫଳାଫଳ ଭିନ୍ନ ହୋଇଥିଲା। ଡୋନାଲ୍ଡ…

ନୂଆପଡ଼ା ଉପନିର୍ବାଚନ ପୂର୍ବରୁ ରାଜନୀତି ହଲଚଲ: ଆଜି ପଦ୍ମ ଧରିବେ ଢୋଲକିଆ!

ଭୁବନେଶ୍ୱର,୧୧।୧୦: ନୂଆପଡ଼ା ଉପନିର୍ବାଚନକୁ ନେଇ ରାଜନୀତି ଜୋର୍‌ ଧରିବାରେ ଲାଗିଛି। ୨ ଲକ୍ଷ ୫୩ ହଜାର ୬୨୪ ଭୋଟର ବିଶିଷ୍ଟ ନୂଆପଡ଼ା ଆସନରେ ଆସନ୍ତା ନଭେମ୍ବର ୧୧ରେ ଉପନିର୍ବାଚନ ହେବାକୁ ଥିବାବେଳେ ବିଜେଡି ଏବଂ ଭାଜପା ପ୍ରାର୍ଥୀ ଘୋଷଣାରେ କଂଗ୍ରେସଠାରୁ ପଛରେ…

ଟ୍ରମ୍ପଙ୍କୁ ନୋବେଲ ଶାନ୍ତି ପୁରସ୍କାର ଉତ୍ସର୍ଗ କଲେ ମାରିଆ: କହୁ କହୁ କହିଦେଲେ ଏମିତି କଥା

ଓସ୍‌ଲୋ,୧୧ା୧୦(ଏ.ପି.):ଭେନେଜୁଏଲାର ବିରୋଧୀ ଦଳ ନେତ୍ରୀ ମାରିଆ କୋରିନା ମାଚାଡୋ ଚଳିତବର୍ଷର ନୋବେଲ ଶାନ୍ତି ପୁରସ୍କାର ପାଇବେ। ଅନ୍ଧକାର ବଢ଼ିଚାଲିଥିବାବେଳେ ଗଣତନ୍ତ୍ରର ଶିଖାକୁ ଜଳାଇ ରଖିଥିବା ଏହି ମହିଳାଙ୍କୁ ଉକ୍ତ ମର୍ଯ୍ୟାଦାଜନକ ସମ୍ମାନ ପ୍ରଦାନ କରାଯିବ ବୋଲି ଶୁକ୍ରବାର ନରଓ୍ବେଜିଆନ୍‌ ନୋବେଲ କମିଟି…

ଆରମ୍ଭ ହେଲା ଆମେରିକା-ଚାଇନା ବାଣିଜ୍ୟ ଯୁଦ୍ଧ: ଚାଇନା ବିରୁଦ୍ଧରେ ବଡ଼ ଘୋଷଣା କରିଦେଲେ ଟ୍ରମ୍ପ, ନଭେମ୍ବର ୧ରୁ…

ଓ୍ବାଶିଂଟନ,୧୧।୧୦: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ଚାଇନା ବିରୁଦ୍ଧରେ କଠୋର ଆଭିମୁଖ୍ୟ ଗ୍ରହଣ କରି ନଭେମ୍ବର ୧, ୨୦୨୫ରୁ ସମସ୍ତ ଚାଇନା ଆମଦାନୀ ଉପରେ ୧୦୦% ଅତିରିକ୍ତ ଟାରିଫ୍‌ ଘୋଷଣା କରିଛନ୍ତି। ସେ ଆମେରିକାରେ ନିର୍ମିତ ଗୁରୁତ୍ୱପୂର୍ଣ୍ଣ ସଫ୍ଟୱେର୍‌ ଉପରେ…

ଖାଦ୍ୟ, ଧାନ ସଂଗ୍ରହଣ ନୀତି ୨୦୨୫-୨୬କୁ କ୍ୟାବିନେଟ୍‌ରେ ମଞ୍ଜୁରୀ, ଖରିଫ ଋତୁରେ ଏତିକି ଟନ୍ ଚାଉଳ ସଂଗ୍ରହ ଲକ୍ଷ୍ୟ

ଭୁବନେଶ୍ୱର,୧୦।୧୦: ରାଜ୍ୟ କ୍ୟାବିନେଟ୍ ବୈଠକରେ ଖାଦ୍ୟ ଓ ଧାନ ସଂଗ୍ରହ ନୀତି ୨୦୨୫-୨୬କୁ ଅନୁମୋଦନ ଦିଆଯାଇଛି। ଏହି ନୀତି ଅନୁଯାୟୀ, ଖରିଫ ଋତୁରେ ୬୩ ଲକ୍ଷ ମେଟ୍ରିକ ଟନ୍ (ପ୍ରାୟ ୯୩ ଲକ୍ଷ ମେଟ୍ରିକ ଟନ୍ ଧାନ) ଚାଉଳ ସଂଗ୍ରହ ଲକ୍ଷ୍ୟ…

ଛୋଟ ଅପରାଧୀଙ୍କୁ ଦଣ୍ଡ ପରିବର୍ତ୍ତେ ଜରିମାନା ବ୍ୟବସ୍ଥା, ଜନବିଶ୍ଵାସ ଅଧ୍ୟାଦେଶକୁ କ୍ୟାବିନେଟ୍‌ରେ ମଞ୍ଜୁରୀ

ଭୁବନେଶ୍ୱର,୧୦।୧୦: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଅନୁଷ୍ଠିତ ୨୮ତମ ରାଜ୍ୟ କ୍ୟାବିନେଟ୍ ବୈଠକରେ ୧୦ଟି ବିଭାଗର ୧୫ଟି ପ୍ରସ୍ତାବ ମଧ୍ୟରେ “ଓଡ଼ିଶା ଜନ ବିଶ୍ଵାସ ଅଧ୍ୟାଦେଶ ୨୦୨୫”କୁ ମଞ୍ଜୁରୀ ମିଳିଛି। ଏହା କ୍ଷୁଦ୍ର ଓ ପ୍ରକ୍ରିୟାଗତ ଅପରାଧକୁ…

‘ଓଡ଼ିଶା ଆନ୍ତଃରାଜ୍ୟ ନଦୀ ସଂଯୋଗୀକରଣ ଯୋଜନା’କୁ କ୍ୟାବିନେଟ୍‌ରେ ମଞ୍ଜୁରୀ

ଭୁବନେଶ୍ୱର,୧୦।୧୦: ଜଳବାୟୁ ପରିବର୍ତ୍ତନ ଜନିତ ମୌସୁମୀ ବର୍ଷାର ଅନିଶ୍ଚିତତା ଓ ଜଳ ସମସ୍ୟା ସମାଧାନ ପାଇଁ ରାଜ୍ୟ ସରକାର “ଆନ୍ତଃରାଜ୍ୟ ନଦୀ ସଂଯୋଗୀକରଣ ଯୋଜନା”କୁ ୧୭,୯୦୦ କୋଟି ଟଙ୍କା ବ୍ୟୟରେ ୨୦୨୫-୨୬ରୁ ୨୦୨୯-୩୦ ମଧ୍ୟରେ କାର୍ଯ୍ୟକାରୀ କରିବା ପାଇଁ ରାଜ୍ୟ କ୍ୟାବିନେଟ୍…

୧୫ଟି ପ୍ରସ୍ତାବରେ କ୍ୟାବିନେଟ୍ ମୋହର, ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ଓଡିଶା ସରକାର

ଭୁବନେଶ୍ୱର,୧୦।୧୦: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଅନୁଷ୍ଠିତ ୨୮ତମ ରାଜ୍ୟ କ୍ୟାବିନେଟ୍ ବୈଠକରେ ୧୦ଟି ବିଭାଗର ୧୫ଟି ପ୍ରସ୍ତାବକୁ ମଞ୍ଜୁରୀ ଦିଆଯାଇଛି। ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଏହି ନିଷ୍ପତ୍ତି ସମ୍ପର୍କରେ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।…

ଭୁବନେଶ୍ୱରରେ ଆଉ ଏକ ଟାଉନ ପ୍ଲାନିଂ ଯୋଜନାକୁ ରାଜ୍ୟ ସରକାରଙ୍କ ମଞ୍ଜୁରୀ

ଭୁବନେଶ୍ୱର,୧୦।୧୦: ରାଜ୍ୟ ସରକାର ରାଜଧାନୀ ଭୁବନେଶ୍ୱରର ଯୋଜନାବଦ୍ଧ ସହରୀ ବିକାଶ ପାଇଁ ଟାଉନ ପ୍ଲାନିଂ (ଟିପି) ଯୋଜନା-୮ର ଖସଡ଼ା ଯୋଜନାକୁ ମଞ୍ଜୁରୀ ଦେଇଛନ୍ତି। ଏନେଇ ଏକ ବିଧିବଧ ବିଜ୍ଞପ୍ତି ଓଡ଼ିଶା ଗେଜେଟରେ ପ୍ରକାଶ ପାଇଛି। ଏହି ଯୋଜନା ଅନ୍ଧାରୁଆ ଓ ଦାସପୁର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri