Home Middle

ନୂଆ ପାସପୋର୍ଟ ପାଇଁ ରାହୁଲଙ୍କୁ ମିଳିଲା ଅନୁମତି, ୩ ବର୍ଷ ପାଇଁ ଦିଆଗଲା ଏନଓସି

ନୂଆଦିଲ୍ଲୀ,୨୬।୫: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ରାଉଜ ଏଭେନ୍ୟୁ କୋର୍ଟରୁ ବଡ ଆଶ୍ୱସ୍ତି ମିଳିଛି। ତାଙ୍କୁ ବିଶେଷ ଅଦାଲତ ଫ୍ୟେସ ପାସପୋର୍ଟ କରିବାକୁ ଅନୁମତି ପ୍ରଦାନ କରିଛନ୍ତି। ତାଙ୍କୁ ମିଳିଥିବା ଏହି ଏନଓସି ୩ ବର୍ଷ ପାଇଁ ଭ୍ୟାଲିଡ ରହିବ। ସୂଚନାଯୋଗ୍ୟ,…

ନୂଆ ସଂସଦ ଭବନ ଉଦ୍‌ଘାଟନ ପ୍ରସଙ୍ଗ: ମାମଲାକୁ ଖାରଜ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୬।୫: ପ୍ରଧାନମନ୍ତ୍ରୀ ମୋଦି ଆସନ୍ତା ରବିବାର ଦିନ ନୂଆ ସଂସଦ ଭବନ ଉଦ୍‌ଘାଟନ କରିବାକୁ ଯାଉଛନ୍ତି। ଏନେଇ ଉଦ୍‌ଘାଟନୀ ଉତ୍ସବକୁ ୨୧ଟି ବିରୋଧୀ ଦଳ ବର୍ଜନ କରିଥିବାବେଳେ ୨୪ଟି ଦଳ ଏହି ଉତ୍ସବରେ ସାମିଲ ହେବେ। ପ୍ରଧାନମନ୍ତ୍ରୀ ସଂସଦ ଭବନକୁ ଉଦ୍‌ଘାଟନ…

ଅତି କମରେ ସେମାନଙ୍କୁ ତ ନିମନ୍ତ୍ରଣ କରାଯାଉ: ସଞ୍ଜୟ

ନୂଆଦିଲ୍ଲୀ,୨୬।୫: ନୂଆ ସଂସଦ ଭବନର ଉଦଘାଟନକୁ ନେଇ ବିବାଦ କ୍ରମାଗତ ଭାବେ ବୃଦ୍ଧି ପାଇବାରେ ଲାଗିଛି। ବର୍ତ୍ତମାନ ଶିବସେନା (ୟୁବିଟି) ନେତା ତଥା ରାଜ୍ୟ ସଭା ଏମପି ସଞ୍ଜୟ ରାଉତ କେନ୍ଦ୍ର ସରକାରଙ୍କ ଉପରେ ଖୁବ ବର୍ଷିଛନ୍ତି। ଯେତେବେଳେ ସେ ଉଦଘାଟନୀ…

ଚାଇନାରେ କରୋନାର ନୂଆ ଲହର ଆଶଙ୍କା, ଜୁନରେ ଗୋଟିଏ ସପ୍ତାହରେ ସାଢେ ୬ କୋଟି ଲୋକ ହୋଇପାରନ୍ତି ସଂକ୍ରମିତ

ବେଜିଂ,୨୬।୫: ଚାଇନାରେ ପୁଣିଥରେ ଆସିପାରେ କରୋନାର ଲହର। ଆଉ ଏହି ଲହର ଏତେ ବିପଦଜନକ ଯେ ଆଶଙ୍କା କରାଯାଉଛି କି ଜୁନରେ ପ୍ରତି ସପ୍ତାହରେ ସାଢେ ୬ କୋଟି ଲୋକ କରୋନାର ଏହି ଲହରରେ ସଂକ୍ରମିତ ହୋଇପାରନ୍ତି। ଏହି ଦାବି କରିଛନ୍ତି…

ମୋଦି ସରକାରଙ୍କ ୯ ବର୍ଷ କାର୍ଯ୍ୟକାଳକୁ ନେଇ ବର୍ଷିଲା ବିରୋଧୀ

ନୂଆଦିଲ୍ଲୀ,୨୬।୫: କେନ୍ଦ୍ରରେ ମୋଦି ସରକାରଙ୍କୁ ଶୁକ୍ରବାର ୯ ବର୍ଷ ପୂରଣ ହୋଇଛି। ଏହି ଅବସରରେ ସରକାର ତା’ର ଉପଲବ୍ଧିକୁ ଗଣାଇବାରେ ଲାଗିଛି। କୁହାଯାଉଛି କି ୯ ବର୍ଷ ମଧ୍ୟରେ ସରକାର କେତେ ବଡ ବଡ ନିଷ୍ପତ୍ତି ନେଇଛନ୍ତି ଓ ଲୋକଙ୍କ ପାଇଁ…

ମୋଦି ସରକାରଙ୍କୁ ପୂରଣ ହେଲା ୯ ବର୍ଷ

ନୂଆଦିଲ୍ଲୀ,୨୬।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶାସନ କ୍ଷମତା ହାତେଇବାକୁ ୯ ବର୍ଷ ହୋଇଯାଇଛି। ୨୬ ମେ ୨୦୧୪ରେ ନରେନ୍ଦ୍ର ମୋଦି କେନ୍ଦ୍ର ସରକାରଙ୍କ ଶାସନ ଭାର ସମ୍ଭାଳିଥିଲେ। ୨୦୧୪ରେ ମୋଦି ଲହରରେ ବସି ଭାରତୀୟ ଜନତା ପାର୍ଟି(ଭାଜପା) ସଂଖ୍ୟା ଗରିଷ୍ଠତା ହାସଲ…

୨୮ରେ ଯୁକ୍ତଦୁଇ ପରୀକ୍ଷା ଫଳ ତାରିଖ ଘୋଷଣା

ଭୁବନେଶ୍ୱର,୨୬ା୫(ବ୍ୟୁରୋ): ଆସନ୍ତା ୨୮ ତାରିଖରେ ଯୁକ୍ତଦୁଇ ପରୀକ୍ଷା ଫଳ ପ୍ରକାଶ ପାଇବା ନେଇ ତାରିଖ ଘୋଷଣା କରାଯିବ ବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜ୍ଞାନ ଏବଂ ବାଣିଜ୍ୟ ଫଳ ପ୍ରଥମେ ପ୍ରକାଶ ପାଇବ।…

ଜର୍ମାନୀରେ ମାନ୍ଦାବସ୍ଥା

ବର୍ଲିନ,୨୬ା୫: ବିଶ୍ୱର ଚତୁର୍ଥ ବୃହତ୍‌ ରାଷ୍ଟ୍ର ଜର୍ମାନୀରେ ମାନ୍ଦାବସ୍ଥା ଦେଖାଦେଇଛି। ଏହି ୟୁରୋପୀୟ ଦେଶର ଅର୍ଥନୀତି ୨୦୨୨ର ଚତୁର୍ଥ କ୍ୱାର୍ଟରରେ ଅପ୍ରତ୍ୟାଶିତ ଭାବେ ନକାରାମତ୍କ ଅଭିବୃଦ୍ଧି ଦେଖାଇବା ପରେ ଚଳିତ ବର୍ଷର ପ୍ରଥମ ତ୍ରୈମାସିକରେ ସଙ୍କୁଚିତ ହୋଇଯାଇଛି। ୟୁରୋପର ସର୍ବବୃହତ୍‌ ଅର୍ଥନୀତି…

କାଳବୈଶାଖୀ ତାଣ୍ଡବ: ଜିଲାପାଳଙ୍କୁ ରିପୋର୍ଟ ମାଗିଲେ ଏସ୍‌ଆର୍‌ସି

ଭୁବନେଶ୍ୱର,୨୬ା୫(ବ୍ୟୁରୋ): ସକାଳୁ ପାରଦ ଉପରମୁହଁା ହେଲା। ପୂର୍ବାହ୍ନ ୧୧ଟା ୩୦ ବେଳକୁ ଭୁବନେଶ୍ୱରର ସର୍ବୋଚ୍ଚ ତାପମାତ୍ରା ୩୯ ଡିଗ୍ରୀ ଛୁଇଁଲା। ଧୀରେ ଧୀରେ ଗ୍ରୀଷ୍ମର ପ୍ରକୋପ ବଢ଼ିଚାଲିଲା। ମଧ୍ୟାହ୍ନରେ ତାତି ୪୦ ଡିଗ୍ରୀ ଅତିକ୍ରମ କରିଗଲା। ତେବେ ଅପରାହ୍ନରେ ହଠାତ୍‌ ପାଗ…

ନୂଆ ପାର୍ଲାମେଣ୍ଟ ବିଲ୍ଡିଂ ଉଦ୍‌ଘାଟନୀ ସମାରୋହରେ ସାମିଲ ହେବେ ୨୪ ଦଳ

ନୂଆଦିଲ୍ଲୀ,୨୫ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୮ତାରିଖରେ ନୂଆ ପାର୍ଲାମେଣ୍ଟ ବିଲ୍ଡିଂକୁ ଉଦ୍‌ଘାଟନ କରିବା କାର୍ଯ୍ୟକ୍ରମ ରହିଛି। ନୂତନ ସଂସଦ ଗୃହର ଉଦ୍‌ଘାଟନୀ ସମାରୋହରେ କେଉଁ ଦଳ ଅଂଶଗ୍ରହଣ କରିବେ ଏବଂ କେଉଁ ଦଳ ଅଂଶଗ୍ରହଣ କରିବେ ନାହିଁ, ଏହି ଚିତ୍ର ପ୍ରାୟ…

ୟୁପିରେ ‘ମିଶନ ୨୪’ ପାଇଁ ପ୍ରସ୍ତୁତି: ଏହି ଭାଜପା ମନ୍ତ୍ରୀଙ୍କ କଟିପାରେ ଟିକେଟ୍‌

ଲକ୍ଷ୍ନୌ,୨୫।୫: ଭାରତୀୟ ଜନତା ପାର୍ଟି(ଭାଜପା) ଆଗାମୀ ଲୋକ ସଭା ନିର୍ବାଚନ ପାଇଁ ରଣନୀତି ପ୍ରସ୍ତୁତି ଆରମ୍ଭ କରିଦେଇଛି। ଏହି ସମୟରେ ଉତ୍ତରପ୍ରଦେଶରୁ ନିର୍ବାଚିତ କେନ୍ଦ୍ର ସରକାରଙ୍କ ମନ୍ତ୍ରିମଣ୍ଡଳରେ ସାମିଲ ଥିବା କେତେକ ନେତାଙ୍କ ଟିକେଟ୍‌ କଟିପାରେ ବୋଲି ଚର୍ଚ୍ଚା ଜୋର ଧରିଛି।…

ରାତିରେ ପ୍ରଥମ ଥର ପାଇଁ ଆଇଏନ୍‌ଏସ୍‌ ବିକ୍ରାନ୍ତରେ ଅବତରଣ କଲା ମିଗ୍‌-୨୯କେ

ନୂଆଦିଲ୍ଲୀ,୨୫।୫: ଭାରତୀୟ ନୌସେନା ଆଉ ଏକ ଐତିହାସିକ ସଫଳତା ହାସଲ କରିଛି। ମିଗ୍‌-୨୯କେ ରାତିରେ ଆଇଏନ୍‌ଏସ୍‌ ବିକ୍ରାନ୍ତରେ ଅବତରଣ କରି ଇତିହାସ ସୃଷ୍ଟି କରିଛି। ଏଥିସହିତ ଆତ୍ମର୍ନିଭର ଭାରତ ଦିଗରେ ମଧ୍ୟ ଏହା ଦେଶର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ। ଏନେଇ ଭାରତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?