Home Middle

ସକାଳ ସାଢେ ସାତଟାରୁ ପୂଜାରୁ ଆରମ୍ଭ ହେବ ସଂସଦ ଭବନ ଉଦଘାଟନ କାର୍ଯ୍ୟକ୍ରମ

ନୂଆଦିଲ୍ଲୀ,୨୫।୫: ନୂଆ ସଂସଦ ଭବନର ଉଦଘାଟନ ୨୮ ମେ’ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା କରାଯିବ। ପ୍ରଧାନମନ୍ତ୍ରୀ ଏହାର ଉଦଘାଟନ ଦିନ ୧୨ଟାରେ କରିବାର କାର୍ଯ୍ୟକ୍ରମ ରହିଛି। ହେଲେ ଏହା ପୂର୍ବରୁ ସକାଳ ୭ଟାରେ ପୂଜାପୂଜି କାର୍ଯ୍ୟକ୍ରମ ଆରମ୍ଭ ହୋଇଯିବ। ସକାଳ…

ଧାରା ୨୪୫କୁ ‘ଅଘୋଷିତ ମାର୍ଶଲ ଲ’ କହିଲେ ଇମ୍ରାନ

ଇସଲାମାବାଦ,୨୫ା୫: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ବିଭିନ୍ନ ପ୍ରଦେଶରେ ଧାରା ୨୪୫ କାର୍ଯ୍ୟକାରୀ କରିବା ପାଇଁ ସରକାରଙ୍କ ବିରୋଧରେ ସୁପ୍ରିମକୋର୍ଟରେ ଆବେଦନ କରିଛନ୍ତି। ଇମ୍ରାନ ଏହାକୁ ‘ଅଘୋଷିତ ମାର୍ଶଲ ଲ’ ବୋଲି କହିଛନ୍ତି। ପାକିସ୍ତାନର ସମ୍ବିଧାନର ଧାରା ୨୪୫ ଅନୁଯାୟୀ,…

ଆସନ୍ତା ଶିକ୍ଷାବର୍ଷରୁ କଲେଜ ଛାତ୍ରୀଛାତ୍ରଙ୍କୁ ମାଗଣା ଓ୍ବାଇଫାଇ

ଭୁବନେଶ୍ୱର,୨୫ା୫(ବ୍ୟୁରୋ): ଆସନ୍ତା ଶିକ୍ଷାବର୍ଷରୁ ରାଜ୍ୟର ସବୁ କଲେଜ ଏବଂ ବିଶ୍ୱବିଦ୍ୟାଳୟର ଛାତ୍ରୀଛାତ୍ରଙ୍କୁ ମାଗଣା ଓ୍ବାଇଫାଇ ଏବଂ ଓ୍ବାନ ଜିବି ଡାଟା ମିଳିବ ବୋଲି ସମୀକ୍ଷା ବୈଠକ ପରେ ଉଚ୍ଚଶିକ୍ଷା ମନ୍ତ୍ରୀ ରୋହିତ ପୂଜାରୀ ଏହା ଘୋଷଣା କରିଛନ୍ତି। ମାଗଣା ଓ୍ବାନ୍‌ ଜିବି…

ଲୋକ ସଭା ନିର୍ବାଚନ ପୂର୍ବରୁ ପିକେଙ୍କ ବଡ ଘୋଷଣା, କହିଲେ କାହାର ବିଜୟ ପାଇଁ ଲଗାଇବେ ଶକ୍ତି

ନୂଆଦିଲ୍ଲୀ,୨୫।୫: ନିର୍ବାଚନର ଚାଣକ୍ୟ କୁହାଯାଉଥିବା ପ୍ରଶାନ୍ତ କିଶୋର (ପିକେ) ଜନ ସୁରଜ ପଦଯାତ୍ରାରେ ଏବେ ବିହାରରେ ଗାଁକୁ ଗାଁ ଯାଉଛନ୍ତି। ବିହାରର ଲୋକଙ୍କ ସହ ମିଶିବା ଓ ସେମାନଙ୍କୁ ସଚେତନ କରାଇବା ଉଦ୍ଦେଶ୍ୟରେ ସେ ଏହି ଯାତ୍ରାରେ ଯାଉଛନ୍ତି। ଏମିତି ଭାବେ…

ଆସନ୍ତା ୨୯ରୁ ଯୁକ୍ତଦୁଇ ଆବେଦନ

ଭୁବନେଶ୍ୱର,୨୫ା୫(ବ୍ୟୁରୋ): ମେ’ ୨୯ରୁ ଯୁକ୍ତଦୁଇ ନାମ ଲେଖା ପାଇଁ ଆବେଦନ କରାଯିବ ବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ସୋମବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଜୁଲାଇ ୨୯ରୁ କ୍ଲାସ୍‌ ଆରମ୍ଭ ହେବ। ଏସ୍‌ଏମ୍‌ଏସ୍‌ ପୋର୍ଟାଲ ଜରିଆରେ ଆବେଦନ କରିପାରିବେ ଛାତ୍ରୀଛାତ୍ର।…

ବହୁ ମହଲା କୋଠାରେ ଲାଗିଲା ନିଆଁ

ସିଡ୍‌ନୀ,୨୫ା୫: କେନ୍ଦ୍ରୀୟ ସିଡ୍‌ନୀରେ ଥିବା ବହୁ ମହଲା କୋଠାରେ ଗୁରୁବାର ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ନିଆଁକୁ ନିୟନ୍ତ୍ରଣ କରିବା ପାଇଁ ଅନେକ ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚିଛନ୍ତି। ବର୍ତ୍ତମାନ ନିଆଁକୁ ଆୟତ୍ତ କରିବା ପାଇଁ ଅଗ୍ନିଶମ କର୍ମଚାରୀମାନେ ଚେଷ୍ଟା…

ଯୋଗୀ ସରକାରଙ୍କ ଏନକାଉଣ୍ଟର: ୬ ବର୍ଷରେ ୧୮୬…

ଲକ୍ଷ୍ନୌ,୨୫।୫ : ଉତ୍ତରପ୍ରଦେଶରେ ଏନକାଉଣ୍ଟର ସଂସ୍କୃତିକୁ ନେଇ ପ୍ରଶ୍ନ ଉଠିଥିବା ବେଳେ ଏକ ଆଶ୍ଚର୍ଯ୍ୟଜନକ ତଥ୍ୟ ସାମ୍ନାକୁ ଆସିଛି। ଯେଉଁଥିରେ କୁହାଯାଇଛି ୨୦୧୭ ରୁ ବର୍ତ୍ତମାନ ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସରକାରରେ ଗତ ୬ ବର୍ଶରେ ରାଜ୍ୟରେ ମୋଟ ୧୮୬…

ମୋଦି ନୁହେଁ ତ ଆଉ କ’ଣ ପାକିସ୍ତାନ ପ୍ରଧାନମନ୍ତ୍ରୀ କରିବେ ସଂସଦର ଉଦଘାଟନ: କଂଗ୍ରେସ ନେତା ଆଚାର୍ଯ୍ୟ ପ୍ରମୋଦ କୃଷ୍ଣ…

ନୂଆଦିଲ୍ଲୀ,୨୫।୫ :ଦେଶର ନୂତନ ସଂସଦର ଉଦଘାଟନ ନେଇ ସାରା ଦେଶରେ ଆଲୋଡ଼ନ ସୃଷ୍ଟି ହୋଇଛି। କଂଗ୍ରେସ ସମେତ ଦେଶର ୧୯ ଟି ବିରୋଧୀ ଦଳ ଉଦଘାଟନୀ ସମାରୋହକୁ ବଜର୍ନ କରିଛନ୍ତି। କଂଗ୍ରେସ କହିଛି ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ନୂତନ ସଂସଦ ଭବନର ଉଦଘାଟନ…

ଜଳୁଛି ରାଜଧାନୀ

ଭୁବନେଶ୍ୱର,୨୫ା୫(ବ୍ୟୁରୋ): ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ଗୁରୁବାର ରାଜଧାନୀ ଭୁବନେଶ୍ୱର ଜଳୁଛି। ସକାଳ ୮ଟାରୁ ତାତି ବଢ଼ି ସାଢ଼େ ୧୧ଟା ସୁଦ୍ଧା ଏହା ୩୯.୨ ଡିଗ୍ରୀରେ ପହଞ୍ଚିଥିଲା। ଖାଲି ଭୁବନେଶ୍ୱର ନୁହେଁ ସମ୍ବଲପୁରରେ ମଧ୍ୟ ତାପମାତ୍ରା ୩୯.୨…

ଆଦିବାସୀମାନେ ମନ୍ଦିରରେ ପ୍ରବେଶ ପାଇଁ କରି ନାହାନ୍ତି ଯୁଦ୍ଧ, ହିନ୍ଦୁ ବର୍ଣ୍ଣ ବ୍ୟବସ୍ଥାର ସଂସ୍କୃତିରେ ହେଉଛି ସଂସଦର ଉଦଘାଟନ: ଛୋଟୁଭାଇ ଭାସାଭା…

ଅହମଦାବାଦ,୨୫।୫ : ଗୁଜରାଟର ଭେଟେରାନ ଆଦିବାସୀ ନେତା ଛୋଟୁଭାଇ ଭାସାଭା ମଧ୍ୟ ଦେଶର ନୂତନ ସଂସଦର ଉଦଘାଟନ ନେଇ ବିବାଦ ଭିତରକୁ ଟାଣିହୋଇ ଆସିଛନ୍ତି। ଛୋଟୁଭାଇ ସୋସିଆଲ ମିଡିଆରେ ଟୁଇଟ କରି କହିଛନ୍ତି ଆଦିବାସୀ ହିନ୍ଦୁ ନୁହଁନ୍ତି ଏବଂ ହିନ୍ଦୁବର୍ଣ୍ଣ ବ୍ୟବସ୍ଥାର…

ମଲ୍ଟି ଲେୟାର ସିକ୍ୟୁରିଟି ମଧ୍ୟରେ ହେବ ନୂଆ ସଂସଦ ଭବନର ଉଦଘାଟନ

ନୂଆଦିଲ୍ଲୀ,୨୫।୫: ଚଳିତ ମାସ ୨୮ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନୂତନ ସଂସଦ ଗୃହର ଉଦଘାଟନ କରି ଏହାକୁ ଦେଶକୁ ହସ୍ତାନ୍ତର କରିବାକୁ ଯାଉଛନ୍ତି, ଏହି ଦିନ ରାଜଧାନୀ ଦିଲ୍ଲୀର ତଥା ବିଶେଷ କରି ସଂସଦ ଗୃହର ସୁରକ୍ଷା ସମ୍ପର୍କରେ ଦିଲ୍ଲୀ ପୋଲିସ…

ଆଉ କିଣିବାକୁ ପଡ଼ିବନି ଔଷଧର ପୂରା ଷ୍ଟ୍ରିପ୍‌, ପ୍ରତି ଟ୍ୟାବଲେଟରେ ରହିବ ଏକ୍ସପାୟର ସମୟ…

ନୂଆଦିଲ୍ଲୀ,୨୫।୫ : ବର୍ତ୍ତମାନ ଆଉ ଗ୍ରାହକଙ୍କୁ ଔଷଧର ସମ୍ପୂର୍ଣ୍ଣ ଷ୍ଟ୍ରିପ୍‌ କିଣିବାକୁ ପଡିବ ନାହିଁ। ଯେତିକି ଆବଶ୍ୟକ ସେତିକି ଔଷଧ ଗ୍ରାହକ କିଣିବେ। ଏହା ସହିତ ପ୍ରତ୍ୟେକ ଟାବଲେଟରେ ଏକ୍ସପାୟର ସମୟ ଲେଖାଯିବ। ଏନେଇ ସରକାର ବିଚାର କରୁଛନ୍ତି । କେନ୍ଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?