ଅଭିନେତ୍ରୀ ରବୀନା ଟଣ୍ଡନଙ୍କୁ ପଦ୍ମଶ୍ରୀ
ମୁମ୍ବାଇ: ବଲିଉଡ୍ର ଲୋକପ୍ରିୟ ଅଭିନେତ୍ରୀ ରବୀନା ଟଣ୍ଡନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପଦ୍ମଶ୍ରୀ ପୁରସ୍କାର ପ୍ରଦାନ କରିଛନ୍ତି। ଏହି ପୁରସ୍କାର ବିତରଣ ଉତ୍ସବ ବୁଧବାର ନୂଆଦିଲ୍ଲୀର ରାଷ୍ଟ୍ରୀୟ ଭବନରେ ଅନୁଷ୍ଠିତ ହୋଇଥିଲା। ଏହି ସମୟର ଏକ ଭିଡିଓ ସାମ୍ନାକୁ ଆସିଛି। ରବୀନା…
ଦିବଂଗତ କଣ୍ଠଶିଳ୍ପୀ ବାଣୀ ଜୟରାମଙ୍କୁ ପଦ୍ମ ପୁରସ୍କାର
ଭୁବନେଶ୍ୱର,୫ା୪(ବ୍ୟୁରୋ): ବୁଧବାର ରାଷ୍ଟ୍ରପତି ଭବନରେ ୨୦୨୩ର ଦିତୀୟ ପର୍ଯ୍ୟାୟ ପଦ୍ମ ପୁରସ୍କାର ପ୍ରଦାନ କରାଯାଇଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଲୋକପ୍ରିୟ ଦିବଂଗତ କଣ୍ଠଶିଳ୍ପୀ ବାଣୀ ଜୟରାମଙ୍କୁ ପଦ୍ମଭୂଷଣ ପ୍ରଦାନ କରିଛନ୍ତି। ବାଣୀ ଜୟରାମଙ୍କ ପାଇଁ ତାଙ୍କ ଭଉଣୀ ରାଷ୍ଟ୍ରପତିଙ୍କଠାରୁ ଏହି ପୁରସ୍କାର…
ଟସ୍ ଜିତି ବୋଲିଂ ନିଷ୍ପତ୍ତି ନେଲା ଆରଆର
ଗୁଆହାଟୀ,୫।୪: ଇଣ୍ଡିଆନ ପ୍ରିମିୟର ଲିଗ ୨୦୨୩ର ସପ୍ତମ ମ୍ୟାଚ ରାଜସ୍ଥାନ ରୟାଲ୍ସ(ଆରଆର) ଏବଂ ପଞ୍ଜାବ କିଙ୍ଗ୍ସ (ପିବିକେଏସ)ମଧ୍ୟରେ ଗୁଆହାଟୀର ବରସାପାରା କ୍ରିକେଟ ଷ୍ଟାଡିୟମରେ ଖେଳାଯାଉଛି। ମ୍ୟାଚରେ ରାଜସ୍ଥାନ ରୟାଲ୍ସ ଟସ୍ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ତେବେ ପିବିକେଏସ ବ୍ୟାଟିଂ…
ଆଜି ନିଜ ପଡ଼ିଆରେ ଖେଳିବେ ରିଆନ
ଗୁଆହାଟୀ,୫ା୪: ଚଳିତ ଇଣ୍ଡିଆନ ପ୍ରିମିୟର ଲିଗ୍(ଆଇପିଏଲ୍)ରେ ବୁଧବାର ଆର୍ଆର୍ ଏବଂ ପିବିକେଏସ୍ ମଧ୍ୟରେ ମ୍ୟାଚ୍ ଅନୁଷ୍ଠିତ ହେବ। ୨୦୨୩ର ଅଷ୍ଟମ ମ୍ୟାଚ୍ରେ ରାଜସ୍ଥାନ ରୟାଲ୍ସ ପଞ୍ଜାବ କିଙ୍ଗ୍ସ ସହ ପ୍ରତିଦ୍ୱନ୍ଦ୍ୱିତା କରିଥିଲା। ତେବେ ଉଭୟ ଦଳ ନିଜ ନିଜ ପ୍ରଥମ ମ୍ୟାଚ୍…
ସମ୍ପତ୍ତି ସାର୍ବଜନୀନ କରିବାକୁ ମନା କଲେ ପ୍ରଚଣ୍ଡ
କାଠମାଣ୍ଡୁ,୫ା୪: ନେପାଳର ପ୍ରଧାନମନ୍ତ୍ରୀ ପୁଷ୍ପ କମଲ ଦହଲ ପ୍ରଚଣ୍ଡ ତାଙ୍କ ସମ୍ପତ୍ତିକୁ ସାର୍ବଜନୀନ କରିବାକୁ ମନା କରି ଦେଇଛନ୍ତି। ୧୯୯୦ରେ ଗଣତନ୍ତ୍ରର ପୁନରୁଦ୍ଧାର ପରେ ନେପାଳର ପ୍ରଥମ ନିର୍ବାଚିତ ସରକାର ପ୍ରଧାନମନ୍ତ୍ରୀ ଏବଂ ମନ୍ତ୍ରୀଙ୍କ ସମ୍ପତ୍ତିର ସବିଶେଷ ତଥ୍ୟ ସାର୍ବଜନୀନ କରିବାର…
ବିଶ୍ୱ ପାଇଁ ବିପଦ ସୃଷ୍ଟି କରୁଛି ଚାଇନା
ବ୍ରୁଶେଲ୍ସ,୫ା୪: ୟୁରୋପରେ ଲିଥୁଆନିଆ ଏକ ଛୋଟ ଦେଶ। ଯାହାର ଜନସଂଖ୍ୟା ୨୦୨୧ ବର୍ଷର ଆକଳନ ଅନୁଯାୟୀ ବର୍ତ୍ତମାନ ୨୮ ଲକ୍ଷ। ଅର୍ଥାତ୍ ଚାଇନା ତୁଳନାରେ ବହୁତ କମ୍ ଅଟେ। ଏପରିକି ଅଞ୍ଚଳରେ ମଧ୍ୟ ଏହି ଦେଶ ଚାଇନା ଠାରୁ ଛୋଟ, କିନ୍ତୁ…
ଜାସନ ରୟଙ୍କୁ ୨.୮ କୋଟି ଟଙ୍କାରେ କିଣିଲା କେକେଆର୍
କୋଲକାତା,୫ା୪: ଅଧିନାୟକ ଶ୍ରେୟସ ଆୟରଙ୍କ ଆଘାତ ଏବଂ ଶାକିଲ ଅଲ୍ ହାସନ ହଠାତ୍ ଟୁର୍ନାମେଣ୍ଟରୁ ଓହରିଯିବା ପରେ ଅସୁବିଧାଜନକ ସ୍ଥିତିରେ ଥିବା କୋଲକାତା ନାଇଟ୍ ରାଇଡର୍ସ ଏକ ଲାଇଫ ଲାଇନ୍ ପାଇଥିବା ଜଣାପଡ଼ିଛି। ଦୁଇଥର ଚାମ୍ପିୟନ ଫ୍ରାଞ୍ଚାଇଜ କୋଲକାତା ନାଇଟ୍ ରାଇଡର୍ସ…
ଚାଇନା ଇଞ୍ଜିନିୟରଙ୍କ କ୍ୟାମ୍ପ୍ରେ ଲାଗିଲା ନିଆଁ
ଇସଲାମାବାଦ,୫ା୪: ଉତ୍ତର ପଶ୍ଚିମ ପାକିସ୍ତାନରେ ଜଳ ବିଦ୍ୟୁତ୍ ଡ୍ୟାମ୍ ପରିଚାଳନା କରୁଥିବା ଏକ ଚାଇନା କମ୍ପାନୀର ଆବାସିକ ଶିବିରରେ ବଡ଼ ଧରଣର ଅଗ୍ନିକାଣ୍ଡ ହୋଇଥିବା ବୁଧବାର ସୂଚନା ମିଳିଛି। କୋହିସ୍ତାନର ବାର୍ସିନ ଅଞ୍ଚଳରେ ଚାଇନାର ଇଞ୍ଜିନିୟର ତଥା ଜଳ ବିଦ୍ୟୁତ୍ ପ୍ରକଳ୍ପର…
‘ଆମ ଦେଶ ନର୍କ ଆଡ଼କୁ ଗତି କରୁଛି’
ଓ୍ବାଶିଂଟନ,୫ା୪: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ମ୍ୟାନହଟନ କୋର୍ଟରେ ପହଞ୍ଚି ପର୍ନଷ୍ଟାର ଷ୍ଟର୍ମି ଡାନିଏଲ୍ସଙ୍କୁ ଚୁପ୍ ରହିବା ପାଇଁ ଗୁପ୍ତ ଭାବରେ ଅର୍ଥ ପ୍ରଦାନ କରାଯାଇଥିବା ଅଭିଯୋଗ ସହ ଜଡ଼ିତ ମାମଲାର ଶୁଣାଣି କରାଯାଇଥିଲା। ଶୁଣାଣି ପୂର୍ବରୁ ଟ୍ରମ୍ପଙ୍କୁ ଗିରଫ…
ମୋଦି-ଯୋଗୀଙ୍କୁ ଜୀବନରେ ମାରିବାକୁ ଧମକ…
ନୋଏଡା ,୫।୪ : ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ଜୀବନରେ ମାରିବାକୁ ଧମକ ଦେବା ପ୍ରସଙ୍ଗ ସାମ୍ନାକୁ ଆସିଛି। ନୋଏଡା ପୋଲିସ ଏହି ମାମଲାରେ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି।…
ମମତା ସରକାରଙ୍କୁ ହାଇକୋର୍ଟଙ୍କ ପ୍ରଶ୍ନ: ହନୁମାନ ଜୟନ୍ତୀ ପାଇଁ ସୁରକ୍ଷା ବ୍ୟବସ୍ଥା ରହିଛି କିଭଳି…
କୋଲକାତା,୫।୪ : ରିସଡା ଏବଂ ଶିବପୁରରେ ଘଟିଥିବା ହିଂସା ସମ୍ପର୍କରେ ପଶ୍ଚିମବଙ୍ଗ ସରକାର କଲିକତା ହାଇକୋର୍ଟରେ ଏକ ରିପୋର୍ଟ ଉପସ୍ଥାପନ କରିଛନ୍ତି। ଆଗାମୀ ହନୁମାନ ଜୟନ୍ତୀଙ୍କୁ ଦୃଷ୍ଟିରେ ରଖି ରାଜ୍ୟରେ ଶାନ୍ତି ସୁନିଶ୍ଚିତ କରିବା ପାଇଁ କେଉଁ ପଦକ୍ଷେପ ନିଆଯାଉଛି ତାହା…
ଓ୍ବାନ ମିଡ଼ିଆ ପ୍ରସାରଣ ଉପରୁ ହଟିଲା ପ୍ରତିବନ୍ଧକ: ସମାଜ ପାଇଁ ଏକ ସ୍ବତନ୍ତ୍ର ପ୍ରେସ୍ ଜରୁରୀ, କହିଲେ ସୁପ୍ରିମ୍କୋର୍ଟ…
ନୂଆଦିଲ୍ଲୀ,୫।୪ : ମାଲାୟାଲମ ନ୍ୟୁଜ ଚ୍ୟାନେଲ ଓ୍ବାନମିଡିଆ ଉପରେ କେନ୍ଦ୍ର ସରକାର ଲଗାଇଥିବା ପ୍ରସାରଣ ନିଷେଧ ବିରୋଧରେ ସୁପ୍ରିମକୋର୍ଟ ରାୟ ପ୍ରଦାନ କରିଛନ୍ତି। ସୁରକ୍ଷା ମଞ୍ଜୁର ଅଭାବରୁ ମିଡିଆ ଓ ଚ୍ୟାନେଲର ପ୍ରସାରଣ ଲାଇସେନ୍ସ ନବୀକରଣ କରିବାକୁ ମନା କରି ଦେଇଥିବା…
Archives


