Home Middle

ସକ୍ରିୟ ମାମଲା ୨୩ ହଜାରରୁ କମ,ଦୈନିକ ସଂକ୍ରମଣ ୧୫ ଶହ ତଳେ…

ନୂଆଦିଲ୍ଲୀ, ୯।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ଦୈନିକ କରୋନା ସଂକ୍ରମଣ ମାମଲା ପୁଣି କମିଛି। ସେହିପରି ସକ୍ରିୟ…

କର୍ନାଟକ ନିର୍ବାଚନରେ ନୋଟା ବାଛିପାରନ୍ତି ଅଧିକାଂଶ ଭୋଟର: ପୂର୍ବତନ ସିଇସି

ବେଙ୍ଗାଲୁରୁ,୯।୫:କର୍ନାଟକ ବିଧାନସଭା ନିର୍ବାଚନ ପାଇଁ ବୁଧବାର ଭୋଟ ଗ୍ରହଣ କରାଯିବ। ଏହାପୂର୍ବରୁ ପୂର୍ବତନ ମୁଖ୍ୟ ନିର୍ବାଚନ କମିଶନର(ସିଇସି) ନାସିମ ଅହମଦ ଜାଇଦିଙ୍କ ଭୋଟିଂକୁ ନେଇ ଏକ ବୟାନ ଦେଇଛନ୍ତି। ସେ କହିଛନ୍ତି ଯେ, ଆସନ୍ତା ନିର୍ବାଚନରେ ଭୋଟରମାନେ ନୋଟାରେ ଅଧିକ ଭୋଟ…

ଆଇପିଏଲ ୫୪ ତମ ମ୍ୟାଚ: ଆଜି ମୁମ୍ବାଇ-ବାଙ୍ଗାଲୋର ଲଢେଇ

ମୁମ୍ବାଇ,୯।୫: ଆଇପିଏଲର ୫୪ ତମ ମ୍ୟାଚରେ ମୁମ୍ବାଇ ଇଣ୍ଡିଆନ୍ସ(ଏମ୍‌ଆଇ)କୁ ଭେଟିବ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆରସିବି)। ଏହି ମ୍ୟାଚ ମୁମ୍ବାଇର ଓ୍ବାଖେଡେ ଷ୍ଡାଡିୟମରେ ସା ୭.୩୦ରେ ଖେଳାଯିବ। ଉଭୟ ଦଳ ଚଳିତ ସିଜନରେ ଏ ପର୍ଯ୍ୟନ୍ତ ୧୦-୧୦ ମ୍ୟାଚ ଖେଳି ୫-୫ ଜିତିଛନ୍ତି।…

ସୁପ୍ରିମକୋର୍ଟ ପହଞ୍ଚିଲା ମୁଭି ‘ଦ କେରଲା ଷ୍ଟୋରି’ ବିବାଦ, ୧୫ ମେ’ରେ ଶୁଣାଣି

ନୂଆଦିଲ୍ଲୀ,୯।୫: ବଲିଉଡ ମୁଭି ‘ଦ କେରଲା ଷ୍ଟୋରି’ ଉପରେ ରୋକ ଲଗାଇବାକୁ କେରଳ ହାଇକୋର୍ଟ ମନା କରିବା ପରେ ଆବେଦନକାରୀ ସୁପ୍ରିମକୋର୍ଟ ଅପହଞ୍ଚିଛନ୍ତି। ବରିଷ୍ଠ ଆଇନଜୀବୀ କପିଲ ସିବ୍ବଲ ଏହାର ଶୁଣାଣି ଖୁବଶୀଘ୍ର କରିବାକୁ ଅନୁରୋଧ କରିଛନ୍ତି। ତେବେ ୧୫ ମେ’ରେ…

ଦି କେରଲା ଷ୍ଟୋରି: ସୁପ୍ରିମକୋର୍ଟରେ ପହଞ୍ଚିଲା ମାମଲା, ମେ ୧୫ରେ ଶୁଣାଣି

ନୂଆଦିଲ୍ଲୀ,୯।୫: ରିଲିଜ୍‌ ପରେ ଦି କେରଲା ଷ୍ଟୋରି ବିବାଦ ଘେରରେ ଛନ୍ଦି ହୋଇ ରହିଛି। ତେବେ ଏହି ମଧ୍ୟରେ ଯାଚିକାକର୍ତ୍ତା କେରଳ ହାଇକୋର୍ଟଙ୍କ ଆଦେଶକୁ ଚ୍ୟାଲେଞ୍ଜ କରି ସୁପ୍ରିମକୋର୍ଟ ମାମଲାର ଶୁଣାଣି ପାଇଁ ପହଞ୍ଚିଛନ୍ତି। ଫିଲ୍ମକୁ ବ୍ୟାନ କରିବା ପାଇଁ ଅଭିଯୋଗରେ…

ବାଇଡେନଙ୍କ ଘୋଷଣା: ବିମାନ ବାତିଲ ଅବା ବିଳମ୍ବ ହେଲେ ମିଳିବ କ୍ଷତିପୂରଣ

ଓ୍ବାଶିଂଟନ,୯।୫: ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଘୋଷଣା କରିଛନ୍ତି କି ତାଙ୍କ ପ୍ରଶାସନ ଏକ ନିୟମ କରିବ, ଯେଉଁଥିରେ ଏୟାରଲାଇନ୍ସ ବିମାନ ଯାତ୍ରୀଙ୍କୁ କ୍ଷତିପୂରଣ ଦେବ, ସେମାନଙ୍କ ଭୋଜନ ଓ ହୋଟେଲ ଖର୍ଚ୍ଚ ବହନ କରିବ, ଯଦି ଏୟାରଲାଇନ୍ସ ପକ୍ଷରୁ ଫ୍ଲାଇଟ…

‘ଭୁଲ ରାସ୍ତାରେ ଯାଅ ନାହିଁ ନଚେତ…’, କାନାଡାକୁ ଚେତାବନୀ ଦେଲା ଚାଇନା

ଓଟଓ୍ବୋ/ବେଜିଂ,୯।୫: କାନାଡ ଓ ଚାଇନା ମଧ୍ୟରେ ସୋମବାର ଉତ୍ତେଜନା ଦେଖାଦେଇଛି। ବେଜିଂକୁ ସମାଲୋଚନା କରୁଥିବା କାନାଡାର ଜଣେ ଆଇନଜୀବୀଙ୍କୁ ଧମକ ଦେଇଥିବା ଚୀନ କୂଟନୀତିଜ୍ଞଙ୍କୁ ବହିଷ୍କାର କରିବା ପାଇଁ ନିଷ୍ପତ୍ତି ନିଆଯିବା ପରେ ଏହି ବିବାଦ ଉପୁଜିଛି। ଏଥିରେ କ୍ରୋଧାନ୍ବିତ ହୋଇ…

ବ୍ରିଜ୍‌ ତଳକୁ ଖସିପଡିଲା ବସ୍‌: ୧୫ ମୃତ

ଭୋପାଳ,୯।୫: ମଧ୍ୟପ୍ରଦେଶର ଖାର୍ଗୋନ ଜିଲାରେ ଏକ ବଡ଼ ଦୁର୍ଘଟଣା ଘଟିଛି। ବୋରାଡ ନଦୀ ବ୍ରିଜରୁ ମଙ୍ଗବଳାର ଏକ ଯାତ୍ରୀବାହୀ ବସ୍‌ ଖସିପଡିଛି। ଫଳରେ ୧୫ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ପ୍ରାୟ ୨୦ ଜଣ ଆହତ ହୋଇଛନ୍ତି। ସବିଶେଷ ତଥ୍ୟ ଅନୁଯାୟୀ,…

ଟେରର ଫଣ୍ଡିଂ ବିରୋଧରେ ଏନଆଇଏର ବଡ କାର୍ଯ୍ୟାନୁଷ୍ଠାନ, କଶ୍ମୀରରୁ ତାମିଲନାଡୁ ପର୍ଯ୍ୟନ୍ତ ଚଢାଉ

ନୂଆଦିଲ୍ଲୀ,୯।୫: ଟେରର ପଣ୍ଡିଂକୁ ନେଇ ରାଷ୍ଟ୍ରୀୟ ଯାଞ୍ଚ ଏଜେନ୍ସି(ଏନଆଇଏ) ଆକ୍ସନରେ। ଜମ୍ମୁ-କଶ୍ମୀରର କିଛି ସ୍ଥାନରେ ମଙ୍ଗଳବାର ଏନଆଇଏ ଦ୍ୱାରା ଚଢାଉ କରାଯାଇଛି। ଶ୍ରୀନଗର, ଅନନ୍ତନାଗ, କୁପଓ୍ବାଡା, ଶୋପିଆନ, ରାଜୌରି ଓ ପୁଞ୍ଛରେ ଏନଆଇଏ ଟିମ ଚଢାଉ ପାଇଁ ପହଞ୍ଚିଛନ୍ତି। ହେଲେ ଏବେ…

ଚିଲିକାକୁ ଉଜାଡ଼ୁଛି ଚିଙ୍ଗୁଡ଼ି ଲୋଭ

ଖୋର୍ଦ୍ଧା ଅଫିସ୍‌,୯।୫(ପ୍ରଭାତ ପାଣିଗ୍ରାହୀ): ଶୀତଋତୁରେ ବିଦେଶାଗତ ପକ୍ଷୀଙ୍କ ସମାଗମ ସାଙ୍ଗକୁ ଚିଲିକାର ନୈସର୍ଗିକ ପରିବେଶ ପର୍ଯ୍ୟଟକଙ୍କୁ ବିଭୋର କରିଥାଏ। ହେଲେ ଜବରଦଖଲ ଏବଂ ବେଆଇନ ଚିଙ୍ଗୁଡ଼ି ଘେରି ଯୋଗୁ ଏଠାକାର ଜୈବବିବିଧତା ଧୀରେ ଧୀରେ ନଷ୍ଟ ହେବାରେ ଲାଗିଛି। ୨୦୨୨ ଅକ୍ଟୋବରରେ…

ଶେଷ ବଲରେ ଚୌକା ମାରି ମ୍ୟାଚ୍‌ ଜିତାଇଲେ ରିଙ୍କୁ ସିଂ

କୋଲକାତା,୯।୫: ରିଙ୍କୁ ସିଂ ମ୍ୟାଚ୍‌ର ଶେଷ ବଲରେ ଚୌକା ମାରି କୋଲକାତାକୁ ବିଜୟୀ କରିଛନ୍ତି। ଆଇପିଏଲ୍‌ର ୫୩ତମ ମ୍ୟାଚରେ ପଞ୍ଜାବ କିଙ୍ଗ୍ସକୁ ୫ ଉଇକେଟରେ ହରାଇ ଦେଇଛି କୋଲାକାତା ନାଇଟ୍‌ ରାଇଡର୍ସ(କେକେଆର୍‌)। ଏହି ବିଜୟ ସହ କୋଲକାତା ୧୦ ପଏଣ୍ଟ ପାଇ…

କୋଲକାତାକୁ ୧୮୦ ରନର ବିଜୟ ଲକ୍ଷ୍ୟ ଦେଲା ପଞ୍ଜାବ

କୋଲକାତା,୮।୫: ଆଇପିଏଲ ୨୦୨୩ର ୫୩ତମ ମ୍ୟାଚରେ କୋଲକାତା ନାଇଟ ରାଇଡର୍ସ(କେକେଆର) ଏବଂ ପଞ୍ଜାବ କିଙ୍ଗ୍ସ(ପିବିକେଏସ) ମଧ୍ୟରେ କୋଲକାତାର ଇଡେନ ଗାର୍ଡେନରେ ଖେଳାଯାଉଛି। ମ୍ୟାଚରେ ପଞ୍ଜାବ କିଙ୍ଗ୍ସ ପ୍ରଥମେ ଟସ୍‌ ଜିତି ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିବା ବେଳେ କୋଲକାତା ନାଇଟ ରାଇଡର୍ସ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri