ବୁଲେଟପ୍ରୁଫ ହେଲମେଟ ପିନ୍ଧି କୋର୍ଟରେ ପହଞ୍ଚିଲେ ଇମ୍ରାନ ଖାନ, ଭାଜପା ନେତା କଲେ ମଜାଳିଆ ଟୁଇଟ…
ନୂଆଦିଲ୍ଲୀ,୫।୪ : ପାକିସ୍ତାନ ଏକ ଗୁରୁତର ଆର୍ଥିକ ସଙ୍କଟ ଦେଇ ଗତି କରୁଛି। ଏହା ସହିତ ରାଜନୈତିକ ଅସ୍ଥିରତା ମଧ୍ୟ ସେଠାରେ ଗୁରୁତର ହେବାରେ ଲାଗିଛି। ସମ୍ପ୍ରତି ଭାଜପା ନେତା ଖୁସବୁ ସୁନ୍ଦର ଇମ୍ରାନ ଖାନଙ୍କ ଏକ ଭିଡିଓ ଶେୟାର କରି…
ସୁରକ୍ଷା ପରିଷଦରେ କେବଳ ଅସ୍ଥାୟୀ ସଦସ୍ୟଙ୍କ ସଂଖ୍ୟା ବୃଦ୍ଧି କଲେ ହେବନି ସମସ୍ୟାର ସମାଧାନ: ଭାରତ…
ଜେନେଭା,୫।୪ : ଜାତିସଂଘ ସୁରକ୍ଷା ପରିଷଦରେ ଭାରତର ସ୍ଥାୟୀ ପ୍ରତିନିଧୀ ରୁଚିରା କାମ୍ବୋଜ ଭାରତର ସ୍ଥାୟୀ ପ୍ରତିନିଧୀତ୍ୱ ସମ୍ପର୍କରେ କହିଛନ୍ତି ଯେ ଅସ୍ଥାୟୀ ସଦସ୍ୟତା ବୃଦ୍ଧି କରିବା ଦ୍ୱାରା ଦୁଇ ବର୍ଗର ସଦସ୍ୟଙ୍କ ମଧ୍ୟରେ ମତଭେଦ ଦେଖାଦେବ। ୟୁଏନଏସସିକୁ ସମ୍ବୋଧିତ କରି…
ଭାରତର ଅଭିବୃଦ୍ଧି ୬.୩% ଆକଳନ
ନୂଆଦିଲ୍ଲୀ,୫।୪: ଗତ କିଛି ମାସ ହେବ ସାରା ବିଶ୍ୱରେ ମାନ୍ଦାବସ୍ଥା ଜାରି ରହିଛି। ଜାତୀୟ ଓ ଅନ୍ତର୍ଜାତୀୟ ସମସ୍ୟା ଏବଂ ଭୌଗୋଳିକ ସ୍ଥିତ ଯୋଗୁ ଚଳିତ ଆର୍ଥକ ବର୍ଷରେ ଭାରତର ଅଭିବୃଦ୍ଧି ହାର ପୂର୍ବାପେକ୍ଷା ବୃଦ୍ଧିହେବ ବୋଲି ମଙ୍ଗଳବାର ବିଶ୍ବ ବ୍ୟାଙ୍କ…
କର୍ନାଟକରେ ଭାଜପା ବୁଡ଼ିଯାଉଥିବା ଜାହାଜ: କଂଗ୍ରେସ
ନୂଆଦିଲ୍ଲୀ, ୫ା୪ (ପି.ଟି.): କର୍ନାଟକରେ ଭାଜପା ଏକ ବୁଡ଼ିଯାଉଥିବା ଜାହାଜ। ଏପରିକି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଏହାକୁ ରକ୍ଷା କରିପାରିବେ ନାହିଁ ବୋଲି କଂଗ୍ରେସ ନେତା ମଙ୍ଗଳବାର କହିଛନ୍ତି। ଅନ୍ୟପକ୍ଷରେ ଦକ୍ଷିଣ ଭାରତୀୟ ରାଜ୍ୟରେ କଂଗ୍ରେସ ଏକ ମିଳିତ ଶକ୍ତି।…
ସବୁ ଦୋଷ ପ୍ରମାଣିତ ହେଲେ ୧୩୬ ବର୍ଷ ଜେଲ
ନ୍ୟୁୟର୍କ/ଓ୍ବାଶିଂଟନ୍,୫ା୪: ପର୍ନ ଷ୍ଟାର ଷ୍ଟର୍ମି ଡାନିଏଲ୍ସଙ୍କ ସହ ଶାରୀରିକ ସମ୍ପର୍କ ରଖିବା ଓ ତାଙ୍କ ମୁହଁ ବନ୍ଦ ପାଇଁ ୧୩୦,୦୦୦ ଡଲାର ଲାଞ୍ଚ ଦେବା ମାମଲାରେ ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ମଙ୍ଗଳବାର ନ୍ୟୁୟର୍କସ୍ଥିତ ମାନ୍ହାଟ୍ଟନ୍ କୋର୍ଟହାଉସ୍ରେ ଆମତ୍ସମର୍ପଣ କରିଛନ୍ତି।…
ଅମ୍ବାନୀ ପୁଣି ଏସିଆର ଶ୍ରେଷ୍ଠ ଧନୀ
ଓ୍ବାଶିଂଟନ୍, ୫ା୪: ରିଲାଏନ୍ସ ଗ୍ରୁପ୍ ଅଧ୍ୟକ୍ଷ ମୁକେଶ ଅମ୍ବାନୀ ପୁଣିଥରେ ଏସିଆର ସବୁଠୁ ଧନୀ ବ୍ୟକ୍ତି ପରିଚୟ ହାସଲ କରିଛନ୍ତି। ମଙ୍ଗଳବାର ଆମେରିକୀୟ ବ୍ୟବସାୟିକ ମାଗାଜିନ୍ ଫୋର୍ବସ୍ ପକ୍ଷରୁ ବିଶ୍ୱର ସବୁଠୁ ଧନୀ ବ୍ୟକ୍ତିଙ୍କ ନାମ ତାଲିକା ପ୍ରକାଶ ପାଇଛି। ଏହି…
ତାଇଓ୍ବାନ୍ରେ ଚାଇନାର ୫ ଯୁଦ୍ଧବିମାନ, ୪ ଜାହାଜ
ତାଇପେଇ,୫ା୪: ତାଇଓ୍ବାନ୍କୁ ବଳପୂର୍ବକ ଦଖଲ ଉଦ୍ୟମ ଜାରି ରଖିଥିବା ଚାଇନା ଏହି ସ୍ବାଧୀନ ଦ୍ୱୀପରାଷ୍ଟ୍ରକୁ ୫ଟି ଯୁଦ୍ଧବିମାନ ଓ ୫ ନୌସେନା ଜାହାଜ ପଠାଇଛି। ରବିବାର ପୂର୍ବାହ୍ନ ୬ଟାରୁ ସୋମବାର ପୂର୍ବାହ୍ନ ୬ଟା ମଧ୍ୟରେ ସେଗୁଡ଼ିକୁ ଦେଖିବାକୁ ମିଳିଥିବା ତାଇଓ୍ବାନ୍ ପ୍ରତିରକ୍ଷା…
ମେଘାନ୍ଙ୍କୁ ଓମେନ୍ ଅଫ୍ ଭିଜନ୍ ଆଓ୍ବାର୍ଡ
ଲଣ୍ଡନ,୫ା୪: ବ୍ରିଟେନ୍ର ଡଚେସ୍ ଅଫ୍ ସସେକ୍ସ ମେଘାନ୍ ମାର୍କେଲଙ୍କୁ ଚଳିତବର୍ଷ ଗ୍ଲୋରିଆ ଷ୍ଟେନେମର ଓମେନ୍ ଅଫ୍ ଭିଜନ୍ ଆଓ୍ବାର୍ଡ ପ୍ରଦାନ କରାଯିବ। ଆସନ୍ତା ମେ’ ୧୬ରେ ଏମ୍ଏସ୍ ଫାଉଣ୍ଡେଶନ୍ର ବାର୍ଷିକ ଗାଲା କାର୍ଯ୍ୟକ୍ରମରେ ମେଘାନ୍ଙ୍କୁ ପୁରସ୍କୃତ କରାଯିବ। ନ୍ୟୁୟର୍କ ସିଟିସ୍ଥିତ ଜିଗଫେଲ୍ଡ…
ଅତୀତର ଭୁଲ୍ ଦୋହରାଅନି
ଓ୍ବାଶିଂଟନ/ବେଜିଂ,୫ା୪: ଆମେରିକା ହାଉସ୍ ଅଫ୍ ରିପ୍ରେଜେଣ୍ଟେଟିଭ୍ସ ସ୍ପିକର କେଭିନ୍ ମ୍ୟାକ୍କାର୍ଥି ଚଳିତ ସପ୍ତାହରେ କାଲିଫର୍ନିଆରେ ତାଇଓ୍ବାନ୍ ରାଷ୍ଟ୍ରପତି ସାଇ ଇଙ୍ଗ୍-ଓ୍ବେନ୍ଙ୍କୁ ଭେଟିବେ। ଏନେଇ ହାଉସ୍ ସ୍ପିକରଙ୍କ ଅଫିସ୍ ପକ୍ଷରୁ ସ୍ପଷ୍ଟ କରାଯାଇଛି। ରିପବ୍ଲିକାନ୍ ମ୍ୟାକ୍କାର୍ଥି ହେଉଛନ୍ତି ଆମେରିକା ରାଷ୍ଟ୍ରପତି ଓ ଉପରାଷ୍ଟ୍ରପତିଙ୍କ…
କୋର୍ଟରେ ଟ୍ରମ୍ପ୍ଙ୍କ ଆତ୍ମସମର୍ପଣ
ନ୍ୟୁୟର୍କ/ଓ୍ବାଶିଂଟନ୍,୫ା୪: ଆମେରିକାର ପୂର୍ବତନ ରାଷ୍ଟ୍ରପତି ତଥା ୨୦୨୪ ପାଇଁ ରିପବ୍ଲିକାନ୍ ନୋମିନେଶନ୍ ଦୌଡ଼ରେ ସବା ଆଗରେ ଥିବା ଡୋନାଲ୍ଡ ଟ୍ରମ୍ପ୍ଙ୍କ ବିରୋଧରେ ପର୍ନ ଆକ୍ଟେସ୍ ଷ୍ଟର୍ମି ଡାନିଏଲ୍ସଙ୍କୁ ହଶ୍ ମନି (ଅପକର୍ମ ଲୁଚାଇବା ପାଇଁ ଅର୍ଥ) ଦେବା ଘଟଣାରେ ମଙ୍ଗଳବାର ଆନୁଷ୍ଠାନିକ…
ନ୍ୟାୟ ପ୍ରଦାନରେ ଓଡ଼ିଶା ୧୦ମ: ଇଣ୍ଡିଆନ ଜଷ୍ଟିସ୍ ରିପୋର୍ଟ-୨୦୨୨
ନୂଆଦିଲ୍ଲୀ୫ା୪(ବ୍ୟୁରୋ): ଦେଶରେ ନ୍ୟାୟ ପ୍ରଦାନ ତାଲିକାରେ ଓଡ଼ିଶା ୧୦ ନମ୍ବର ସ୍ଥାନରେ ରହିଛି। ୧୮ ରାଜ୍ୟକୁ ନେଇ ପ୍ରକାଶିତ ଇଣ୍ଡିଆ ଜଷ୍ଟିସ୍ ରିପୋର୍ଟ(ଆଇଜେଆର୍) ୨୦୨୨ରେ ଓଡ଼ିଶା ପୂର୍ବାପେକ୍ଷା ଗୋଟିଏ ସ୍ଥାନକୁ ଉନ୍ନୀତ ହୋଇଛି। ୨୦୨୦ ରିପୋର୍ଟରେ ଏହା ୧୧ତମ ସ୍ଥାନରେ ଥିଲା।…
୬ ୱିକେଟରେ ଜିଟିର ସହଜ ବିଜୟ…
ନୂଆଦିଲ୍ଲୀ,୪।୪ : ଇଣ୍ଡିଆନ ପ୍ରିମିୟର ଲିଗ ୨୦୨୩ର ସପ୍ତମ ମ୍ୟାଚ୍ ଦିଲ୍ଲୀ କ୍ୟାପିଟାଲ୍ସ(ଡିସି) ଏବଂ ଗୁଜରାଟ ଟାଇଟନ୍ସ(ଜିଟିି) ମଧ୍ୟରେ ମଙ୍ଗଳବାର ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଖେଳାଯାଇଥିଲା । ମ୍ୟାଚରେ ଡିସି ବିପକ୍ଷରେ ଜିଟି ସହଜ ବିଜୟ ହାସଲ କରିଛି ।…
Archives


