Home Middle

ଦେଶ ପାଇଁ ନିଜ ରକ୍ତ ବୁହାଇଛନ୍ତି ଗାନ୍ଧୀ ପରିବାର: ସିବଲ…

ନୂଆଦିଲ୍ଲୀ,୮।୫ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପକ୍ଷରୁ କଂଗ୍ରେସ ଉପରେ ହୋଇଥିବା କଡ଼ା ସମାଲୋଚନାକୁ ନେଇ ରାଜ୍ୟସଭା ଏମପି କପିଲ ସିବଲ ସୋମବାର ନିଜର ପ୍ରତିକ୍ରିୟା ଦେଇଛନ୍ତି। କର୍ନାଟକରେ ନିର୍ବାଚନ ପ୍ରଚାର ବେଳେ ପ୍ରଧାନମନ୍ତ୍ରୀ କଂଗ୍ରେସ ଦେଶକୁ ବିଭାଜନ କରୁଥିବା ଅଭିଯୋଗ…

ଶାହିସ୍ତା ପରଓ୍ବିନ ମାଫିଆ ଘୋଷିତ ହେବେ: ପୋଲିସ ପ୍ରସ୍ତୁତି ଆରମ୍ଭ…

ଲକ୍ଷ୍ନୌ,୮।୫ : ପୂର୍ବତନ ସମାଜବାଦୀ ପାର୍ଟି (ଏସପି) ଏମପି ତଥା ମାଫିଆ ଅତିକ ଅହମ୍ମଦଙ୍କ ପଳାତକ ସ୍ତ୍ରୀ ଶାହିସ୍ତା ପରଓ୍ବିନଙ୍କୁ ଉତ୍ତରପ୍ରଦେଶ ପୋଲିସ ମାଫିଆ ଘୋଷିତ କରିବା ପାଇଁ ପ୍ରସ୍ତୁତି ଆରମ୍ଭ କରିଛି। ପୋଲିସ ଏଫଆଇଆରରେ ଶାହିସ୍ତାଙ୍କୁ ମାଫିଆ ଅପରାଧୀ ଭାବରେ…

ନୀତୀଶ ସରକାରଙ୍କ ଉପରେ ଅସନ୍ତଷ୍ଟ ସରକାରୀ ବାବୁ, ପିକେଙ୍କ ଜନସୁରାଜ ପଦଯାତ୍ରାରେ ୧୨ ପୂର୍ବତନ ଆଇପିଏସ ଅଧିକାରୀ…

ପାଟନା,୮।୫ : ନିର୍ବାଚନ ରଣନୀତିଜ୍ଞ-ରାଜନେତା ପ୍ରଶାନ୍ତ କିଶୋର (ପିକେ) ୨ ଅକ୍ଟୋବର ୨୦୨୨ ରେ ଜନସୁରାଜ ପଦଯାତ୍ରା ଆରମ୍ଭ କରିଥିଲେ। ବର୍ତ୍ତମାନ ପ୍ରଶାନ୍ତ କିଶୋରଙ୍କ ଜନସୁରାଜଙ୍କ ପରିବାର କ୍ରମାଗତ ଭାବେ ବୃଦ୍ଧି ପାଉଛି। ପ୍ରଶାନ୍ତ ବର୍ତ୍ତମାନ ସମୟରେ ଜନସୁରାଜଙ୍କୁ ଏକ ରାଜନୈତିକ…

ପୁଣି ତାତିଲା ରାଜଧାନୀ

ଭୁବନେଶ୍ୱର,୮ା୫(ବ୍ୟୁରୋ): କିଛିଦିନ ଧରି ବର୍ଷା ହେଉଥିବାରୁ ଥଣ୍ଡା ଥିବା ରାଜଧାନୀ ସୋମବାର ପୁଣି ଉତ୍ତପ୍ତ ହୋଇଛି। ଆଜି ସକାଳ ସାଢ଼େ ୮ଟା ସୁଦ୍ଧା ତାପମାତ୍ରା ୩୧ ଡିଗ୍ରୀ ଛୁଇଁଥିବା ବେଳେ ୮୫ ପ୍ରତିଶତ ଆର୍ଦ୍ରତା ରହିଥିବା ଆଞ୍ଚଳିକ ପାଣିପାଗ ବିଭାଗ ସୂତ୍ରରୁ…

ଇରାନରେ ପ୍ରତି ୬ ଘଣ୍ଟାରେ ଜଣଙ୍କୁ ଫାଶୀ, ୨୦୨୩ରେ ଇତିମଧ୍ୟରେ ୧୯୪ ଜଣଙ୍କୁ ମୃତ୍ୟୁଦଣ୍ଡ…

ତେହେରାନ,୮।୫ : ଏକ ମାନବାଧିକାର ଗୋଷ୍ଠୀ ଦାବି କରିଛନ୍ତି, ଗତ ୧୦ ଦିନ ମଧ୍ୟରେ ଇରାନ ଶାସନ ପ୍ରତି ୬ ଘଣ୍ଟାରେ ହାରାହାରି ଜଣେ ବ୍ୟକ୍ତିଙ୍କୁ ମୃତ୍ୟୁଦଣ୍ଡ ଦେଇଛନ୍ତି। ଇରାନ ମାନବିକ ଅଧିକାରର ଏକ ରିପୋର୍ଟ ଅନୁଯାୟୀ, ୨୦୨୩ ମସିହାରେ ବର୍ତ୍ତମାନ…

ଗୋଟିଏ ରାତିରେ ଗୁଳିକରି ଖସାଇଛୁ ୩୫ ରୁଷିଆ ଡ୍ରୋନ: ୟୁକ୍ରେନ ସୈନ୍ୟ…

କିଭ୍‌,୮।୫ : ରୁଷିଆ ଯୂଦ୍ଧଖୋର ମନୋବୃତ୍ତି ୟୁକ୍ରେନକୁ ଧ୍ୱଂସସ୍ତୁପରେ ପରିଣତ କରିଛି। ରୁଷଆ ଅପେକ୍ଷା ସାମରିକ ଶକ୍ତି ଦୃଷ୍ଟିରୁ ବହୁତ ଦୁର୍ବଳ ଦେଶ ହୋଇଥିଲେ ମଧ୍ୟ ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ହାର ମାନି ନାହାନ୍ତି। ସେ ରାଷ୍ଟ୍ରପତି ଭ୍ଳାଡିମୀର ପୁଟିନଙ୍କ…

ପଶ୍ଚିମ ଏସିଆରେ ପହଞ୍ଚିବ ଭାରତୀୟ ରେଳ ଲାଇନ, ୪ ଦେଶର ଯୋଜନା, ଡୋଭାଲଙ୍କ ଉପରେ ଦାୟିତ୍ୱ…

ନୂଆଦିଲ୍ଲୀ/ରିୟାଦ,୮।୫ : ସୌଦି ଆରବ ଏବଂ ସଂଯୁକ୍ତ ଆରବ ଏମିରେଟ୍ସ ସମେତ ଅନେକ ଗଲ୍ଫ ଦେଶରେ ଶୀଘ୍ର ଭାରତୀୟ ଟ୍ରେନ ଚଳାଚଳ କରିବ। ଏହି ପ୍ରକଳ୍ପ ସମ୍ପର୍କରେ ଆମେରିକା, ଭାରତ, ସୌଦି ଆରବ ଏବଂ ସଂଯୁକ୍ତ ଆରବ ଏମିରେଟ୍ସର ଜାତୀୟ ସୁରକ୍ଷା…

ଦୈନିକ ସଂକ୍ରମଣ ୨ ହଜାର ତଳେ…

ନୂଆଦିଲ୍ଲୀ, ୮।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ଦୈନିକ କରୋନା ସଂକ୍ରମଣ ମାମଲା ପୁଣି କମିଛି। ସେହିପରି ସକ୍ରିୟ…

ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ: ୨ ମୃତ

ଜୟପୁର,୮ା୫: ରାଜସ୍ଥାନରେ ବାୟୁସେନାର ଏକ ବିମାନ ଖସିପଡ଼ିବାରୁ ୨ ସାଧାରଣ ଲୋକଙ୍କ ମୃତ୍ୟୁ ଘଟିଛି। ତେବେ ପାଇଲଟ ସୁରକ୍ଷିତ ଥିବା ଜଣାପଡ଼ିଛି। ବାୟୁସେନାର ଏମ୍‌ଆଇଜି -୨୧ ଫାଇଟର ଜେଟ୍‌ଟି ସୋମବାର ସକାଳେ ହନୁମାନଗଡ଼ରେ ଖସିପଡ଼ିବାରୁ ୨ ଗ୍ରାମୀଣ ମହିଳାଙ୍କ ମୃତ୍ୟୁ ଘଟିଛି।

ବିନା ମଞ୍ଜୁରୀ ବିଜ୍ଞାପନ ପ୍ରକାଶିତ କରିପାରିବେନି ରାଜନୈତିକ ଦଳ: ଇସିଙ୍କ ନିର୍ଦ୍ଦେଶ…

ନୂଆଦିଲ୍ଲୀ,୮।୫ : ଆସନ୍ତା ମେ ୧୦ ତାରିଖରେ କର୍ନାଟକରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। କ୍ଷମତା ହାସଲ ପାଇଁ କଂଗ୍ରେସ ସଂଗ୍ରାମ କରୁଥିବାବେଳେ ଭାଜପା ବିଜୟକୁ ପୁନରାବୃତ୍ତି କରିବାକୁ ଚେଷ୍ଟା କରୁଛି। ପରସ୍ପର ଉପରେ ଦୋଷ ଲଦିବା ଖେଳ ଚାଲିଛି ।…

ଇଡେନରେ କେକେଆର-ପିବିକେଏସ ଲଢ଼େଇ…

କୋଲକାତା,୮।୫ : ଆଇପିଏଲ ୨୦୨୩ର ୫୩ତମ ମ୍ୟାଚରେ କୋଲକାତା ନାଇଟ ରାଇଡର୍ସ(କେକେଆର) ଏବଂ ପଞ୍ଜାବ କିଙ୍ଗ୍‌ସ(ପିବିକେଏସ) ମଧ୍ୟରେ ଲଢ଼େଇ ସୋମବାର ସନ୍ଧ୍ୟା ସାଢ଼େ ୭ଟାରେ କୋଲକାତାର ଇଡେନ ଗାର୍ଡେନରେ ହେବ। ଏହି ମ୍ୟାଚ ଜିତିବା ଉଭୟ ଦଳ ପାଇଁ ଆବଶ୍ୟକ। ଯଦିଓ…

ମାନହାନୀ ମାମଲାରେ ସାକ୍ଷ୍ୟ ଦେଲେନି ଟ୍ରମ୍ପ…

ଓ୍ବାଶିଂଟନ,୮।୫ : ଆମେରିକାର ପୂର୍ବତନ ରାଷ୍ଟ୍ରପତି ଜଣେ ଲେଖିକାଙ୍କ ବଳାତ୍କାର ମାମଲାରେ ମାନହାନୀ ମକଦ୍ଦମା ଦାଏର କରିଛନ୍ତି। ଏହି ମାମଲାରେ ରବିବାର ଦିନ ଟ୍ରମ୍ପ ତାଙ୍କ ସାକ୍ଷ୍ୟ ଦାଖଲ କରିବାର ଶେଷ ସୁଯୋଗ ପାଇଥିଲେ କିନ୍ତୁ ଟ୍ରମ୍ପ ତାଙ୍କ ସାକ୍ଷ୍ୟ ଦାଖଲ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri