Home Middle

ବାଂଲାଦେଶରେ ‘ରହମାନ ଯୁଗ’: ଭାରତ ପାଇଁ ଗୁଡ୍‌ନ୍ୟୁଜ୍‌, ପାକିସ୍ତାନ…

ଢାକା,୧୩।୨:ବାଂଲାଦେଶରେ ତ୍ରୟୋଦଶ ସଂସଦୀୟ ନିର୍ବାଚନ ପାଇଁ ଭୋଟ ଦେବା ପରେ ଫଳାଫଳ ସ୍ପଷ୍ଟ ହୋଇଛି। ପୂର୍ବତନ ବାଂଲାଦେଶ ପ୍ରଧାନମନ୍ତ୍ରୀ ଖାଲେଦା ଜିଆଙ୍କ ପୁଅ ଏବଂ ବାଂଲାଦେଶ ନ୍ୟାଶନାଲିଷ୍ଟ ପାର୍ଟି (BNP)ର ମୁଖ୍ୟ ତାରିକ ରହମାନ ଏକ ବଡ଼ ବିଜୟ ହାସଲ କରିଛନ୍ତି।…

ତ୍ରୀକୋଣୀୟ ପ୍ରେମରୁ ହତ୍ୟାକାଣ୍ଡ: ପ୍ରେମିକର ନାବାଳିକା ବାନ୍ଧବୀଙ୍କ ମୁହଁରେ ଗୁଳି କଲେ ଯୁବତୀ

ମୁମ୍ବାଇ,୧୩।୨: ଜଣେ ୧୯ ବର୍ଷୀୟା ଯୁବତୀଙ୍କୁ ଦିନ ଦ୍ୱିପ୍ରହରରେ ଅତି ନିକଟରୁ ଗୁଳି କରି ହତ୍ୟା କରାଯାଇଛି। ମୁମ୍ବାଇର ଶିବାଜୀ ନଗର ଅଞ୍ଚଳରେ ଘଟିଥିବା ଏହି ସମ୍ବେଦନଶୀଳ ଘଟଣା ପଛରେ ଏକ “ତ୍ରୀକୋଣୀୟ ପ୍ରେମ” ଲିଙ୍କ ରହିଥିବା ପୋଲିସ ସନ୍ଦେହ କରୁଛି।…

ସୁନା ଓ ରୁପା ଦରରେ ବଡ଼ ଧରଣର ହ୍ରାସ: ଜାଣନ୍ତୁ ଭୁବନେଶ୍ୱରରେ କେତେ ଅଛି ମୂଲ୍ୟ

ଭୁବନେଶ୍ବର,୧୩।୨: ଆନ୍ତର୍ଜାତୀୟ ବଜାରରେ ମୂଲ୍ୟ ହ୍ରାସ ଯୋଗୁଁ ଭାରତୀୟ ବଜାରରେ ସୁନା ଓ ରୁପା ଦରରେ ବଡ଼ ଧରଣର ହ୍ରାସ ପରିଲକ୍ଷିତ ହୋଇଛି। ଶୁକ୍ରବାର ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ସୁନା ମୂଲ୍ୟ ପ୍ରାୟ ୪% ହ୍ରାସ ପାଇଥିବା ବେଳେ…

ବିଶ୍ୱ ବଜାରରେ କମିଲା ତୈଳ ଦର, ଭାରତରେ କମିବ କି ?

ନୂଆଦିଲ୍ଲୀ,୧୩।୨: ଆନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ଦରରେ କ୍ରମାଗତ ହ୍ରାସ ପରିଲକ୍ଷିତ ହେଉଛି। ଚଳିତ ବର୍ଷ ପ୍ରଥମ ଥର ପାଇଁ ତୈଳ ଦର କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ହ୍ରାସ ପାଇଛି। ଆମେରିକା-ଇରାନ ମଧ୍ୟରେ କୂଟନୈତିକ ଆଲୋଚନା ଫଳରେ ଯୋଗାଣ ବାଧାପ୍ରାପ୍ତ…

ବରିଷ୍ଠ ରାଜନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ କାହ୍ନୁଚରଣ ଲେଙ୍କାଙ୍କ ପରଲୋକ

ଭୁବନେଶ୍ୱର,୧୩।୨: ବରିଷ୍ଠ ରାଜନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ କାହ୍ନୁଚରଣ ଲେଙ୍କାଙ୍କ ଶୁକ୍ରବାର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୬ ବର୍ଷ ବୟସ ହୋଇଥିଲା। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଛି। ୧୯୯୫-୨୦୦୦ ମସିହା ଯାଏ ଚୌଦାର ବିଧାୟକ…

ହାଇ-ଭୋଲଟେଜ ମ୍ୟାଚ୍‌ ପୂର୍ବରୁ ଟେନ୍‌ସନ୍‌ରେ ଭାରତ: ଏହି ୪ ବଡ଼ କାରଣ

ନୂଆଦିଲ୍ଲୀ,୧୩।୨: ଟି୨୦ ବିଶ୍ୱକପ୍‌ ୨୦୨୬ରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ମହାମୁକାବିଲା ଫେବୃଆରୀ ୧୫ରେ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଅନୁଷ୍ଠିତ ହେବାକୁ ଯାଉଛି। ରାଜନୈତିକ ବିବାଦ ଏବଂ ବୟକଟ ଧମକ ଯୋଗୁ ଏହି ମ୍ୟାଚ ପୂର୍ବରୁ ବହୁତ ଚର୍ଚ୍ଚା ସୃଷ୍ଟି…

ବିଶିଷ୍ଟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକ ଅସୁସ୍ଥ, ମସ୍ତିସ୍କାଘାତ ଯୋଗୁଁ…

ଭୁବନେଶ୍ବର,୧୩ା୨: କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକ ଅସୁସ୍ଥ । ତାଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ନେଇ ସୂଚନା ରହିଛି । ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ କଟକର ଏକ ଘରୋଇ ହସ୍ପିଟାଲ୍କୁ ସ୍ଥାନାନ୍ତର କରାଯାଇଛି । ସୂଚନା ଅନୁସାରେ, ଗୁରୁବାର ଏକ…

ପାକିସ୍ତାନ ବିପକ୍ଷ ମ୍ୟାଚ୍‌ରୁ ବାଦ୍ ପଡ଼ିପାରନ୍ତି ଅଭିଷେକ ଶର୍ମା; ଖରାପ ଖବର ଦେଲେ ସୂର୍ଯ୍ୟକୁମାର ଯାଦବ

ନୂଆଦିଲ୍ଲୀ,୧୩।୨: ଟି-୨୦ ବିଶ୍ୱକପ୍‌ରେ ପାକିସ୍ତାନ ବିପକ୍ଷ ହାଇଭୋଲ୍ଟେଜ୍ ମ୍ୟାଚ୍ ପୂର୍ବରୁ ଭାରତୀୟ ଶିବିରରୁ ଏକ ଚିନ୍ତାଜନକ ଖବର ସାମ୍ନାକୁ ଆସିଛି। ବିଶ୍ୱର ଏକ ନମ୍ବର ଟି-୨୦ ବ୍ୟାଟର ଅଭିଷେକ ଶର୍ମା ଅସୁସ୍ଥତା କାରଣରୁ ଆଗାମୀ ଗୋଟିଏ କିମ୍ବା ଦୁଇଟି ମ୍ୟାଚ୍‌ରୁ ବାଦ୍…

୧୭ ବର୍ଷର ନିର୍ବାସନ ପରେ ବାଂଲାଦେଶର ନୂଆ ପ୍ରଧାନମନ୍ତ୍ରୀ, ଭାରତକୁ ଏପରି କହିଛନ୍ତି ତାରିକ୍ ରହମାନ

ଢାକା/ନୂଆଦିଲ୍ଲୀ,୧୩।୨: ୧୭ ବର୍ଷର ଦୀର୍ଘ ପ୍ରତୀକ୍ଷା ଓ ନିର୍ବାସନ ପରେ ବାଂଲାଦେଶ ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ଘଟିଛି। ତାରିକ୍ ରହମାନଙ୍କ ନେତୃତ୍ୱରେ ବାଂଲାଦେଶ ଜାତୀୟତାବାଦୀ ଦଳ (BNP) ସାଧାରଣ ନିର୍ବାଚନରେ ବୃହତ ବିଜୟ ହାସଲ କରିଛି। ଏହି ସଫଳତା ସହ…

ତାରିକ ରହମାନଙ୍କୁ ଅଭିନନ୍ଦନ ଜଣାଇଲେ ମୋଦି, କହିଲେ ଭାରତ ବାଂଲାଦେଶର ସମର୍ଥନରେ ଠିଆ ହେବ

ଢାକା,୧୩।୨: ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲେଦା ଜିଆଙ୍କ ପୁଅ ତାରିକ ରହମାନଙ୍କ ନେତୃତ୍ୱରେ ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP) ବାଂଲାଦେଶ ସାଧାରଣ ନିର୍ବାଚନରେ ​​ଏକ ବଡ଼ ବିଜୟ ହାସଲ କରିଛି । ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦଳର ମୁଖ୍ୟ ତାରିକ ରହମାନଙ୍କୁ…

‘ଛୁଟିରେ ରହିପାରିବେ ନାହିଁ କୌଣସି ସଚିବ’

ଭୁବନେଶ୍ୱର,୧୩ା୨(ରବିନାରାୟଣ ଜେନା): ରାଜ୍ୟକୁ ଉନ୍ନତ କରିବାକୁ ହେବ ଓ ସରକାରୀ କାର୍ଯ୍ୟରେ ଯେଭଳି ବାଧା ନ ଉପୁଜିବ, ତାହାକୁ ଦୃଷ୍ଟିରେ ରଖି ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ସବୁ ବିଭାଗର ସଚିବଙ୍କୁ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶନାମା ଜାରି କରିଛନ୍ତି। ଯୋଜନା ଓ…

ଚାଞ୍ଚଲ୍ୟ: ୪ଟି କାର୍‌ରେ ଏକାଦଶ ଶ୍ରେଣୀ ଛାତ୍ରୀଙ୍କୁ ଗଣବଳାତ୍କାର; ଭିଡିଓ କରି…

ଭୋପାଳ,୧୩।୨: ମଧ୍ୟପ୍ରଦେଶର ରାଜଧାନୀ ଭୋପାଳରୁ ଏକ ଅତ୍ୟନ୍ତ ସମ୍ବେଦନଶୀଳ ଘଟଣା ସାମ୍ନାକୁ ଆସିଛି। ଜଣେ ଏକାଦଶ ଶ୍ରେଣୀର ନାବାଳିକା ଛାତ୍ରୀଙ୍କୁ ୪ଟି ଅଲଗା ଅଲଗା ଗାଡ଼ିରେ ଗଣବଳାତ୍କାର କରାଯାଇଛି। କେବଳ ଏତିକି ନୁହେଁ ଅଶ୍ଳୀଳ ଭିଡିଓ ପ୍ରସ୍ତୁତ କରି ବ୍ଲାକମେଲ୍‌ କରାଯାଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?