Home Middle

‘ମୋଦି ଏୟାରଓ୍ବେଜ’ରେ ସିଡନୀ ପହଞ୍ଚୁଛନ୍ତି ପ୍ରବାସୀ ଭାରତୀୟ

ସିଡନୀ,୨୩।୫: ପ୍ରଧାନମନ୍ତ୍ରୀ ମୋଦି ଏବେ ଜାପାନର ହିରୋଶିମା ଏବଂ ପାପୁଆ ନ୍ୟୁ ଗିନି ଦେଇ ଅଷ୍ଟ୍ରେଲିଆରେ ପହଞ୍ଚିଛନ୍ତି। ଯେଉଁଠାରେ ତାଙ୍କୁ ସ୍ବାଗତ କରାଯାଇଛି। ସିଡନୀ ଅଲିମ୍ପିକ ପାର୍କରେ ମୋଦି ହଜାର ହଜାର ପ୍ରବାସୀ ଭାରତୀୟ ବା ଏନଆରଆଇଙ୍କୁ ସମ୍ବୋଧିତ କରିବେ, ଯେଉଁଥିପାଇଁ…

‘କୌଣସି ଅଢେଇ-ଅଢେଇ ବର୍ଷର ଫର୍ମୁଲା ନୁହେଁ’, କର୍ନାଟକରେ ୫ ବର୍ଷ ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ରହିବେ ସିଦ୍ଦାରାମାୟା, ମନ୍ତ୍ରୀଙ୍କ ଦାବି

ବେଙ୍କାଲୁରୁ,୨୩।୫: କର୍ନାଟକରେ ବେଶ କିଛି ସମୟ ମନ୍ଥନ ପରେ କଂଗ୍ରେସ ହାଇକମାଣ୍ଡ ସିଦ୍ଦାରାମାୟାଙ୍କୁ ମୁଖ୍ୟମନ୍ତ୍ରୀ କରିବାକୁ ନିଷ୍ପତ୍ତି ନେଇଛି। ଶୁଣିବାକୁ ମିଳୁଥିଲା କି ସିଦ୍ଦାରାମାୟା ଓ ତାଙ୍କ ଡେପୁଟି ବା ଉପ ମୁଖ୍ୟମନ୍ତ୍ରୀ ଡିକେ ଶିବକୁମାରଙ୍କ ମଧ୍ୟରେ ମୁଖ୍ୟମନ୍ତ୍ରୀ ପଦକୁ ନେଇ…

୩ ବର୍ଷ ପାଇଁ ଚାଷୀଙ୍କୁ ଶସ୍ୟବୀମା ମାଗଣା

ଭୁବନେଶ୍ବର, ୨୩ା୫(ବ୍ୟୁରୋ): ଚାଷୀଙ୍କ ଶସ୍ୟବୀମା ଆସନ୍ତା ୩ ବର୍ଷ ପାଇଁ ସମ୍ପୂର୍ଣ୍ଣ ମାଗଣା ହେବ ବୋଲି ସୋମବାର ସମବାୟ ବିଭାଗ କାର୍ଯ୍ୟକ୍ରମ ସମୀକ୍ଷା ବୈଠକରେ ବିଭାଗୀୟ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ସୂଚନା ଦେଇଛନ୍ତି। ବିଭାଗୀୟ ସଫଳତା ନେଇ ମନ୍ତ୍ରୀ କହିଛନ୍ତି…

ମୋଦିଙ୍କୁ ଫିଜିର ସର୍ବୋଚ୍ଚ ସମ୍ମାନ

ପୋର୍ଟ ମୋରେସ୍‌ବି, ୨୩ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସୋମବାର ଫିଜିର ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ କରାଯାଇଛି। ମୋଦିଙ୍କ ବିଶ୍ୱ ନେତୃତ୍ୱର ସ୍ବୀକୃତି ସ୍ବରୂପ ଫିଜି ପ୍ରଧାନମନ୍ତ୍ରୀ ସିଟିଭେନି ରାବୁକା ତାଙ୍କୁ ଏହି ସମ୍ମାନ ପ୍ରଦାନ କରିଛନ୍ତି। ଫିଜି ବାହାରର କୌଣସି ବ୍ୟକ୍ତିଙ୍କୁ…

ରାଜସ୍ଥାନ ଭାଜପାରେ ସବୁ କିଛି ଠିକ୍‌ ଚାଲିନି

ଜୟପୁର, ୨୩।୫: ଭାଜପା ସୂତ୍ରରୁ ମିଳୁଥିବା ଖବର ଅନୁଯାୟୀ ରାଜସ୍ଥାନରେ ଗୈରିକ ଦଳ ଭିତରେ ସବୁକିଛି ଠିକ୍‌ ଚାଲିଥିବା ଭଳି ବିଶ୍ୱାସ ହେଉ ନାହିଁ। ଶନିବାର ନାଗାଉର ଜିଲାର ଲାଡ୍‌ନୁନ୍‌ଠାରେ ରାଜସ୍ଥାନ ଭାଜପା କାର୍ଯ୍ୟକାରୀ କମିଟି ବୈଠକ ଅନୁଷ୍ଠିତ ହୋଇଥିବା ବେଳେ…

ନିରଞ୍ଜନଙ୍କ ହାତରୁ ଗଲା ଅର୍ଥ ବିଭାଗ

ଭୁବନେଶ୍ୱର,୨୩ା୫(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୩ ପୂର୍ବତନ ମନ୍ତ୍ରୀଙ୍କୁ ପୁଣିଥରେ ନିଜ କ୍ୟାବିନେଟ୍‌ରେ ସାମିଲ କରିଛନ୍ତି। ସେମାନେ ହେଲେ ବିକ୍ରମ କେଶରୀ ଆରୁଖ, ସାରଦା ପ୍ରସାଦ ନାୟକ ଓ ସୁଦାମ ମାରାଣ୍ଡି। ଏହି ୩ ଜଣ ସୋମବାର କ୍ୟାବିନେଟ୍‌ ମନ୍ତ୍ରୀ ଭାବେ…

ନୂଆ ପାର୍ଲାମେଣ୍ଟ ଭବନ ଉଦ୍‌ଘାଟନକୁ ନେଇ ଭାଜପାକୁ ଖାର୍ଗେଙ୍କ ସମାଲୋଚନା

ନୂଆଦିଲ୍ଲୀ, ୨୩ା୫: ନୂଆ ପାର୍ଲାମେଣ୍ଟ ଭବନ ଉଦ୍‌ଘାଟନକୁ ରାଷ୍ଟ୍ରପତି ଏବଂ ପୂର୍ବତନ ରାଷ୍ଟ୍ରପତିଙ୍କୁ ଆମନ୍ତ୍ରଣ ନ କରି କେନ୍ଦ୍ର ସରକାର କ୍ରମାଗତ ଭାବେ ସେମାନଙ୍କ ମର୍ଯ୍ୟାଦା ହାନି କରୁଥିବା କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ସୋମବାର ଅଭିଯୋଗ କରିଛନ୍ତି। ଭାଜପା-ଆର୍‌ଏସ୍‌ଏସ୍‌ ସରକାରରେ…

ପୁଣି ମଣିପୁରରେ ସଂଘର୍ଷ: ଲାଗିଲା କର୍ଫ୍ୟୁ

ଇମ୍ଫାଲ,୨୨।୫: କିଛି ଦିନର ଶାନ୍ତି ପରେ ପୁଣି ମଣିପୁରରେ ଅଶାନ୍ତ ପରିବେଶ ସୃଷ୍ଟି ହୋଇଛି। ରାଜଧାନୀ ଇମ୍ଫାଲର କିଛି ସ୍ଥାନରେ ସୋମବାର ଆଦିବାସୀ ଏବଂ ଅଣଆଦିବାସୀଙ୍କ ମଧ୍ୟରେ ସଂଘର୍ଷ ଘଟିଛି। ଏନେଇ କେତେକ ସ୍ଥାନରେ ପୋଡା ଜଳା ଏବଂ ଭଙ୍ଗାରୁଜା ମଧ୍ୟ…

୨୦୦୦ ଟଙ୍କିଆ ବିମୁଦ୍ରୀକରଣ: ବଢ଼ିଲା ସୁନା ଚାହିଦା, ପେଟ୍ରୋଲ ପମ୍ପରେ ଭିଡ଼…

ନୂଆଦିଲ୍ଲୀ,୨୨।୫ : ଭାରତୀୟ ରିଜର୍ଭ ବ୍ୟାଙ୍କ ଗତ ସପ୍ତାହରେ ଶୁକ୍ରବାର ୨୦୦୦ ଟଙ୍କିଆ ନୋଟ ପ୍ରତ୍ୟାହାର କରିବାକୁ ଘୋଷଣା କରିଥିଲେ। ଏହି ନିଷ୍ପତ୍ତି ୨୦୧୬ରେ ହୋଇଥିବା ବିମୁଦ୍ରୀକରଣର ସ୍ମୃତିକୁ ଲୋକଙ୍କ ମନରେ ଫେରାଇ ଆଣିଛି। ଯଦିଓ ଏଥର ବିମୁଦ୍ରୀକରଣର ପ୍ରଭାବ ଦୃଶ୍ୟମାନ…

୨୦୨୪ ପୂର୍ବରୁ ୟୁପି ଭାଜପାରେ ମତଭେଦ ପଦାରେ…

ଲକ୍ଷ୍ନୌ,୨୨।୫ : ଉତ୍ତରପ୍ରଦେଶ ବିଧାନସଭା ବାଚସ୍ପତି ସତୀଶ ମହାନା ଗତ ବର୍ଷ ନଭେମ୍ବର ୧୮ ରେ କାନପୁର ମହାନଗରର ସାମଗ୍ରିକ ବିକାଶ ପାଇଁ ଏକ ବୈଠକ ଡାକିଥିଲେ। ବୈଠକ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ହୋଇଥିଲା। ତା’ପରେ କାନପୁର ଏମପି ସତ୍ୟଦେବ ପାଚୌରିଙ୍କ…

ଅଗ୍ନିଶମ ଡିଜି ଭାବେ ଦାୟିତ୍ୱ ନେଲେ ସୁଧାଂଶୁ ଷଡ଼ଙ୍ଗୀ

କଟକ ଅଫିସ,୨୨ା୫: ରାଜ୍ୟ ଅଗ୍ନିଶମ ଓ ଜରୁରୀକାଳିନ ସେବା ସଂସ୍ଥା ମହାନିର୍ଦ୍ଦେଶକ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ଡକ୍ଟର ସୁଧାଂଶୁ ଷଡ଼ଙ୍ଗୀ। ୧୯୯୦ ବ୍ୟାଚ୍‌ର ବରିଷ୍ଠ ଆଇପିଏସ୍‌ ଅଫିସର ସୁଧାଂଶୁ ଷଡ଼ଙ୍ଗୀ ଦାୟିତ୍ୱ ଗ୍ରହଣ କରିବା ପରେ କୌଣସି ସଂଗଠନର ବିକାଶ…

ଆମେରିକାରେ ମୋଦିଙ୍କୁ ଦିଆଯିବ ୨୧ ତୋପ ସଲାମୀ, ୨୦ ସହରରେ ଏକତା ପଦଯାତ୍ରା…

ଓ୍ବାଶିଂଟନ,୨୨।୫ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜୁନ ମାସରେ ଆମେରିକା ଗସ୍ତ କରିବାକୁ ଯାଉଛନ୍ତି। ଏହି ଯାତ୍ରା ବିଷୟରେ ଆମେରିକାରେ ରହୁଥିବା ଭାରତୀୟ ସମ୍ପ୍ରଦାୟଙ୍କ ମଧ୍ୟରେ ବହୁତ ଉତ୍ସାହ ଅଛି। ପ୍ରଧାନମନ୍ତ୍ରୀଙ୍କ ଏହି ଗସ୍ତକୁ ସ୍ବତନ୍ତ୍ର କରିବା ପାଇଁ ଭାରତୀୟ ସମ୍ପ୍ରଦାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?