Home Middle

କୋଟିଆରେ ଧର୍ମେନ୍ଦ୍ର: ଗୋ ବ୍ୟାକ୍‌ ଆନ୍ଧ୍ର

ପଟ୍ଟାଙ୍ଗୀ,୨।୪(ଡି.ଏନ.ଏ.): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ କୋଟିଆ ପଞ୍ଚାୟତର ଫାଟୁସିନେରି ଗ୍ରାମକୁ ଶନିବାର କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗସ୍ତ କରିଛନ୍ତି। ଏହି ସମୟରେ ସେଠାରେ ଉପସ୍ଥିତ ଆନ୍ଧ୍ର ପୋଲିସକୁ ସେ କଡ଼ା ତାଗିଦ କରିଛନ୍ତି। ନୋ ଆନ୍ଧ୍ର ଓନ୍‌ଲି ଓଡ଼ିଶା,…

ଏଲଏସଜିର ସହଜ ବିଜୟ, ୫୦ ରନରେ ହାରିଲା ଡିସି

ଲକ୍ଷ୍ନୌ,୧।୪ : ଶନିବାର ଆଇପିଏଲ ୨୦୨୩ର ତୃତୀୟ ମ୍ୟାଚରେ ଲକ୍ଷ୍ନୌ ସୁପର ଜ୍ୟାଣ୍ଟସ(ଏଲଏସଜି)  ଦିଲ୍ଲୀ କ୍ୟାପତଟାଲ୍ସ(ଡିସି) ବିପକ୍ଷରେ  ସହଜ ବିଜୟ ହାସଲ କରିଛି । ଏଲଏସଜି ଡିସିକୁ ୫୦ ରନରେ ପରାଜିତ କରିଛି ।  ଧାର୍ଯ୍ୟ ୧୯୪ ରନ୍ ଲକ୍ଷ୍ୟର ପିଛା…

ସମୟ ମଧ୍ୟରେ ମାମଲାର ଶୁଣାଣି ନ ହେବା ଅନ୍ୟାୟ: ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ,୧।୪ : ଶନିବାର ସୁପ୍ରିମକୋର୍ଟ କହିଛନ୍ତି ଜେଲରେ ଭିଡ଼ ଜମିବାରେ ଲାଗିଛି। ସେଠାରେ ରହିବା ଅବସ୍ଥା ଗୁରୁତର ହୋଇଛି। ଅଦାଲତ ନିଶ୍ଚିତ କରିବା ଉଚିତ ଯେ ଯେଉଁ କ୍ଷେତ୍ରରେ କଠୋର ନିୟମ ଏବଂ କଠୋର ବ୍ୟବସ୍ଥା ଲାଗୁ ହୁଏ, ସେ ମାମଲାଗୁଡିକ…

ଡିସି ପାଇଁ ବିଜୟ ଲକ୍ଷ୍ୟ ୧୯୪ ରନ…

ଲକ୍ଷ୍ନୌ,୧।୪ : ଶନିବାର ଆଇପିଏଲ ୨୦୨୩ର ତୃତୀୟ ମ୍ୟାଚ ଲକ୍ଷ୍ନୌ ସୁପର ଜ୍ୟାଣ୍ଟସ(ଏଲଏସଜି) ଏବଂ ଦିଲ୍ଲୀ କ୍ୟାପତଟାଲ୍ସ(ଡିସି) ମଧ୍ୟରେ ଖେଳାଯାଉଛି। ଏହି ମ୍ୟାଚ ଲକ୍ଷ୍ନୌର ଭାରତ ରତ୍ନ ଅଟଳ ବିହାରୀ ବାଜପ୍ରେୟୀ ଏକାନ୍ନା କ୍ରିକେଟ ଷ୍ଟ୍‌ାଡିୟମରେରେ ଖେଳାଯାଉଛି। ଡିସି ଅଧିନାୟକ ଡେଭିଡ…

ଏପ୍ରିଲ ୧୧ରୁ ସକାଳୁଆ ସ୍କୁଲ

ଭୁବନେଶ୍ୱର,୧ା୪(ବ୍ୟୁରୋ): ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରାଜ୍ୟର ସମସ୍ତ ସ୍କୁଲ ସକାଳୁଆ ହେବ ବୋଲି ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏପ୍ରିଲ ୩ରୁ ଚଳିତବର୍ଷ ନୂଆ ପାଠପଢ଼ା ଆରମ୍ଭ ହେବାକୁ ଥିବା ବେଳେ ୧୧ ତାରିଖରୁ ସକାଳୁଆ ସ୍କୁଲ ହେବ।…

୧୯ ବର୍ଷର ଠକେଇ ମାମଲା: ୩ ବ୍ୟାଙ୍କ ଅଧିକାରୀଙ୍କୁ ୨ ବର୍ଷ କାରାଦଣ୍ଡାଦେଶ…

ମୁମ୍ବାଇ,୧।୪ : ମୁମ୍ବାଇର ଏକ ସ୍ବତନ୍ତ୍ର ଅଦାଲତ ତିନି ଜଣ ବ୍ୟାଙ୍କ ଅଧିକାରୀଙ୍କ ସମେତ ୪ ଜଣଙ୍କୁ ୧୯ ବର୍ଷ ପୁରୁଣା ଠକେଇ ମାମଲାରେ ଦୋଷୀ ସାବ୍ୟସ୍ତ କରିଛନ୍ତି। ଏହା ସହିତ କୋର୍ଟ କହିଛନ୍ତି ଠକେଇ ଅର୍ଥବ୍ୟବସ୍ଥାକୁ ବହୁତ କ୍ଷତି ପହଞ୍ଚାଇଥାଏ…

ଜେଡିଏସି ବିଧାୟକ ଧରିଲେ ପଦ୍ମ…

ନୂଆଦିଲ୍ଲୀ,୧।୪ : ମେ ୧୦ରେ କର୍ନାଟକରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏହା ପୂର୍ବରୁ ଅରକଲଗୁଡାର ଜେଡିଏସ ବିଧାୟକ ଏ.ଟି ରାମାସ୍ବାମୀ ଭାରତୀୟ ଜନତା ପାର୍ଟିରେ ଯୋଗ ଦେଇଛନ୍ତି। କେନ୍ଦ୍ର ମନ୍ତ୍ରୀ ଅନୁରାଗ ଠାକୁରଙ୍କ ଉପସ୍ଥିତିରେ ସେ ଭାଜପାରେ ଯୋଗ ଦେଇଛନ୍ତି।…

ଦଳାଚକଟା ମୃତ୍ୟୁ ଘଟଣା: କାରଖାନା ପରିଚାଳକଙ୍କ ସମେତ ୮ ଗିରଫ

କରାଚୀ,୧ା୪: ପାକିସ୍ତାନର ଅବସ୍ଥା ଦିନକୁ ଦିନ ଖରାପ ହେବାରେ ଲାଗିଛି। ରାଜନୈତିକ ଏବଂ ଅର୍ଥନୈତିକ ସଙ୍କଟ ଶେଷ ହେବାର ନାଁ ନେଉନି। ଏଠାକାର ଲୋକମାନେ ଦୁଇ ପଟ ରୁଟି ପାଇଁ ଲଢ଼େଇ କରୁଛନ୍ତି। ଖାଦ୍ୟ ବଣ୍ଟନ କେନ୍ଦ୍ରଗୁଡ଼ିକରେ ବିରାଟ ଧାଡ଼ି ଲାଗୁଛି।…

ବର୍ଷା ଯୋଗୁ ଡିଏଲଏସ ନିୟମରେ କେକେଆର ୭ ରନ୍‌ରେ ହାରିଲା…

ମୋହାଲି,୧।୪ : ଡବଲ ହେଡର୍‌ର ପ୍ରଥମ ମ୍ୟାଚ ପଞ୍ଜାବ କିଙ୍ଗସ(ପିବିକେଏସ) ଏବଂ କୋଲକାତା ନାଇଟ ରାଇଡର୍ସ(କେକେଆର) ମଧ୍ୟରେ ଖେଳାଯାଉଛି। ଏହି ମ୍ୟାଚ ପଞ୍ଜାବର ଘରୋଇ ଗ୍ରାଉଣ୍ଡ ମୋହାଲିରେ ଖେଳାଯାଥିବା ମ୍ୟାଚରେ ବର୍ଷା ଯୋଗୁ ଡିଏଲଏସ ନିୟମରେ କେକେଆର୍‌ ୭ ରନରେ ହାରିଛି।…

୨୪ ରାଜ୍ୟ-୮ ମେଟ୍ରୋର ୬୭ କୋଟି ଲୋକଙ୍କ ଗୋପନୀୟ ତଥ୍ୟ ଚୋରି…

ହାଇଦ୍ରାବାଦ,୧।୪ : ହାଇଦ୍ରାବାଦରୁ ଏକ ସମ୍ବେଦନଶୀଳ ମାମଲା ସାମ୍ନାକୁ ଆସିଛି। ଶନିବାର ଏଠାରେ ସାଇବରାବାଦ ମହାନଗର ନିଗମ ପୋଲିସ ଜଣେ ବ୍ୟକ୍ତିଙ୍କୁ ୬୬.୯ କୋଟି ଲୋକ ତଥା ସଂଗଠନର ବ୍ୟକ୍ତିଗତ ତଥା ଗୋପନୀୟ ତଥ୍ୟ ଚୋରି ତଥା ବିକ୍ରୟ ଅଭିଯୋଗରେ ଗିରଫ…

ଟସ୍‌ ଜିତିଲା ଡିସି: ବୋଲିଂ ନିଷ୍ପତ୍ତି…

ଲକ୍ଷ୍ନୌ,୧।୪ : ଶନିବାର ଆଇପିଏଲ ୨୦୨୩ର ତୃତୀୟ ମ୍ୟାଚ ଲକ୍ଷ୍ନୌ ସୁପର ଜ୍ୟାଣ୍ଟସ(ଏଲଏସଜି) ଏବଂ ଦିଲ୍ଲୀ କ୍ୟାପତଟାଲ୍ସ(ଡିସି) ମଧ୍ୟରେ ଖେଳାଯାଉଛି। ଏହି ମ୍ୟାଚ ଲକ୍ଷ୍ନୌର ଭାରତ ରତ୍ନ ଅଟଳ ବିହାରୀ ବାଜପ୍ରେୟୀ ଏକାନ୍ନା କ୍ରିକେଟ ଷ୍ଟ୍‌ାଡିୟମରେରେ ଖେଳାଯାଉଛି। ଏଲଏସଜିର ଅଧିନାୟକ କେଏଲ…

ବ୍ରିଟେନରେ ୫୦ ଲକ୍ଷ ଲୋକଙ୍କୁ ଦିଆଯିବ ବୁଷ୍ଟର ଡୋଜ: ଦେଶରେ ୮ ହଜାର କରୋନା ଆକ୍ରାନ୍ତ. ସୋମବାରଠାରୁ ଟିକାକରଣ…

ଲଣ୍ଡନ,୧।୪ : ଇଂଲଣ୍ଡର ସ୍ବାସ୍ଥ୍ୟ ବିଭାଗ ଶନିବାର କହିଛି ଯେ ଚଳିତ ବସନ୍ତ ଋତୁରେ ଦେଶରେ ୫୦ ଲକ୍ଷ ଲୋକଙ୍କୁ ବୁଷ୍ଟର ଡୋଜଚ ଦିଆଯିବ। ୭୫ ବର୍ଷରୁ ଅଧିକ ବୟସ୍କ, ଦୁର୍ବଳ ଏବଂ କମ ରୋଗ ପ୍ରତିରୋଧକ ଶକ୍ତି ଥିବା ବ୍ୟକ୍ତିମାନେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri