Home Middle

ଏନସିସିଏସଏ ଅର୍ଡିନାନ୍ସ ରାଜନୈତିକ ଯୁଦ୍ଧ, ୨୦୨୪ର ସେମିଫାଇନାଲ: କେଜରିଓ୍ବାଲ…

ନୂଆଦିଲ୍ଲୀ,୨୧।୫ : ଦିଲ୍ଲୀର ସେବା ଉପରେ ନିୟନ୍ତ୍ରଣ ପାଇଁ ଦାବି ବର୍ତ୍ତମାନ ସୁପ୍ରିମକୋର୍ଟ ଛାଡିବା ପରେ ଏବେ ସଂସଦରେ ପହଞ୍ଚିବାକୁ ଯାଉଛି। ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ବର୍ତ୍ତମାନ ଏହି ରାଜନୈତିକ ଯୁଦ୍ଧକୁ ୨୦୨୪ର ସେମିଫାଇନାଲ ବୋଲି କହୁଛନ୍ତି ଏବଂ ସମସ୍ତ…

ଗିରଫ ହେଲେ ଜୈଶ-ଏ-ମହମ୍ମଦର ଆତଙ୍କବାଦୀ, ଭାରତରେ ବଡ ଆକ୍ରମଣର ଥିଲା ଯୋଜନା

ନୂଆଦିଲ୍ଲୀ,୨୧।୫: ସୁରକ୍ଷା ଏଜେନ୍ସି ଏକ ବଡ ଧରଣର ଆତଙ୍କବାଦୀ ଯୋଜନାକୁ ପଣ୍ଡ କରି ଦେଇଛନ୍ତି। ରବିବାର ଏନଆଇଏ ଜୈଶ-ଏ-ମହମ୍ମଦର ଜଣେ ଆତଙ୍କବାଦୀଙ୍କୁ ଗିରଫ କରିଥିବା ସୂଚନା ମିଳିଛି। ଗିରଫ ହୋଇଥିବା ଆତଙ୍କବାଦୀଙ୍କ ନାମ ମହମ୍ମଦ ଉବୈଦ ମଲିକ। ସେ କୁପଓ୍ବାଡାର ବାସିନ୍ଦା।…

ସମ୍ବଲପୁର ସବୁଠୁ ଉତ୍ତପ୍ତ ସହର

ଭୁବନେଶ୍ୱର,୨୧ା୫(ବ୍ୟୁରୋ): ସାରା ରାଜ୍ୟରେ ପ୍ରବଳ ଖରା ଗରମ ହେଉଛି। ଅସହ୍ୟ ଗୁଳୁଗୁଳିରେ ଲୋକେ ଛଟପଟ ହେଉଛନ୍ତି। ତେବେ ଆଗାମୀ ୪ରୁ ୫ ଦିନ ପର୍ଯ୍ୟନ୍ତ ପାଣିପାଗରେ କୌଣସି ପରିବର୍ତ୍ତନ ହେବ ନାହିଁ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ…

ଜମ୍ମୁ-କଶ୍ମୀର ଏକ ଖୋଲା ଜେଲ୍‌, ଅନୁଚ୍ଛେଦ ୩୭୦ ପୁନଃସ୍ଥାପିତ ନ ହେବା ପର୍ଯ୍ୟନ୍ତ ଲଢ଼ିବିନି ନିର୍ବାଚନ: ମେହବୁବା…

ବେଙ୍ଗାଲୁରୁ,୨୧।୫ : ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ମେହବୁବା ମୁଫତି ରବିବାର କହିଛନ୍ତି ସମ୍ବିଧାନର ଧାରା ୩୬୦ ପୁନଃସ୍ଥାପିତ ନ ହେବା ପର୍ଯ୍ୟନ୍ତ ସେ ଜମ୍ମୁ-କଶ୍ମୀର ବିଧାନସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବେ ନାହିଁ। ତେବେ ତାଙ୍କ ଦଳ ନିଶ୍ଚିତ ଭାବେ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା…

ଫୁଟବଲ ଖେଳରେ ଦଳାଚକଟା: ୧୨ ମୃତ, ୧୦୦ରୁ ଅଧିକ ଆହତ…

ସାନ ସାଲଭାଡୋର,୨୧।୫ : , ଏଲ ସାଲଭାଡୋରରେ ଏକ ଫୁଟବଲ ମ୍ୟାଚ ଦେଖିବା ପାଇଁ ପ୍ରବେଶ ପଥରେ ହୋଇଥିବା ଦଳାଚକଟାରେ ୧୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ୧୦୦ ରୁ ଅଧିକ ଆହତ ହୋଇଛନ୍ତି । ୫୦୦ ଲୋକଙ୍କୁ ସୁରକ୍ଷିତ ଭାବେ ସେଠାରୁ…

ଦୈନିକ ସଂକ୍ରମଣ ୮ ଶହ ତଳେ…

ନୂଆଦିଲ୍ଲୀ, ୨୧।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ଦୈନିକ କରୋନା ସଂକ୍ରମଣ ମାମଲା ପୁଣି କମିଛି। ସେହିପରି ସକ୍ରିୟ…

ଥରିଲା ଆଫଗାନିସ୍ତାନ

କାବୁଲ,୨୧ା୫: ଆଫଗାନିସ୍ତାନରେ ପ୍ରବଳ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୬ ଥିଲା। ନ୍ୟାଶନାଲ ସେଣ୍ଟର ଫର୍‌ ସେସ୍‌ମୋଲୋଜି ଅନୁଯାୟୀ, ରବିବାର ଅପରାହ୍ନ ୧.୫୭ରେ ଘଟିଥିବା ଏହି ଭୂକମ୍ପର କେନ୍ଦ୍ର ଆଫଗାନିସ୍ତାନର ଫୈଜାବାଦଠାରୁ ୧୦୫ କିଲୋମିଟର ଦୂରରେ ଏବଂ…

ନିଜ ଦେଶର ରାଷ୍ଟ୍ରପତିଙ୍କ ଉଡ଼ାଣ ଉପରେ ପ୍ରତିବନ୍ଧକ ଲଗାଇଲା ଜର୍ଜିଆନ ଏୟାରୱେଜ…

ଟିବିଲିସ,୨୧।୫ : ଜର୍ଜିଆର ଜାତୀୟ ବିମାନ ସେବା ଜର୍ଜିଆନ ଏୟାରୱେଜ ନିଜ ଦେଶର ରାଷ୍ଟ୍ରପତିଙ୍କ ଉଡ଼ାଣ ଉପରେ ପ୍ରତିବନ୍ଧକ ଲଗାଇଛି। ରାଷ୍ଟ୍ରପତି ସାଲୋମ ଜୁରାବିଚଭିଲି କହିଥିଲେ ରୁଷିଆ ବିମାନ ଉଡ଼ାଣ ଆରମ୍ଭ କଲେ ସେ ବିମାନ ଚଳାଚଳକୁ ବହିଷ୍କାର କରିବେ। ରବିବାର…

ନିର୍ବାଚନ ଫଳାଫଳ ନେଇ ଆମେ ଖୁସି ନୁହଁ, ଆମ ଘରକୁ ଆସନି: ଶିବକୁମାର…

ବେଙ୍ଗାଲୁରୁ,୨୧।୫ : କର୍ନାଟକରେ ସିଦ୍ଦାରାମାୟା ଦ୍ୱିତୀୟ ଥର ପାଇଁ ମୁଖ୍ୟମନ୍ତ୍ରୀ ଚେୟାରରେ ବସିଥିବାବେଳେ ଡି.କେ ଶିବକୁମାରଙ୍କୁ ଉପମୁଖ୍ୟ ମୁଖ୍ୟମନ୍ତ୍ରୀ ପଦରେ ସନ୍ତୁଷ୍ଟ ହେବାକୁ ପଡିଛି। କର୍ନାଟକ ବିଧାନସଭା ନିର୍ବାଚନ ୨୦୨୩ ରେ କଂଗ୍ରେସ ଏକକ ସଂଖ୍ୟାଗରିଷ୍ଠତା ହାସଲ କରିଛି। କିନ୍ତୁ ଶିବକୁମାର…

ଟସ ଜିତିଲା ଏମଆଇ, ପ୍ରଥମେ ବୋଲିଂ…

ମୁମ୍ବାଇ,୨୧।୫ : ଆଇପିଏଲ ୨୦୨୩ର ୬୯ତମ ମ୍ୟାଚ ମୁମ୍ବାଇ ଇଣ୍ଡିଆନ୍ସ(ଏମଆଇ ) ଏବଂ ସନରାଇଜର୍ସ ହାଇଦ୍ରାବାଦ(ଏସଆରଏଚ) ମଧ୍ୟରେ ଖେଳାଯାଉଛି। ମୁମ୍ବାଇର ଓ୍ବାଙ୍ଖେଡେ ଷ୍ଟାଡିୟମରେ ଖେଳାଯାଉଥିବା ଏହି ମ୍ୟାଚରେ ଏମଆଇ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ଟିମ୍‌ ଅଧିନାୟକ…

କୌଣସି ଭାଜପା ନେତାଙ୍କର ଆତଙ୍କବାଦୀ ଆକ୍ରମଣରେ ହୋଇନାହିଁ ମୃତ୍ୟୁ: ସିଦ୍ଦାରାମାୟା…

ବେଙ୍ଗାଲୁରୁ,୨୧।୫ : କର୍ନାଟକର ନୂତନ ମୁଖ୍ୟମନ୍ତ୍ରୀ ସିଦ୍ଦାରାମାୟା ରାଜୀବ ଗାନ୍ଧୀଙ୍କ ମୃତ୍ୟୁ ବାର୍ଷିକୀରେ କେନ୍ଦ୍ର ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କେବଳ ଆତଙ୍କବାଦ ଉପରେ କଥାବାର୍ତ୍ତା କରୁଛନ୍ତି, କିନ୍ତୁ ଆଜି ପର୍ଯ୍ୟନ୍ତ ଆତଙ୍କବାଦୀ ଆକ୍ରମଣରେ କୌଣସି ଭାଜପା…

ଜି-୭ରେ ଚାଇନାକୁ ମୋଦିଙ୍କ ଟାର୍ଗେଟ: ସୀମାରେ ଯଥାସ୍ଥିତି ପରିବର୍ତ୍ତନ ବିରୋଧରେ ସ୍ବର ଉତ୍ତୋଳନ ଜରୁରୀ…

ଟୋକିଓ,୨୧।୫ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଜାପାନର ଜି-୭ରେ ଦେଇଥିବା ବିବୃତ୍ତିରେ କହିଛନ୍ତି ୟୁକ୍ରେନର ସାମ୍ପ୍ରତିକ ପରିସ୍ଥିତି ରାଜନୈତିକ କିମ୍ବା ଅର୍ଥନୈତିକ ପ୍ରସଙ୍ଗ ନୁହେଁ, କିନ୍ତୁ ଏହା ଏକ ମାନବିକ ପ୍ରସଙ୍ଗ, ମାନବିକ ମୂଲ୍ୟବୋଧର ପ୍ରସଙ୍ଗ। ସମସ୍ତ ଦେଶ ଅନ୍ତର୍ଜାତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?