ନଡ୍ଡାଙ୍କ ବୟାନରେ ବର୍ଷିଲେ କେଜ୍ରିଓ୍ବାଲ, କହିଲେ ଭାରତ ମହାନ୍ ଥିଲା, ରହିଛି…
ନୂଆଦିଲ୍ଲୀ,୬।୫: ଭାଜପା ରାଷ୍ଟ୍ରୀୟ ସଭାପତି ଜେ.ପି. ନଡ୍ଡାଙ୍କ ଏକ ବିବୃତି ବର୍ତ୍ତମାନ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏଥିରେ ସେ ନରେନ୍ଦ୍ର ମୋଦି ପ୍ରଧାନମନ୍ତ୍ରୀ ହେବା ପୂର୍ବରୁ ଭାରତକୁ ଏବେ ସହ ତୁଳନା କରିଛନ୍ତି। ସେ କହିଛନ୍ତି, ୯ ବର୍ଷ…
ନିଜ ରାଜାଙ୍କ ରାଜ୍ୟାଭିଷେକ ପାଇଁ ପ୍ରସ୍ତୁତ ବ୍ରିଟେନ, ସାରା ବିଶ୍ୱରୁ ୨୦୦୦ ଅତିଥି ହେବେ ସାମିଲ
ଲଣ୍ଡନ,୬।୫: ଶନିବାର ହେବାକୁ ଯାଉଛି ବ୍ରିଟେନର ନୂଆ ରାଜା ଚାର୍ଲସଙ୍କ ରାଜ୍ୟାଭିଷେକ। ଏହି ରାଜ୍ୟାଭିଷେକ ଲଣ୍ଡନର ଓ୍ବେଷ୍ଟମିନିଷ୍ଟର ଆବେରେ ହେବ। କିଙ୍ଗ ଚାର୍ଲସଙ୍କ ପତ୍ନୀ କାମିଲାଙ୍କର ବି ଭାବି ମହାରାଣୀ ଭାବେ ରାଜ୍ୟାଭିଷେକ ହେବ। ସମ୍ପୂର୍ଣ୍ଣ ବିଶ୍ୱର ନଜର ଏହି କାର୍ଯ୍ୟକ୍ରମ…
କର୍ନାଟକ ବିଧାନସଭା ନିର୍ବାଚନ ପାଇଁ ଭାଜପାର ଜୋରଦାର ପ୍ରସ୍ତୁତି, ମୋଦି ଆରମ୍ଭ କଲେ ୨୬ କିଲୋମିଟର ଲମ୍ବା ରୋଡ ଶୋ’
ବେଙ୍ଗାଲୁରୁ,୬।୫: କର୍ନାଟକ ବିଧାନସଭା ନିର୍ବାଚନ ପାଖେଇ ଆସୁଥିବା ବେଳେ ସବୁ ରାଜନୈତିକ ଦଳ ବିଜୟୀ ହେବା ଆଶାରେ ସେମାନଙ୍କ ଶକ୍ତି ଲଗାଇ ଦେଇଛନ୍ତି। ଏହି କ୍ରମରେ ଭାରତୀୟ ଜନତା ପାର୍ଟି(ଭାଜପା) ବି ପଛରେ ନାହିଁ। ଭାଜପାର ଷ୍ଟାର ପ୍ରଚାରକ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…
ରାଜୌରି ଯିବେ ରାଜନାଥ
ନୂଆଦିଲ୍ଲୀ,୬।୫: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଶନିବାର ରାଜୌରି ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ପ୍ରତିରକ୍ଷା ମନ୍ତ୍ରୀ ବରିଷ୍ଠ ନେତା କମାଣ୍ଡର ଓ ପ୍ରତିରକ୍ଷା ଅଧିକାରୀଙ୍କ ସହ ରାଜୌରିରେ ଆତଙ୍କବାଦୀଙ୍କ ବିରୋଧରେ ଚାଲିଥିବା ଅପରେଶନର ସମ୍ପୂର୍ଣ୍ଣ ତଥ୍ୟ ନେବେ। ଏହାସହ ସେ…
ଭାଜପା ଉପରେ କଂଗ୍ରେସର ଗୁରୁତର ଅଭିଯୋଗ, ସୁରଜଓ୍ବୋଲା କହିଲେ ଖାର୍ଗେଙ୍କ ପରିବାରକୁ ହତ୍ୟା କରିବାକୁ ହେଉଛି ଯୋଜନା
ନୂଆଦିଲ୍ଲୀ,୬।୫: କର୍ନାଟକ ବିଧାନସଭା ନିର୍ବାଚନ ୨୦୨୩ ପୂର୍ବରୁ ରାଜନୀତି ଏବେ ଚରମ ସୀମାରେ ପହଞ୍ଚିଛି। ପ୍ରାୟ ସମସ୍ତ ବଡ ବଡ ରାଜନୈତିକ ଦଳ ମଧ୍ୟରେ ଆରୋପ ପ୍ରତ୍ୟାରୋପ ଲାଗି ରହିଛି। ଏବେ କଂଗ୍ରେସ ଭାରତୀୟ ଜନତା ପାର୍ଟି(ଭାଜପା) ଉପରେ ଗୁରୁତର ଅଭିଯୋଗ…
ଦୂରସଞ୍ଚାରଠାରୁ ଦୂରରେ
ଅନୁଗୋଳ/ ଢେଙ୍କାନାଳ ଅଫିସ/ଭୁବନେଶ୍ୱର (ବ୍ୟୁରୋ), ୬ା୫: ବର୍ତ୍ତମାନ ସମୟରେ ମଣିଷ ଜୀବନର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ ପାଲଟିଛି ମୋବାଇଲ। ହେଲେ ଚିନ୍ତାର ବିଷୟ, ରାଜ୍ୟରେ ମୋଟ୍ ୫୧ ହଜାର ୧୭୬ ଗାଁ ମଧ୍ୟରୁ ୪ ହଜାର ୫୪୯ ଗ୍ରାମରେ ମୋବାଇଲ ନେଟଓ୍ବର୍କ…
୧୩ ଓଭର ୫ ବଲ୍ରେ ଗୁଜରାଟ ଟାଇଟନ୍ସ ବିଜୟୀ
ଜୟପୁର,୫।୫: ଆଇପିଏଲର ୪୮ ତମ ମ୍ୟାଚ ଶୁକ୍ରବାର ରାଜସ୍ଥାନ ରୟାଲ୍ସ (ଆରଆର) ଏବଂ ଗୁଜରାଟ ଟାଇଟନ୍ସ(ଜିଟି) ମଧ୍ୟରେ ଖେଳାଯାଇଛି। ଜୟପୁରର ସଓ୍ବାଇ ମାନସିଂହ ଷ୍ଟାଡିୟମରେ ଚାଲିଥିବା ମ୍ୟାଚ୍ରେ ୧୩ ଓଭର ୫ଟା ବଲ୍ରେ ଗୁଜରାଟ ଟାଇଟନ୍ସ(ଜିଟି) ବିଜୟ ହାସଲ କରିଛି। ଟସ…
ଜିଟିକୁ ୧୧୯ ରନ୍ ଟାର୍ଗେଟ ଦେଲା ଆର୍ଆର୍
ଜୟପୁର,୫।୫: ଆଇପିଏଲର ୪୮ ତମ ମ୍ୟାଚ ଶୁକ୍ରବାର ରାଜସ୍ଥାନ ରୟାଲ୍ସ (ଆରଆର) ଏବଂ ଗୁଜରାଟ ଟାଇଟନ୍ସ(ଜିଟି) ମଧ୍ୟରେ ଜାରି ରହିଛି। ରାଜସ୍ଥାନ ରୟାଲ ଗୁଜରାଟ ଟାଇଟନ୍ସ ଆଗରେ ୧୧୯ ରନ୍ ବିଜୟ ଲକ୍ଷ୍ୟ ରଖିଛି। ଜୟପୁରର ସଓ୍ବାଇ ମାନସିଂହ ଷ୍ଟାଡିୟମରେ ଚାଲିଥିବା…
ମଣିପୁର ପରେ ମେଘାଳୟରେ ହିଂସାକାଣ୍ଡ, ୧୬ ଗିରଫ
ଶିଲଂ,୫।୫: ଶିଲଂ ମଣିପୁର ପରେ ମେଘାଳୟରେ ହିଂସାକାଣ୍ଡ। ଶୁକ୍ରବାର ମେଘାଳୟର ରାଜଧାନୀ ଶିଲଂରେ କୁକି ଏବଂ ମେଇତି ଦୁଇ ଛାତ୍ରଗୋଷ୍ଠୀ ସମ୍ପ୍ରଦାୟ ମଧ୍ୟରେ ଉତ୍ତେଜନା ଦେଖାଦେଇଛି। ଏହି ଛାତ୍ରମାନେ ଶିଲଂ କଲେଜ ଏବଂ ୟୁନିଭରସିଟିରେ ପାଠ ପଢୁଛନ୍ତି। ଏହି ମାମଲାରେ ପୋଲିସ…
ଟସ ଜିତି ବ୍ୟାଟିଂ ନିଷ୍ପତ୍ତି ନେଲା ରାଜସ୍ଥାନ ରୟାଲ୍ସ
ଟସ ଜିତି ବ୍ୟାଟିଂ ନିଷ୍ପତ୍ତି ନେଲା ରାଜସ୍ଥାନ ରୟାଲ୍ସ ଜୟପୁର,୫।୫: ଆଇପିଏଲର ୪୮ ତମ ମ୍ୟାଚରେ ଶୁକ୍ରବାର ରାଜସ୍ଥାନ ରୟାଲ୍ସ (ଆରଆର) ଏବଂ ଗୁଜରାଟ ଟାଇଟନ୍ସ(ଜିଟି) ମୁହାଁମୁହିଁ ହୋଇଛନ୍ତି। ଚଳିତ ଆଇପିଏଲ୍ରେ ଆଜି ହେବିଓ୍ବେଟଙ୍କ ଫାଇଟ ଦେଖିବାକୁ ମିଳିବ। ଜୟପୁରର ସଓ୍ବାଇ…
ପୁଣି ଫେରିଲେ ଶରଦ
ମୁମ୍ବାଇ, ୫।୫: ଏନସିପିର ରାଷ୍ଟ୍ରିୟ ଅଧ୍ୟକ୍ଷ ଶରଦ ପାୱାର ତାଙ୍କ ଇସ୍ତଫା ପତ୍ରକୁ ପ୍ରତ୍ୟାହାର କରିଛନ୍ତି। ଶୁକ୍ରବାର ସେ ସାମ୍ବାଦିକ ସମ୍ମିଳନୀରେ କରିଛନ୍ତି, ମୁଁ କାହାର ଭାବନାକୁ ଅପମାନିତ କରିପାରିବି ନାହିଁ। ମୁଁ ଭାବପ୍ରବଣ ହୋଇପଡିଛି ଏବଂ ମୋର ନିଷ୍ପତ୍ତକୁ ଫେରାଇ…
ଜେଟ ଏୟାରୱେଜ ପ୍ରତିଷ୍ଠାତା ନରେଶ ଗୋୟଲଙ୍କ ଉପରେ ସିବିଆଇ ଚଢାଉ
ନୂଆଦିଲ୍ଲୀ,୫।୫: ୫୩୮ କୋଟି ଟଙ୍କା ଠକେଇ ମାମଲାରେ ଜେଟ ଏୟାରୱେଜ ପ୍ରତିଷ୍ଠାତା ନରେଶ ଗୋୟଲଙ୍କ ବିରୋଧରେ ଶୁକ୍ରବାର ସିବିଆଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଗୋୟଲଙ୍କ କାର୍ଯ୍ୟାଳୟ ସମେତ ୭ଟି ସ୍ଥାନରେ ସିବିଆଇ ଚଢାଉ କରିଛି। ସିବିଆଇ କହିଛି ଯେ, ଦିଲ୍ଲୀ ଏବଂ…
Archives


