ତାର୍କିକ ଅସଙ୍ଗତି ତାଲିକାରେ ଥିବା ଲୋକଙ୍କ ନାଁ ପ୍ରକାଶ କର
ନୂଆଦିଲ୍ଲୀ,୨୦ା୧(ପି.ଟି.): ପଶ୍ଚିମବଙ୍ଗରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍ଆଇଆର୍) ଚାଲିଥିବାବେଳେ ଯେଉଁମାନଙ୍କ ନାମ ତାର୍କିକ ଅସଙ୍ଗତି ତାଲିକାରେ ରହିଛି, ସେଗୁଡ଼ିକୁ ଗ୍ରାମପଞ୍ଚାୟତ ଭବନ, ବ୍ଲକ୍ ଅଫିସ ଓ ଓ୍ବାର୍ଡ ଅଫିସ୍ରେ ପ୍ରଦର୍ଶିତ କରିବା ପାଇଁ ସୁପ୍ରିମକୋର୍ଟ ସୋମବାର ନିର୍ବାଚନ କମିଶନଙ୍କୁ…
ନଏଡ଼ା ସିଇଓ ବହିଷ୍କୃତ
ଲକ୍ଷ୍ନୌ,୨୦ା୧(ପି.ଟି.): ନଏଡ଼ା ସେକ୍ଟର ୧୫୦ସ୍ଥିତ ଏକ ନିର୍ମାଣ ସ୍ଥଳରେ ଜଳଭର୍ତ୍ତି ଗର୍ତ୍ତ ମଧ୍ୟକୁ କାର୍ ଖସି ୨୭ ବର୍ଷୀୟ ସଫ୍ଟଓ୍ବେର ଇଞ୍ଜିନିୟରଙ୍କ ମୃତ୍ୟୁ ଘଟଣାରେ ନଏଡ଼ା ଅଥରିଟିର ସିଇଓ ଏମ୍. ଲୋକେଶଙ୍କୁ ତାଙ୍କ ପଦବୀରୁ ବହିଷ୍କାର କରାଯାଇଛି। ଇଞ୍ଜିନିୟରଙ୍କ ମୃତ୍ୟୁକୁ ନେଇ…
କଳଙ୍କ, କନ୍ଦଳରୁ କେବେ ମୁକୁଳିବ କଂଗ୍ରେସ
ଭୁବନେଶ୍ୱର, ୨୦|୧ (ରବିନାରାୟଣ ଜେନା): ରାଜ୍ୟରେ ଗୋଟିଏ ପରେ ଗୋଟିଏ ସାଧାରଣ ନିର୍ବାଚନ, ରାଜ୍ୟ ସଭା ନିର୍ବାଚନ, ଉପନିର୍ବାଚନ ଓ ଅନ୍ୟାନ୍ୟ ନିର୍ବାଚନ ଯାଉଛି ଏବଂ ଆସୁଛି। ହେଲେ ଦୀର୍ଘ ୨୬ବର୍ଷ ଧରି ଜାତୀୟ କଂଗ୍ରେସ କେବଳ ସଂଘର୍ଷ କରି ଚାଲିଛି,…
ଦ୍ରୁତ ହ୍ରାସ ପାଉଛି ଚାଇନା ଜନସଂଖ୍ୟା
ବେଜିଂ,୨୦ା୧(ପି.ଟି.): ୨୦୨୫ରେ ଚାଇନାରେ ଜନ୍ମହାର ୧୦ ବର୍ଷ ପୂର୍ବ ତୁଳନାରେ ୧୦ ନିୟୁତ ହ୍ରାସ ପାଇଥିବାବେଳେ କ୍ରମାଗତ ଚତୁର୍ଥ ବର୍ଷ ପାଇଁ ଜନସଂଖ୍ୟା ହ୍ରାସ ପାଇଛି। ପୂର୍ବରୁ ଦେଶରେ ଲାଗୁ ହୋଇଥିତ୍ବା ଏକ-ସନ୍ତାନ ନୀତିର ଦୀର୍ଘମିଆଦୀ ପ୍ରଭାବକୁ ଏଥିପାଇଁ ଦାୟୀ କରାଯାଇଛି।…
ଭୁବନେଶ୍ବର ଏକ ନମ୍ବର ହାଟରେ ବଡ଼ ଧରଣର ଅଗ୍ନିକାଣ୍ଡ, ୪୦ ଦୋକାନ ଘର ପୋଡି ଧ୍ବଂସ
ଭୁବନେଶ୍ବର, ୨୦|୧ : ଭୁବନେଶ୍ବର ଏକ ନମ୍ବର ହାଟରେ ବଡ଼ ଧରଣର ଅଗ୍ନିକାଣ୍ଡ । ରାତି ଅଧରେ ହୁତୁହୁତୁ ହୋଇ ଜଳିଲା ହାଟ । ପ୍ରାୟ ରାତି ଗୋଟାଏରେ ଏହି ଅଗ୍ନିକାଣ୍ଡ ହୋଇଥିବା ବେଳେ ଏହା କିପରି ଘଟିଲା ତାହା ବର୍ତ୍ତମାନ…
ମୁହାଁମୁହିଁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା-ସମୀର ଦାସ, ଗୋଷ୍ଠୀ କନ୍ଦଳ ଜୋରଦାର
ନିମାପଡ଼ା, ୧୯।୧: ପୁରୀ ଜିଲା ନିମାପଡ଼ା ନିର୍ବାଚନ ମଣ୍ଡଳୀରେ ଭାଜପାର ଆଭ୍ୟନ୍ତରୀଣ କନ୍ଦଳ ଏବେ ଚରମ ସୀମାରେ ପହଞ୍ଚିଛି। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏବଂ ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ନେତା ସମୀର ରଞ୍ଜନ ଦାସଙ୍କ ମଧ୍ୟରେ ଚାଲିଥିବା ବିବାଦ ଏବେ…
ବ୍ରିକ୍ସ ଦେଶ ପାଇଁ RBI ର ବଡ଼ ପ୍ରସ୍ତାବ, ଫେଲ୍ ମାରିବେ ଟ୍ରମ୍ପଙ୍କ ଯୋଜନା
ନୂଆଦିଲ୍ଲୀ,୧୯।୧: ଟ୍ରମ୍ପଙ୍କ ଧମକ ପରେ ଧିମେଇ ଯାଇଥିବା ବ୍ରିକ୍ସ ସଂଗଠନର ସ୍ୱତନ୍ତ୍ର ମୁଦ୍ରା ପାଇଁ ବଡ ପ୍ରସ୍ତାବ ଦେଇଛି ଭାରତୀୟ ରିଜର୍ଭ ବ୍ୟାଙ୍କ(RBI)। ବ୍ରିକ୍ସ ସମ୍ମିଳନୀରେ ସଦସ୍ୟ ଦେଶଗୁଡ଼ିକ ମଧ୍ୟରେ ଡିଜିଟାଲ ମୁଦ୍ରା ମାଧ୍ୟମରେ କାରବାର କରିବା ପାଇଁ RBI ଏକ…
ଦାୟିତ୍ୱବାନ ଦେଶ ତାଲିକା: ବିଶ୍ୱର ଶ୍ରେଷ୍ଠ ଦେଶ ମଧ୍ୟରେ ଭାରତ, ଶୀର୍ଷରେ ସିଙ୍ଗାପୁର
ନୂଆଦିଲ୍ଲୀ,୧୯।୧: ବିଶ୍ୱର ଦାୟିତ୍ୱବାନ ରାଷ୍ଟ୍ର ଗୁଡ଼ିକର ତାଲିକାରେ ଭାରତ ଏକ ଗୁରୁତ୍ୱପୂର୍ଣ୍ଣ ସଫଳତା ହାସଲ କରିଛି। ସଦ୍ୟ ପ୍ରକାଶିତ ‘ଦାୟିତ୍ୱବାନ ରାଷ୍ଟ୍ର ତାଲିକା’ (RNI) ୨୦୨୬ ଅନୁଯାୟୀ, ବିଶ୍ୱର ୧୫୪ଟି ଦେଶ ମଧ୍ୟରେ ଭାରତ ୧୬ତମ ସ୍ଥାନ ଅଧିକାର କରିଛି। ଏହି…
ଭୁବନେଶ୍ୱରରେ ଭୟଙ୍କର ଦୁର୍ଘଟଣା: ଗୋଟିଏ କାର୍ ଉପରେ ଚଢ଼ିଗଲା ଆଉ ଏକ କାର୍
ଭୁବନେଶ୍ୱର,୧୯।୧: ରାଜଧାନୀର ବ୍ୟସ୍ତବହୁଳ ପଲାସୁଣୀ ଛକରେ ସୋମବାର ଏକ ଅଭାବନୀୟ ସଡ଼କ ଦୁର୍ଘଟଣା ଘଟିଛି। କଟକ ପଟୁ ଅତି ଦ୍ରୁତ ଗତିରେ ଆସୁଥିବା ଏକ କାର୍, ପଲାସୁଣୀ ଛକ ନିକଟରେ ଯାଉଥିବା ଅନ୍ୟ ଏକ କାରକୁ ଜୋରଦାର ଧକ୍କା ଦେଇଥିଲା। ଧକ୍କା…
ଓଡ଼ିଶାରେ ବଦଳିବ ୪୫ ବର୍ଷର ପୁରୁଣା ରାଜସ୍ୱ ଆଇନ: ଆସିବା ନୂଆ ‘ଲ୍ୟାଣ୍ଡ ମ୍ୟାନେଜମେଣ୍ଟ ଆକ୍ଟ’
ଭୁବନେଶ୍ୱର,୧୯।୧: ରାଜ୍ୟରେ ଜମିଜମା ପ୍ରଶାସନକୁ ଅଧିକ ସରଳ, ସ୍ୱଚ୍ଛ ଏବଂ ଲୋକାଭିମୁଖୀ କରିବା ପାଇଁ ଓଡ଼ିଶା ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଦୀର୍ଘ ୪୫ ବର୍ଷର ପୁରୁଣା ରାଜସ୍ୱ ଆଇନରେ ବ୍ୟାପକ ସଂଶୋଧନ କରାଯାଇ ଏକ ନୂତନ ‘ଲ୍ୟାଣ୍ଡ…
ମେଡିକାଲ ବାଥରୁମ୍ରେ ଶିଶୁ କନ୍ୟାଙ୍କୁ ଛାଡି ଚମ୍ପଟ ମାରିଲେ ମା’
ଭଦ୍ରକ, ୧୯।୧(ସନାତନ ରାଉତ): ମେଡିକାଲ ବାଥରୁମ୍ରେ ନବଜାତ ଶିଶୁ କନ୍ୟାକୁ ଛାଡ଼ି ମା’ ଫେରାର । ନବଜାତ ଶିଶୁ କନ୍ୟାର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଭଦ୍ରକ ଜିଲା ମୁଖ୍ୟ ଡାକ୍ତରଖାନାରେ ଏମିତି ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି । ସୂଚନା…
ପ୍ରୋଟୋକଲ୍ ଭାଙ୍ଗିଲେ ମୋଦି: ୟୁଏଇ ରାଷ୍ଟ୍ରପତିଙ୍କୁ ବିମାନବନ୍ଦରରେ ଏପରି କଲେ ସ୍ୱାଗତ
ନୂଆଦିଲ୍ଲୀ,୧୯।୧: ଭାରତ ଏବଂ ୟୁନାଇଟେଡ ଆରବ ଏମିରେଟ୍ସ (UAE) ମଧ୍ୟରେ ବଢୁଥିବା ସମ୍ପର୍କର ଏକ ଭିନ୍ନ ଦୃଶ୍ୟ ସୋମବାର ଦେଖିବାକୁ ମିଳିଛି। ୟୁଏଇ ରାଷ୍ଟ୍ରପତି ଶେଖ୍ ମହମ୍ମଦ ବିନ୍ ଜାୟେଦ ଅଲ୍ ନାହ୍ୟାନ୍ ମାତ୍ର ଦୁଇ ଘଣ୍ଟାର ସମୟ ନେଇ ଦିଲ୍ଲୀରେ…
Archives


