ବ୍ରିଟେନ ୟୁକ୍ରେନ ସୈନ୍ୟଙ୍କୁ ଦେଉଛି ତାଲିମ…
ଓ୍ବାଶିଂଟନ,୨୩।୩ : ଗତ ବର୍ଷ ଫେବୃଆରୀ ୨୪ ରେ ଆରମ୍ଭ ହୋଇଥିବା ରୁଷିଆ-ୟୁକ୍ରେନ ଯୁଦ୍ଧରେ ପ୍ରତିଦିନ ଏକ ନୂଆ ମୋଡ଼ ଆସିବାରେ ଲାଗିଛି। ନିକଟରେ ଅନ୍ତର୍ଜାତୀୟ ଅପରାଧ କୋର୍ଟ (ଆଇସିସି) ଯୁଦ୍ଧ ଅପରାଧ ଅଭିଯୋଗରେ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବିରୋଧରେ…
ସରସ୍ବତୀ ନଦୀ ଭଳି ନ ହେଉ ଗଙ୍ଗା-ବ୍ରହ୍ମପୁତ୍ର ଅବସ୍ଥା: ଜାତିସଂଘ ମୁଖ୍ୟଙ୍କ ଚେତାବନୀ…
ଜେନେଭା,୨୩।୩ : ବିଶ୍ୱ ତାପମାତ୍ରା ହ୍ରାସ ଏବଂ ମୁକାବିଲା ପାଇଁ ବିଶ୍ୱର ବିଭିନ୍ନ ଦେଶ କ୍ରମାଗତ ଭାବରେ ଉଦ୍ୟମ କରୁଛନ୍ତି । ଏହାର ସୁଦୂରପ୍ରସାରୀ ପାର୍ଶ୍ୱ ପ୍ରତିକ୍ରିୟା ବିଷୟରେ କ୍ରମାଗତ ଚେତାବନୀ ମଧ୍ୟ ପ୍ରକାଶ କରାଯାଉଛି। ବର୍ତ୍ତମାନ ମିଳିତ ଜାତିସଂଘର ସେକ୍ରେଟେରୀ…
‘ଜ୍ୱିଗାଟୋ’ ଦେଖି ନନ୍ଦିତାଙ୍କୁ ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୩।୩(ବ୍ୟୁରୋ): ନବୀନ ନିବାସରେ ‘ଜ୍ବିଗାଟୋ’ ଫିଲ୍ମ ଦେଖିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସମାଜର ଅତ୍ୟନ୍ତ ସାଧାରଣ ଲୋକଙ୍କ ସଂଘର୍ଷପୂର୍ଣ୍ଣ ଜୀବନକୁ ଏହି ଫିଲ୍ମରେ ବେଶ୍ ସଫଳ ଭାବରେ ଉପସ୍ଥାପିତ କରାଯାଇଛି। ଏହାସହ କଳାତ୍ମକ ଦିଗ ପ୍ରତି ଉଚିତ୍ ଧ୍ୟାନ ଦିଆ ଯାଇଥିବାରୁ…
ସୁନ୍ଦର ପିଚାଇଙ୍କୁ ଗୁଗଲ କର୍ମଚାରୀଙ୍କ ଖୋଲା ଚିଠି…
ଓ୍ବାଶିଂଟନ,୨୩।୩ : ଗୁଗଲର ୧୨ ହଜାର କର୍ମଚାରୀଙ୍କ ଛଟେଇ ଘୋଷଣା କରେ ପ୍ୟାରେଣ୍ଟ କମ୍ପାନୀ ଆଲଫାବେଟ ଇଙ୍କର ପ୍ରାୟ ୧୪୦୦ କର୍ମଚାରୀ ଏକ ଖୋଲା ଚିଠିରେ ଦସ୍ତଖତ କରିଛନ୍ତି। ଛଟେଇ ପ୍ରକ୍ରିୟା ନେଇ ପୁଣି ଚିନ୍ତା କରିବାକୁ ଆହ୍ବାନ ଦେଇଛି। ବ୍ଲୁମବର୍ଗ…
ପୁଣି ବଢ଼ିଲା ଦୈନିକ ସଂକ୍ରମଣ: ୨୪ ଘଣ୍ଟାରେ ୧,୩୦୦ ଆକ୍ରାନ୍ତ ଚିହ୍ନଟ…
ନୂଆଦିଲ୍ଲୀ, ୨୩।୩: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ପୁଣି ଦୈନିକ କରୋନା ସଂକ୍ରମଣ ମାମଲା ବଢ଼ିଛି। ଏହା ଅଣାୟତ୍ତ…
ଭାରତୀୟ ଉଚ୍ଚାୟୁକ୍ତ ଉପରେ ଆକ୍ରମଣ ଗ୍ରହଣୀୟ ନୁହେଁ : ବ୍ରିଟେନ ବିଦେଶ ସଚିବ…
ଲଣ୍ଡନ,୨୩।୩ : ଭାରତରେ ୱାରିସ ପଞ୍ଜାବ ଡେ ସଂଗଠନର ଜାଠେଦର ଖାଲିସ୍ତାନୀ ଅମୃତପାଲ ସିଂଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଚାଲିଛି। ଏହି କାର୍ଯ୍ୟ ଦ୍ୱାରା ଖାଲିସ୍ତାନର ସମର୍ଥକମାନେ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ଖାଲିସ୍ତାନୀ ସମର୍ଥକମାନେ ବ୍ରିଟେନ, ଅଷ୍ଟ୍ରେଲିଆ, ଆମେରିକା, କାନାଡା ସମେତ ଅନେକ…
ହିଣ୍ଡେନବର୍ଗର ଚେତାବନୀ, ପୁଣି ଆସିବ ବଡ଼ ରିପୋର୍ଟ…
ଓ୍ବାଶିଂଟନ/ନୂଆଦିଲ୍ଲୀ,୨୩।୩ : ଏହାର ରିପୋର୍ଟ ଜରିଆରେ ଷ୍ଟକ ମାର୍କେଟରେ ହଇଚଇ ସୃଷ୍ଟି କରିଥିବା ଲୋକପ୍ରିୟ ହିଣ୍ଡେନବର୍ଗ ରିସର୍ଚ୍ଚ ବର୍ତ୍ତମାନ ଖୁବ ଶୀଘ୍ର ଆଉ ଏକ ବଡ ରିପୋର୍ଟ ଆଣିବ ବୋଲି ଚେତାବନୀ ଦେଇଛି। ଶର୍ଟ ସେଲିଂ ଫାର୍ମ ଏକ ଟୁଇଟରେ କହିଛି…
କୌଣସି ପକ୍ଷ ଚାହାନ୍ତି ନି ଯୁଦ୍ଧ: ଚାଇନା…
ବେଜିଂ,୨୩।୩ : ସାଂଘାଇ ସହଯୋଗ ସଂଗଠନ (ଏସସିଓ) ଶିଖର ସମ୍ମିଳନୀ ପାଇଁ ଭାରତ ଚାଇନା ରାଷ୍ଟ୍ରପତି ଶି ଜିନପିଙ୍ଗଙ୍କୁ ଏକ ସରକାରୀ ନିମନ୍ତ୍ରଣ ପଠାଇଛି। ବୁଧବାର ଚାଇନା ଏହା ନିଶ୍ଚିତ କରିଛି। ଚାଇନା ବୈଦେଶିକ ବ୍ୟାପାର ଦାୟିତ୍ୱରେ ଥିବା ମା ଜିଆ…
କିମ୍ ଶୀଘ୍ର ଆଣବିକ ପରୀକ୍ଷା ଲାଗି ନୁହନ୍ତିି ପ୍ରସ୍ତୁତ: ଆମେରିକା…
ଓ୍ବାଶିଂଟନ,୨୩।୩ : ଦକ୍ଷିଣ କୋରିଆ ଏବଂ ଆମେରିକାର ସୈନ୍ୟବାହିନୀଙ୍କ ଦ୍ୱାରା କରାଯାଉଥିବା ମିଳିତ ସମରାଭ୍ୟାସ ଉପରେ ଉତ୍ତର କୋରିଆ ଦୀର୍ଘ ଦିନରୁ କ୍ରୋଧିତ ହୋଇଆସୁଛି। ଏହି ସାମରିକ ଅଭ୍ୟାସ ସମ୍ପର୍କରେ ଉତ୍ତର କୋରିଆ କହିଛି ଯେ ଉଭୟ ଦେଶ ମିଳିତ ଭାବେ…
ପାକିସ୍ତାନ ସହ ଟିଟିପି ଆତଙ୍କବାଦୀ ଲିଙ୍କ୍ର ପର୍ଦ୍ଦାଫାଶ…
ଜେନେଭା,୨୩।୩ : ଜେନେଭାରେ ମିଳିତ ଜାତିସଂଘ ମାନବ ଅଧିକାର ପରିଷଦର ୫୨ ତମ ଅଧିବେଶନରେ ପାକିସ୍ତାନର ଆତଙ୍କବାଦୀ ଲିଙ୍କ୍ର ପୁଣି ଥରେ ପର୍ଦ୍ଦାଫାଶ ହୋଇଛି। ପାସ୍ତୁନ ରାଜନୈତିକ କାର୍ଯ୍ୟକର୍ତ୍ତା ତେହେରିକ-ଇ-ତାଲିବାନ ପାକିସ୍ଥାନ (ଟିଟିପି) ସହିତ ପାକିସ୍ତାନର ଘନିଷ୍ଠ ସମ୍ପର୍କକୁ ପ୍ରକାଶ କରିଛନ୍ତି।…
ସାରା ବିଶ୍ୱରେ ପ୍ରଚାରିତ ହେବ ‘ମନ କି ବାତ’ର ୧୦୦ ତମ ସଂସ୍କରଣ, ଭାଜପା କରୁଛି ସ୍ୱତନ୍ତ୍ର ପ୍ରସ୍ତୁତି
ନୂଆଦିଲ୍ଲୀ,୨୩ ।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ରେଡିଓ କାର୍ଯ୍ୟକ୍ରମ ‘ମନ କି ବାତ’ର ୧୦୦ତମ ସଂସ୍କରଣକୁ ନେଇ ଭାରତୀୟ ଜନତା ପାର୍ଟି(ଭାଜପା) ବଶେଷ ପ୍ରସ୍ତୁତି ଆରମ୍ଭ କରିଛି । ଭାଜପାର ଯୋଜନା ରହିଛି ସାରା ବିଶ୍ୱରେ ଏହାର ପ୍ରଚାର କରାଯିବ ।…
ଅର୍ଶଦ, ସୁମିତଙ୍କ ଶତକ, ଦେବାଶିଷ, ଗୌତମଙ୍କୁ ୫ ଉଇକେଟ
ଭୁବନେଶ୍ୱର,୨୩ା୩ (ସ୍ପୋଟର୍ସ ବ୍ୟୁରୋ): ରାଜ୍ୟସ୍ତରୀୟ କଳାହାଣ୍ଡି କପ୍ କ୍ରିକେଟରେ ବୁଧବାର ସମ୍ବଲପୁର, କିଟ୍, ବୌଦ୍ଧ, କୋରାପୁଟ ଓ ବଲାଙ୍ଗୀର ବିଜୟ ହାସଲ କରିଛନ୍ତି। ବରଗଡର ସୁମିତ କେ. ରାୟ ଓ କୋରାପୁଟର ଅର୍ଶଦ କିଶୋର ଶତକ ମାରିଥିବା ବେଳେ ବୌଦ୍ଧର ଦେବାଶଷ…
Archives


