Home Middle

ବିଜେଡି, ଭାଜପାର ଭୋଟ ହାର ବଢ଼ିଲା

ଭୁବନେଶ୍ବର, ୧୪।୫(ବ୍ୟୁରୋ): ଝାରସୁଗୁଡ଼ା ଉପନିର୍ବାଚନରେ ବିଜେଡି ପ୍ରାର୍ଥୀ ଦୀପାଳି ଦାସ ୧ ଲକ୍ଷ ୦୭ ହଜାର ୧୯୮ ଭୋଟ ପାଇ ବିଜୟୀ ହୋଇଛନ୍ତି। ଭାଜପା ପ୍ରାର୍ଥୀ ଟଙ୍କଧର ତ୍ରିପାଠୀ ୫୮ ହଜାର ୪୭୭ ଖଣ୍ଡ ଭୋଟ ପାଇଛନ୍ତି। ତେବେ ଦୀପାଳିଙ୍କଠାରୁ ଟଙ୍କଧର…

୩୧ ରନରେ ଜିତିଲା ପିବିକେଏସ …

ନୂଆଦିଲ୍ଲୀ,୧୩।୫ : ଆଇପିଏଲ ୨୦୨୩ର ୫୯ ତମ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ(ଡିସି) ବିପକ୍ଷରେ ପଞ୍ଜାବ କିଙ୍ଗ୍ସ(ପିବିକେଏସ) ୩୧ ରନରେ ବିଜୟ ହାସଲ କରିଛି । ଧାର୍ଯ୍ୟ ଲକ୍ଷ୍ୟର ପିଛା କରି ଡିସି ୨୦ ଓଭରରେ ୮ ୱିକେଟ ହରାଇ ୧୩୬ ରନ…

କେନ୍ଦ୍ରୀୟ ନେତାଙ୍କ ଉପରେ ଉଠିଲା ଅଙ୍ଗୁଳି, ଗୁଜରାଟ ମଡେଲ ଦାକ୍ଷିଣାତ୍ୟରେ ଚଳିବନି…

ବେଙ୍ଗାଲୁରୁ,୧୩।୫ : କର୍ନାଟକରେ ଭାଜପା ଏକ ବଡ଼ ପରାଜୟର ସମ୍ମୁଖୀନ ହୋଇଛି। ଏହି ପରାଜୟର ସମୀକ୍ଷା ପାଇଁ ଦଳ ଶୀଘ୍ର ଏକ କମିଟି ଗଠନ କରିବ। ଦଳର କେନ୍ଦ୍ରୀୟ ନେତାଙ୍କ ସହ କର୍ନାଟକର ଦୁଇ ପ୍ରମୁଖ ରାଜ୍ୟ ସ୍ତରୀୟ ନେତା ମଧ୍ୟ…

ବର୍ଷକରେ ୩ ରାଜ୍ୟରେ କ୍ଷମତା ହରାଇଲା ଭାଜପା , ଶାସିତ ରାଜ୍ୟ ସଂଖ୍ୟା ୧୫କୁ କମିଲା…

ନୂଆଦିଲ୍ଲୀ,୧୩।୫ : କର୍ନାଟକ ବିଧାନସଭା ନିର୍ବାଚନର ଫଳାଫଳରେ ଭାରତୀୟ ଜନତା ପାର୍ଟି ଏକ ବଡ ଅସୁବିଧାର ସମ୍ମୁଖୀନ ହୋଇଛି। ବିହାର, ହିମାଚଳ ପ୍ରଦେଶ ପରେ ଏବେ କର୍ନାଟକରେ ମଧ୍ୟ ଭାଜପା କ୍ଷମତାକୁ ହଟାଇ ଦିଆଯାଇଛି। କଂଗ୍ରେସ ଏଠାରେ ଏକ ବଡ଼ ବିଜୟ…

ଡିସି ପାଇଁ ବିଜୟ ଲକ୍ଷ୍ୟ ୧୬୮ ରନ…

ନୂଆଦିଲ୍ଲୀ,୧୩।୫ : ଆଇପିଏଲ ୨୦୨୩ର ୫୯ ତମ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ(ଡିସି) ଏବଂ ପଞ୍ଜାବ କିଙ୍ଗ୍ସ(ପିବିକେଏସ) ମୁହାଁମୁହିଁ ହୋଇଥିଲେ। ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଖେଳାଯାଉଥିବା ଏହି ମ୍ୟାଚରେ ଡିସି ଟସ ଜିତତି ପ୍ରଥମେବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଟିମ୍‌ ଅଧିନାୟକ…

ଦ୍ୱନ୍ଦ୍ୱ ଦୂର କଲା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ

ଭୁବନେଶ୍ୱର,୧୩ା୫(ବ୍ୟୁରୋ): ଶେଷରେ ଯୁକ୍ତ ଦୁଇ ପରୀକ୍ଷା ଫଳ ପ୍ରକାଶ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱନ୍ଦ୍ୱ ଦୂର କରିଛି। ଗତବର୍ଷ ପରି ଚଳିତ ବର୍ଷ ମଧ୍ୟ ବାର୍ଷିକ ପରୀକ୍ଷା ଓ କ୍ୱାର୍ଟର ଏଣ୍ଡ୍‌ ପରୀକ୍ଷା ଆଧାରରେ ରେଜଲ୍ଟ ପ୍ରକାଶ ପାଇବ।…

୧୨ ମନ୍ତ୍ରୀ ଧରାଶାୟୀ : ମଇଦାନରେ ଥିଲେ ୩୧…

ବେଙ୍ଗାଲୁରୁ,୧୩।୫ : କର୍ନାଟକ ବିଧାନସଭା ନିର୍ବାଚନ ୨୦୨୩ର ଫଳାଫଳ ସ୍ପଷ୍ଟ ହୋଇଛି। ବହୁମତ ସହ ନିର୍ବାଚନରେ ବିଜୟୀ ହୋଇ କଂଗ୍ରେସ ଭାଜପା ହାତରୁ କ୍ଷମତା ଛଡ଼ାଇ ନେଇଛି। ଏଥର ଭାଜପା ଏହାର ୩୧ ମନ୍ତ୍ରୀଙ୍କ ମଧ୍ୟରୁ ୨୫ ଜଣଙ୍କୁ ସେମାନଙ୍କ ପାରମ୍ପାରିକ…

ବିରୋଧୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଟାର୍ଗେଟ

ଭୁବନେଶ୍ୱର,୧୩ା୫(ବ୍ୟୁରୋ): ଝାରସୁଗୁଡ଼ାରେ ବିଜେଡି ବିପୁଳ ଭୋଟ୍‌ରେ ବିଜୟ ଲାଭ କରିବା ପରେ ବିଜେଡି ବିଜୟ ଉତ୍ସବ ପାଳନ କରିଛି। ଆଜି ଏହି ଉତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚୁଆଲ ମୋଡରେ ବିରୋଧୀଙ୍କୁ ଟାର୍ଗେଟ କରିଛନ୍ତି। ନବୀନ କହିଛନ୍ତି, ବିଜେଡି ମା’ମାନଙ୍କୁ ହାଣ୍ଡିଶାଳରୁ…

‘ୟେଦୁରପ୍ପା ଇଫେକ୍ଟ’ ଭାଜପା ପରାଜୟର ମୁଖ୍ୟ କାରଣ: ରୋଡ ଶୋରେ ସାମିଲ କରିଥିଲେ ଫଳାଫଳ ହୋଇଥାନ୍ତା ଅନ୍ୟ କିଛି…

ବେଙ୍ଗାଲୁରୁ,୧୩।୫ : ବଡ଼ ଧରଣର ପ୍ରଚାର ଏବଂ ବଡ ପ୍ରସଙ୍ଗରେ ରଣନୀତି କରିବା ପରେ ମଧ୍ୟ କର୍ନାଟକ ଭାଜପା ହାତରୁ ଖସି ଯାଇଛି। ଦଳ ପାଇଁ ସବୁଠୁ ବଡ ଝଟକା ସେହି ଲିଙ୍ଗାୟତ ଆସନରେ ହୋଇଛି ଯାହା ରାଜ୍ୟର ସବୁଠାରୁ ବଡ…

୭ ଓ୍ବିକେଟରେ ଜିତିଲା ଏଲଏସଜି…

ହାଇଦ୍ରାବାଦ,୧୩।୫ : ଆଇପିଏଲ ୨୦୨୩ର ୫୮ ତମ ମ୍ୟାଚରେ ସନରାଜର୍ସ ହାଇଦ୍ରାବାଦ(ଏସଆରଏଚ) ବିପକ୍ଷରେ ଲକ୍ଷ୍ନୌ ସୁପର ଜ୍ୟାଣ୍ଟ୍‌ସ(ଏଲଏସଜି) ୭ ଓ୍ବିକେଟରେ ଜିତିଛି। ଧାର୍ଯ୍ୟ ଲକ୍ଷ୍ୟର ପିଛା କରି ଏଲଏସଜି ୧୯.୨ ଓଭରରେ ୩ ଓ୍ବିକେଟ ହରାଇ ୧୮୫ ରନ କରିଥିଲା। ଏଲଏସଜି…

ଟସ ଜିତିଲା ଡିସି ପ୍ରଥମେ ବୋଲିଂ…

ନୂଆଦିଲ୍ଲୀ,୧୩।୫ : ଆଇପିଏଲ ୨୦୨୩ର ୫୯ ତମ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ(ଡିସି) ଏବଂ ପଞ୍ଜାବ କିଙ୍ଗ୍ସ(ପିବିକେଏସ) ମୁହାଁମୁହିଁ ହୋଇଛନ୍ତି। ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଖେଳାଯାଉଥିବା ଏହି ମ୍ୟାଚରେ ଡିସି ଟସ ଜିତତି ପ୍ରଥମେବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ଟିମ୍‌ ଅଧିନାୟକ…

ରାଜସ୍ଥାନରେ ଆଲି ବାବା ଚାଳିଶ ଚୋରଙ୍କ ସରକାର: ବସୁନ୍ଧରା ରାଜେ…

ଜୟପୁର,୧୩।୫ : ରାଜସ୍ଥାନର ପୂର୍ବତନ ମୁଖ୍ୟମନ୍ତ୍ରୀ ବସୁନ୍ଧରା ରାଜେ ସିନ୍ଧିଆ ଶନିବାର ପ୍ରତାପଗଡର ହୋରି ଗ୍ରାମ ପରିଦର୍ଶନ କରିଛନ୍ତି। ଏହି ସମୟରେ ସେ କହିଛନ୍ତି ଦୁଇଟି ସମାଜରେ ମୁଁ ବିଶ୍ୱାସ କରେ। ଗୋଟିଏ ହେଉଛି ମହିଳା ସମାଜ ଏବଂ ଅନ୍ୟଟି ହେଉଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?