୧୦ବେଳକୁ ଘୂର୍ଣ୍ଣିବଳୟ ସୃଷ୍ଟି : ୩ଦିନ ଏହିସବୁ ଜିଲାରେ ପ୍ରବଳ ବର୍ଷିବ
ଭୁବନେଶ୍ୱର,୯ା୧୦(ଅନୁରାଧା ମହାରଣା): ଅକ୍ଟୋବର ଦ୍ୱିତୀୟ ସପ୍ତାହରେ ମଧ୍ୟ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଜାରି ରହିଛି। ମାସର ପ୍ରଥମ ୮ଦିନରେ ରାଜ୍ୟରେ ହାରାହାରି ୮୬.୩ ମିମି ବର୍ଷା ରେକର୍ଡ ହୋଇଛି, ଯାହାକି ସମ୍ପୂର୍ଣ୍ଣ ମାସର ସ୍ବାଭାବିକ ବର୍ଷା ୧୧୨ ମିମିର…
ଗାଜାରେ ଖୁବ୍ଶୀଘ୍ର ପ୍ରତିଷ୍ଠା ହେବ ଶାନ୍ତି! ବଡ଼ ଘୋଷଣା କଲେ ଡୋନାଲ୍ଡ ଟ୍ରମ୍ପ
ଓ୍ବାଶିଂଟନ୍,୯।୧୦: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଘୋଷଣା କରିଛନ୍ତି ଯେ ଇସ୍ରାଏଲ ଏବଂ ହମାସ ଆମେରିକା ଦ୍ୱାରା ମଧ୍ୟସ୍ଥତା କରାଯାଇଥିବା ଏକ ଶାନ୍ତି ଯୋଜନାର ପ୍ରଥମ ପର୍ଯ୍ୟାୟରେ ସହମତ ହୋଇଛନ୍ତି। ଏହି ଚୁକ୍ତି ଗାଜାରେ ଚାଲିଥିବା ଯୁଦ୍ଧକୁ ବନ୍ଦ କରିବ। ଗୁରୁତ୍ୱପୂର୍ଣ୍ଣ…
‘ଅମିତ ଶାହଙ୍କୁ ଅଧିକ ଭରସା କରନ୍ତୁ ନାହିଁ,’ ମମତା ବାନାର୍ଜୀଙ୍କ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ପରାମର୍ଶ
କୋଲକାତା,୮।୧୦: ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ବୁଧବାର କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କୁ ତୀବ୍ର ଆକ୍ରମଣ କରି ଅଭିଯୋଗ କରିଛନ୍ତି ଯେ ସେ ଦେଶର କାର୍ଯ୍ୟକାରୀ ପ୍ରଧାନମନ୍ତ୍ରୀ ଭଳି କାର୍ଯ୍ୟ କରୁଛନ୍ତି। ଉତ୍ତର ବଙ୍ଗର ବନ୍ୟା ଓ ଭୂସ୍ଖଳନ ପ୍ରଭାବିତ ଅଞ୍ଚଳ…
ନୂଆପଡ଼ା ଉପନିର୍ବାଚନ ପାଇଁ ବିଶାଳ ଟିମ୍ ପଠାଇଲେ ନବୀନ, ତିନି ଗୁରୁତ୍ୱପୂର୍ଣ୍ଣ କମିଟି ଗଠନ
ଭୁବନେଶ୍ୱର,୮।୧୦: ବିଜୁ ଜନତା ଦଳ (ବିଜେଡି) ସଭାପତି ନବୀନ ପଟ୍ଟନାୟକ ଆଗାମୀ ନଭେମ୍ବର ୧୧ରେ ଅନୁଷ୍ଠିତ ହେବାକୁ ଥିବା ନୂଆପଡ଼ା ବିଧାନସଭା ଉପନିର୍ବାଚନ ପାଇଁ ପ୍ରଚାର କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ଲାଗି ତିନୋଟି ଗୁରୁତ୍ୱପୂର୍ଣ୍ଣ କମିଟି ଗଠନ କରିଛନ୍ତି। ଏହି କମିଟିଗୁଡ଼ିକରେ…
SI ନିଯୁକ୍ତି ଦୁର୍ନୀତି ମାମଲା: ୧୧୯ ଅଭିଯୁକ୍ତଙ୍କ ଜାମିନ ଆବେଦନ ଖାରଜ, ମିଳିବ କଠୋର ଦଣ୍ଡ
ବ୍ରହ୍ମପୁର,୮।୧୦: ଓଡ଼ିଶାରେ ପୋଲିସ ସବ-ଇନ୍ସପେକ୍ଟର (ଏସଆଇ) ନିଯୁକ୍ତି ପ୍ରକ୍ରିୟାରେ ଦୁର୍ନୀତି ଓ ପ୍ରଶ୍ନପତ୍ର ଲିକ ମାମଲାରେ ଗିରଫ ହୋଇଥିବା ୧୧୯ ଜଣ ଅଭିଯୁକ୍ତଙ୍କ ଜାମିନ ଆବେଦନକୁ ବ୍ରହ୍ମପୁର ଜିଲା ଓ ସେସନ୍ସ ଜଜ କୋର୍ଟ ଖାରଜ କରିଛନ୍ତି। କୋର୍ଟ ଏହି ସମସ୍ତ…
ଭାରତୀୟ ରିଫାଇନାରୀମାନେ ରୁଷିଆ ତୈଳ କ୍ରୟ ବଢ଼ାଇବେ ବୋଲି ଆଶା
ମୁମ୍ବାଇ,୮।୧୦: ଭାରତୀୟ ରିଫାଇନାରୀମାନେ ଆଗାମୀ ମାସଗୁଡ଼ିକରେ ରୁଷିଆରୁ ତୈଳ ଆମଦାନୀ ବଢ଼ାଇବେ ବୋଲି ଆଶା କରାଯାଉଛି, କାରଣ ୱାଶିଂଟନ ସହ ବାଣିଜ୍ୟ ଆଲୋଚନା ବିଳମ୍ବ ହେଉଛି ଏବଂ ପର୍ଯ୍ୟାପ୍ତ ଯୋଗାଣ ମଧ୍ୟରେ ରିହାତି ବୃଦ୍ଧି ପାଇଛି। ନଭେମ୍ବରରେ ଲୋଡିଂ ହେଉଥିବା ଅଶୋଧିତ…
ବିଶାଳ ଭାରତୀୟ ବଜାର ଉପରେ ବ୍ରିଟେନ ହ୍ୱିସ୍କି ନିର୍ମାତାଙ୍କ ଲୋଲୁପ ଦୃଷ୍ଟି, ଟାର୍ଗେଟ ୧ ବିଲିୟନ
ମୁମ୍ବାଇ,୮।୧୦: ସ୍କଚ୍ ହ୍ୱିସ୍କି ଆସୋସିଏସନ ଏବଂ ବ୍ରିଟେନର ନିର୍ମାତାମାନେ ପ୍ରଧାନମନ୍ତ୍ରୀ କୀର ଷ୍ଟାର୍ମରଙ୍କ ଭାରତ ବାଣିଜ୍ୟ ମିଶନରେ ସାମିଲ ହୋଇଛନ୍ତି। ଭାରତ-ବ୍ରିଟେନ ମୁକ୍ତ ବାଣିଜ୍ୟ ଚୁକ୍ତି (ଏଫଟିଏ) ଯୋଗୁଁ ସ୍କଚ୍ ହ୍ୱିସ୍କି ଶିଳ୍ପ ବଡ଼ ଲାଭାର୍ଥୀ ହେବ ବୋଲି ଆଶା କରାଯାଉଛି,…
ନୋବେଲ ପୁରସ୍କାର 2025: ରସାୟନ ବିଜ୍ଞାନ ପାଇଁ ତିନି ବୈଜ୍ଞାନିକ ସମ୍ମାନିତ
ଷ୍ଟକହୋମ୍,୮।୧୦: ଜାପାନର କ୍ୟୋଟୋ ବିଶ୍ୱବିଦ୍ୟାଳୟର ସୁସୁମୁ କିଟାଗାୱା, ଅଷ୍ଟ୍ରେଲିଆର ମେଲବର୍ଣ୍ଣ ବିଶ୍ୱବିଦ୍ୟାଳୟର ରିଚାର୍ଡ ରବସନ ଏବଂ ଆମେରିକାର କାଲିଫର୍ଣ୍ଣିଆ ବିଶ୍ୱବିଦ୍ୟାଳୟ, ବର୍କଲେର ଓମାର ଏମ. ୟାଘିଙ୍କୁ 2025 ରସାୟନ ବିଜ୍ଞାନ ନୋବେଲ ପୁରସ୍କାର ମିଳିଛି। ଏମାନେ ମେଟାଲ-ଅର୍ଗାନିକ ଫ୍ରେମୱାର୍କ (MOF) ନାମକ…
ଲାଞ୍ଚ ନେଉଥିଲେ OAS ଅଧିକାରୀ, ମାଡିବସିଲା ଭିଜିଲାନ୍ସ
ଭଞ୍ଜନଗର,୮/୧୦(ବାବୁଲା ପ୍ରଧାନ): ଭିଜିଲାନ୍ସ ଜାଲରେ ପଡିଲେ OAS ଅଧିକାରୀ। ଗଞ୍ଜାମ ବେଲକୁଣ୍ଠା ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ ବନମାଳୀ ଶତପଥୀ ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ୨୫ ହଜାର ଟଙ୍କା ଲାଞ୍ଚ ନେବାବେଳେ ମାଡିବସିଲା ଭିଜିଲାନ୍ସ। ଜଣେ କର୍ମଚାରୀଙ୍କ ରିଲିଜ୍ ଅର୍ଡର…
ପାକିସ୍ତାନରେ ବଡ଼ ଆକ୍ରମଣ, ଭାରତର…
ଇସଲାମବାଦ,୮।୧୦: ମଙ୍ଗଳବାର ଏବଂ ବୁଧବାର ରାତିରେ ପାକିସ୍ତାନୀ ସେନା ଉପରେ ଏକ ବଡ଼ ଆକ୍ରମଣ ହୋଇଛି। ତେହେରିକ-ଏ-ତାଲିବାନ ପାକିସ୍ତାନ ଦ୍ୱାରା ହୋଇଥିବା ଏହି ଆକ୍ରମଣରେ ଏଗାର ପାକିସ୍ତାନୀ ସୈନିକଙ୍କ ମୃତ୍ୟୁ ହୋଇଛି ଏବଂ ଅନେକ ଗୁରୁତର ଆହତ ହୋଇଛନ୍ତି। ମୃତ ସୈନିକଙ୍କ…
ଖାଲି ବାହୁସ୍ଫୋଟ
ପହଲଗାମ୍ ଆତଙ୍କବାଦୀ ଆକ୍ରମଣ ପରେ ଭାରତ ପକ୍ଷରୁ କରାଯାଇଥିବା ‘ଅପରେଶନ ସିନ୍ଦୂର’କୁ ୫ ମାସ ପୂରିଛି। ତଥାପି ଭାରତୀୟ ନେତା ଓ ସେନା ଅଧିକାରୀ ଏ ସଂକ୍ରାନ୍ତରେ ଯେଉଁଠି ପାରୁଛନ୍ତି ସେଠି ମତ ଓ ମନ୍ତବ୍ୟ ଦେଉଛନ୍ତି। ଅକ୍ଟୋବର ୨ରେ ପ୍ରତିରକ୍ଷା…
ଟ୍ରେନ୍ ଯାତ୍ରୀଙ୍କ ପାଇଁ ଖୁସିଖବର: ଏଣିକି ଟିକେଟ୍ ବୁକ୍ ପରେ ବଦଳାଇପାରିବେ ତାରିଖ, ଜାଣନ୍ତୁ କେବେ ହେବ ଲାଗୁ
ନୂଆଦିଲ୍ଲୀ,୮ା୧୦:ଯାତ୍ରା ଯୋଜନାରେ ଅନେକ ସମୟରେ ଅବାଞ୍ଛିତ ପରିବର୍ତ୍ତନ ଯୋଗୁ ଯାତ୍ରୀମାନଙ୍କୁ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ିଥାଏ। ଏ ବାବଦରେ ଯାତ୍ରୀ ଆର୍ଥତ୍କ କ୍ଷତି ସହିଥାନ୍ତି। ତେବେ ରେଲଓ୍ବେ ଆଣିଥିବା ନୂଆ ନିୟମରେ ଟିକେଟ ବୁକ୍ କରିଥିବା ଯାତ୍ରୀ ଯାତ୍ରା ତାରିଖ ବଦଳାଇବା…
Archives


