Home Middle

ଇସ୍ତଫା ଦେଲେ ବାଚସ୍ପତି ବିକ୍ରମ ଆରୁଖ

ଭୁବନେଶ୍ୱର,୧୨।୫(ବ୍ୟୁରୋ): ଓଡ଼ିଶା ବିଧାନସଭା ବାଚସ୍ପତି ବିକ୍ରମ କେଶରୀ ଆରୁଖ ଶୁକ୍ରବାର ସନ୍ଧ୍ୟାରେ ଇସ୍ତଫା ଦେଇଛନ୍ତି। ସେ ତାଙ୍କ ଇସ୍ତଫା ପତ୍ର ଉପବାଚସ୍ପତିଙ୍କୁ ପଠାଇଥିବା କହିଛନ୍ତି। ବ୍ୟକ୍ତିଗତ କାରଣ ଯୋଗୁ ସେ ଇସ୍ତଫା ଦେଇଥିବା ଜଣାପଡିଛି। ତେବେ ଆରୁଖ ଇସ୍ତଫା ଦେବା ପରେ…

୬ହଜାର ଟଙ୍କାର ଦୂର୍ନୀତି କରିଛନ୍ତି ଇମ୍ରାନ ଖାନ୍‌: ଶାହାବାଜ ସରିଫ

ଲାହୋର,୧୨।୫:ପାକିସ୍ଥାନ ପ୍ରଧାନମନ୍ତ୍ରୀ ସାହାବାଜ ସରିଫ୍‌ ଶୁକ୍ରବାର ଇମ୍ରାନ ଖାନ୍‌ଙ୍କୁ ଟାର୍ଗେଟ କରିଛନ୍ତି। କ୍ୟାବିନେଟ୍‌ ବୈଠକରେ ସେ କହିଛନ୍ତି ଯେ, ପିଟିଆଇ ଦେଶକୁ ବିପଦକୁ ଠେଲି ଦେଇଛି ଯାହାଦ୍ୱାରା ଦେଶ ଆଜି ବିପଦର ସାମ୍ନା କରୁଛି। ଇମ୍ରାନ ୬ହଜାର ଟଙ୍କାର ଦୂର୍ନୀତି କରିଛନ୍ତି।…

କର୍ନାଟକ ନିର୍ବାଚନ: କାଉଣ୍ଟିଂ ପାଇଁ ସମସ୍ତ ପ୍ରସ୍ତୁତି ଶେଷ

ବେଙ୍ଗାଲୁରୁ,୧୨।୫: ଶେଷ ହୋଇଛି କର୍ନାଟକ ବିଧାନସଭା ପାଇଁ ଭୋଟ ଗ୍ରହଣ। ଏବେ ସମସ୍ତଙ୍କ ନଜର କେଉଁ ଦଳ ଗଠନ କରିବ ସରକାର। ଆଉ କିଛି ଘଣ୍ଟା ପରେ କାଉଣ୍ଟିଂ ଆରମ୍ଭ ହେବାକୁ ଯାଉଛି। ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଥିବା ଜଣାପଡିଛି।…

ଚର୍ଚ୍ଚିତ ‘ଡିଏମକେ ଫାଇଲ୍ସ’ ଯାହାକୁ ନେଇ ତାମିଲନାଡୁ ରାଜନୀତିରେ ହୋଇଥିଲା ହଙ୍ଗାମା…ଅର୍ଥମନ୍ତ୍ରୀରୁ ବିଦା ହେଲେ ଜଣେ ଶକ୍ତିଶାଳୀ ନେତା

ଚେନ୍ନାଇ,୧୨।୫:‘ଡିଏମକେ ଫାଇଲ୍ସ’କୁ ନେଇ ତାମିଲନାଡୁ ରାଜନୀତି ସରଗରମ ରହିଛି। କଂଗ୍ରେସ ଫାଇଲ୍ସ, କେରଲା ଷ୍ଟୋରି ପରି ଭାଜପା ଏହିଭଳି ପ୍ରୋପଗଣ୍ଡା ଫିଲ୍ମକୁ ରିଲିଜ୍‌ କରି ବିରୋଧୀଙ୍କୁ ଟାର୍ଗେଟ କରିବାରେ ଲାଗିଛି। ସେହିପରି ଭାଜପା ଦ୍ୱାରା ପ୍ରଦର୍ଶିତ ଏହି ଫିଲ୍ମ ତାମିଲନାଡୁର ଡିଏମକେ…

‘ଦ କେରଲା ଷ୍ଟୋରି’କୁ ବ୍ୟାନ କରିବା ଉପରେ ପଶ୍ଚିମବଙ୍ଗ ସରକାରଙ୍କୁ ଜବାବ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୨।୫: ସୁପ୍ରିମକୋର୍ଟ ଫିଲ୍ମ ‘ଦ କେରଲା ଷ୍ଟୋରି’ ମାମଲାର ଶୁକ୍ରବାର ଶୁଣାଣି କରିଛନ୍ତି। ଶୁଣାଣି କରି ଫିଲ୍ମ ବ୍ୟାନକୁ ନେଇ ପଶ୍ଚିମବଙ୍ଗ ସରକାର ଏବଂ ତାମିଲନାଡୁ ସରକାରଙ୍କୁ ଜବାବ ମାଗିଛନ୍ତି। ଏଥିସହ ପଶ୍ଚିମବଙ୍ଗ ସରକାରଙ୍କୁ କୋର୍ଟ ପକ୍ଷରୁ ଏକ ନୋଟିସ ଜାରି…

ଇମ୍ରାନଙ୍କୁ ଆଶ୍ୱସ୍ତି: ହାଇକୋର୍ଟରୁ ମିଳିଲା ଜାମିନ

ଇସଲାମାବାଦ,୧୨।୫: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ପିଟିଆଇ ମୁଖ୍ୟ ଇମ୍ରାନ ଖାନ ଶୁକ୍ରବାର ଇସଲାମାବାଦ ହାଇକୋର୍ଟରୁ ଜାମିନ ପାଇଛନ୍ତି। ଅଲ-କାଦିର ଟ୍ରଷ୍ଟ ମାମଲାରେ ହାଇକୋର୍ଟ ଶୁଣାଣି କରି ତାଙ୍କୁ ଦୁଇ ସପ୍ତାହ ଜାମିନ ପ୍ରଦାନ କରିଛନ୍ତି। ଇମ୍ରାନଙ୍କ ମାମଲାର ଶୁଣାଣିରେ ତିନିଜଣିଆ…

‘ଦି କେରଲା ଷ୍ଟୋରି’ଫିଲ୍ମ ଭଲ କି ଖରାପ ତାହା ଦର୍ଶକଙ୍କୁ ସ୍ଥିର କରିବାକୁ ଦିଅନ୍ତୁୁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୨।୫: ସୁପ୍ରିମକୋର୍ଟ ଶୁକ୍ରବାର ଫିଲ୍ମ ‘କେରଲା ଷ୍ଟୋରି’ ମାମଲାର ଶୁଣାଣି କରିଛନ୍ତି। ମାମଲାର ଶୁଣାଣି କରି ପ୍ରଧାନ ବିଚାରପତି ଡି.ଓ୍ବାଇ ଚନ୍ଦ୍ରଚୁଡ କହିଛନ୍ତି ଯେ, ଯଦି ସାରା ଦେଶରେ ଫିଲ୍ମର ସ୍କ୍ରିନିଂ ହେଉଛିି ତେବେ ପଶ୍ଚିମବଙ୍ଗ ଏବଂ ତାମିଲନାଡୁରେ ଫିଲ୍ମ ବ୍ୟାନ…

କଂଗ୍ରେସକୁ ଆରଏସଏସ ଫୋବିଆ: ସିପି ଜୋଶୀ

ଜୟପୁର,୧୨।୫:ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ଭାଜପା ଏବଂ ଆରଏସଏସକୁ ଫାସିବାଦୀ କହିଥିବା ବୟାନକୁ ରାଜସ୍ଥାନର ଭାଜପା ସଭାପତି ସିପି ଜୋଶୀ ତାଙ୍କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ଯେ, କଂଗ୍ରେସ ନେତାଙ୍କୁ ଆରଏସଏସ ଫୋବିଆ ହୋଇଛି ସେଥିପାଇଁ ଏପରି ବୟାନ ଦେଉଛନ୍ତି।…

‘ମୁଁ ବି ଶୁଣିନି ମଙ୍କି ବାତ’, ମହୁଆଙ୍କ ବିବାଦୀୟ ଟୁଇଟ

ନୂଆଦିଲ୍ଲୀ,୧୨।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ‘ମନ କି ବାତ’ କାର୍ଯ୍ୟକ୍ରମର ୧୦୦ତମ ଏପିସୋଡରେ ସାମିଲ ନ ହେବାରୁ ୩୬ ଜଣ ନିର୍ସିଂ ଛାତ୍ରଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଏବେ ଏହାକୁ ନେଇ ତ୍ରୁଣ ମୂଳ କଂଗ୍ରେସ(ଟିଏମସି) ଏମପି ମହୁଆ ମୋଇତ୍ରା…

ଆଇପିଏଲର ୫୭ ତମ ମ୍ୟାଚ: ଆଜି ଜିଟି-ଏମ୍‌ଆଇ ଲଢେଇ

ମୁମ୍ବାଇ,୧୨।୫: ଆଇପିଏଲ ୨୦୨୩ର ୫୭ ତମ ମ୍ୟାଚରେ ଶୁକ୍ରବାର ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ)ଏବଂ ଗୁଜୁରାଟ ଟାଇଟାନ୍ସ(ଜିଟି) ମୁହାଁମୁହିଁ ହେବେ। ଏହି ଦୁଇ ଦଳ ମଧ୍ୟରେ ମ୍ୟାଚ ମୁମ୍ବାଇର ୱାଖେଡେ ଷ୍ଟାଡିୟମରେ ସନ୍ଧ୍ୟା ୭.୩୦ରେ ଖେଳାଯିବ। ଏହି ମ୍ୟାଚ ଜିତି ଗୁଜୁରାଟ ଦଳ…

ପ୍ରକାଶ ପାଇଲା ସିବିଏସ୍‌ଇ ଦଶମ ରେଜଲ୍ଟ

ନୂଆଦିଲ୍ଲୀ/ଭୁବନେଶ୍ୱର,୧୨ା୫(ବ୍ୟୁରୋ): ସେଣ୍ଟ୍ରାଲ ବୋର୍ଡ ଅଫ୍‌ ସେକେଣ୍ଡାରୀ ଏଜୁକେଶନ (ସିବିଏସ୍‌ଇ) ଦଶମ ଶ୍ରେଣୀ ପରୀକ୍ଷା ଫଳ ଶୁକ୍ରବାର ଅପରାହ୍ନରେ ପ୍ରକାଶ ପାଇଛି। ମୋଟ୍‌ ପାସ୍‌ ହାର ୯୩.୧୨ ପ୍ରତିଶତ ରହିଥିବା ବେଳେ ଗତଥର ଅପେକ୍ଷା ଏଥର ପାସ୍‌ ହାର ୧.୨୮ ପ୍ରତିଶତ କମ୍‌…

ଦିଲ୍ଲୀରେ ଅଧିକାରୀଙ୍କ ସ୍ଥାନାନ୍ତର-ପୋଷ୍ଟିଂ ମାମଲାରେ ପୁଣି ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହେଲେ କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ,୧୨।୫: ଦିଲ୍ଲୀରେ ଅଧିକାରୀଙ୍କ ସ୍ଥାନାନ୍ତର ଏବଂ ପୋଷ୍ଟିଂ ପ୍ରସଙ୍ଗରେ ସମ୍ବିଧାନ ବେଞ୍ଚର ନିଷ୍ପତ୍ତିର ପରଦିନ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ଶୁକ୍ରବାର ପୁଣି ସୁପ୍ରିମକୋର୍ଟରେ ପହଞ୍ଚିଛନ୍ତି। ଏହି ସମୟରେ କେଜ୍‌ରିଓ୍ବାଲ ସେବା ସଚିବଙ୍କ ସ୍ଥାନାନ୍ତର ପ୍ରସଙ୍ଗ ସୁପ୍ରିମକୋର୍ଟରେ ଉଠାଇଛନ୍ତି ଏବଂ କହିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?