ସୀମାନ୍ତରେ ଆଜି ପୁଣି ମାଓବାଦୀଙ୍କ ତାଣ୍ଡବ
ମାଲକାନଗିରି,୨୭ା୪(ଡି.ଏନ୍.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ଦାନ୍ତଓ୍ବୋଡା ଜିଲାରେ ବୁଧବାର ମାଓବାଦୀମାନେ ଏକ ବଡ଼ ଧରଣର ଅଘଟଣ ଘଟାଇଥିବା ବେଳେ ବେଲେ ଆଜି ପୁଣିଥରେ ପୁଣିଥରେ ଦାନ୍ତଓ୍ବୋଡା ଜିଲା ଓରଛା ଗ୍ରାମର ମୁଖ୍ୟ ରାସ୍ତାର ବିଭିନ୍ନ ସ୍ଥାନରେ ଖୋଳି ପଥର ଓ…
‘ଦେଶର ୬ ଜଣ ଲୋକ ହିଁ ମୋତେ ହତ୍ୟା କରିବାକୁ ରଚିଥିଲେ ଷଡ଼ଯନ୍ତ୍ର’
ଇସଲାମାବାଦ,୨୭ା୪: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ଗୁରୁବାର ସରକାରଙ୍କ ଦାବିକୁ ପ୍ରତ୍ୟାଖ୍ୟାନ କରି କହିଛନ୍ତି ଯେ, ତାଙ୍କ ଜୀବନ ପ୍ରତି ବିପଦ ରହିଛି। ଏଥି ସହ ଇମ୍ରାନ କହିଛନ୍ତି, ଦେଶର ୬ ଜଣ ଲୋକ ହିଁ ମୋତେ ହତ୍ୟା କରିବାକୁ…
‘ଡାକୋଟା’ ବିମାନ ଦେଖି ଭାବବିହ୍ବଳ ହେଲେ ଇଣ୍ଡୋନେସିଆ ରାଷ୍ଟ୍ରଦୂତ
ଭୁବନେଶ୍ୱର,୨୭ା୪(ବ୍ୟୁରୋ): ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ରଖାଯାଇଥିବା ପ୍ରବାଦପୁରୁଷ ବିଜୁବାବୁଙ୍କ ପ୍ରିୟ ବିମାନ ‘ଡାକୋଟା’କୁ ବୁଲି ଦେଖିଛନ୍ତି ଇଣ୍ଡୋନେସିଆ ରାଷ୍ଟ୍ରଦୂତ। ତାଙ୍କ ସହ ଏକ ଟିମ୍ ମଧ୍ୟ ‘ଡାକୋଟା’ ଦେଖିଛନ୍ତି। ବିଜ୍ଞାନ ଓ କାରିଗରୀ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ,…
ମହାକାଳପଡ଼ାରେ ପ୍ରତିଷ୍ଠା ହେବ ବିଶ୍ୱସ୍ତରୀୟ ଇସ୍ପାତ ପ୍ରକଳ୍ପ, ସ୍ଥିତି ପରଖିଲେ ୫-ଟି ସଚିବ
ମହାକାଳପଡ଼ା,୨୭ା୪(ଡି.ଏନ୍.ଏ.): ଚଳିତ ମାସ ପ୍ରଥମ ସପ୍ତାହରେ ରାଜ୍ୟ ସରକାରଙ୍କ ଏକ ଉଚ୍ଚସ୍ତରୀୟ ପ୍ରତିନିଧି ଦଳଙ୍କ ସହିତ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜାପାନ ଗସ୍ତ କରିଥିଲେ। ଏହି ଗସ୍ତ ସମୟରେ ଜାପାନର ସମୁଦ୍ର ପୋତାଯାଇ ନିପନ ଷ୍ଟିଲ କାରଖାନା ଦେଖି ଅଭିଭୂତ ହୋଇଥିଲେ…
ଟସ୍ ଜିତି ବ୍ୟାଟିଂ କରିବ ରାଜସ୍ଥାନ
ଜୟପୁର,୨୭।୪: ଜୟପୁରର ସାଓ୍ବାଇ ମାନ୍ସିଂ ଷ୍ଟାଡିୟମରେ ଗୁରୁବାର ଖେଳାଯାଉଥିବା ଆଇପିଏଲ୍ର ୩୭ତମ ମ୍ୟାଚ୍ରେ ରାଜସ୍ଥାନ ରୟାଲ୍ସ ଅଧିନାୟକ ସଞ୍ଜୁ ସାମ୍ସନ ଟସ୍ ଜିତି ବ୍ୟାଟିଂ ନିଷ୍ପତ୍ତି ନେଇଛନ୍ତି। ଫଳରେ ଆମନ୍ତ୍ରଣ ପାଇ ଚେନ୍ନାଇ ସୁପର କିଙ୍ଗ୍ସ ବୋଲିଂ କରିବ। ଅନ୍ୟପକ୍ଷେ ରାଜସ୍ଥାନ…
ଦାନ୍ତଓ୍ବୋଡା ମାଓବାଦୀ ଆକ୍ରମଣ ପାଇଁ ନିଜକୁ ଦାୟୀ କଲା ଏହି ସଙ୍ଗଠନ
ଦାନ୍ତଓ୍ବୋଡା,୨୭।୪: ଛତିଶଗଡ଼ର ଦାନ୍ତଓ୍ବୋଡାରେ ହୋଇଥିବା ମାଓବାଦୀ ଆକ୍ରମଣକୁ ନେଇ ମାଓବାଦୀ ସଙ୍ଗଠନର ଦରଭା ଡିଭିଜନ କମିଟି ଏଥିପାଇଁ ନିଜକୁ ଦାୟୀ କରିଛି। ଘଟଣାକୁ ନେଇ ଦରଭା ଡିଭିଜନର ସଚିବ ସାଇନାଥ ପ୍ରେସ ନୋଟ ଜାରି କରିଛନ୍ତି। ଏଥିରେ ଦାବି କରାଯାଇଛି କି…
ଆସନ୍ତାକାଲି ଟ୍ରାଏଲ ରନ୍ କରିବ ‘ବନ୍ଦେ ଭାରତ ଏକ୍ସପ୍ରେସ୍’
ଭୁବନେଶ୍ୱର,୨୭ା୪(ବ୍ୟୁରୋ): ଶୁକ୍ରବାର ‘ପୁରୀ-ହାଓ୍ବଡା ବନ୍ଦେ ଭାରତ ଏକ୍ସପ୍ରେସ୍’ ଟ୍ରାଏଲ ରନ୍ କରିବ। ସକାଳ ୬ଟା ୧୦ ମିନିଟ୍ରେ ହାଓ୍ବଡାରୁ ଯାତ୍ରା ଆରମ୍ଭ କରିବ ବନ୍ଦେ ଭାରତ ଏକ୍ସପ୍ରେସ। ଏହା ପରେ ଭଦ୍ରକ, ଯାଜପୁର, କଟକରେ ୨ ମିନିଟ୍ ଲେଖାଏ ରହଣି କରିବ।…
ସଫେଇ ଦେଲେ ଖାର୍ଗେ
ନୂଆଦିଲ୍ଲୀ,୨୭।୪: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ‘ବିଷଧର ସାପ’ ବୟାନକୁ ନେଇ ସଫେଇ ଦେଇଛନ୍ତି। ସେ ଗୁରୁବାର କର୍ନାଟକର କାଲାବୁରାଗିରେ ଏକ ରାଲି ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବିଷଧର ସାପ ଭଳି ବୋଲି କହିଥିଲେ। ଖାର୍ଗେ କହିଥିଲେ, ଆପଣ ଭାବୁଥିବେ…
ରୁଟି ଓଲଟାଇବାର ସମୟ ଆସିଯାଇଛି, ବିଳମ୍ବ ହେବା ଉଚିତ ନୁହେଁ, ନ ଓଲଟିଲା ତ…’ ଶରଦ ପାଓ୍ବାର
ମୁମ୍ବାଇ,୨୭।୪: ମହାରାଷ୍ଟ୍ରରେ ଜାରି ରହିଥିବା ରାଜନୈତିକ ହଲଚଲ ମଧ୍ୟରେ ଏନସିପିର ବରିଷ୍ଠ ନେତା ଶରଦ ପାଓ୍ବାର ଏମିତି କଥା କହିଛନ୍ତି, ଯାହାକୁ ନେଇ ଏବେ ଚର୍ଚ୍ଚା ଆରମ୍ଭ ହୋଇଯାଇଛି। ମୁମ୍ବାଇର ଯୁବା ମନ୍ଥନ କାର୍ଯ୍ୟକ୍ରମରେ ସେ କହିଛନ୍ତି, କେହି ମୋତେ କହିଲେ,…
ମେ’ ପହିଲାରୁ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ବନ୍ଦ ରହିବ ଶିରିଡ଼ି ସାଇ ମନ୍ଦିର
ମୁମ୍ବାଇ/ନୂଆଦିଲ୍ଲୀ,୨୭ା୪: ମହାରାଷ୍ଟ୍ରର ଅହମ୍ମଦନଗର-ମନମା ଜାତୀୟ ରାଜମାର୍ଗଥିବା ପ୍ରସିଦ୍ଧ ଶିରିଡ଼ି ସାଇ ବାବାଙ୍କ ମନ୍ଦିର ମେ’ ପହିଲାରୁ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ବନ୍ଦ ରହିବ ବୋଲି ଘୋଷଣା କରାଯାଇଛି। ସାଇ ବାବାଙ୍କ ମନ୍ଦିରରେ ସିଆଇଏସ୍ଏଫ୍ ମୁତୟନକୁ ନେଇ ବିରୋଧ କରାଯାଉଛି। ଏମିତି କି…
‘ପ୍ରଧାନମନ୍ତ୍ରୀ ମୋଦି ବିଷଧର ସାପ ଭଳି, ଯଦି ଆପଣ…’, କଂଗ୍ରେସ ଅଧ୍ୟକ୍ଷଙ୍କ ବିବାଦୀୟ ବୟାନ
ନୂଆଦିଲ୍ଲୀ,୨୭।୪: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଗୁରୁବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନେଇ ଏକ ବିବାଦୀୟ ବୟାନ ଦେଇଛନ୍ତି। ସେ କହିଛନ୍ତି, ‘ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ବିଷଧର ସର୍ପ’ ଭଳି, ଆପଣ ଭାବୁ୍ଥିବେ ଏହା ବିଷ ନା ନାହିଁ, ଯଦି ଆପଣ…
ସାମ୍ନାକୁ ଆସିଲା ଦାନ୍ତଓ୍ବୋଡା ବିସ୍ଫୋରଣ ଘଟଣାର ଭିଡିଓ, ମୃତ୍ୟୁକୁ ଖାତିର ନ କରି ଲଢ଼ିଥିଲେ ଯବାନ
ରାୟପୁର,୨୭ା୪: ଦାନ୍ତଓ୍ବୋଡାରେ ବୁଧବାର ମାଓବାଦୀଙ୍କ ଆକ୍ରମଣରେ ୧୦ ଯବାନଙ୍କ ସମେତ ଜଣେ ଡ୍ରାଇଭରଙ୍କ ମୃତ୍ୟୁ ଘଟିଥିଲା। ଆକ୍ରମଣର ଗୋଟିଏ ଦିନରେ ପରେ ଅର୍ଥାତ୍ ଗୁରୁବାର ଏହି ଘଟଣାର ଭୟଙ୍କର ଭିଡିଓ ସାମ୍ନାକୁ ଆସିଛି। ଏହି ଭିଡିଓରୁ କିପରି ଆକ୍ରମଣ ପ୍ରତିଆକ୍ରମଣ ହୋଇଥିଲା…
Archives


