ମିଶରରେ ଭେଟ ହେଲେ ଇସ୍ରାଏଲ-ପାଲେଷ୍ଟାଇନ ପ୍ରତିନିଧୀ, ଆମେରିକା କଲା ସ୍ବାଗତ…
କାଏରୋ,୨୦।୩ : ଉତ୍ତେଜନାକୁ ଦୂର କରିବା ପାଇଁ ଇସ୍ରାଏଲ ଏବଂ ପାଲେଷ୍ଟାଇନ ପ୍ରତିନିଧୀ ମିଶରରେ ଭେଟ ହୋଇଛନ୍ତି। ଇଜିପ୍ଟର ବୈଦେଶିକ ମନ୍ତ୍ରଣାଳୟ କହିଛି ଯେ ବର୍ତ୍ତମାନର ଉତ୍ତେଜନାମୂଳକ ପରିସ୍ଥିତିର ସମାଧାନ ପାଇଁ ଉଭୟ ପକ୍ଷ ଶର୍ମ-ଏଲ-ଶେଖରେ ଦୀର୍ଘ ସମୟ ଧରି ଆଲୋଚନା…
କଲମ୍ବିଆରେ ହେଲିକପ୍ଟର କ୍ରାସ, ରାଷ୍ଟ୍ରପତି କହିଲେ କେହି ନାହାନ୍ତି ଜୀବିତ
ବୋଗୋଟା,୨୦ ।୩: ସାଉଥ ଆମେରିକା ଦେଶ କଲମ୍ବିଆରେ ରବିବାର ଏକ ସେନା ହେଲିକପ୍ଟର କ୍ରାସ ହୋଇଯାଇଛି । ମିଳିଥିବା ସୂଚନା ଅନୁଯାୟୀ, ହେଲିକପ୍ଟରେ ଥିବା ୪ ଜଣ ସେନାଙ୍କର ଘଟଣାସ୍ଥଳରେ ହିଁ ମୃତ୍ୟୁ ହୋଇଛି । କଲମ୍ବିଆର ରାଷ୍ଟ୍ରପତି ଗୁସ୍ତାଭୋ ପେଟ୍ରୋ…
ଆହୁରି ବଢ଼ିବ ସୁନା ଦର
ଭୁବନେଶ୍ୱର,୨୦।୩: ଜାତୀୟ ଓ ଅନ୍ତର୍ଜାତୀୟ ସମସ୍ୟା ଓ ମାନ୍ଦାବସ୍ଥା ଯୋଗୁ ଅନେକ ପ୍ରକାରର ପରିବର୍ତ୍ତନ ଘଟୁଛି। ବିଶେଷକରି ଉଭୟ ଆମେରିକା ଓ ୟୁରୋପ ମଧ୍ୟରେ ଦେଖାଯାଇଥିବା ବ୍ୟାଙ୍କ ସଂକଟ ଯୋଗୁ ବିଶ୍ବ ବଜାରରେ ସୁନା ଦର କ୍ରମାଗତ ଭାବେ ବୃଦ୍ଧି ପାଇଚାଲିଛି।…
ଆଜି ନେପାଳରେ ଆସ୍ଥା ଭୋଟ୍
କାଠମାଣ୍ଡୁ,୨୦ା୩: ସୋମବାର ସଂସଦ ଅଧିବେଶନ ଆରମ୍ଭ ହେବା ପରେ ଦିନ ୧ଟାରୁ ମତଦାନ ଆରମ୍ଭ ହେବ। ୨୭୫ ସଦସ୍ୟ ବିଶିଷ୍ଟ ଲୋକ ସଭାରେ ଆସ୍ଥା ଭୋଟ୍ ପାଇବା ପାଇଁ ୧୩୮ ସଦସ୍ୟଙ୍କ ସମର୍ଥନ ଆବଶ୍ୟକ। ମିଳିତ ମଞ୍ଚ ସହିତ ୧୫୧ ସଦସ୍ୟଙ୍କ…
ବୋପାନ୍ନା ସବୁଠାରୁ ବୟସ୍କ ଚାମ୍ପିୟନ
ଇଣ୍ଡିଆନ ଓ୍ବେଲ୍ସ (ୟୁଏସ୍), ୨୦ା୩ (ପି.ଟି.): ଭାରତର ରୋହନ ବୋପାନ୍ନା ସବୁଠାରୁ ବୟସ୍କ ଖେଳାଳି ଭାବେ ଏଟିପି ମାଷ୍ଟର୍ସ ୧୦୦୦ ଚାମ୍ପିୟନ ହୋଇଛନ୍ତି। ସେ ଓ ତାଙ୍କ ଅଷ୍ଟ୍ରେଲୀୟ ପାର୍ଟନର ମ୍ୟାଟ ଇବିଡେନ୍ ଏଠାରେ ଚାଲିଥିବା ବିଏନ୍ପି ପାରିବାସ ଓପନ ପୁରୁଷ…
‘ଇମ୍ରାନ ନେତା ନୁହନ୍ତି, ଜଣେ ଆତଙ୍କବାଦୀ’
ଇସଲାମାବାଦ,୨୦ା୩: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ତେହେରିକ-ଇ-ଇନ୍ସାଫ (ପିଟିଆଇ)ର ଅଧ୍ୟକ୍ଷ ଇମ୍ରାନ ଖାନ ଆଜିକାଲି ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏହି ସମୟରେ ପାକିସ୍ତାନର ସୂଚନା ଓ ପ୍ରସାରଣ ମନ୍ତ୍ରୀ ମରିୟମ ତାଙ୍କୁ ରାଜନେତା ନୁହନ୍ତି ବରଂ ଆତଙ୍କବାଦୀ ବୋଲି କହିଛନ୍ତି।…
ଗୁଗଲ ମୁଖ୍ୟଙ୍କୁ ଚିଠି ଲେଖିଲେ କର୍ମଚାରୀ…
ୱାଶିଂଟନ,୨୦ ।୩: ଗୁଗଲର ପ୍ୟାରେଣ୍ଟ କମ୍ପାନୀ ଅଲଫାବେଟର ସିଇଓ ସୁନ୍ଦର ପିଚାଇଙ୍କୁ କମ୍ପାନୀର ୧,୪୦୦ କର୍ମଚାରୀ ଖୋଲା ପତ୍ର ଲେଖିଛନ୍ତି । ଏଥିରେ ସେମାନେ ଲେଖିଛନ୍ତି, ‘ଖରାପ ହୁଅନ୍ତୁ ନାହିଁ’ । ଏହି କର୍ମଚାରୀମାନେ କମ୍ପାନୀରୁ ସେମାନଙ୍କ ସହଯୋଗୀଙ୍କ ଛଟେଇକୁ ନେଇ…
ଅମ୍ରିତପାଲ୍ଙ୍କୁ ବଳ ଦେଇଛି ଆଇଏସ୍ଆଇ
ନୂଆଦିଲ୍ଲୀ, ୨୦ା୩(ପି.ଟି.) : ଦୁବାଇରେ ଏକଦା ଟ୍ରକ୍ ଚଳାଉଥିବା ଅମ୍ରିତପାଲ୍ ସିଂ ଏବେ ଖଲିସ୍ତାନୀ ନେତା ତଥା ଦ୍ୱିତୀୟ ଭିନ୍ଦ୍ରନ୍ଓ୍ବାଲେର ପରିଚୟ ହାସଲ କରିଛନ୍ତି। ଓ୍ବାରିସ୍ ପଞ୍ଜାବ ଡେ’ ସଂଗଠନର ନେତୃତ୍ୱ ନେଉଥିବା ଅମ୍ରିତ୍ପାଲ ଏବେ ପଞ୍ଜାବ ସରକାରଙ୍କ ପାଇଁ ମୁଣ୍ଡବ୍ୟଥାର…
ଦୁର୍ଦ୍ଦଶା ଆଣିଲା ଝଡ଼ବର୍ଷା
ଭୁବନେଶ୍ୱର,୨୦ା୩(ବ୍ୟୁରୋ):ପଶ୍ଚିମା-ଝଡ଼ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ, କୁଆପଥର ବର୍ଷା ସହ ବଜ୍ରପାତ ହୋଇଛି। ବିଶେଷକରି ଉତ୍ତର, ଦକ୍ଷିଣ ଏବଂ ଉପକୂଳ ଓଡ଼ିଶାର ବହୁ ସ୍ଥାନରେ ଶନିବାର ସନ୍ଧ୍ୟାରେ ବର୍ଷା ପବନ ଲାଗି ରହିଥିଲା। ଦୀର୍ଘ ୪ମାସ ପରେ ବର୍ଷା ହୋଇଥିବାରୁ…
ଲଣ୍ଡନରେ ତ୍ରିରଙ୍ଗାର ଅପମାନ କଲେ ଖଲିସ୍ତାନୀ ସମର୍ଥକ
ନୂଆଦିଲ୍ଲୀ/ଲଣ୍ଡନ,୨୦ ।୩: ଭାରତରେ ‘ୱାରିସ ପଞ୍ଜାବ ଦେ’ର ମୁଖ୍ୟ ଅମୃତପାଲ ସିଂଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ମଧ୍ୟରେ ବ୍ରିଟେନରେ ଭାରତୀୟ ହାଇକମିଶନଙ୍କ ଉପରେ ଆକ୍ରମଣ ହୋଇଥିବା ଖବର ଆସିଛି । କୁହାଯାଉଛି କି ଲଣ୍ଡନ ସ୍ଥିତ ହାଇକମିଶନଙ୍କୁ ଖଲିସ୍ତାନ ସମର୍ଥକମାନେ ଟାର୍ଗେଟ କରିଛନ୍ତି…
ସଲମାନଙ୍କୁ ମିଳିଲା ଧମକପୂର୍ଣ୍ଣ ଇମେଲ
ମୁମ୍ବାଇ,୧୯।୩: ବଲିଉଡର ଦବଙ୍ଗ ଷ୍ଟାର ସଲମାନ ଖାନଙ୍କୁ ଏକ ଧମକପୂର୍ଣ୍ଣ ଇମେଲ ମିଳିଛି। ଗ୍ୟାଙ୍ଗଷ୍ଟର ଗୋଲ୍ଡି ବ୍ରାରଙ୍କ ସହ କଥା ହେବାକୁ ଇମେଲରେ ଜରିଆରେ ସଲମାନଙ୍କୁ କୁହାଯାଇଛି। ଏହି ଇମେଲଟି ୧୮ ମାର୍ଚ୍ଚରେ ଆସିଥିଲା। ସଲମାନଙ୍କ ମ୍ୟାନେଜର ପ୍ରଶାନ୍ତ ଗୁଞ୍ଜଲକରଙ୍କ ଅଭିଯୋଗ…
ପୁଣି ତାଇଓ୍ବାନ ଅଞ୍ଚଳରେ ପଶିଲା ଚାଇନା
ତାଇପେ,୧୯ା୩: ଚାଇନା ପୁଣି ଥରେ ତାଇଓ୍ବାନରେ ଅନୁପ୍ରବେଶ କରିବାକୁ ଚେଷ୍ଟା କରିଛି। ତାଇଓ୍ବାନର ଜାତୀୟ ପ୍ରତିରକ୍ଷା ମନ୍ତ୍ରଣାଳୟ ମାର୍ଚ୍ଚ ୧୭ରୁ ୧୮ମଧ୍ୟରେ ଅତି କମ୍ରେ ୨୬ଟି ଚାଇନା ସାମରିକ ବିମାନ ଏବଂ ୪ଟି ନୌସେନା ଜାହାଜ ଚିହ୍ନଟ କରିଛି। ପ୍ରତିରକ୍ଷା ମନ୍ତ୍ରଣାଳୟ…
Archives


