ଚାଇନା ବିମାନ କମ୍ପାନୀ ବିରୋଧରେ କଟକଣା ଜାରି କରିବାକୁ ଆମେରିକାର ଯୋଜନା…
ଓ୍ବାଶିଂଟନ,୧୯।୩ : ଆମେରିକାର ପରିବହନ ବିଭାଗ ଚାଇନାର ବିମାନ ଚଳାଚଳ କମ୍ପାନୀଙ୍କ ଦ୍ୱାରା ରୁଷିଆର ବାୟୁସେନାର ବନ୍ଦର ବ୍ୟବହାର ଉପରେ ପ୍ରତିବନ୍ଧକ ଲଗାଇବାକୁ ପ୍ରସ୍ତୁତ ହେଉଛି। ରାଷ୍ଟ୍ରପତି ଜୋ ବାଇଡେନଙ୍କ ପ୍ରଶାସନର ତିନିଜଣ ଅଧିକାରୀ ନ୍ୟୁୟର୍କ ଟାଇମ୍ସକୁ ଏହି ସୂଚନା ଦେଇଛନ୍ତି।…
ଭାରତ ୧୧୭ ରନ୍ରେ ଅଲଆଉଟ୍
ବିଶାଖାପାଟଣା,୧୯।୩: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜର ଦ୍ୱିତୀୟ ମ୍ୟାଚ ବିଶାଖାପାଟଣାରେ ଖେଳାଯାଉଛି। ଏହି ମ୍ୟାଚ୍ରେ ଭାରତ ୧୧୭ ରନ୍ରେ ଅଲଆଉଟ୍ ହୋଇଯାଇଛି। ଫଳରେ ଅଷ୍ଟ୍ରେଲିଆକୁ ୧୧୮ ରନ୍ର ବିଜୟ ଲକ୍ଷ୍ୟ ମିଳିଛି। ଟସ…
ଟିମ୍ ଇଣ୍ଡିଆର ବ୍ୟାଟିଂ ଲାଇନ ବିପର୍ଯ୍ୟସ୍ତ: ୧୧୭ରେ ଅଲଆଉଟ…
ବିଶାଖାପଟ୍ଟନମ,୧୯।୩ : ଭାରତ ଅଷ୍ଟ୍ରେଲିଆ ମଧ୍ୟରେ ବିଶାଖାପଟ୍ଟନମ୍ରେ ୩ ଟିକିଆ ଦିନିକିଆ ସିରିଜର ଦ୍ୱିତୀୟ ମ୍ୟାଚ୍ ଖେଳା ଯାଉଛି। ଡ.ଓ୍ବାଇଏସ ରାଜଶେଖର ରେଡ୍ଡି ଏସିଏ-ଭିଡିସିଏ କ୍ରିକେଟ ଷ୍ଟାଡିୟମରେ ଖେଳାଯାଉଥିବା ଏହି ମ୍ୟାଚରେ ଅଷ୍ଟ୍ରେଲିଆ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତିି…
ବିଚାରପତିଙ୍କୁ ମିଳୁଛି ଧମକ-ସୁପ୍ରିମକୋର୍ଟଙ୍କୁ ନିଜ ପକେଟରେ ରଖିବାକୁ ଉଦ୍ୟମ: ଆଇନମନ୍ତ୍ରୀଙ୍କୁ କଡ଼ା ସମାଲୋଚନା କଲେ ସଞ୍ଜୟ…
ମୁମ୍ବାଇ,୧୯।୩ : ଉଦ୍ଧବ ଠାକରେ ଦଳର ଏମ୍ପି ସଞ୍ଜୟ ରାଉତ ଭାଜପା ସରକାରଙ୍କୁ ରବିବାର କଡ଼ା ସମାଲୋଚନା କରଛନ୍ତି। ସେ କଂଗ୍ରେସର ରାହୁଲ ଗାନ୍ଧୀଙ୍କୁ ମଧ୍ୟ ସୁରକ୍ଷା କରିଛନ୍ତି। ବିରୋଧୀ ଦଳର ନେତାଙ୍କୁ ସରକାରଙ୍କ ବିରୋଧରେ କହିବାକୁ ଅନୁମତି ଦିଆଯାଉ ନାହିଁ…
କଂଗ୍ରେସ ଭଳି ଭାଜପା ମଧ୍ୟ ହେବ ଶେଷ: ଅଖିଳେଶ …
କୋଲକାତା,୧୯।୩ : ୨୦୨୪ ଲୋକସଭା ନିର୍ବାଚନକୁ ଦୃଷ୍ଟିରେ ରଖି ପ୍ରମୁଖ ବିରୋଧୀ ଦଳ ଶାସକ ଭାରତୀୟ ଜନତା ଦଳକୁ କ୍ଷମତାରୁ ହଟାଇବା ପାଇଁ ଏକ ବଡ ରାଜନୈତିକ ଯୁଦ୍ଧ ପାଇଁ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଏହି ପ୍ରୟାସରେ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା…
ସୋମବାର କିଶିଦାଙ୍କ ଭାରତ ଗସ୍ତ…
ଟୋକିଓ/ନୂଆଦିଲ୍ଲୀ,୧୯।୩ : ସୋମବାର ଠାରୁ ଜାପାନ ପ୍ରଧାନମନ୍ତ୍ରୀ ଫୁମିଓ କିଶିଦା ଭାରତ ଗସ୍ତରେ ଆସୁଛନ୍ତି। ଏହି ଗସ୍ତକ୍ରମରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଉପରେ ଧ୍ୟାନ କେନ୍ଦ୍ରିତ କରିବେ ବୋଲି କୁହାଯାଉଛି। ମାର୍ଚ୍ଚ ୨୦୨୨ ରେ ଭାରତ ଏବଂ ଜାପାନ ମଧ୍ୟରେ ଶେଷ ହୋଇଥିବା…
କଂଗ୍ରେସ ବିନା ବିରୋଧୀ ମେଣ୍ଟ ଅସମ୍ଭବ: ଜୟରାମ ରମେଶଙ୍କ ୫ ଉତ୍ତର…
ନୂଆଦିଲ୍ଲୀ,୧୯।୩ : କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ବିବୃତ୍ତି ନେଇ ସଂସଦରେ ଅଚଳାବସ୍ଥା ଜାରି ରହିଛି। ଚଳିତ ଅଧିବେଶନରେ ଟିଏମସି, କଂଗ୍ରେସ ଏବଂ ଅନ୍ୟ ବିରୋଧୀ ଦଳଠାରୁ ଅଲଗା ଠିଆ ହୋଇଥିବା ଜଣାପଡିଛି। କେବଳ ଏତିକି ନୁହେଁ, ଟିଏମ୍ସି ଏବଂ ସମାଜବାଦୀ…
ଏପ୍ରିଲ-ଫେବୃଆରୀରେ ବିଦ୍ୟୁତ ଚାହିଦାରେ ୧୦ ପ୍ରତିଶତ ବୃଦ୍ଧି: ଛୁଇଁଲା ୧୩୭୫ ବିଲିୟନ ୟୁନିଟ…
ନୂଆଦିଲ୍ଲୀ,୧୯।୩ : ଚଳିତ ଆର୍ଥିକ ବର୍ଷରେ ଏପ୍ରିଲ-ଫେବୃଆରୀ ମଧ୍ୟରେ ଭାରତରେ ବିଦ୍ୟୁତ ଚାହିଦା ୧୦ ପ୍ରତିଶତ ବୃଦ୍ଧି ହୋଇ ୧୩୭୫.୫୭ ବିଲିୟନ ୟୁନିଟ ରେ ପହଞ୍ଚିଛି। ୨୦୨୧-୨୨ ଆର୍ଥିକ ବର୍ଷରେ ମୋଟ ବିଦ୍ୟୁତ୍ ଯୋଗାଣଠାରୁ ଏହି ସଂଖ୍ୟା ଅଧିକ । ସରକାରୀ…
ମହାରାଷ୍ଟ୍ର ବିଧାନସଭା ନିର୍ବାଚନ: ସମସ୍ତ ୨୮୮ ଆସନରେ ଭାଜପା-ଶିନ୍ଦେ ନେତୃତ୍ୱାଧୀନ ଶିବସେନା କରିବେ ପ୍ରତିଦ୍ୱନ୍ଦ୍ୱିତା…
ମୁମ୍ବାଇ,୧୯।୩ : ମହାରାଷ୍ଟ୍ରରେ ଭାରତୀୟ ଜନତା ପାର୍ଟି (ଭାଜପା) ଏବଂ ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ ନେତୃତ୍ୱାଧୀନ ଶିବସେନା ସହିତ ନ୍ୟାଶନାଲ ଡେମୋକ୍ରାଟିକ ଆଲାଏନ୍ସ (ଏନଡିଏ)ର ଅନ୍ୟ ସହଯୋଗୀ ଦଳ ରାଜ୍ୟର ସମସ୍ତ ୨୮୮ ବିଧାନସଭା ଏବଂ ୪୮ ଲୋକସଭା ଆସନରେ ପ୍ରତିଦ୍ୱନ୍ଦ୍ୱିତା…
ଇକ୍ୱାଡୋର ପରେ ତାଜିକିସ୍ତାନରେ ଭୂକମ୍ପ
ଦୁଶାନ୍ବେ,୧୯ା୩: ଇକ୍ୱାଡୋର୍ ପରେ ରବିବାର ତାଜିକିସ୍ତାନରେ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୪ ରେକର୍ଡ କରାଯାଇଛି। ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର (ଏନ୍ସିଏସ) ଏନେଇ ସୂଚନା ଦେଇଛି। ଏନ୍ସିଏସ୍ ଅନୁଯାୟୀ, ୧୭୦ କିଲୋମିଟର ଗଭୀରରେ ଏହି ଭୂକମ୍ପ…
‘ମୋତେ ଜାଣିଶୁଣି ଟାର୍ଗେଟ କରାଯାଉଛି’
ଓ୍ବାଶିଂଟନ,୧୯ା୩: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଖୁବ୍ଶୀଘ୍ର ଗରିଫ ହେବେ। ଆସନ୍ତା ୨୧ରେ ସେ ଗିରଫ ହେବେ ବୋଲି ଆଶଙ୍କା କରାଯାଉଛି। ଏକଥା ନିଜେ ଟ୍ରମ୍ପ ବି ଘୋଷଣା କରିସାରିଛନ୍ତି। ତେବେ ଟ୍ରମ୍ପଙ୍କ ଉପରେ ଏହି ମାମଲା ପର୍ନ ଷ୍ଟାର…
ଟସ ଜିତିଲା ଅଷ୍ଟ୍ରେଲିଆ: ବୋଲିଂ ନିଷ୍ପତ୍ତି…
ବିଶାଖାପଟ୍ଟନମ,୧୯।୩ : ଭାରତ ଅଷ୍ଟ୍ରେଲିଆ ମଧ୍ୟରେ ବିଶାଖାପଟ୍ଟନମ୍ରେ ୩ ଟିକିଆ ଦିନିକିଆ ସିରିଜର ଦ୍ୱିତୀୟ ମ୍ୟାଚ୍ ଖେଳା ଯାଉଛି। ଡ.ଓ୍ବାଇଏସ ରାଜଶେଖର ରେଡ୍ଡି ଏସିଏ-ଭିଡିସିଏ କ୍ରିକେଟ ଷ୍ଟାଡିୟମରେ ଖେଳାଯାଉଥିବା ଏହି ମ୍ୟାଚରେ ଅଷ୍ଟ୍ରେଲିଆ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତିି…
Archives


