Home Middle

ସମଲିଙ୍ଗୀ ଦମ୍ପତିଙ୍କ ପିଲାଙ୍କ ଜନ୍ମ ପଞ୍ଜୀକରଣରେ ନିଷେଧାଦେଶ

ରୋମ୍‌,୧୯ା୩: ୟୁରୋପୀୟ ଦେଶ ଇଟାଲୀରେ ସମଲିଙ୍ଗୀ ଦମ୍ପତିଙ୍କ ଉପରେ ହୋଇଥିବା ନିଷ୍ପତ୍ତିକୁ ନେଇ ସରକାରଙ୍କୁ ଦୃଢ଼ ବିରୋଧ କରାଯାଉଛି। ସମଲିଙ୍ଗୀ ଦମ୍ପତିଙ୍କ ପିଲାମାନଙ୍କର ଜନ୍ମ ପଞ୍ଜୀକରଣକୁ ନିଷିଦ୍ଧ କରିବା ପାଇଁ ଇଟାଲୀ ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନି ଏକ ନିର୍ଦ୍ଦେଶ ଜାରି କରିଛନ୍ତି।…

କଂଗ୍ରେସ ଦଳ ମାନସିକ ବ୍ୟାଧିଗ୍ରସ୍ତ,୨୦୧୪ ପରେ ଦେଶର ରାଜନୈତିକ ସଂସ୍କୃତିକୁ ପରିବର୍ତ୍ତନ କରିଛନ୍ତି ପ୍ରଧାନମନ୍ତ୍ରୀ: ନଡ୍ଡା…

ଚେନ୍ନାଇ,୧୯।୩ : ଭାରତୀୟ ଜନତା ପାର୍ଟିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଡ. ଜେ.ପି. ନଡ୍ଡା ରବିବାର କଂଗ୍ରେସ ଏବଂ ରାହୁଲ ଗାନ୍ଧୀଙ୍କୁ କଡ଼ା ସମାଲୋଚନା କରିଛନ୍ତି। ଭାଜପା ଯୁବ ମୋର୍ଚ୍ଚା ଦ୍ୱାରା ଆୟୋଜିତ ଯୁବ ସଂସଦକୁ ସମ୍ବୋଧିତ କରି ସେ କହିଛନ୍ତି, ରାହୁଲ…

ବାଂଲାଦେଶରେ ଖାଇକୁ ଖସିଲା ବସ: ୧୭ ମୃତ-୩୦ ଆହତ…

ଢାକା,୧୯।୩ : ରବିବାର ବାଂଲାଦେଶର ଏକ ଦ୍ରୁତଗାମୀ ବସ ଏକ ଖାଇକୁ ଖସିପଡିଛି। ଫଳରେ ୧୭ ଜଣଙ୍କର ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣାରେ ୩୦ ଜଣ ଆହତ ହୋଇଥିବା ମଧ୍ୟ କୁହାଯାଉଛି। ପୋଲିସର ସୂଚନାନୁସାରେ, ଏମାଦ ପରିବହନ ଦ୍ୱାରା ପରିଚାଳିତ ଏହି…

ମାର୍ଚ୍ଚ ୨୦ ପର୍ଯ୍ୟନ୍ତ ଇଣ୍ଟରନେଟ ସେବା ବନ୍ଦ: ପଞ୍ଜାବ ସରକାରଙ୍କ କଡ଼ା ପଦକ୍ଷେପ…

ଚଣ୍ଡିଗଡ଼,୧୯।୩ : ପଞ୍ଜାବର ମୋବାଇଲ ନେଟୱାର୍କରେ ପ୍ରଦାନ କରାଯାଇଥିବା ସମସ୍ତ ଡଙ୍ଗଲ ସେବା ବର୍ତ୍ତମାନ ମାର୍ଚ୍ଚ ୨୦ ପର୍ଯ୍ୟନ୍ତ ସ୍ଥଗିତ ରହିଛି। ଜନସାଧାରଣଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନିଆଯାଇଛି। ପଞ୍ଜାବର ଆଞ୍ଚଳିକ ପ୍ରାଧିକରଣରେ ଭଏସ କଲ, ବ୍ୟାଙ୍କିଙ୍ଗ ଏବଂ…

ନ୍ୟାଶନାଲ ଚାମ୍ପିୟନଙ୍କ ସହିତ ଟେବୁଲ ଟେନିସ ଖେଳିଲେ ଆଇନମନ୍ତ୍ରୀ: ସୋସିଆଲ ମିଡ଼ିଆରେ ଭାଇରାଲ…

ନୂଆଦିଲ୍ଲୀ,୧୯।୩ : କେନ୍ଦ୍ର ଆଇନ ମନ୍ତ୍ରୀ କିରେନ ରିଜିଜୁ ସୋସିଆଲ ମିଡିଆରେ ନିଜର ବିବୃତ୍ତି ଏବଂ ପୋଷ୍ଟ ପାଇଁ ସବୁବେଳେ ଚର୍ଚ୍ଚାରେ ଥାଆନ୍ତି। ସେ ସୋସିଆଲ ମିଡିଆରେ ବହୁତ ସକ୍ରିୟ ରୁହନ୍ତି । ଶନିବାର ସେ ଜାତୀୟ ଚାମ୍ପିୟନ ଶ୍ରୀଜା ଅକୁଲାଙ୍କ…

ବିବାଦୀୟ ମନ୍ତବ୍ୟ ନ ଦେବାକୁ ଧିରେନ୍ଦ୍ର ଶାସ୍ତ୍ରୀଙ୍କୁ ଚେତାବନୀ ଦେଲେ ସରକାର…

ମୁମ୍ବାଇ,୧୯।୩ : ମହାରାଷ୍ଟ୍ରର ଥାନେ ଜିଲାର ମୀରା ରୋଡରେ ବାଗେଶ୍ୱର ଧାମର ମୁଖ୍ୟ ପୀଠାଧିଶ ଧିରେନ୍ଦ୍ର ଶାସ୍ତ୍ରୀଙ୍କ ଦୁଇ ଦିନିଆ କାର୍ଯ୍ୟକ୍ରମ ଚାଲିଛି। ଏହି ସମୟରେ, ଆୟୋଜକମାନଙ୍କୁ ମହାରାଷ୍ଟ୍ର ପୋଲିସ ସିଆରପିସି ଧାରା-୧୪୯ ଅନ୍ତର୍ଗତ ନୋଟିସ ଜାରି କରିଛି। ପ୍ରଶାସନ ପକ୍ଷରୁ…

ଇମ୍ରାନଙ୍କ ପାର୍ଟିକୁ ନିଷିଦ୍ଧ ସଂଗଠନ ଘୋଷଣା କରିବାକୁ ପାକିସ୍ତାନ ସରକାରଙ୍କ ଯୋଜନା…

ଇସଲାମାବାଦ,୧୯।୩ : ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ଲାହୋର ବାସଭବନରୁ ଅସ୍ତ୍ରଶସ୍ତ୍ର ଏବଂ ପେଟ୍ରୋଲ ବୋମା ଜବତ କରିଥିବା ପୋଲିସ ଦାବି କରିବା ପରେ ପାକିସ୍ତାନ ସରକାର ତେହେରିକ-ଇ-ଇନସାଫ ପାର୍ଟିକୁ ନିଷିଦ୍ଧ ସଂଗଠନ ଭାବରେ ଘୋଷଣା କରିବା ପ୍ରକ୍ରିୟା ଆରମ୍ଭ କରିବାକୁ…

ଶତାବ୍ଦୀ ଏକ୍ସପ୍ରେସରେ ହଠାତ ପହଞ୍ଚିଲେ ରେଳମନ୍ତ୍ରୀ…

ନୂଆଦିଲ୍ଲୀ,୧୯।୩ : କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ତାଙ୍କ ବୁଦ୍ଧି ଏବଂ ସୋସିଆଲ ମିଡିଆ ପୋଷ୍ଟ ପାଇଁ ସବୁବେଳେ ଚର୍ଚ୍ଚାରେ ଥାଆନ୍ତି। ଟେକ୍ନୋଲୋଜିର ବିଶେଷଜ୍ଞ ଅଶ୍ୱିନୀ ବୈଷ୍ଣବ ତାଙ୍କର ଅଭିନବ ଚିନ୍ତାଧାରା ସହିତ ଭାରତୀୟ ରେଳବାଇକୁ ଉନ୍ନତ ଏବଂ ସ୍ମାର୍ଟ କରିବାରେ…

ତାଲିବାନ-ଆଇଏସଆଇଏସ ମୁହାଁମୁହିଁ…

କାବୁଲ,୧୯।୩ : ଆଫଗାନିସ୍ତାନରେ ତାଲିବାନ ଆଇଏସଆଇଏସ ମୁହାଁମୁହିଁ ହୋଇଛନ୍ତି। ତାଲିବାନ ଆକ୍ରମଣରେ କେତେକ ଆଇଏସଆଇଏସ ଆତଙ୍କବାଦୀଙ୍କର ମୃତ୍ୟୁ ଘଟିଛି। ତାଲିବାନ ମୁଖପାତ୍ର ଜାବୁଲ୍ଲା ମୁଜାହିଦ କହିଛନ୍ତି ଯେ ବାଲଖ ପ୍ରଦେଶର ମଜାର-ଇ-ସରିଫରେ ବିଦ୍ରୋହୀଙ୍କ ବିରୋଧରେ ତାଲିବାନ ସୁରକ୍ଷା ବାହିନୀ ଏକ ବଡ଼…

ଭାଜପାକୁ ଶକ୍ତିଶାଳୀ କରିବାରେ ନୀତୀଶଙ୍କ କାର୍ଯ୍ୟକୁ ଇତିହାସ ମନେ ରଖିବ: ଓଓ୍ବାଇସି…

ପାଟନା,୧୯।୩ : ଅଲ ଇଣ୍ଡିଆ ମଜଲିସ-ଇ-ଇତେହାଦୁଲ ମୁସଲିମ (ଏଆଇଏମଆଇଏମ) ମୁଖ୍ୟ ଅସଦୁଦ୍ଦିନ ଓୱାଇସି ରବିବାର ପୁର୍ନିଆରେ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କୁ କଡ଼ା ସମାଲୋଚନା କରିଛନ୍ତି।  ଏକ ସାଧାରଣ ସଭାକୁ ସମ୍ବୋଧିତ କରି ଓୱାଇସି କହିଛନ୍ତି ଯେ ଭାରତରେ ଭାଜପାକୁ ଶକ୍ତିଶାଳୀ…

ରାହୁଲଙ୍କ ଘରେ ପୋଲିସ…

ନୂଆଦିଲ୍ଲୀ,୧୯।୩ : ଦିଲ୍ଲୀ ପୋଲିସର ବରିଷ୍ଠ ଅଧିକାରୀମାନେ ରାହୁଲ ଗାନ୍ଧୀଙ୍କ ଘରେ ପହଞ୍ଚିଛନ୍ତି। କଶ୍ମୀରରେ ଭାରତ ଯୋଡୋ ଯାତ୍ରା ସମୟରେ ରାହୁଲଙ୍କ ସହ ତାଙ୍କ ବିବୃତ୍ତି ନେଇ ଦିଲ୍ଲୀ ପୋଲିସ କଥା ହେବାକୁ ଚାହୁଁଛି। ମାର୍ଚ୍ଚ ୧୬ରେ, ଦିଲ୍ଲୀ ପୋଲିସ ରାହୁଲ…

ହଜାରେ ଟପିଲା ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ୧,୦୭୦ ଆକ୍ରାନ୍ତ…

ନୂଆଦିଲ୍ଲୀ, ୧୯।୩: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ପୁଣି ଦୈନିକ କରୋନା ସଂକ୍ରମଣ ମାମଲା ବଢ଼ିଛି। ଏହା ଅଣାୟତ୍ତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri