ଗୋଟିଏ ଦିନରେ ୪୪ ପ୍ରତିଶତ ବଢ଼ିଲା ଦୈନିକ ସଂକ୍ରମଣ…
ନୂଆଦିଲ୍ଲୀ, ୨୬।୪: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ଦୈନିକ କରୋନା ସଂକ୍ରମଣ ମାମଲା ପୁଣି ବଢ଼ିଛି। ସେହିପରି ସକ୍ରିୟ…
ସଂରକ୍ଷଣ ନେଇ ଲୋକଙ୍କୁ ଠକୁଛି ଭାଜପା: କଂଗ୍ରେସ…
ନୂଆଦିଲ୍ଲୀ,୨୬।୪ : ହେବାକୁ ଥିବା ବିଧାନସଭା ନିର୍ବାଚନକୁ ନେଇ କର୍ନାଟକରେ ରାଜନୈତିକ ଆରୋପ ପ୍ରତ୍ୟାରୋପ ଜାରି ରହିଛି। ଏଭଳି ପରିସ୍ଥିତିରେ ସମସ୍ତ ଦଳର ନେତାମାନେ ପରସ୍ପର ଉପରେ କଡ଼ା ବିବୃତ୍ତି ଦେବାର ସୁଯୋଗ ଛାଡୁ ନାହାଁନ୍ତି। ଏବେ କଂଗ୍ରେସ ପୁଣି ଥରେ…
ଜାପାନ ସ୍ପେସକ୍ରାଫ୍ଟ ସହିତ ସମ୍ପର୍କ ବିଛିନ୍ନ…
ଟୋକିଓ,୨୬।୪ : ଭାରତର ବିକ୍ରମ ଲାଣ୍ଡର ପରି ଜାପାନର ଏକ ସ୍ପେସକ୍ରାଫ୍ଟ ଦୁର୍ଘଟଣାର ସମ୍ମୁଖୀନ ହୋଇଛି। ଚନ୍ଦ୍ରରେ ଅବତରଣ କରିବାରେ ଜାପାନର ସ୍ବପ୍ନ ପୂରଣ ହୋଇ ପାରି ନାହିଁ। ଜାପାନର ଏକ ଘରୋଇ କମ୍ପାନୀ ଆଇସ୍ପେସ ଇଙ୍କର ଏକ ଲ୍ୟାଣ୍ଡର ଚନ୍ଦ୍ରକୁ…
ଅପରେଶନ କାଭେରୀ: ସୌଦିରେ ପହଞ୍ଚିଲେ ୧୩୫ ଭାରତୀୟ…
ଜେଦା,୨୬।୪ : ଗୃହଯୁଦ୍ଧଗ୍ରସ୍ତ ସୁଦାନରୁ ଭାରତୀୟଙ୍କୁ ଫେରାଇ ଆଣିବା ପାଇଁ ଭାରତ ସରକାରଙ୍କ ପକ୍ଷରୁ ଅପରେଶନ କାଭେରୀ ଆରମ୍ଭ ହୋଇଛି। ବୁଧବାର ସୁଦାନରେ ଫସି ରହିଥିବା ୧୩୫ ଜଣ ଭାରତୀୟଙ୍କ ତୃତୀୟ ବ୍ୟାଚ ସୌଦିଆରବର ଜେଦାରେ ପହଞ୍ଚିଛନ୍ତି। ଭାରତୀୟ ବାୟୁସେନା ସି-୧୩୦ଜେ…
‘ଜିଲାସ୍ତରରେ ଭିତ୍ତିଭୂମି ବିକାଶ ଅପରିହାର୍ଯ୍ୟ’
ଭୁବନେଶ୍ୱର,୨୬ା୪ (ସ୍ପୋଟର୍ସ ବ୍ୟୁରୋ): କ୍ରୀଡ଼ା ସଂସ୍କୃତିକୁ ପ୍ରୋତ୍ସାହିତ କରିବାକୁ ହେଲେ ଜିଲାସ୍ତରରେ ସ୍ବଳ୍ପ ବ୍ୟୟରେ ଭିତ୍ତିଭୂମି ବିକାଶ ଅପରିହାର୍ଯ୍ୟ। ସମ୍ପ୍ରତି ଇମ୍ଫାଲଠାରେ କେନ୍ଦ୍ର କ୍ରୀଡ଼ା ଓ ଯୁବସେବା ମନ୍ତ୍ରଣାଳୟ ଏବଂ କ୍ରୀଡ଼ା ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ଦ୍ୱାରା ଆୟୋଜିତ ଦୁଇ…
ଓଡ଼ିଶା ଏଫ୍ସି ସୁପର କପ୍ ଚାମ୍ପିୟନ
ଭୁବନେଶ୍ୱର,୨୬ା୪(ସ୍ପୋଟର୍ସ ବ୍ୟୁରୋ): କେରଳର କୋଝିକୋଡରେ ଅନୁଷ୍ଠିତ ସୁପର୍ କପ୍ ଫୁଟବଲର ଚତୁର୍ଥ ସଂସ୍କରଣରେ ଚାମ୍ପିୟନ୍ ହୋଇଛି ଓଡ଼ିଶା ଏଫ୍ସି(ଓଏଫ୍ସି)। ନୂତନ କୋଚ୍ କ୍ଲିଫୋର୍ଡ ମିରାଣ୍ଡାଙ୍କ ଅଧୀନରେ ପ୍ରଥମ ଥର ପାଇଁ ସୁପର କପ୍ରେ ଅଂଶଗ୍ରହଣ କରିଥିବା ବେଳେ ଦଳ ଏହାର ପ୍ରଥମ…
ପିଏମ୍ କେୟାର୍ସ ପାଣ୍ଠିର ସ୍ବଚ୍ଛତାକୁ ନେଇ ପ୍ରଶ୍ନ ଉଠାଇଲା କଂଗ୍ରେସ
ନୂଆଦିଲ୍ଲୀ,୨୬ା୪(ପି.ଟି.): ପିଏମ୍ କେୟାର୍ସ ପାଣ୍ଠିରେ ବହୁତ କିଛି ଲୁଚାଛପାରେ ଚାଲିଥିବା କଂଗ୍ରେସ ଅଭିଯୋଗ କରିଛି। ଏଥିରେ କ’ଣ ପାଇଁ ସ୍ବଚ୍ଛତା କିମ୍ବା ଉତ୍ତରଦାୟିତ୍ୱ ନାହିଁ ବୋଲି ଦଳ ପ୍ରଶ୍ନ କରିଛି। ପାଣ୍ଠିର ୬୦ ପ୍ରତିଶତ ରାଷ୍ଟ୍ରାୟତ୍ତ କମ୍ପାନୀଗୁଡ଼ିକରୁ ମିଳୁଥିବାରୁ ଅଡିଟ୍ କିମ୍ବା…
ଯୋଗୀ ନିଜ ଉପରୁ କେତେ ମାମଲା ହଟାଇଛନ୍ତି: ଅଖିଳେଶ
ଲକ୍ଷ୍ନୌ,୨୬ା୪: ଗ୍ୟାଙ୍ଗ୍ଷ୍ଟର ଅତିକ୍ ଅହମ୍ମଦଙ୍କ ମୃତ୍ୟୁ ପରେ ଉତ୍ତର ପ୍ରଦେଶରେ ଦଙ୍ଗାକାରୀମାନଙ୍କ ଅବସାନ ଘଟିଛି ବୋଲି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ୨୦୧୭ ପୂର୍ବର ସମାଜବାଦୀ ପାର୍ଟି (ଏସ୍ପି) ସରକାରକୁ ଟାର୍ଗେଟ କରିଛନ୍ତି। ଏହାର ଜବାବରେ ଏସ୍ପି ମୁଖ୍ୟ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ…
ଲିଙ୍ଗ ନିରୂପଣ ଆଧାରିତ ଗର୍ଭପାତ ଅସମାନତା ବଢ଼ାଇବ: ଦିଲ୍ଲୀ ହାଇକୋର୍ଟ
ନୂଆଦିଲ୍ଲୀ,୨୬ା୪(ପି.ଟି.): ଲିଙ୍ଗ ନିରୂପଣ ଆଧାରିତ ଗର୍ଭପାତ ଦେଶରେ ଲିଙ୍ଗଗତ ଅସମାନତା ବଢ଼ାଇବ ବୋଲି ଦିଲ୍ଲୀ ହାଇକୋର୍ଟ କହିଛନ୍ତି। ଲୋକଙ୍କ ମାନସିକତାରେ ପରିବର୍ତ୍ତନ ନ ଆସିବା ପର୍ଯ୍ୟନ୍ତ ଏଭଳି ସ୍ଥିତିକୁ ରୋକିବା ଲାଗି କଠୋର ଆଇନ ଆଣିବା ଉପରେ ହାଇକୋର୍ଟ ଗୁରୁତ୍ୱାରୋପ କରିଛନ୍ତି।…
ଭାରତୀୟ ବଂଶୋଦ୍ଭବଙ୍କୁ ଆଜି ଫାଶୀ ଦେବ ସିଙ୍ଗାପୁର
ସିଙ୍ଗାପୁର,୨୬ା୪ : ନିଶା ଚୋରା କାରବାର ମାମଲାରେ ଦୋଷୀସାବ୍ୟସ୍ତ ହୋଇଥିବା ଭାରତୀୟ ବଂଶୋଦ୍ଭବ ଟାଙ୍ଗାରାଜୁ ସୁପିଆଙ୍କୁ ସିଙ୍ଗାପୁର ସରକାର ବୁଧବାର ଫାଶୀ ଦେବାକୁ ଯାଉଛି। ମୃତ୍ୟୁଦଣ୍ଡକୁ ବିରୋଧ କରୁଥିବା ପ୍ରମୁଖ ବ୍ୟକ୍ତିମାନେ ଫାଶୀ ରୋକିବା ଲାଗି କରିଥିବା ଅନୁରୋଧକୁ ସିଙ୍ଗାପୁର ସରକାର…
ପୁଟିନ୍ଙ୍କ ଗିରଫ ପରଓ୍ବାନାକୁ ନେଇ ଚିନ୍ତାରେ ରୁଷିଆ
ମସ୍କୋ,୨୬ା୪ : ଯୁଦ୍ଧ ଅପରାଧ ଅଭିଯୋଗରେ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର୍ ପୁଟିନ୍ଙ୍କ ବିରୋଧରେ ଅନ୍ତର୍ଜାତୀୟ ଫୌଜଦାରି କୋର୍ଟ (ଆଇସିସି) ଗତ ମାସରେ ଗିରଫ ପରଓ୍ବାନା ଜାରି କରିଥିବାରୁ ଦେଶର ବରିଷ୍ଠ ଅଧିକାରୀମାନେ ଭୟଭୀତ ଥିବା ଜଣାପଡ଼ିଛି। ଆଇସିସି ଆରେଷ୍ଟ ଓ୍ବାରେଣ୍ଟ ଜବାବରେ…
ମାନହାନି ମାମଲା: ଗୁଜରାଟ ହାଇକୋର୍ଟ ଗଲେ ରାହୁଲ
ନୂଆଦିଲ୍ଲୀ,୨୬ା୪ : ‘ସବୁ ଚୋରଙ୍କ ସାଙ୍ଗିଆ ମୋଦି କାହିଁକି’ ମନ୍ତବ୍ୟ ପାଇଁ ମାନହାନି ମାମଲାରେ ଦୋଷୀସାବ୍ୟସ୍ତ ହୋଇଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ ଉକ୍ତ ରାୟ ଉପରେ ସ୍ଥଗିତାଦେଶ ପାଇଁ ମଙ୍ଗଳବାର ଗୁଜରାଟ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ୨୦୧୯ ଲୋକ ସଭା…
Archives


