Home Middle

ମହାମାରୀର ନୂଆ ରୂପ ‘ଆର୍କଟୁରସ୍‌’

ନୂଆଦିଲ୍ଲୀ/ଲଣ୍ଡନ,୨୬ା୪: ସମ୍ପ୍ରତି ଭାରତ ସମେତ ବିଶ୍ୱର ବିଭିନ୍ନ ଦେଶରେ କୋଭିଡ୍‌-୧୯ ସଂକ୍ରମଣ ବୃଦ୍ଧି ପାଉଥିବାବେଳେ ମହାମାରୀର ଏକ ନୂଆ ରୂପକୁ ନେଇ ଚିନ୍ତା ବଢ଼ିବାରେ ଲାଗିଛି। ଆର୍କଟୁରସ୍‌ ନାମକ ଏହି ଭୂତାଣୁ ହେଉଛି ଓମିକ୍ରନ୍‌ ସବ୍‌-ଭାରିଆଣ୍ଟର ଏକ ଷ୍ଟ୍ରେନ୍‌। ବିଶ୍ୱ ସ୍ବାସ୍ଥ୍ୟ…

ଶାହା-ଓଓ୍ବାଇସି ମୁହଁ।ମୁହିଁ

ନୂଆଦିଲ୍ଲୀ,୨୬ା୪: ଦକ୍ଷିଣ ଭାରତର ତାମିଲନାଡୁ, କର୍ନାଟକ, ଆନ୍ଧ୍ର ପ୍ରଦେଶ, ତେଲଙ୍ଗାନା ଓ କେରଳରେ ପୂର୍ବ କିମ୍ବା ବର୍ତ୍ତମାନର ରାଜ୍ୟ ସରକାରମାନେ ଭୋଟ ହାତେଇବା ପାଇଁ ସଂଖ୍ୟାଲଘୁ ସମ୍ପ୍ରଦାୟକୁ ଅଧିକ ସୁବିଧା ଦେଉଥିବା ଭାଜପା ପକ୍ଷରୁ ଅଭିଯୋଗ ହୋଇଆସୁଛି। ଏଭଳି ସ୍ଥିତିରେ ସ୍ବରାଷ୍ଟ୍ରମନ୍ତ୍ରୀ…

ମୁସ୍‌ଲିମ ସଂରକ୍ଷଣ ଉଚ୍ଛେଦ ମେ’ ୯ ପର୍ଯ୍ୟନ୍ତ ସ୍ଥଗିତ

ନୂଆଦିଲ୍ଲୀ,୨୬ା୪: ମେ’ ୧୦ରେ କର୍ନାଟକ ବିଧାନସଭା ନିର୍ବାଚନ ହେବ। ରାଜ୍ୟରେ କ୍ଷମତାସୀନ ଭାଜପା ସରକାର ଏହାକୁ ଦୃଷ୍ଟିରେ ରଖି ଏପ୍ରିଲ ୧୩ରେ ମୁସଲମାନ ସମ୍ପ୍ରଦାୟର ଲୋକଙ୍କୁ ଅନ୍ୟାନ୍ୟ ପଛୁଆ ବର୍ଗ (ଓବିସି) ଶ୍ରେଣୀରେ ଦିଆଯାଉଥିବା ପୂର୍ବର ୪% ସଂରକ୍ଷଣକୁ ଉଚ୍ଛେଦ କରିଥିଲେ।…

ପ୍ରକାଶ ସିଂ ବାଦଲଙ୍କ ପରଲୋକ

ଚଣ୍ଡିଗଡ଼,୨୫ା୪: ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଶିରୋମଣି ଅକାଳୀ ଦଳ (ଏସ୍‌ଏଡି)ର ମୁଖ୍ୟ ପ୍ରକାଶ ସିଂ ବାଦଲଙ୍କର ମଙ୍ଗଳବାର ରାତି ୮ଟାରେ ମୋହାଲିର ଏକ ଘରୋଇ ହସ୍ପିଟାଲରେ ପରଲୋକ ହୋଇଯାଇଛି। ତାଙ୍କୁ ୯୫ ବର୍ଷ ହୋଇଥିଲା। ଶ୍ୱାସକ୍ରିୟାରେ ସମସ୍ୟା ଅନୁଭବ କରିବାରୁ…

୫୫ ରନରେ ଜିତିଲା ଜିଟି

ଅହମଦାବାଦ,୨୫।୪ : ଆପିଏଲ ୨୦୨୩ର ୩୫ ତମ ମ୍ୟାଚରେ ମଙ୍ଗଳବାର ମୁମ୍ବାଇ ଇଣ୍ଡିଆନ୍ସ(ଏମଆଇ) ବିପକ୍ଷରେ ଗୁଜରାଟ ଟାଇଟାନ୍ସ ୫୫ ରନରେ ବିଜୟ ହାସଲ କରିଛି। ଧାର୍ଯ୍ୟ ଲକ୍ଷ୍ୟର ପିଛା କରି ଏମଆଇ ୨୦ ଓଭରରେ ୯ ଓ୍ବିକେଟ ହରାଇ ୧୫୨ ରନ…

ନାଗରିକଙ୍କ ଅଧିକାର-ସ୍ବାଧୀନତା ରକ୍ଷା କରିବାକୁ ରାଜ୍ୟ ବାଧ୍ୟ: ସୁପ୍ରିମକୋର୍ଟ…

ନୂଆଦିଲ୍ଲୀ,୨୫।୪ : ’ସୁପ୍ରିମକୋର୍ଟ କହିଛନ୍ତି, ସମ୍ବିଧାନ ଅନୁଯାୟୀ ବାଧ୍ୟତାମୂଳକ ଭାବେ ନାଗରିକଙ୍କ ଅଧିକାର ତଥା ସ୍ବାଧୀନତାର ସୁରକ୍ଷା ପାଇଁ ରାଜ୍ୟ ଦାୟିତ୍ୱ ଗ୍ରହଣ କରିବା ଆବଶ୍ୟକ। ଜଷ୍ଟିସ ଅଜୟ ରାସ୍ତୋଗୀ ଏବଂ ଜଷ୍ଟିସ ବେଲା ଏମ ତ୍ରିବେଦୀଙ୍କ ନେତୃତ୍ୱରେ ଗଠିତ ଏକ…

୨୦୫୦ ସୁଦ୍ଧା ୮୫-୯୦ କୋଟି ଜନସଂଖ୍ୟା ସହରାଞ୍ଚଳରେ ରହିବେ: କେନ୍ଦ୍ରମନ୍ତ୍ରୀ…

ନୂଆଦିଲ୍ଲୀ,୨୫।୪ : ୨୦୫୦ ସୁଦ୍ଧା ଭାରତରେ ସହରାଞ୍ଚଳରେ ୮୫-୯୦ କୋଟି ଜନସଂଖ୍ୟା ବାସ କରିବେ ବୋଲି ଆଶା କରାଯାଉଛି। ଦେଶରେ ସହରୀକରଣ ଏକ ଦ୍ରୁତ ଗତିରେ ଘଟୁଛି। ସହରାଞ୍ଚଳ ପାଇଁ ଆହ୍ବାନଗୁଡିକ ବଦଳୁଛି।କେନ୍ଦ୍ର ମନ୍ତ୍ରୀ ହରଦୀପ ସିଂ ପୁରୀ ମଙ୍ଗଳବାର ଏହା…

ଏମଆଇକୁ ୨୦୮ ରନର ବିଜୟ ଲକ୍ଷ୍ୟ ଦେଲା ଜିଟି…

ଅହମଦାବାଦ,୨୫।୪ : ଆପିଏଲ ୨୦୨୩ର ୩୫ ତମ ମ୍ୟାଚରେ ମଙ୍ଗଳବାର ମୁମ୍ବାଇ ଇଣ୍ଡିଆନ୍ସ(ଏମଆଇ) ଗୁଜରାଟ ଟାଇଟାନ୍ସକୁ ମୁହାଁମୁହିଁ ହୋଇଛନ୍ତି। ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଉଥିବା ଏହି ମ୍ୟାଚରେ ଏମଆଇ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଅଧିନାୟକ…

ବିବାହ ଏକ କୁହୁକ ଶବ୍ଦ: ସମଲିଙ୍ଗୀ ବିବାହ ନେଇ ସୁପ୍ରିମ୍‌କୋର୍ଟରେ ତର୍କ…

ନୂଆଦିଲ୍ଲୀ,୨୫।୪ : ସମଲିଙ୍ଗୀ ବିବାହ ମାମଲାରେ ବରିଷ୍ଠ ଆଡଭୋକେଟ ଗୀତା ଲୁଥ୍ରା ଆବେଦନକାରୀଙ୍କ ପକ୍ଷରୁ ସୁପ୍ରିମ୍‌କୋର୍ଟରେ ହାଜର ହୋଇ କହିଛନ୍ତି, ବିବାହ ଏକ କୁହୁକ ଶବ୍ଦ ଏବଂ ଏହାର ଯାଦୁକରୀ ପ୍ରଭାବ ସମଗ୍ର ବିଶ୍ୱରେ ରହିଛି। ଆମର ସମ୍ମାନ ଏବଂ ଜୀବନ…

ବିଦେଶୀ ପାଣ୍ଠି-ଆଇଏସଆଇ ସହ ଅମୃତପାଲଙ୍କ ଲିଙ୍କ୍‌: ସରକାରୀ ରିପୋର୍ଟ…

ଚଣ୍ଡିଗଡ଼,୨୫।୪ : ପଞ୍ଜାବ ସରକାର ଅପରେଶନ ଅମୃତପାଲ ସମ୍ବନ୍ଧୀୟ ରିପୋର୍ଟକୁ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରଣାଳୟରେ ଦାଖଲ କରିଛନ୍ତି। ରବିବାର ଗିରଫ ହେବା ପରେ ପଞ୍ଜାବ ସରକାରଙ୍କ ତରଫରୁ ଅମୃତପାଲ ସିଂଙ୍କ ସହ ସମ୍ପର୍କିତ ରିପୋର୍ଟକୁ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ମଗାଇଥିଲେ। ଜାତୀୟ…

ଏମଆଇ ଜିତିଲା ଟସ୍‌, ପ୍ରଥମେ ବୋଲିଂ…

ଅହମଦାବାଦ,୨୫।୪ : ଆପିଏଲ ୨୦୨୩ର ୩୫ ତମ ମ୍ୟାଚରେ ମଙ୍ଗଳବାର ମୁମ୍ବାଇ ଇଣ୍ଡିଆନ୍ସ(ଏମଆଇ) ଗୁଜରାଟ ଟାଇଟାନ୍ସକୁ ଭେଟିଛି। ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଉଥିବା ଏହି ମ୍ୟାଚରେ ଏମଆଇ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ଅଧିନାୟକ ରୋହିତ…

ସିସୋଡିଆଙ୍କ ସମସ୍ୟା ବଢ଼ିଲା: ସିବିଆଇ ଚାର୍ଜଶିଟରେ ନାମ ଅନ୍ତର୍ଭୁକ୍ତ…

ନୂଆଦିଲ୍ଲୀ,୨୫।୪ : ମଦ ନୀତି ଦୁର୍ନୀତି ମାମଲାରେ ସିବିଆଇ ମଙ୍ଗଳବାର ରାଉସ ଆଭେନ୍ୟୁ କୋର୍ଟରେ ଏକ ସପ୍ଲିମେଣ୍ଟାରୀ ଚାର୍ଜଶିଟ ଦାଖଲ କରିଛି। ଯେଉଁଥିରେ ପ୍ରଥମ ଥର ପାଇଁ ଦିଲ୍ଲୀର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ତଥା ଆମ ଆଦମୀ ପାର୍ଟି (ଏଏପି) ନେତା ମନୀଷ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri