Home Middle

ଦି କେରଲା ଷ୍ଟୋରି: ସୁପ୍ରିମକୋର୍ଟରେ ପହଞ୍ଚିଲା ମାମଲା, ମେ ୧୫ରେ ଶୁଣାଣି

ନୂଆଦିଲ୍ଲୀ,୯।୫: ରିଲିଜ୍‌ ପରେ ଦି କେରଲା ଷ୍ଟୋରି ବିବାଦ ଘେରରେ ଛନ୍ଦି ହୋଇ ରହିଛି। ତେବେ ଏହି ମଧ୍ୟରେ ଯାଚିକାକର୍ତ୍ତା କେରଳ ହାଇକୋର୍ଟଙ୍କ ଆଦେଶକୁ ଚ୍ୟାଲେଞ୍ଜ କରି ସୁପ୍ରିମକୋର୍ଟ ମାମଲାର ଶୁଣାଣି ପାଇଁ ପହଞ୍ଚିଛନ୍ତି। ଫିଲ୍ମକୁ ବ୍ୟାନ କରିବା ପାଇଁ ଅଭିଯୋଗରେ…

ବାଇଡେନଙ୍କ ଘୋଷଣା: ବିମାନ ବାତିଲ ଅବା ବିଳମ୍ବ ହେଲେ ମିଳିବ କ୍ଷତିପୂରଣ

ଓ୍ବାଶିଂଟନ,୯।୫: ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଘୋଷଣା କରିଛନ୍ତି କି ତାଙ୍କ ପ୍ରଶାସନ ଏକ ନିୟମ କରିବ, ଯେଉଁଥିରେ ଏୟାରଲାଇନ୍ସ ବିମାନ ଯାତ୍ରୀଙ୍କୁ କ୍ଷତିପୂରଣ ଦେବ, ସେମାନଙ୍କ ଭୋଜନ ଓ ହୋଟେଲ ଖର୍ଚ୍ଚ ବହନ କରିବ, ଯଦି ଏୟାରଲାଇନ୍ସ ପକ୍ଷରୁ ଫ୍ଲାଇଟ…

‘ଭୁଲ ରାସ୍ତାରେ ଯାଅ ନାହିଁ ନଚେତ…’, କାନାଡାକୁ ଚେତାବନୀ ଦେଲା ଚାଇନା

ଓଟଓ୍ବୋ/ବେଜିଂ,୯।୫: କାନାଡ ଓ ଚାଇନା ମଧ୍ୟରେ ସୋମବାର ଉତ୍ତେଜନା ଦେଖାଦେଇଛି। ବେଜିଂକୁ ସମାଲୋଚନା କରୁଥିବା କାନାଡାର ଜଣେ ଆଇନଜୀବୀଙ୍କୁ ଧମକ ଦେଇଥିବା ଚୀନ କୂଟନୀତିଜ୍ଞଙ୍କୁ ବହିଷ୍କାର କରିବା ପାଇଁ ନିଷ୍ପତ୍ତି ନିଆଯିବା ପରେ ଏହି ବିବାଦ ଉପୁଜିଛି। ଏଥିରେ କ୍ରୋଧାନ୍ବିତ ହୋଇ…

ବ୍ରିଜ୍‌ ତଳକୁ ଖସିପଡିଲା ବସ୍‌: ୧୫ ମୃତ

ଭୋପାଳ,୯।୫: ମଧ୍ୟପ୍ରଦେଶର ଖାର୍ଗୋନ ଜିଲାରେ ଏକ ବଡ଼ ଦୁର୍ଘଟଣା ଘଟିଛି। ବୋରାଡ ନଦୀ ବ୍ରିଜରୁ ମଙ୍ଗବଳାର ଏକ ଯାତ୍ରୀବାହୀ ବସ୍‌ ଖସିପଡିଛି। ଫଳରେ ୧୫ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ପ୍ରାୟ ୨୦ ଜଣ ଆହତ ହୋଇଛନ୍ତି। ସବିଶେଷ ତଥ୍ୟ ଅନୁଯାୟୀ,…

ଟେରର ଫଣ୍ଡିଂ ବିରୋଧରେ ଏନଆଇଏର ବଡ କାର୍ଯ୍ୟାନୁଷ୍ଠାନ, କଶ୍ମୀରରୁ ତାମିଲନାଡୁ ପର୍ଯ୍ୟନ୍ତ ଚଢାଉ

ନୂଆଦିଲ୍ଲୀ,୯।୫: ଟେରର ପଣ୍ଡିଂକୁ ନେଇ ରାଷ୍ଟ୍ରୀୟ ଯାଞ୍ଚ ଏଜେନ୍ସି(ଏନଆଇଏ) ଆକ୍ସନରେ। ଜମ୍ମୁ-କଶ୍ମୀରର କିଛି ସ୍ଥାନରେ ମଙ୍ଗଳବାର ଏନଆଇଏ ଦ୍ୱାରା ଚଢାଉ କରାଯାଇଛି। ଶ୍ରୀନଗର, ଅନନ୍ତନାଗ, କୁପଓ୍ବାଡା, ଶୋପିଆନ, ରାଜୌରି ଓ ପୁଞ୍ଛରେ ଏନଆଇଏ ଟିମ ଚଢାଉ ପାଇଁ ପହଞ୍ଚିଛନ୍ତି। ହେଲେ ଏବେ…

ଚିଲିକାକୁ ଉଜାଡ଼ୁଛି ଚିଙ୍ଗୁଡ଼ି ଲୋଭ

ଖୋର୍ଦ୍ଧା ଅଫିସ୍‌,୯।୫(ପ୍ରଭାତ ପାଣିଗ୍ରାହୀ): ଶୀତଋତୁରେ ବିଦେଶାଗତ ପକ୍ଷୀଙ୍କ ସମାଗମ ସାଙ୍ଗକୁ ଚିଲିକାର ନୈସର୍ଗିକ ପରିବେଶ ପର୍ଯ୍ୟଟକଙ୍କୁ ବିଭୋର କରିଥାଏ। ହେଲେ ଜବରଦଖଲ ଏବଂ ବେଆଇନ ଚିଙ୍ଗୁଡ଼ି ଘେରି ଯୋଗୁ ଏଠାକାର ଜୈବବିବିଧତା ଧୀରେ ଧୀରେ ନଷ୍ଟ ହେବାରେ ଲାଗିଛି। ୨୦୨୨ ଅକ୍ଟୋବରରେ…

ଶେଷ ବଲରେ ଚୌକା ମାରି ମ୍ୟାଚ୍‌ ଜିତାଇଲେ ରିଙ୍କୁ ସିଂ

କୋଲକାତା,୯।୫: ରିଙ୍କୁ ସିଂ ମ୍ୟାଚ୍‌ର ଶେଷ ବଲରେ ଚୌକା ମାରି କୋଲକାତାକୁ ବିଜୟୀ କରିଛନ୍ତି। ଆଇପିଏଲ୍‌ର ୫୩ତମ ମ୍ୟାଚରେ ପଞ୍ଜାବ କିଙ୍ଗ୍ସକୁ ୫ ଉଇକେଟରେ ହରାଇ ଦେଇଛି କୋଲାକାତା ନାଇଟ୍‌ ରାଇଡର୍ସ(କେକେଆର୍‌)। ଏହି ବିଜୟ ସହ କୋଲକାତା ୧୦ ପଏଣ୍ଟ ପାଇ…

କୋଲକାତାକୁ ୧୮୦ ରନର ବିଜୟ ଲକ୍ଷ୍ୟ ଦେଲା ପଞ୍ଜାବ

କୋଲକାତା,୮।୫: ଆଇପିଏଲ ୨୦୨୩ର ୫୩ତମ ମ୍ୟାଚରେ କୋଲକାତା ନାଇଟ ରାଇଡର୍ସ(କେକେଆର) ଏବଂ ପଞ୍ଜାବ କିଙ୍ଗ୍ସ(ପିବିକେଏସ) ମଧ୍ୟରେ କୋଲକାତାର ଇଡେନ ଗାର୍ଡେନରେ ଖେଳାଯାଉଛି। ମ୍ୟାଚରେ ପଞ୍ଜାବ କିଙ୍ଗ୍ସ ପ୍ରଥମେ ଟସ୍‌ ଜିତି ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିବା ବେଳେ କୋଲକାତା ନାଇଟ ରାଇଡର୍ସ…

ସୋନିଆ ଗାନ୍ଧୀଙ୍କ ମନ୍ତବ୍ୟକୁ ନେଇ ହୋଇଥିବା ଟୁଇଟ୍‌କୁ ସଂଶୋଧନ କରିବାକୁ ଖାର୍ଗେଙ୍କୁ ନିର୍ଦ୍ଦେଶ ଦେଲେ ଇସି

ନୂଆଦିଲ୍ଲୀ,୮।୫: କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀଙ୍କ ମନ୍ତବ୍ୟ ସଂପର୍କରେ କଂଗ୍ରେସ ଟୁଇଟର ହ୍ୟାଣ୍ଡେଲ ଦ୍ୱାରା କରାଯାଇଥିବା ଟୁଇଟ୍‌କୁ ସଂଶୋଧନ କରିବାକୁ ନିର୍ବାଚନ ଆୟୋଗ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କୁ କହିଛନ୍ତି। ସୂଚନାଯୋଗ୍ୟ, ଶନିବାର ହୁବଲିରେ ଏକ ପ୍ରଚାର ରାଲିରେ ସୋନିଆ ଗାନ୍ଧୀ…

ମମତାଙ୍କୁ ଟାର୍ଗେଟ କରି ମାନହାନିର ଧମକ ଦେଲେ ବିବେକ ଅଗ୍ନିହୋତ୍ରୀ

କୋଲକତା,୮।୫: ଫିଲ୍ମ କେରଲା ଷ୍ଟୋରିକୁ ନେଇ ଜାତୀୟ ରାଜନୀତି ସରଗରମ ହେବାରେ ଲାଗିଛି। ରିଲିଜ୍‌ ପରେ ତାମିଲନାଡୁରେ ଏହି ଫିଲ୍ମକୁ ବ୍ୟାନ କରାଯାଇଥିଲା। କିନ୍ତୁ ମଧ୍ୟପ୍ରଦେଶ ସରକାର ଏହାକୁ ଟିକସ ମୁକ୍ତ କରିଥିଲେ। ସୋମବାର ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଟୁଇଟ୍‌…

ନିଟ୍‌ ପରୀକ୍ଷା ହଲ୍‌ରେ ଛାତ୍ରୀଙ୍କୁ ବ୍ରା ଖୋଲିବାକୁ ବାଧ୍ୟ କରିବା ନେଇ ବିବାଦ

ଚେନ୍ନାଇ,୮।୫: ଚେନ୍ନାଇରେ ନ୍ୟାସନାଲ ଏଲିଜିବିଲିଟି ଏଣ୍ଟା୍ରନ୍ସ ଟେଷ୍ଟ (ନିଟ୍‌) ପରୀକ୍ଷା ଦେବାକୁ ଆସିଥିବା ଛାତ୍ରୀଙ୍କୁ ବ୍ରା ପିନ୍ଧିବାକୁ ମନା କରାଯାଇଛି। ଏଥିସହ ପରୀକ୍ଷକ ଛାତ୍ରୀମାନଙ୍କ ହେଡ କ୍ଲିପ୍‌ ଖୋଲି ବ୍ରା ପିନ୍ଧିଥିବା ଚେକ୍‌ କରିବା ନେଇ ବିବାଦ ଦେଖାଦେଇଛି। ଚେନ୍ନାଇର ଜଣେ…

ଟସ୍‌ ଜିତିଲା ପଞ୍ଜାବ କିଙ୍ଗ୍ସ, ବ୍ୟାଟିଂ କରିବ…

କୋଲକାତା,୮।୫: ଆଇପିଏଲ ୨୦୨୩ର ୫୩ତମ ମ୍ୟାଚରେ କୋଲକାତା ନାଇଟ ରାଇଡର୍ସ(କେକେଆର) ଏବଂ ପଞ୍ଜାବ କିଙ୍ଗ୍ସ(ପିବିକେଏସ) ମଧ୍ୟରେ କୋଲକାତାର ଇଡେନ ଗାର୍ଡେନରେ ଖେଳାଯାଉଛି। ମ୍ୟାଚରେ ପଞ୍ଜାବ କିଙ୍ଗ୍ସ ପ୍ରଥମେ ଟସ୍‌ ଜିତି ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିବା ବେଳେ କୋଲକାତା ନାଇଟ ରାଇଡର୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?