ସଂସଦ ରତ୍ନ ପୁରସ୍କାର-୨୦୨୩ ଘୋଷଣା: ଟି.କେ. ରଙ୍ଗରାଜନଙ୍କୁ ଜୀବନବ୍ୟାପୀ ସଫଳତା ସମ୍ମାନ…
ନୂଆଦିଲ୍ଲୀ,୨୧।୨ : ସଂସଦ ରତ୍ନ ପୁରସ୍କାର-୨୦୨୩ ଘୋଷଣା ମଙ୍ଗଳବାର କରାଯାଇଛି। ୧୩ ଏମ୍ପି, ୨ ସଂସଦୀୟ କମିଟି ଏବଂ ଗୋଟିଏ ଜୀବନବ୍ୟାପୀ ସଫଳତା ପୁରସ୍କାର ଘୋଷଣା କରାଯାଇଛି। ପୂର୍ବତନ ସିପିଏମ ରାଜ୍ୟସଭା ସଦସ୍ୟ ଟି.କେ ରଙ୍ଗରାଜଙ୍କୁ ଲାଇଫ ଟାଇମ ଆଚିଭମେଣ୍ଟ ଆୱାର୍ଡ…
ବିଦେଶ ଯାତ୍ରାରେ ପ୍ରତିମାସରେ ୧୦୦ କୋଟି ଡଲାର ଖର୍ଚ୍ଚ କରୁଛନ୍ତି ଭାରତୀୟ: ଆରବିଆଇ…
ନୂଆଦିଲ୍ଲୀ,୨୧।୨ : ଭାରତୀୟମାନେ ପ୍ରତିମାସରେ ପ୍ରାୟ ୧୦୦ କୋଟି ଆମେରିକୀୟ ଡଲାର ବିଦେଶ ଯାତ୍ରାରେ ଖର୍ଚ୍ଚ କରୁଛନ୍ତି। ଯାହା କରୋନା ମହାମାରୀ ପୂର୍ବର ସ୍ତରଠାରୁ ବହୁତ ଅଧିକ। ରିଜର୍ଭ ବ୍ୟାଙ୍କ ଅଫ ଇଣ୍ଡିଆ (ଆରବିଆଇ) ରୁ ବାହାରୁଥିବା ଟଙ୍କା ପଠାଯାଇଥିବା (ରିମିଟାନ୍ସ)…
ଦୀପାଳିଙ୍କ ବୟାନ ପ୍ରାୟୋଜିତ, ଆମେ ନବ ଦାସଙ୍କ ମୃତ୍ୟୁକୁ ନେଇ ରାଜନୀତି କରୁନାହୁଁ: ଭାଜପା
ଭୁବନେଶ୍ୱର,୨୧।୨(ବ୍ୟୁରୋ): ଗୋଟିଏ ପଟେ ମନ୍ତ୍ରୀ ନବ ଦାସଙ୍କ ହତ୍ୟାକାଣ୍ଡକୁ ନେଇ ରାଜ୍ୟ ରାଜନୀତି ସରଗରମ ରହିଥିବା ବେଳେ ଏନେଇ ଝିଅ ଦୀପାଳି ଦାସଙ୍କ ପ୍ରତିକ୍ରିୟା ଚର୍ଚ୍ଚାକୁ ଆସିଛି। ବାପାଙ୍କ ମୃତ୍ୟୁକୁ ନେଇ କୌଣସି ରାଜନୀତି କରା ନ ଯାଉ ବୋଲି ସେ…
କଂଗ୍ରେସ କ୍ଷମତାକୁ ଆସିଲେ ଦୁର୍ନୀତି ବି ଆସିଥାଏ: ନଡ୍ଡା…
ବେଙ୍ଗାଲୁରୁ,୨୧।୨ : ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ମଙ୍ଗଳବାର କଂଗ୍ରେସକୁ କଡ଼ା ସମାଲୋଚନା କରିଛନ୍ତି। ସେ କଂଗ୍ରେସକୁ ଆପତ୍ତି ଏବଂ ବିଭାଜନ ରାଜନୀତି କରୁଥିବା ଅଭିଯୋଗ କରିଛନ୍ତି। କର୍ନାଟକର ବିକାଶ ପାଇଁ ଭାଜପାର ଡବଲ ଇଞ୍ଜିନ ସରକାରକୁ ପୁଣି ଥରେ…
ହସ୍ପିଟାଲ ଶଯ୍ୟାରେ ରହି କିପରି ୟୁକ୍ରେନ୍ ଯୁଦ୍ଧ ଜିତିବେ ପୁଟିନ୍ ?…
ମସ୍କୋ,୨୧।୨ : ଗତ ଏକ ବର୍ଷ ମଧ୍ୟରେ ଅନେକ ରିପୋର୍ଟରେ ଦାବି କରାଯାଇଛି ଯେ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସ୍ବାସ୍ଥ୍ୟ ଅବସ୍ଥା ଖରାପ ହେବାରେ ଲାଗିଛି। ସେ ଅସୁସ୍ଥ ଅଛନ୍ତି। ବର୍ତ୍ତମାନ ଏକ ଗଣମାଧ୍ୟମ ରିପୋର୍ଟରେ କୁହାଯାଇଛି ଯେ ମାର୍ଚ୍ଚ…
ଭାରତ ଦ୍ୱାରା ମୋଷ୍ଟ ଓ୍ବାଣ୍ଟେଡ ଘୋଷିତ ଆତଙ୍କବାଦୀଙ୍କୁ ହତ୍ୟା କଲା ତାଲିବାନ…
କାବୁଲ,୨୧।୨ : ଭାରତ ସରକାରଙ୍କ ଦ୍ୱାରା ମୋଷ୍ଟ ଓ୍ବାଣ୍ଟେଡ ଘୋଷିତ ଆତଙ୍କବାଦୀ ମଧ୍ୟରୁ ଜିହାଦି କମାଣ୍ଡର ଏଜାଜ ଅହମ୍ମଦ ଅହନଗରଙ୍କର ଆଫଗାନିସ୍ତାନରେ ମୃତ୍ୟୁ ଘଟିଛି। ଇଜାଜ ଅହମ୍ମଦ ଇସଲାମିକ ଷ୍ଟେଟ ପାଇଁ କାର୍ଯ୍ୟ କରୁଥିଲେ। ସେ କାବୁଲ ଏବଂ ଜଲାଲାବାଦରେ ଭାରତୀୟ…
ନିଜ ଭାଷାର ଅଧିକ ବ୍ୟବହାର କଲେ ଦେଶ ହେବ ସମୃଦ୍ଧ: ଶାହା…
ନୂଆଦିଲ୍ଲୀ,୨୧।୨ : ଅନ୍ତର୍ଜାତୀୟ ମାତୃଭାଷା ଦିବସ ଅବସରରେ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ମଙ୍ଗଳବାର ଲୋକଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ମାତୃଭାଷା ସହିତ ଯୋଡିହେବା ଏବଂ ଏହାକୁ ଅଧିକ ସମୃଦ୍ଧ କରିବା ପାଇଁ ପ୍ରତିଶ୍ରୁତି ଦେବା ପାଇଁ ଏହା ଏକ ସୁଯୋଗ ବୋଲି…
ବିବିସି ଡକ୍ୟୁମେଣ୍ଟାରୀ-ରାହୁଲଙ୍କ ମନ୍ତବ୍ୟ ନେଇ ମତ ରଖିଲେ ଜୟଶଙ୍କର…
ନୂଆଦିଲ୍ଲୀ,୨୧।୨ : ବହିର୍ବ୍ୟାପାର ମନ୍ତ୍ରୀ ଏସ. ଜୟଶଙ୍କର ମଙ୍ଗଳବାର ଏକ ସାକ୍ଷାତକାରରେ ବିବିସି ଡକ୍ୟୁମେଣ୍ଟାରୀ, ପୂର୍ବ ଲଦାଖ ବିବାଦ ଉପରେ ଖୋଲାଖୋଲି ଭାବେ କହିଛନ୍ତି। କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ଅଭିଯୋଗ ଉପରେ ମଧ୍ୟ ସେ ପ୍ରତିକ୍ରିୟା ଦେଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର…
ନବ ଦାସ ହତ୍ୟା ମାମଲା: ୫-ଟି ସଚିବ, ବବି ଦାସ ସମ୍ପୃକ୍ତ ଥିବା ଅଭିଯୋଗ ଆଣିଲେ ଜୟନାରାୟଣ
ଭୁବନେଶ୍ୱର,୨୧।୨(ବ୍ୟୁରୋ): ବିଧାନସଭା ବଜେଟ ଅଧିବେଶନ ମଙ୍ଗଳବାର ଆରମ୍ଭ ହୋଇଥିବା ବେଳେ ଗୃହରେ ବିରୋଧୀ ଦଳ ପକ୍ଷରୁ ହଟ୍ଟଗୋଳ ଦେଖିବାକୁ ମିଳିଥିଲା। ରାଜ୍ୟପାଳଙ୍କ ଅଭିଭାଷଣ ସମୟରେ ରାଜ୍ୟରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ଆଦି ଅଭିଯୋଗ କରି ପ୍ରତିବାଦ କରିଥିଲା କଂଗ୍ରେସ। ଏହି ସମୟରେ…
ଜମ୍ମୁ-କଶ୍ମୀର ଆତଙ୍କବାଦୀ ହିଜବୁଲର ବରିଷ୍ଠ କମାଣ୍ଡର ବଶିର ଅହମ୍ମଦଙ୍କୁ ହତ୍ୟା …
ରାଓ୍ବଲପିଣ୍ଡି,୨୧।୨ : ଜମ୍ମୁ-କଶ୍ମୀର ଆତଙ୍କବାଦୀ ତଥା ହିଜବୁଲର ବରିଷ୍ଠ କମାଣ୍ଡର ବଶିର ଅହମ୍ମଦ ପିରଙ୍କ ମୃତ୍ୟୁ ଘଟିଛି। ପାକିସ୍ତାନର ରାୱଲପିଣ୍ଡିରେ ଜଣେ ଅଜ୍ଞାତ ଆକ୍ରମଣକାରୀଙ୍କ ଦ୍ୱାରା ବଶିରଙ୍କୁ ଗୁଳି କରି ହତ୍ୟା କରାଯାଇଛି। ମିଳିଥିବା ସୂଚନା ଅନୁଯାୟୀ, ବଶିର ନମାଜ ପାଠ…
ଏବେ ଲାଇଭ ପଢ଼ିହେବ ସୁପ୍ରିମ୍କୋର୍ଟଙ୍କ ପ୍ରକ୍ରିୟା, ସିଜେଆଇ କଲେ ଶୁଭାରମ୍ଭ…
ନୂଆଦିଲ୍ଲୀ,୨୧।୨ : ପ୍ରଥମ ଥର ପାଇଁ ସୁପ୍ରିମକୋର୍ଟଙ୍କର ପ୍ରକ୍ରିୟାର ଲାଇଭ ଟ୍ରାନ୍ସକ୍ରିପ ମଙ୍ଗଳବାର କରାଯାଇଛି। କୃତ୍ରିମ ବୁଦ୍ଧି ଏବଂ ପ୍ରାକୃତିକ ଭାଷା ପ୍ରକ୍ରିୟାକରଣ ପ୍ରଯୁକ୍ତିବିଦ୍ୟା ସାହାଯ୍ୟରେ ଏହି ଲାଇଭ ଟ୍ରାନ୍ସକ୍ରିପଶନ କରାଯାଇଛି। ଲାଇଭ ଟ୍ରାନ୍ସକ୍ରିପ୍ଟ ଅନ୍ତର୍ଗତରେ, କୋର୍ଟ ପ୍ରକ୍ରିୟାପରଦାରେ ଟେକ୍ସ ଆକାରରେ…
ଦୈନିକ ସଂକ୍ରମଣ କମିଲା, ସକ୍ରିୟ ମାମଲା ବଢ଼ିଲା…
ନୂଆଦିଲ୍ଲୀ, ୨୧।୨: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ପୁଣି ଦୈନିକ କରୋନା ସଂକ୍ରମଣ ମାମଲା କମିଛି। ଦୈନିକ ପଜିଟିଭ୍…
Archives


