ସାମରିକ ସଂଘର୍ଷରୁ ମାନବୀୟ ସଙ୍କଟ
ଖାର୍ତୁମ୍ ୨୪।୪: ସୁଦାନରେ ସେନା ଏବଂ ଅର୍ଦ୍ଧସାମରିକ ବଳ ମଧ୍ୟରେ ସପ୍ତାହେରୁ ଊର୍ଦ୍ଧ୍ୱ ସମୟ ଧରି ଚାଲିଥିବା ସଂଘର୍ଷ ଯୋଗୁ ମାନବୀୟ ସଙ୍କଟ ଦେଖାଦେଇଛି। ସୁଦାନରେ ଖାଦ୍ୟ, ପାନୀୟ ଜଳ, ଔଷଧ ଓ ଅନ୍ୟ ଅତ୍ୟାବଶ୍ୟକ ସାମଗ୍ରୀ ମିଳୁ ନ ଥିବାରୁ…
ନ୍ୟୁଜିଲାଣ୍ଡ ମହିଳାଙ୍କୁ ଅନୁପଯୁକ୍ତ ଭାବେ ସ୍ପର୍ଶ ଅଭିଯୋଗ
ଓ୍ବେଲିଂଟନ୍, ୨୪।୪: ନିକଟରେ ନ୍ୟୁଜିଲାଣ୍ଡର କାଣ୍ଟବରିରେ ଅନୁଷ୍ଠିତ ବ୍ୟବସାୟ ସମ୍ମିଳନୀରେ ଯୋଗ ଦେଇଥିବା ୨ ଭାରତୀୟ ଜଣେ ମହିଳାଙ୍କୁ ଖରାପ ବ୍ୟବହାର ପ୍ରଦର୍ଶନ ନେଇ ଅଭିଯୋଗ ହୋଇଛି। ସେମାନଙ୍କ ମଧ୍ୟରୁ ଜଣେ ସରକାରୀ ମନ୍ତ୍ରୀ ହୋଇଥିବାବେଳେ ଅନ୍ୟ ଜଣେ ଅମୁଲ କମ୍ପାନୀ…
ଶେଷ ନୁହେଁ, ଆରମ୍ଭ ମାତ୍ର: ଅମ୍ରିତ୍ପାଲ
ଚଣ୍ଡିଗଡ଼/ନୂଆଦିଲ୍ଲୀ,୨୪ା୪: ଜାତୀୟ ସୁରକ୍ଷା ଆଇନ (ଏନ୍ଏସ୍ଏ) ବଳରେ ଗିରଫ ହୋଇଥିବା ୨୯ ବର୍ଷୀୟ ଖଲିସ୍ତାନୀ ବିଚ୍ଛିନ୍ନତାବାଦୀ ଅମ୍ରିତ୍ପାଲ ସିଂଙ୍କୁ ଏକ ସ୍ବତନ୍ତ୍ର ବିମାନରେ ଆସାମର ଦିବ୍ରୁଗଡ଼ ଜେଲକୁ ନିଆଯାଇଛି। ସେଠାରେ ପୂର୍ବରୁ ତାଙ୍କର ଅନ୍ୟ ୯ ସହଯୋଗୀ ବନ୍ଦୀ ଅଛନ୍ତି। ଅମ୍ରିତ୍ପାଲଙ୍କ…
୫୦ ବର୍ଷରେ ପାଦ ଥାପିଲେ ସଚିନ
ମାଷ୍ଟର ବ୍ଲାଷ୍ଟର ସଚିନ ତେନ୍ଦୁଲକରଙ୍କ ଆଜି ଅର୍ଥାତ୍ ଏପ୍ରିଲ ୨୪ରେ ଜନ୍ମଦିନ। ସଚିନ ଆଜି ୫୦ ବର୍ଷରେ ପଦାର୍ପଣ କରିଛନ୍ତି। ଏହି ଅବସରରେ ବିଶ୍ୱର କୋଣ ଅନୁକୋଣରୁ ତାଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଉଛନ୍ତି ପ୍ରଶଂସକ। ‘ଗଡ୍ ଅଫ୍ କ୍ରିକେଟ୍’ ଭାବରେ ଜଣାଶୁଣା…
ବସୁଧୈବ କୁଟୁମ୍ବକମ୍ ବାର୍ତ୍ତା ଦେବ ଶଙ୍ଖ ଭବନ
ଭୁବନେଶ୍ୱର,୨୪ା୪(ବ୍ୟୁରୋ): ଭୁବନେଶ୍ୱର ୟୁନିଟ୍-୬ଠାରେ ବିଜୁ ଜନତା ଦଳ (ବିଜେଡି) ମୁଖ୍ୟ କାର୍ଯ୍ୟାଳୟ ‘ଶଙ୍ଖ ଭବନ’କୁ ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ଅକ୍ଷୟତୃତୀୟା ଅବସରରେ ଲୋକାର୍ପଣ କରିଛନ୍ତି। ଶଙ୍ଖ ଭବନ କେବଳ ଭୌତିକ, ସାମାଜିକ, ଅର୍ଥନୈତିକ, ସାଂସ୍କୃତିକ ଓ…
କୋଲକାତାକୁ ହରାଇ ଶୀର୍ଷରେ ଚେନ୍ନାଇ
କୋଲକାତା,୨୩ା୪: କୋଲକାତାର ଇଡେନ୍ ଗାର୍ଡେନ୍ସରେ ରବିବାର ଖେଳାଯାଇଥିବା ଆଇପିଏଲ୍ର ୩୩ ତମ ହାଇସ୍କୋରିଂ ମ୍ୟାଚରେ ଚେନ୍ନାଇ ସୁପରକିଙ୍ଗ୍ସ ୪୯ ରନ୍ରେ ବିଜୟୀ ହୋଇଛି। ଏହି ବୃହତ ବିଜୟ ସହ ଚେନ୍ନାଇ ପଏଣ୍ଟ ଟେବୁଲର ଶୀର୍ଷରେ ପହଞ୍ଚିଛି। ଚେନ୍ନାଇ ୭ ମ୍ୟାଚରୁ ୫ମ୍ୟାଚ୍ରେ…
କୋଲକାତା ଆଗରେ ୨୩୬ ରନ୍ର ବିଶାଳ ଟାର୍ଗେଟ୍
କୋଲକାତା,୨୩।୪: କୋଲକାତାର ଇଡେନ୍ ଗାର୍ଡେନ୍ସରେ ରବିବାର ଖେଳାଯାଇଥିବା ଆଇପିଏଲ୍ର ୩୩ତମ ମ୍ୟାଚ୍ରେ କୋଲକାତା ନାଇଟ୍ ରାଇଡର୍ସ (କେକେଆର) ଟସ୍ ଜିତି ବୋଲିଂ ନିଷ୍ପତ୍ତି ନେଇଥିଲା। ଆମନ୍ତ୍ରଣ ପାଇ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସ୍କେ) ନିର୍ଦ୍ଧରିତ ୨୦ ଓଭରରେ ୪ ଉଇକେଟ ହରାଇ ୨୩୫…
ଅକ୍ଷୟ ତୃତୀୟାରେ ରଥ ନିର୍ମାଣ କାର୍ଯ୍ୟ ଅନୁକୂଳ
ପୁରୀ ଅଫିସ,୨୩ା୪: ଜୁନ ୨୦ରେ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଏନେଇ ରବିବାର ପବିତ୍ର ଅକ୍ଷୟ ତୃତୀୟାରେ ପୂଜାର୍ଚ୍ଚନା ସହ ରଥ ନିର୍ମାଣ କାର୍ଯ୍ୟ ଅନୁକୂଳ ହୋଇଛି। ସୋମବାର ଠାରୁ ରାଜନଅରସ୍ଥିତ ଅସ୍ଥାୟୀ ରଥଖଳାରେ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ ହେବ। ସେହିପରି…
ରାଜସ୍ଥାନକୁ ହରାଇ ବାଙ୍ଗାଲୋରର ଚତୁର୍ଥ ବିଜୟ
ବେଙ୍ଗାଲୁରୁ,୨୩।୪: ବେଙ୍ଗାଲୁରୁସ୍ଥିତ ଏମ୍. ଚିନ୍ନାସ୍ବାମୀ ଷ୍ଟାଡିୟମରେ ରବିବାର ଖେଳାଯାଇଥିବା ଆଇପିଏଲ୍ର ୩୨ତମ ମ୍ୟାଚ୍ରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆର୍ସିବି) ୭ ରନ୍ରେ ବିଜୟୀ ହୋଇଛି। ଏହି ବିଜୟ ସହ ବ ାଙ୍ଗାଲୋର ୭ଟି ମ୍ୟାଚ ଖେଳି ୪ଟିରେ ବିଜୟ ହୋଇଛି। ଫଳରେ ୮…
ଟସ୍ ଜିତି ବୋଲିଂ ନିଷ୍ପତ୍ତି ନେଲା କେକେଆର
କୋଲକାତା,୨୩।୪ : ଆଇପିଏଲ-୨୦୨୩ର ୩୩ ତମ ମ୍ୟାଚ କୋଲକାତା ନାଇଟ ରାଇଡର୍ସ (କେକେଆର) ଚେନ୍ନାଇ ସୁପର କିଙ୍ଗ୍ସ(ସିଏସକେ) ମଧ୍ୟରେ କୋଲକାତାର ଇଡେନ ଗାର୍ଡେନ୍ସରେ ଖେଳାଯାଉଛି। କେକେଆର ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିବା ବେଳେ ସିଏସକେ ବ୍ୟାଟିଂ କରିବାକୁ…
ଅନ୍ୟକୁ ପ୍ରଶ୍ନ କରିବା ସହଜ ହେଲେ ନିଜକୁ ପ୍ରଶ୍ନ କରିବା କଷ୍ଟ: ରାହୁଲ
ବେଙ୍ଗାଲୁରୁ,୨୩।୪: ପାଖେଇ ଆସୁଛି କର୍ନାଟକ ବିଧାନସଭା ନିର୍ବାଚନ। ଆଉ ଏହି ନିର୍ବାଚନକୁ ନେଇ ସବୁ ରାଜନୈତିକ ଦଳ ଅଣ୍ଟା ଭିଡି ସାରିଲେଣି। କଂଗ୍ରେସ ବି ପଛରେ ନାହିଁ। ଏହି କ୍ରମରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏବେ କର୍ନାଟକ ଗସ୍ତରେ ଅଛନ୍ତି।…
ରାଜସ୍ଥାନ ଆଗରେ ୧୯୦ ରନ୍ର ବିଜୟ ଟାର୍ଗେଟ୍
ବେଙ୍ଗାଲୁରୁ,୨୩।୪: ବେଙ୍ଗାଲୁରୁସ୍ଥିତ ଏମ୍. ଚିନ୍ନାସ୍ବାମୀ ଷ୍ଟାଡିୟମରେ ରବିବାର ଖେଳାଯାଇଥିବା ଆଇପିଏଲ୍ର ୩୨ତମ ମ୍ୟାଚ୍ରେ ରାଜସ୍ଥାନ ରୟାଲ୍ସ(ଆର୍ଆର୍) ଅଧିନାୟକ ସଞ୍ଜୁ ସାମସନ ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଆମନ୍ତ୍ରଣ ପାଇ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆର୍ସିବି) ବ୍ୟାଟିଂ କରି ନିର୍ଦ୍ଧାରିତ…
Archives


