ବାରିପଦା ଆସିବେ ରାଷ୍ଟ୍ରପତି
ଭୁବନେଶ୍ୱର,୨୦ା୪(ବ୍ୟୁରୋ): ଆସନ୍ତା ମେ’ରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବାରିପଦା ଆସିବେ। ମେ’ ୯ରେ ବାରିପଦା ଏମ୍ଏସ୍ସିବି ୟୁନିଭର୍ସିଟି ସମାବର୍ତ୍ତନ ଉତ୍ସବରେ ରାଷ୍ଟ୍ରପତି ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଏନେଇ ୟୁନିଭର୍ସିଟି ଭିସିଙ୍କୁ ରାଷ୍ଟ୍ରପତିଙ୍କ ପ୍ରାଇଭେଟ ସେକ୍ରେଟାରୀ ଚିଠି ଲେଖିଥିବା ସୂଚନା ମିଳିଛି।
ପଞ୍ଚାବ ଆଗରେ ୧୭୫ ରନ୍ର ଟାର୍ଗେଟ୍
ମୋହାଲି,୨୦।୪: ମୋହାଲି ସ୍ଥିତ ପଞ୍ଜାବ କ୍ରିକେଟ ଆସୋସିଏଶନ ଆଇଏସ୍ ବିନ୍ଦ୍ରା ଷ୍ଟାଡିୟମରେ ଗୁରୁବାର ଖେଳାଯାଉଥିବା ଆଇପିଏଲ୍ର ୨୭ତମ ମ୍ୟାଚ୍ରେ ପଞ୍ଜାବ କିଙ୍ଗ୍ସ ଅଧିନାୟକ ସାମ କୁରାନ ଟସ୍ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଫଳରେ ବିରାଟ କୋହଲିଙ୍କ ନେତୃତ୍ୱଧୀନ ରୟାଲ…
ଯୋଗୀ ଆଦିଦ୍ୟନାଥ ପରିବାର ସଦସ୍ୟଙ୍କ ସୁରକ୍ଷା ବଢ଼ିଲା
ଡେରାଡୁନ,୨୦ା୪: ଉତ୍ତରପ୍ରଦେଶର ପ୍ରୟାଗରାଜରେ ଗ୍ୟାଙ୍ଗଷ୍ଟର ଅତିକ୍ ଅହମ୍ମଦ ଏବଂ ତାଙ୍କ ଭାଇ ଅଶ୍ରଫ୍ଙ୍କ ହତ୍ୟା ପରେ ପୋଲିସ ଉତ୍ତରାଖଣ୍ଡରେ ୟୁପି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ପରିବାର ସଦସ୍ୟଙ୍କ ସୁରକ୍ଷାକୁ ନେଇ ସତର୍କତା ଅବଲମ୍ବନ କରିଛି। ସିଏମ୍ ଯୋଗୀଙ୍କ ସମ୍ପର୍କୀୟମାନେ ପୌରୀ ଜିଲାର…
ପୁଞ୍ଛ-ଜମ୍ମୁ ହାଇଓ୍ବେରେ ସେନା ଗାଡିରେ ଲାଗିଲା ନିଆଁ, ଅନେକେ ଯବାନ ଫସି ରହିଥିବା ଆଶଙ୍କା
ଜମ୍ମୁ,୨୦।୪: ଜମ୍ମୁ-କଶ୍ମୀରର ପୁଞ୍ଛ ଜିଲାରେ ଗୁରୁବାର ଏକ ସେନା ଟ୍ରକରେ ନିଆଁ ଲାଗି ଯାଇଛି। ଏହି ଗାଡିରେ କେତେଜଣ ଯବାନ ଫସି ରହିଥିବା ଅନୁମାନ କରାଯାଉଛି। ଏଥିରେ ୩-୪ ଜଣ ଯବାନ ଶହୀଦ ହୋଇଥିବା ଆଶଙ୍କା କରାଯାଉଥିବା ବେଳେ ସେନା ଅଧିକାରୀଙ୍କ…
ବିବାହ ପାଇଁ ଦୁଇଟି ଭିନ୍ନ ଲିଙ୍ଗ ହେବା ଜରୁରୀ କି: ସୁପ୍ରିମକୋର୍ଟ
ନୂଆଦିଲ୍ଲୀ, ୨୦।୪: ସମଲିଙ୍ଗୀ ବିବାହର ସ୍ବୀକୃତି ମାମଲାରେ ଗୁରୁବାର ସୁପ୍ରିମକୋର୍ଟରେ ଶୁଣାଣି ଚାଲିଛି। ଶୁଣାଣି ବେଳେ ମୁଖ୍ୟ ବିଚାରପତି ଡି.ଓ୍ବାଇ ଚନ୍ଦ୍ରଚୂଡ଼ ପ୍ରଶ୍ନ କରିଛନ୍ତି ଯେ, ବିବାହ ପାଇଁ ଦୁଇଟି ଭିନ୍ନ ଲିଙ୍ଗ ହେବା ଜରୁରୀ କି? ନ୍ତେ ଆହୁରି କହିଛନ୍ତି,…
ପ୍ରଥମଥର ପାଇଁ ୟୁକ୍ରେନରେ ପହଞ୍ଚିଲେ ନାଟୋ ମୁଖ୍ୟ
କିଭ୍,୨୦ା୪: ରୁଷିଆ ଆକ୍ରମଣ ପରେ ନାଟୋ ସେକ୍ରେଟାରୀ ଜେନେରାଲ ଜେନ୍ସ ଷ୍ଟୋଲଟେନ୍ବର୍ଗ ପ୍ରଥମ ଥର ପାଇଁ ୟୁକ୍ରେନରେ ପହଞ୍ଚିଛନ୍ତି। ଗୁରୁବାର ଏନେଇ ନାଟୋର ଜଣେ ଅଧିକାରୀ ସୂଚନା ଦେଇଛନ୍ତି। ନାମ ଗୋପନ ରଖି ଏହି ଅଧିକାରୀ ଜଣକ କହିଛନ୍ତି, ନାଟୋ ସେକ୍ରେଟେରୀ…
କଂଗ୍ରେସ ଟିକେଟ ନ ଦେବାରୁ ଏଚ୍ ଡି ଦେବେଗୌଡ଼ାଙ୍କୁ ଭେଟିଲେ ମୋହିଉଦ୍ଦିନ ବାଭା
କର୍ନାଟକ, ୨୦।୪: କର୍ନାଟକରେ ବିଧାନସଭା ନିର୍ବାଚନ ମେ ୧୦ରେ ଅନୁଷ୍ଠିତ ହେବ। ଏଥିପାଇଁ ରାଜ୍ୟରେ ରାଜନୈତିକ ହଟଚମଟ ଦେଖିବାକୁ ମିଳୁଛି। ଟିକେଟ ନ ମିଳିବା ଯୋଗୁ ବିଭିନ୍ନ ଦଳରେ ଆଭ୍ୟନ୍ତରୀଣ କନ୍ଦଳ ଦେଖାଦେଇଛି। ଯେଉଁମାନେ ଟିକେଟ ପାଇନାହାନ୍ତିି ସେମାନେ ଦଳ ଛାଡୁଛନ୍ତି।…
ଆମେରିକା ଓ୍ବାରେଣ୍ଟରେ ଲଣ୍ଡନରୁ ଭାରତୀୟ ନାଗରିକ ଗିରଫ
ଲଣ୍ଡନ,୨୦ା୪: ଆମେରିକାର ପ୍ରତ୍ୟର୍ପଣ ଓ୍ବାରେଣ୍ଟରେ ବ୍ରିଟେନ ପୋଲିସ ଲଣ୍ଡନରୁ ଜଣେ ଭାରତୀୟ ନାଗରିକଙ୍କୁ ଗିରଫ କରିଛି। ଭାରତୀୟ ମୂଳ ସୁନ୍ଦର ନାଗରାଜନଙ୍କ ଉପରେ ଆତଙ୍କବାଦୀ ସଂଗଠନ ହିଜିବୁଲ୍କୁ ଅର୍ଥ ପ୍ରଦାନ କରୁଥିବା ଅଭିଯୋଗ ହୋଇଛି। ମଦୁରାଇରେ ଜନ୍ମିତ ନାଗରାଜନ(୬୫) ଆସନ୍ତା ସପ୍ତାହରେ…
ରାହୁଲ ଗାନ୍ଧୀଙ୍କୁ ଅହଙ୍କାରର ଚାପୁଡା ମାରିଛନ୍ତି କୋର୍ଟ: ସମ୍ବିତ ପାତ୍ର
ନୂଆଦିଲ୍ଲୀ, ୨୦।୪: ମୋଦି ସାଙ୍ଗିଆ ମାମଲାରେ ରାହୁଲ ଗାନ୍ଧୀଙ୍କ ଦାଖଲ ଯାଚିକାକୁ ସୁରଟର ସେସନ କୋର୍ଟ ଖାରଜ କରିଦେଇଛନ୍ତି। ଏ ନେଇ ଭାଜପା ସୁରଟ ସେସନ କୋର୍ଟର ରାୟକୁ ପ୍ରଶଂସା କରି କହିଛନ୍ତି, ଏହା ନ୍ୟାୟପାଳିକା ଏବଂ ଲୋକଙ୍କ ପାଇଁ ବିଜୟ।…
ଶରଦ ପାଓ୍ବାରଙ୍କୁ ଭେଟିଲେ ଗୌତମ ଆଦାନୀ: ରାଜନୈତିକ ମହଲରେ ହଲଚଲ…
ମୁମ୍ବାଇ,୨୦।୪ : ଶିଳ୍ପପତି ଗୌତମ ଆଦାନୀ ଏନସିପି ମୁଖ୍ୟ ଶରଦ ପାୱାରଙ୍କୁ ଭେଟିଛନ୍ତି। ଆଦାନୀ ଗୁରୁବାର ଏନସିପି ନେତାଙ୍କ ଘରେ ପହଞ୍ଚିଥିଲେ। ଉଭୟଙ୍କ ମଧ୍ୟରେ ବନ୍ଦ କୋଠରୀରେ ପ୍ରାୟ ଦୁଇ ଘଣ୍ଟା ଧରି ଆଲୋଚନା ଚାଲିଥିଲା। ବର୍ତ୍ତମାନ ଦୁଇ ଜଣଙ୍କ ମଧ୍ୟରେ…
ଆଇନଜୀବୀମାନେ ଧର୍ମଘଟରେ ଯାଇପାରିବେ ନାହିଁ ଅବା ନ୍ୟାୟିକ କାର୍ଯ୍ୟରୁ ରକ୍ଷା ପାଇପାରିବେ ନାହିଁ: ସୁପ୍ରିମକୋର୍ଟ…
ନୂଆଦିଲ୍ଲୀ,୨୦।୪ : ସମସ୍ତ ରାଜ୍ୟର ଆଇନଜୀବୀ ଏବଂ ହାଇକୋର୍ଟଙ୍କୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଗୁରୁବାର ସୁପ୍ରିମକୋର୍ଟ କହିଛନ୍ତି, ଓକିଲମାନେ ଧର୍ମଘଟ କରିପାରିବେ ନାହିଁ ଅବା ନିଜ କାର୍ଯ୍ୟରୁ ମଧ୍ୟ ଦୂରେଇ ରହିପାରିବେ ନାହିଁ। ମୁଖ୍ୟ ବିଚାରପତିଙ୍କ ନେତୃତ୍ୱରେ ରାଜ୍ୟ ସ୍ତରୀୟ ଅଭିଯୋଗ…
କୋର୍ଟଙ୍କ ଦ୍ୱାରସ୍ଥ ହେଲେ ଐଶ୍ୱର୍ଯ୍ୟା ରାୟଙ୍କ ଝିଅ
ମୁମ୍ବାଇ,୨୦ା୪: ଅମିତାଭ ବଚ୍ଚନଙ୍କ ନାତୁଣୀ ତଥା ଐଶ୍ୱର୍ଯ୍ୟା ରାୟ-ଅଭିଷେକ ବଚ୍ଚନଙ୍କ ଝିଅ ଆରାଧ୍ୟା ଦିଲ୍ଲୀ ହାଇକୋର୍ଟରେ ଆବେଦନ କରିଛନ୍ତି। ୧୧ ବର୍ଷୀୟା ଆରାଧ୍ୟାଙ୍କ ପକ୍ଷରୁ କୋର୍ଟରେ ଏପରି ଅଭିଯୋଗ ଚର୍ଚ୍ଚାର ବିଷୟ ପାଲଟିଛି। ବାସ୍ତବରେ ଏକ ମିଥ୍ୟା ଖବର ମାମଲାରେ ବଚ୍ଚନ…
Archives


