Home Middle

ସଂସଦରେ ଦେଖାଯିବ ବିରଳ ମୁହୂର୍ତ୍ତ: ଏମ୍‌ପି ଆସନରେ ବସିବେ ବାଚସ୍ପତି

ନୂଆଦିଲ୍ଲୀ,୬ା୩(ପି.ଟି.):ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲାଙ୍କ ବିରୋଧରେ ବିପକ୍ଷ ଏମ୍‌ପିମାନେ ପକ୍ଷପାତ ଅଭିଯୋଗ ଆଣି ତାଙ୍କ ବହିଷ୍କାର ଦାବିରେ ନୋଟିସ ଦେଇଥିବାରୁ ଆସନ୍ତା ସୋମବାର ଆରମ୍ଭ ହେବାକୁ ଥିବା ବଜେଟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟରେ ଏକ ବିରଳ ମୁହୂର୍ତ୍ତ ଦେଖିବାକୁ ମିଳିବ।…

ଭାରତ ମହାସାଗରକୁ ଛୁଇଁଲା ମଧ୍ୟପ୍ରାଚ୍ୟ ଯୁଦ୍ଧ: ଲୋକେ ଭୟଭୀତ

କଲମ୍ବୋ/ନୂଆଦିଲ୍ଲୀ/ଓ୍ବାଶିଂଟନ୍‌,୬ା୩(ରଏଟର୍ସ/ଅଲ୍‌ଜଜିରା/ପିଟି):ଇସ୍‌ଲାମିକ୍‌ ସାଧାରଣତନ୍ତ୍ର ଇରାନ୍‌ ବିରୋଧରେ ଆମେରିକା ଓ ଇସ୍ରାଏଲ୍‌ର ଘମାଘୋଟ ଯୁଦ୍ଧ ଜାରି ରହିଛି। ତେବେ ବର୍ତ୍ତମାନ ଏହା ମଧ୍ୟପ୍ରାଚ୍ୟରେ ସୀମିତ ନ ରହି ଅନ୍ୟ ଭୂଖଣ୍ଡକୁ ବ୍ୟାପିବା ଆରମ୍ଭ ହୋଇଛି। ବୁଧବାର ଭାରତୀୟମାନେ ହୋଲି ଖେଳିବାରେ ବ୍ୟସ୍ତ ଥିବାବେଳେ ଭାରତ…

ଓ୍ବାଙ୍ଖଡେରେ ଉଡ଼ିଲା ଭାରତର ବିଜୟ ପତାକା: ଫାଇନାଲରେ ନ୍ୟୁଜିଲାଣ୍ଡ ସହ ହେବ ମହାଲଢ଼େଇ

ମୁମ୍ବାଇ,୫।୩: ଟି-୨୦ ବିଶ୍ୱକପ ୨୦୨୬ରେ ଭାରତ ୱାଙ୍ଖେଡେ ଷ୍ଟାଡିୟମରେ ଖେଳାଯାଇଥିବା ଦ୍ୱିତୀୟ ସେମିଫାଇନାଲରେ ଇଂଲଣ୍ଡକୁ ପରାସ୍ତ କରି ଫାଇନାଲରେ ପ୍ରବେଶ କରିଛି। ଏହି ବିଜୟ ସହ ଭାରତ ଏବେ ବିଶ୍ୱକପ ଟ୍ରଫିଠାରୁ ମାତ୍ର ଗୋଟିଏ ପାଦ ଦୂରରେ ରହିଛି। ଆସନ୍ତା ମହାଲଢ଼େଇରେ…

ସେମିଫାଇନାଲରେ ଭାରତର ବିସ୍ଫୋରକ ବ୍ୟାଟିଂ: ଇଂଲଣ୍ଡ ପାଇଁ ୨୫୪ ରନ୍‌ର ବିଶାଳ ଲକ୍ଷ୍ୟ, ରଚିଲା ନୂଆ ବିଶ୍ୱ ରେକର୍ଡ!  

ମୁମ୍ବାଇ,୫।୩: ଟି-୨୦ ବିଶ୍ୱକପ୍‌ର ହାଇଭୋଲଟେଜ ଦ୍ୱିତୀୟ ସେମିଫାଇନାଲ ମ୍ୟାଚରେ ଇଂଲଣ୍ଡ ବିପକ୍ଷରେ ଭାରତୀୟ ବ୍ୟାଟରଙ୍କ ବିସ୍ଫୋରକ ବ୍ୟାଟିଂ ଦେଖିବାକୁ ମିଳିଛି। ପ୍ରଥମେ ବ୍ୟାଟିଂ କରି ଭାରତ ନିର୍ଦ୍ଧାରିତ ୨୦ ଓଭରରେ ୨୫୩ ରନର ବିଶାଳ ସ୍କୋର ଛିଡ଼ା କରିଛି। ଟି-୨୦ ବିଶ୍ୱକପ…

ସାମସନଙ୍କ କମାଲ: ଓ୍ବେଷ୍ଟଇଣ୍ଡିଜ ପରେ ଇଂଲଣ୍ଡ ବୋଲରଙ୍କୁ ନିର୍ଧୁମ ଛେଚା, ଏବେ ଟାର୍ଗେଟ…

ମୁମ୍ବାଇ,୫।୩: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଜାରି ରହିଥିବା ଦ୍ୱିତୀୟ ସେମିଫାଇନାଲରେ ପୁଣି ଥରେ ଚମକିଛନ୍ତି ସଞ୍ଜୁ ସାମସନ। ପୂର୍ବ ମୁକାବିଲାରେ ଜବରଦସ୍ତ ପ୍ରଦର୍ଶନ କରି ଭାରତକୁ ବିଜେତା କରିବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିବା ଏହି କ୍ରିକେଟର ନିଜର ଅର୍ଦ୍ଧଶତକ…

India vs England Semifinal: ଓ୍ବାଙ୍ଖଡେରେ ମହାଲଢ଼େଇ; ଟସ୍‌ ହାରିଲେ ସୂର୍ଯ୍ୟକୁମାର, ପ୍ରଥମେ ବ୍ୟାଟିଂ କରିବ…

ମୁମ୍ବାଇ,୫।୩: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ହେବାକୁ ଥିବା ଦ୍ୱିତୀୟ ସେମିଫାଇନାଲକୁ ନେଇ ଏବେ କ୍ରିକେଟ ପ୍ରେମୀଙ୍କ ମଧ୍ୟରେ ଉତ୍ସାହ ଚରମ ସୀମାରେ ପହଞ୍ଚିଛି। ଟି-୨୦ ବିଶ୍ୱକପ ଇତିହାସରେ ଏହି ଦୁଇ ଦଳ ଷଷ୍ଠ ଥର ପାଇଁ ପରସ୍ପରର ସାମ୍ନା କରୁଛନ୍ତି।…

ଭାଜପା ଚାଲ୍‌ରେ ଫସିଗଲେ ନୀତୀଶ: ୪ ମାସ ଭିତରେ ବଦଳିଗଲା ସବୁ ଅଙ୍କ

ପାଟନା,୫।୩: ୨୦୨୫ ବିହାର ବିଧାନସଭା ନିର୍ବାଚନ ସମୟରେ ରାଜଧାନୀ ପାଟନା ସମେତ ବିଭିନ୍ନ ଜିଲାରେ ନୀତୀଶ କୁମାରଙ୍କ ଫଟୋ ଥିବା ପୋଷ୍ଟର ଦେଖାଯାଇଥିଲା। ଏହାର ଅର୍ଥ ହେଉଛି ନୀତୀଶ କୁମାର ୨୦୨୫ ରୁ ୨୦୩୦ ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ରହିବେ। କିନ୍ତୁ ରାଜନୀତି…

ରାଜ୍ୟ ସଭା ପାଇଁ ନାମାଙ୍କନ ଭରିଲେ ନୀତୀଶ କୁମାର, ଉପସ୍ଥିତ ଥିଲେ ଅମିତ ଶାହା

ପାଟନା,୫।୩: ବିହାରର ୧୦ ଥର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେଇଥିବା ନୀତୀଶ କୁମାର ରାଜ୍ୟ ସଭା ନିର୍ବାଚନ ପାଇଁ ଗୁରୁବାର ନାମାଙ୍କନ ଦାଖଲ କରିଛନ୍ତି । କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଏବଂ ଏନଡିଏର ବରିଷ୍ଠ ନେତାମାନେ ଉପସ୍ଥିତ ଥିଲେ…

ନାମାଙ୍କନ ଭରିଲେ ସଂତୃପ୍ତ ମିଶ୍ର, ପାଖରେ ଅଛନ୍ତି ନବୀନଙ୍କ ସହ…

ଭୁବନେଶ୍ୱର,୫ା୩: ରାଜ୍ୟ ସଭା ପାଇଁ ଗୁରୁବାର ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର। ବିଜେଡି ପ୍ରାର୍ଥୀ ଭାବେ ସଂତୃପ୍ତ ଆଜି ତାଙ୍କର ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ସେ ୩ ସେଟ୍‌ର ନାମାଙ୍କନ ଦାଖଲ କରିଛନ୍ତି। ନାମାଙ୍କନ ଭରିବା ସମୟରେ ବିଜେଡି ଏବଂ…

ପଶ୍ଚାତାପ କରିବ ଆମେରିକା, ଇରାନର ବୈଦେଶିକ ମନ୍ତ୍ରୀ କହିଲେ ଏହି ଆକ୍ରମଣ…

ତେହରାନ,୫ା୩: ଶ୍ରୀଲଙ୍କାର ଦକ୍ଷିଣ ଉପକୂଳରେ ଆମେରିକାର ବୁଡ଼ାଜାହାଜ ଆକ୍ରମଣ କରି ଏକ ଇରାନୀ ଜାହାଜକୁ ବୁଡ଼ାଇ ଦେଇଛି। ଏହି ଆକ୍ରମଣରେ ୮୭ ଜଣ ଲୋକ ପ୍ରାଣ ହରାଇଛନ୍ତି। ଏହି ଆକ୍ରମଣ ପରେଭ ଇରାନର ବୈଦେଶିକ ମନ୍ତ୍ରୀ ଆବାସ ଆରାଘଚି ଆମେରିକାକୁ ଏକ…

ରାଜ୍ୟ ସଭା ଯିବେ ନୀତୀଶ କୁମାର: ନିଜେ କଲେ ଘୋଷଣା, ପୁଅ ହେବେ…

ପାଟନା,୫।୩:ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରାଜ୍ୟ ସଭାରେ ପ୍ରବେଶ କରିବାକୁ ତାଙ୍କର ଇଚ୍ଛା ଘୋଷଣା କରିଛନ୍ତି। ସେ ସୋସିଆଲ ମିଡିଆରେ କହିଛନ୍ତି, ଦୁଇ ଦଶନ୍ଧିରୁ ଅଧିକ ସମୟ ଧରି ନିରନ୍ତର ଭାବରେ ଲୋକଙ୍କର ବିଶ୍ୱାସ ଏବଂ ସମର୍ଥନ ବଜାୟ ରଖିଛି। ସେହି ଶକ୍ତିରେ,…

ଆଜି ଓଡ଼ିଶା ଆସିବେ ଅମିତ ଶାହା: ରାଜ୍ୟ ଭାଜପାର ଜୋରଦାର ପ୍ରସ୍ତୁତି

ଭୁବନେଶ୍ୱର, ୫ା୩:କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା ଆଜି ୨ ଦିନିଆ ଓଡ଼ିଶା ଗସ୍ତରେ ଆସିବେ। ଶାହା ଆଜି ସନ୍ଧ୍ୟାରେ ସ୍ବତନ୍ତ୍ର ବାୟୁସେନା ବିମାନରେ ନୂଆଦିଲ୍ଲୀରୁ ଆସି ଭୁବନେଶ୍ୱରରେ ପହଞ୍ଚତ୍ବେ। ୬ ତାରିଖ ପୂର୍ବାହ୍ନରେ କଟକ ମୁଣ୍ଡୁଳିସ୍ଥିତ ସିଆଇଏସଏଫ୍‌ର ପ୍ରତିଷ୍ଠା ଦିବସ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri