ଅଷ୍ଟ୍ରେଲିଆ ସ୍ଥିତି ମଜଭୁତ: ଉଇକେଟ୍ ଲକ୍ଷ୍ୟରେ ଟିମ୍ ଇଣ୍ଡିଆ
ଅହମ୍ମଦାବାଦ,୧୦।୩: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଚାରି ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ଚତୁର୍ଥ ତଥା ଅନ୍ତିମ ମ୍ୟାଚ ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଉଛି। ମ୍ୟାଚ୍ରେ ଟସ ଜିତି ଅଷ୍ଟ୍ରେଲିଆ ଦଳ ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଥିଲା। ଦ୍ୱିତୀୟ ଦିନର…
ଆହୁରି ଶକ୍ତିଶାଳୀ ହେଲେ ସି ଜିନ୍ପିଙ୍ଗ: ତୃତୀୟଥର ରାଷ୍ଟ୍ରପତି ମନୋନୀତ
ବେଜିଂ,୧୦।୩: ନ୍ୟାଶନାଲ୍ ପିପୁଲ୍ସ କଂଗ୍ରେସ (ଏନପିସି) ର ୧୪ ତମ ବୈଠକରେ ସି ଜିନପିଙ୍ଗଙ୍କୁ ତୃତୀୟ ଥର ପାଇଁ ରାଷ୍ଟ୍ରପତି ଭାବେ ମନୋନୀତ କରାଯାଇଛି। ଏହା ତାଙ୍କ ଶକ୍ତି ଆହୁରି ବୃଦ୍ଧି କରିବ। ଶୁକ୍ରବାର ତାଙ୍କୁ ରାଷ୍ଟ୍ରପତି ଭାବରେ ତୃତୀୟ ଥର…
ଭାରତ-ପାକିସ୍ତାନ ମଧ୍ୟରେ ‘ରଚନାତ୍ମକ କଥାବାର୍ତ୍ତା’କୁ ସମର୍ଥନ କରିବ ଆମେରିକା, ହେଲେ ନିଷ୍ପତ୍ତି ସେମାନଙ୍କୁ ନେବାକୁ ପଡିବ
ୱାଶିଂଟନ,୧୦ ।୩: ଆମେରିକା ଗୁରୁବାର ଦୋହରାଇଛି ଯେ ଦୀର୍ଘ ସମୟରୁ ଲାଗି ରହିଥିବା ବିବାଦର ସମାଧାନ କରିବାକୁ ଭାରତ ଓ ପାକିସ୍ତାନ ମଧ୍ୟରେ ‘ରଚନାତ୍ମକ କଥାବାତ୍ତା’କୁ ସମର୍ଥନ କରୁଛି । ଆମେରିକା ବୈଦେଶିକ ବିଭାଗର ଏକ ପ୍ରେସ ବ୍ରିଫିଙ୍ଗରେ ପ୍ରବକ୍ତା ନେଡ…
ଇମ୍ରାନ ‘ନାନୀ’ କହିବାରୁ ରାଗିଲେ ମରିୟମ
ଇସଲାମାବାଦ,୧୦ ।୩: ପାକିସ୍ତାନ ମୁସଲିମ ଲିଗ(ଏନ)ର ନେତା ମରିୟମ ନୱାଜ ଗୁରୁବାର ତାଙ୍କର ଏକ ରାଲିରେ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁଙ୍କ ଉପରେ ଖୁବ ବର୍ଷିଛନ୍ତି । ମରିୟମ ନୱାଜ ତାଙ୍କର ଏକ ସମ୍ବୋଧନରେ ଇମ୍ରାନ ଖାଁଙ୍କ ଉପରେ ‘ନାନୀ’ ଟିପ୍ପଣିକୁ…
ଆରମ୍ଭ ହେଲା ମାଟ୍ରିକ ପରୀକ୍ଷା
ଭୁବନେଶ୍ୱର,୧୦ା୩(ବ୍ୟୁରୋ): ଶୁକ୍ରବାର ସକାଳ ୮ଟାରେ ଆରମ୍ଭ ହୋଇଛି ମାଟ୍ରିକ ପରୀକ୍ଷା। ଏହି ପରୀକ୍ଷା ପୂର୍ବାହ୍ନ ୧୦ଟା ପର୍ଯ୍ୟନ୍ତ ଚାଲିବ। ଆଜି ପ୍ରଥମ ଦିନରେ ଛାତ୍ରୀଛାତ୍ର ମାତୃଭାଷା ପରୀକ୍ଷା ଦେଉଛନ୍ତି। ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ପାଇଁ ମୋଟ ୫ଲକ୍ଷ ୪୧ହଜାର ୨୪୭…
ଆଜିଠୁ ମାଟ୍ରିକ ସମ୍ମେଟିଭ-୨ ପରୀକ୍ଷା
କଟକ ଅଫିସ,୧୦ା୩:ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ ଅଫ୍ ସେକେଣ୍ଡାରୀ ଏଜୁକେଶନ) ଦ୍ବାରା ପରିଚାଳିତ ମାଟ୍ରିକ ସମ୍ମେଟିଭ-୨ ପରୀକ୍ଷା ଶୁକ୍ରବାରଠାରୁ ଆରମ୍ଭ ହେବ। ଏହି ପରୀକ୍ଷା ମାର୍ଚ୍ଚ ୨୦ ତାରିଖରେ ସରିବ। ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷା ମଧ୍ୟ ଏହି ସମୟ…
ଜର୍ମାନୀର ହମବର୍ଗ ସହରରେ ଗୁଳିକାଣ୍ଡ, ୬ ମୃତ ଅନେକେ ଆହତ
ହମବର୍ଗ,୧୦ ।୩: ଜର୍ମାନୀର ହମବର୍ଗ ସହରରେ ଫୁଟିଛି ଗୁଳି । ଏହି ଘଟଣାରେ ୬ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନେକ ଆହତ ହୋଇଥିବା ଜଣାପଡିଛି । ଘଟଣା ସ୍ଥଳରେ ପୋଲିସ ପକ୍ଷରୁ ବଡ ଧରଣର ଅଭିଯାନ ଚାଲିଛି । ହମବର୍ଗ…
ସିସୋଡିଆଙ୍କୁ ଗିରଫ କଲା ଇଡି
ନୂଆଦିଲ୍ଲୀ,୯।୩: ଦିଲ୍ଲୀର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆଙ୍କ ଅଡ଼ୁଆ ବେଳକୁ ବେଳ ବଢ଼ିବାରେ ଲାଗିଛି। ମନି ଲଣ୍ଡରିଂ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ସିସୋଡିଆଙ୍କୁ ପ୍ରାୟ ୮ଘଣ୍ଟା ଧରି ପଚରାଉଚରା କରିବା ପରେ ଗୁରୁବାର ଗିରଫ କରିଛି। ଦିଲ୍ଲୀର ଅବକାରୀ ନୀତି ମାମଲା…
ଜେଲରେ ଦ୍ୱିତୀୟଥର ଲାଗି ସିସୋଡିଆଙ୍କୁ ଜେରା କଲା ଇଡି
ନୂଆଦିଲ୍ଲୀ,୯ ।୩: ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ପକ୍ଷରୁ ଗୁରୁବାର ଦିଲ୍ଲୀ ଅବକାରୀ ନୀତି ମାମଲାରେ କଥିତ ଅନିୟମିତତା ସହ ଜଡିତ ମନି ଲଣ୍ଡରିଂ ମାମଲାରେ ମନିଷ ସିସୋଡିଆଙ୍କୁ ତିହାଡ ଜେଲରେ ପଚରା ଉଚରା କରାଯାଇଛି । ଏହା ପୂର୍ବରୁ ମଙ୍ଗଳବାର ବି ସିସୋଡିଆଙ୍କୁ…
ଜଳୁଛି ଲକ୍ଷ୍ମୀ ମାର୍କେଟ୍ କମ୍ପ୍ଲେକ୍ସ: ନିଆଁ ଲିଭାଇବାକୁ ନାକେଦମ୍ ହେଲେଣି ୧୨ ଅଗ୍ନିଶମ ଟିମ୍
ପୁରୀ ଅଫିସ,୯ା୩: ଶ୍ରୀମନ୍ଦିରଠାରୁ ପ୍ରାୟ ପାଞ୍ଚଶହ ମିଟର ଦୂର ମରିଚିକୋଟ ଛକ ନିକଟସ୍ଥ ବଡ଼ଦାଣ୍ଡରେ ଥିବା ଲକ୍ଷ୍ମୀ ମାର୍କେଟ କମ୍ପ୍ଲେକ୍ସରେ ନିଆଁ ଲାଗିଛି। ବୁଧବାର ରାତିରୁ ଏହି ନିଆଁ ଲାଗିଥିବା ବେଳେ ଗୁରୁବାର ଅପରାହ୍ନ ସୁଦ୍ଧା ଲିଭିନାହିଁ। ଏକ ଲୁଗା ଦୋନାନରେ…
ମୋଦିଙ୍କ ‘କ୍ରିକେଟ କୁଟନୀତି’କୁ ନେଇ କଂଗ୍ରେସର ଟାର୍ଗେଟ
ନୂଆଦିଲ୍ଲୀ,୯ ।୩: ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ଗୁରୁବାର ବର୍ଡର-ଗାଭାସ୍କର ସିରିଜର ଚତୁର୍ଥ ଟେଷ୍ଟ ମ୍ୟାଚ ଖେଳ ଆରମ୍ଭ ଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ଏନ୍ଥନି ଅଲବାନିଜ ଟେଷ୍ଟ ମ୍ୟାଚ ଆରମ୍ଭ ହେବା ପୂର୍ବରୁ ଷ୍ଟାଡିୟମରେ…
ଆଫଗାନିସ୍ତାନ ବିସ୍ଫୋରଣ ଘଟଣା: ଗଭର୍ନରଙ୍କ ସମେତ ୩ ମୃତ
କାବୁଲ,୯ା୩: ଆଫଗାନିସ୍ତାନର ମଜାର-ଇ-ସରିଫରେ ପୁଣି ଥରେ ବୋମା ବିସ୍ଫୋରଣ ହେବାରୁ ଆଫଗାନିସ୍ତାନର ତାଲିବାନ ଗଭର୍ନରଙ୍କ ସମତେ ଅନ୍ୟ ଦୁଇଜଣଙ୍କର ମଧ୍ୟ ମୃତ୍ୟୁ ଘଟିଛି। ସ୍ଥାନୀୟ ପୋଲିସ ମୁଖ୍ୟଙ୍କ ତାଲିବାନ ଦ୍ୱାରା ନିଯୁକ୍ତ ମୁଖପାତ୍ର ମହମ୍ମଦ ଅସିଫ ଓ୍ବାଜିର୍ଙ୍କ କହିବାନୁସାରେ, ବଲ୍ଖ ପ୍ରଦେଶର…
Archives


