ଆବଶ୍ୟକ ପଡ଼ିଲେ ବଜରଙ୍ଗ ଦଳ ବିରୋଧରେ ପ୍ରତିବନ୍ଧକ ଲଗାଯିବ: ଭୁପେଶ ବାଘେଲ…
ରାୟପୁର,୪।୫ : ଛତିଶଗଡର ମୁଖ୍ୟମନ୍ତ୍ରୀ ଭୁପେଶ ବାଘେଲ କରିଛନ୍ତି ଆବଶ୍ୟକ ପଡ଼ିଲେ ବଜରଙ୍ଗ ଦଳ ବିରୋଧରେ ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ଏବଂ ଯଦି ଜରୁରୀ ହୁଏ ତେବେ ରାଜ୍ୟରେ ସଂଗଠନ ଉପରେ ପ୍ରତିବନ୍ଧକ ଲଗାଇବାକୁ ବିଚାର କରିପାରନ୍ତି। ତାଙ୍କର ମନ୍ତବ୍ୟ…
ଜନ୍ମମାଟିରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ବାରିପଦା ଅଫିସ,୪।୫: ଜନ୍ମମାଟି ମୟୁରଭଞ୍ଜ ଜିଲାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଗୁରୁବାର ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ଆସି ରାଇରଙ୍ଗପୁର ଅସ୍ଥାୟୀ ହେଲିପ୍ୟାଡରେ ଓହ୍ଲାଇଛନ୍ତି। ପହଞ୍ଚିବା ପରେ ରାଷ୍ଟ୍ରପତିଙ୍କୁ ସ୍ବାଗତ ସମ୍ଭର୍ଦ୍ଧନା ଦିଆଯାଇଛି। ରାଜ୍ୟପାଳ ପ୍ରଫେସର ଗଶେଶୀ ଲାଲ ଏବଂ କେନ୍ଦ୍ର ମନ୍ତ୍ରୀ…
କାଲି ଚନ୍ଦ୍ର ଗ୍ରହଣ: ଭାରତକୁ ହେବନି ଦୃଶ୍ୟମାନ…
ନୂଆଦିଲ୍ଲୀ,୪।୫ : ୨୦୨୩ର ପ୍ରଥମ ଚନ୍ଦ୍ରଗ୍ରହଣ ୫ ମେ‘ ଶୁକ୍ରବାର ଦିନ ବୈଶାଖ ପୂର୍ଣ୍ଣିମାରେ ଘଟିବ। ଏହା ଏକ ଉପଛାୟା ଚନ୍ଦ୍ରଗ୍ରହଣ । ଚଳିତ ବର୍ଷ ଦୁଇଟି ଚନ୍ଦ୍ରଗ୍ରହଣ ହେବ। ଗୋଟିଏ ମେ’ ୫ ଏବଂ ଦ୍ୱିତୀୟ ତଥା ବର୍ଷର ଶେଷ…
ବଳାତ୍କାର ଅଭିଯୋଗକୁ ଖଣ୍ଡନ କଲେ ଟ୍ରମ୍ପ, କହିଲେ ଏହା ଶସ୍ତା-ହାସ୍ୟାସ୍ପଦ କାହାଣୀ…
ଓ୍ବାଶିଂଟନ,୪।୫ : ଲେଖିକା ଇ. ଜିନ କାରୋଲଙ୍କ ଦ୍ୱାରା ହୋଇଥିବା ବଳାତ୍କାର ଅଭିଯୋଗରେ ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ବିଚାରର ସମ୍ମୁଖୀନ ହୋଇଛନ୍ତି। ଟ୍ରମ୍ପ ମାନହଟ୍ଟନ ଫେଡେରାଲ ଖଣ୍ଡପୀଠରେ ରେକର୍ଡ ହୋଇଥିବା ଏକ ଭିଡିଓ ବୟାନରେ ବଳାତ୍କାର ଅଭିଯୋଗକୁ ଖଣ୍ଡନ…
ସକ୍ରିୟ ମାମଲା ୩୭ ହଜାର ତଳେ, ଦୈନିକ ସଂକ୍ରମଣ ୪ ହଜାରରୁ କମ…
ନୂଆଦିଲ୍ଲୀ, ୪।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ଦୈନିକ କରୋନା ସଂକ୍ରମଣ ମାମଲା ପୁଣି କମିଛି। ସେହିପରି ସକ୍ରିୟ…
ଦେଢ଼ ଗୁଣା ବଢ଼ିଛି ଖବରଦାତାଙ୍କୁ ହତ୍ୟା ମାମଲା: ୨୦୨୨ରେ ୬୭ ଜଣଙ୍କ ହତ୍ୟା…
ଜେନେଭା,୪।୫ : ଖବରଦାତାଙ୍କ ହତ୍ୟା ମାମଲା ସାରା ବିଶ୍ୱରେ ଦେଢ଼ ଗୁଣ ବୃଦ୍ଧି ପାଇଛି। ୨୦୨୨ମସିହାରେ, ୬୭ ଗଣମାଧ୍ୟମ ପ୍ରତିନିଧୀଙ୍କୁ ହତ୍ୟା କରାଯାଇଛି। ମିଳିତ ଜାତିସଂଘର ସେକ୍ରେଟେରୀ ଜେନେରାଲ ଆଣ୍ଟୋନିଓ ଗୁଟେରସ ବୁଧବାର ବିଶ୍ୱ ପ୍ରେସ ସ୍ବାଧୀନତା ଦିବସ ଅବସରରେ ଏହି…
ଶନିବାର କିଙ୍ଗ ଚାଲର୍ସ ତୃତୀୟଙ୍କ ରାଜ୍ୟାଭିଷେକ: ଖର୍ଚ୍ଚ ହେବ ୧୦୨୧ କୋଟି…
ଲଣ୍ଡନ,୪।୫ : ବ୍ରିଟେନରେ ରାଜା ଚାଲର୍ସ ତୃତୀୟଙ୍କ ରାଜ୍ୟାଭିଷେକ ପାଇଁ ପ୍ରସ୍ତୁତି ଚାଲିଛି। କିଙ୍ଗ ଚାଲର୍ସ ତୃତୀୟଙ୍କର ଲଣ୍ଡନରେ ୬ ମେ ଶନିବାରରେ ରାଜ୍ୟାଭିଷେକହେବ। ରାଣୀ ଏଲିଜାବେଥଙ୍କ ମୃତ୍ୟୁ ପରଠାରୁ ରାଜା ଚାଲର୍ସଙ୍କ ରାଜ୍ୟାଭିଷେକ ପାଇଁ ପ୍ରସ୍ତୁତି ଚାଲିଛି। ଏହି ସମୟରେ,…
ଜିହାଦ ପାଇଁ ପାକିସ୍ତାନରେ ପାଣ୍ଠି ସଂଗ୍ରହ କରୁଛି ଜୈଶ ଆତଙ୍କବାଦୀ ସଂଗଠନ…
ଇସଲାମାବାଦ,୪।୫ : ଜାତିସଂଘ ଦ୍ୱାରା ବିଶ୍ୱ ଆତଙ୍କବାଦୀ ସଂଗଠନ ଘୋଷଣା କରାଯାଇଥିବା ଜୈଶ-ଇ-ମହମ୍ମଦ ପେଶୱାର ଏବଂ ଅନ୍ୟାନ୍ୟ ସହରରେ ଜିହାଦ ପାଇଁ ପାଣ୍ଠି ସଂଗ୍ରହ କରିଛି। ୟୁରୋପୀୟ ଟାଇମ୍ସ ରିପୋର୍ଟ କରିଛି, ଜୈଶ ସଦସ୍ୟମାନେ ଚଳିତ ବର୍ଷ ଏପ୍ରିଲରେ ଖାଇବର ପସ୍ତୁନଖ୍ବା…
ୟୁକ୍ରେନ ପାଇଁ ୩୦୦ ନିୟୁତ ଡଲାରର ସାମରିକ ସହାୟତା ପ୍ୟାକେଜ ଘୋଷଣା କଲା ଆମେରିକା…
ଓ୍ବାଶିଂଟନ,୪।୫ : ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ଏକ ବର୍ଷରୁ ଅଧିକ ସମୟ ବିତିଗଲାଣି। ଭାରୀ ଅସ୍ତ୍ରଶସ୍ତ୍ର ଯୋଗାଇ ଶକ୍ତିଶାଳୀ ରୁଷିଆ ସାମନାରେ ଆମେରିକା ଦୁର୍ବଳ ୟୁକ୍ରେନକୁ ସାହାଯ୍ୟ କରୁଛି। ରାଷ୍ଟ୍ରପତି ଜୋ ବାଇଡେନ ପ୍ରଶାସନ ବୁଧବାର ପୁଣି…
ଜେଲେନସ୍କିଙ୍କୁ ହତ୍ୟା କରିବା ଛଡା ଅନ୍ୟ କିଛି ବିକଳ୍ପ ନାହିଁ: ଧମକ ଦେଲା ରୁଷିଆ…
ମସ୍କୋ,୪।୫ : ରୁଷିଆ ରାଷ୍ଟ୍ରପତିଙ୍କ ସରକାରୀ ବାସଭବନ କ୍ରେମଲିନ ଉପରେ ଡ୍ରୋନ ଆକ୍ରମଣ ପରେ ରୁଷି ଅତ୍ୟନ୍ତ କ୍ରୋଧିତ ହୋଇଛି। ରୁଷିଆର ପୂର୍ବତନ ରାଷ୍ଟ୍ରପତି ଦିମିତ୍ରୀ ମେଡଭେଡେଭ ୟୁକ୍ରେନ ଉପରେ ଏତେ ରାଗିଛନ୍ତି, ସେ ୟୁକ୍ରେନ ରାଷ୍ଟ୍ରପତି ଜେଲେନସ୍କିଙ୍କୁ ହତ୍ୟା କରିବାକୁ…
ଓଏଫ୍ସିର ଦ୍ୱିତୀୟ ବିଜୟ
ଭୁବନେଶ୍ୱର,୪ା୫(ସ୍ପୋଟର୍ସ ବ୍ୟୁରୋ): ଗୁଜରାଟରେ ଅନୁଷ୍ଠିତ ଇଣ୍ଡିଆନ୍ ଓମେନ୍ସ ଲିଗ୍ରେ ଦ୍ୱିତୀୟ ବିଜୟ ହାସଲ କରିଛି ଓଡ଼ିଶା ଏଫ୍ସି(ଓଏଫ୍ସି)। ପ୍ରଥମ ସଂସ୍କରଣ ଚାମ୍ପିୟନ ଇଷ୍ଟର୍ନ ସ୍ପୋର୍ଟିଂ ୟୁନିୟନକୁ ବୁଧବାର ୪-୦ରେ ପରାସ୍ତ କରିଛି ଓଡିଶା। ଦଳ ପକ୍ଷରୁ ଯଶୋଦା ମୁଣ୍ଡା, ଅଞ୍ଜୁ ତମାଙ୍ଗ,…
ଲୁଟ୍ ପ୍ରତି ମୋଦି ଆଖି ବୁଜିଦେଇଛନ୍ତି: ପ୍ରିୟଙ୍କା
ଇନ୍ଦି(କର୍ନାଟକ),୪ା୫ : କର୍ନାଟକରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ ନିର୍ବାଚନ ପ୍ରଚାର କରୁଥିବା କଂଗ୍ରେସ ସାଧାରଣ ସମ୍ପାଦକ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କଡ଼ା ସମାଲୋଚନା କରିଛନ୍ତି। ରାଜ୍ୟରେ ଭାଜପାର ୪୦ ପ୍ରତିଶତ କମିଶନ ସରକାର ଚାଲିଛି। ଭାଜପା…

