Home Middle

ଆଜି ଖସିବ ନାସା ସାଟେଲାଇଟ୍‌

ଓ୍ବାଶିଂଟନ୍‌,୧୯।୪: ନାସାର ଏକ ଅଚଳ ଉପଗ୍ରହ ବୁଧବାର ପୃଥିବୀପୃଷ୍ଠକୁ ଖସିବା ନେଇ ଆମେରିକୀୟ ମହାକାଶ ଗବେଷଣା ସଂସ୍ଥା ପକ୍ଷରୁ ସତର୍କ କରାଯାଇଛି। ୬୦୦ ପାଉଣ୍ଡ (୨୭୨ କିଲୋଗ୍ରାମରୁ ଅଧିକ) ଓଜନର ଏହି ଉପଗ୍ରହ ବୁଧବାର ରାତି ୯ଟା ୩୦ ମିନିଟ୍‌ (ଇଷ୍ଟର୍ନ…

ୟୁକ୍ରେନୀୟ ଅଞ୍ଚଳରେ ପୁଟିନ୍‌

ମସ୍କୋ,୧୯ା୪: ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ ନିଜ ଦଖଲକୁ ନେଇଥିବା ୨ ୟୁକ୍ରେନୀୟ ଅଞ୍ଚଳ ଖେରସନ୍‌ ଓ ଲୁହାନ୍‌ସ୍କର ସେନା କମାଣ୍ଡରଙ୍କୁ ସୋମବାର ଭେଟିଛନ୍ତି। ୨ ମାସ ମଧ୍ୟରେ ଏହା ହେଉଛି ପୁଟିନ୍‌ଙ୍କ ଦ୍ୱିତୀୟ ୟୁକ୍ରେନ୍‌ ଗସ୍ତ। ସମ୍ପୃକ୍ତ ଅଞ୍ଚଳରେ ମସ୍କୋର…

ଦୁର୍ଘଟଣାମୁକ୍ତ ସେବା ପାଇଁ ଓଡ଼ିଶା ଡ୍ରାଇଭର ପୁରସ୍କୃତ

ନୂଆଦିଲ୍ଲୀ,୧୯ା୪ : ଦୀର୍ଘ ୩୪ ବର୍ଷ ଧରି ଦୁର୍ଘଟଣାମୁକ୍ତ ସେବା ପାଇଁ ଓଡ଼ିଶା ରାଜ୍ୟ ସଡ଼କ ପରିବହନ ନିଗମର ଡ୍ରାଇଭର ଶେଖ୍‌ ଦୟାନ ମଙ୍ଗଳବାର ପୁରସ୍କୃତ ହୋଇଛନ୍ତି। ଆସୋସିଏଶନ ଅଫ୍‌ ଷ୍ଟେଟ୍‌ ରୋଡ୍‌ ଟ୍ରାନ୍ସପୋର୍ଟ ଅଣ୍ଡରଟେକିଂ (ଏଏସ୍‌ଆର୍‌ଟିୟୁ) ପକ୍ଷରୁ ଏହି ପୁରସ୍କାର…

ପର୍ବତାରୋହୀ ବଲଜିତ ଉଦ୍ଧାର

କାଠମାଣ୍ଡୁ, ୧୯।୪: ନେପାଳର ମାଉଣ୍ଟ ଅନ୍ନପୂର୍ଣ୍ଣାରୁ ଓହ୍ଲାଇବା ବେଳେ ସୋମବାର ନିଖୋଜ ଥିବା ଭାରତୀୟ ପର୍ବତାରୋହୀ ବଲଜିତ କୌରଙ୍କୁ ମଙ୍ଗଳବାର ସୁରକ୍ଷିତ ଉଦ୍ଧାର କରାଯାଇଛି। ଏକ ଏରିଅଲ ସର୍ଚ୍ଚ ଟିମ୍‌ ପକ୍ଷରୁ ସର୍ଚ୍ଚ ଅପରେଶନ୍‌ କରାଯାଇଥିଲା। ବିନା ସପ୍ଲିମେଣ୍ଟାଲ୍‌ ଅକ୍ସିଜେନ୍‌ ବ୍ୟବହାର…

ମହାନଦୀ ଟ୍ରିବ୍ୟୁନାଲର ୫ ଦିନିଆ କ୍ଷେତ୍ର ସର୍ଭେ ଆରମ୍ଭ

ରାୟପୁର,୧୯ା୪ : ମହାନଦୀ ଜଳବିବାଦ ଟ୍ରିବ୍ୟୁନାଲ୍‌ ମଙ୍ଗଳବାରଠାରୁ ଛତିଶଗଡ଼ରେ ୫ ଦିନିଆ କ୍ଷେତ୍ର ସର୍ଭେ ଆରମ୍ଭ କରିଛି। ନଦୀ ତଳମୁଣ୍ଡକୁ କେତେ ଜଳ ପ୍ରବାହିତ ହେଉଛି ଏବଂ ଅଣମୌସୁମୀ ଋତୁରେ ନଦୀରେ କେତେ ଜଳ ଉପଲବ୍ଧ ରହୁଛି ଓ ବ୍ୟବହୃତ ହେଉଛି,…

ଜାତି ଗଣନା, କୋଟା ସୀମା ଉଚ୍ଛେଦ ବିରୋଧୀଙ୍କ ବ୍ରହ୍ମାସ୍ତ୍ର

ନୂଆଦିଲ୍ଲୀ,୧୯ା୪(ପି.ଟି.): ୨୦୨୪ ଲୋକ ସଭା ନିର୍ବାଚନ ପାଇଁ ବିରୋଧୀ ଦଳଗୁଡ଼ିକର ମେଣ୍ଟ ଏପର୍ଯ୍ୟନ୍ତ ସ୍ଥିର ହୋଇ ନାହିଁ। ତେବେ ଭାଜପାକୁ କ୍ଷମତାରୁ ହଟାଇବାକୁ ଜାତିଭିତ୍ତିକ ଜନଗଣନା ଏବଂ ସ୍ଥାନ ସଂରକ୍ଷଣ ସୀମା ହ୍ରାସ ଦାବି ଲାଗି ବିରୋଧୀଙ୍କ ମିଳିତ ଦାବି ସେମାନଙ୍କୁ…

ବିଦ୍ୟା, ଡିଏଫ୍‌ଓ, ରୋଷେୟାଙ୍କ ବିରୋଧରେ ମାମଲା ଚାଲିବ

ପାରଳାଖେମୁଣ୍ଡି, ୧୯।୪(ଡି.ଏନ୍‌.ଏ.): ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମୃତ୍ୟୁ ମାମଲାରେ ସ୍ତ୍ରୀ ବିଦ୍ୟାଭରତୀ ପଣ୍ଡା, ତତ୍‌କାଳୀନ ଡିଏଫ୍‌ଓ ସଂଗ୍ରାମ କେଶରୀ ବେହେରା ଏବଂ ରୋଷେୟା ମନ୍ମଥ କୁମ୍ଭଙ୍କ ବିରୋଧରେ ହତ୍ୟା ଏବଂ ଆପରାଧିକ ଷଡ଼ଯନ୍ତ୍ର ରଚିବା ଅଭିଯୋଗରେ ପୁଣି ବିଚାର ହେବ। ଆଇପିସି…

୧୪ ରନରେ ଜିତିଲା ଏମଆଇ…

ହାଇଦ୍ରାବାଦ,୧୮।୪ : ଆଇପିଏଲ ସିରିଜ ୧୬ର ୨୫ତମ ମ୍ୟାଚରେ ମଙ୍ଗଳବାର ସନ ରାଇଜର୍ସ ହାଇଦ୍ରାବାଦ (ଏସଆରଏଚ) ବିପକ୍ଷରେ ମୁମ୍ବାଇ ଇଣ୍ଡିଆନ୍ସ(ଏମଆଇ) ୧୪ ରନରେ ଜିତିଛି। ଧାର୍ଯ୍ୟ ୧୯୩ ରନର ପିଛା କରି ଏସଆରଏଚ ୧୯.୫ ଓଭରରେ ୧୦ ଓ୍ବିକେଟ ହରାଇ ୧୭୮…

ବୁଧ,ଗୁରୁ ସ୍କୁଲ ଛୁଟି

ଭୁବନେଶ୍ୱର,୧୮।୪(ବ୍ୟୁରୋ): ରାଜ୍ୟରେ ପୁଣି ୨ ଦିନ ସ୍କୁଲ ଛୁଟି ଘୋଷଣା କରାଯାଇଛି। ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟସରକାର ଏଭଳି ନିଷ୍ପତ୍ତି ନେଇଛନ୍ତି। ବୁଧବାର ଓ ଗୁରୁବାର ୨ ଦିନ ସ୍କୁଲ ଛୁଟି ରହିବ। ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସରକାରୀ ବେସରକାରୀ…

ବେଜିଂର ଚାଙ୍ଗଫେଙ୍ଗ ହସ୍ପିଟାଲରେ ଅଗ୍ନିକାଣ୍ଡ: ୨୧ ମୃତ…

ବେଜିଂ,୧୮।୪ : ଚାଇନାର ରାଜଧାନୀ ବେଜିଂର ଏକ ଡାକ୍ତରଖାନାରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ସୂଚନା ଅନୁଯାୟୀ, ଏହି ଦୁର୍ଘଟଣା ରୋଗୀ ବିଭାଗର ପୂର୍ବ ୱିଙ୍ଗରେ ଘଟିଛି। ଏଥିରେ ୨୧ ଜଣଙ୍କର ମୃତ୍ୟୁ ଘଟିଛିି। ସ୍ଥାନୀୟ ସମୟ ମଧ୍ୟାହ୍ନ ୧୨…

୩୪ ଦେଶରେ ସମଲିଙ୍ଗୀ ବିବାହକୁ ମିଳିଛି ସ୍ବୀକୃତି…

ଓ୍ବାଶିଂଟନ,୧୮।୪ : ଭାରତରେ ସମଲିଙ୍ଗୀ ବିବାହ ପ୍ରସଙ୍ଗରେ ସୁପ୍ରିମକୋର୍ଟରେ ଶୁଣାଣି ଚାଲିଛି। ବଡ ବେଞ୍ଚରେ କେନ୍ଦ୍ର ସରକାର, ରାଜ୍ୟ ସରକାରଙ୍କ ବ୍ୟତୀତ ଅନ୍ୟ ସମସ୍ତ ଆବେଦନ ଉପରେ ଶୁଣାଣି ଜାରି ରହିଛି। ଯଦିଓ ସମଲିଙ୍ଗୀ ସମ୍ପର୍କ ଭାରତରେ ଆଉ ଅପରାଧ ନୁହେଁ,…

ଏସଆରଏଚକୁ ୧୯୩ ରନର ବିଜୟ ଲକ୍ଷ୍ୟ ଦେଲା ଏମଆଇ…

ହାଇଦ୍ରାବାଦ,୧୮।୪ : ଆଇପିଏଲ ସିରିଜ ୧୬ର ୨୫ତମ ମ୍ୟାଚ ମଙ୍ଗଳବାର ସନ ରାଇଜର୍ସ ହାଇଦ୍ରାବାଦ (ଏସଆରଏଚ) ଏବଂ ମୁମ୍ବାଇ ଇଣ୍ଡିଆନ୍ସ(ଏମଆଇ) ମଧ୍ୟରେ ହାଇଦ୍ରାବାଦର ରାଜୀବ ଗାନ୍ଧୀ ଇଣ୍ଟରନ୍ୟାଶନାଲ ଷ୍ଟାଡିୟମରେ ଖେଳାଯାଉଛି। ଏସଆରଏଚ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri