Home Middle

ଲଣ୍ଡନରେ ଭାରତୀୟ ହାଇ କମିଶନଙ୍କ ସାମ୍ନାରେ ଭଙ୍ଗାରୁଜା, ଏନଆଇଏ କରିବ ଯାଞ୍ଚ, ପାକ-ଖଲିସ୍ତାନ ଷଡଯନ୍ତ୍ରର କରିବ ଅନୁସନ୍ଧାନ

ଲଣ୍ଡନ/ନୂଆଦିଲ୍ଲୀ,୧୮।୪: ବ୍ରିଟେନର ରାଜଧାନୀ ଲଣ୍ଡନରେ ଭାରତୀୟ ହାଇ କମିଶନଙ୍କ ସାମ୍ନାରେ ହୋଇଥିବା ପ୍ରଦର୍ଶନ ମାମଲାର ଯାଞ୍ଚ ଏବେ କେନ୍ଦ୍ରୀୟ ଯାଞ୍ଚ ଏଜେନ୍ସି ଏନଆଇଏ କରିବ। ସୂଚନାଯୋଗ୍ୟ, ପ୍ରଦର୍ଶନ ମାମଲାରେ ପାକିସ୍ତାନ ଓ ଖଲିସ୍ତାନ ସମର୍ଥକ ଜଡିତ ଥିବା ଇନପୁଟ ମିଳିଛି। ଏହାପରେ…

ଆଇପିଏଲ୍‌ ୨୦୨୩: ଆଜି ମୁମ୍ବାଇ ଇଣ୍ଡିଆନ୍ସକୁ ଭେଟିବ ସନ୍‌ରାଇଜର୍ସ ହାଇଦ୍ରାବାଦ

ହାଇଦ୍ରାବାଦ,୧୮।୪: ସୋମବାର ଆଇପିଏଲ୍‌ ୨୦୨୩ର ସିଜିନ ୧୬ର ୨୫ ତମ ମ୍ୟାଚ ମୁମ୍ବାଇ ଇଣ୍ଡିଆନ୍ସ(ଏମ୍‌ଆଇ) ଏବଂ ସନ୍‌ରାଇଜର୍ସ ହାଇଦ୍ରାବାଦ(ଏସ୍‌ଆର୍‌ଏଚ୍‌) ମଧ୍ୟରେ ହାଇଦ୍ରାବାଦର ରାଜୀବ ଗାନ୍ଧୀ ଷ୍ଟାଡିୟମରେ ସନ୍ଧ୍ୟା ସାଢ଼େ ୭ଟାରେ ଖେଳାଯିବ। ମୁମ୍ବାଇ ଓ ହାଇଦ୍ରାବାଦ ପ୍ରତିଯୋଗିତା ଆରମ୍ଭରୁ ୨ ଲେଖାଏ…

ଗୁରୁଦ୍ୱାରା ଗୁଳିକାଣ୍ଡ ମାମଲାରେ ୧୭ ଗିରଫ, ମେଶିନ ଗନ ଏକ ୪୭ ଜବତ

ଓ୍ବାଶିଂଟନ,୧୮।୪: ଆମେରିକାର କାଲିଫର୍ନିଆରେ ଥିବା ସୌକ୍ରାମେଂଟୋ ସ୍ଥିତ ଏକ ଗୁରୁଦ୍ୱାରରେ ଗତ ମାସରେ ହୋଇଥିବା ଗୁଳିକାଣ୍ଡ ଘଟଣାରେ ପୋଲିସ ବଡ ଧରଣର ଚଢାଉ କରିଛି। କୁହାଯାଉଛି କି ଏହି ଘଟଣାକୁ ନେଇ ପ୍ରାୟ ୨୦ଟି ସ୍ଥାନରେ ଚଢାଉ କରାଯାଇଛି। ଏହାସହ ୧୭…

ଭୁଶୁଡିଲା ଚାଉଳ ମିଲ୍‌: ୪ ମୃତ, ୨୦ ଆହତ

ଚଣ୍ଡିଗଡ,୧୮।୪: ହରିୟାଣାର କରନାଲରେ ଏକ ଚାଉଳ ମିଲ୍‌ ସୋମବାର ବିଳମ୍ବିତ ରାତିରେ ଭୁଶୁଡି ପଡିଛି। ଫଳରେ ୪ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨୦ ଜଣ ଆହତ ହୋଇଛନ୍ତି।ଏଥିସହ ମିଲ୍‌ରେ ଶୋଇଥିବା କିଛି ଶ୍ରମିକ ଭଗ୍ନାବଶେଷରେ ଫସିଥିବା ଆଶଙ୍କା କରାଯାଉଛି। ଦୁର୍ଘଟଣା…

ସ୍ବାସ୍ଥ୍ୟକର୍ମୀଙ୍କ ଉପରେ ଏସ୍‌ମା

ଭୁବନେଶ୍ୱର,୧୮।୪(ବ୍ୟୁରୋ): ସରକାରୀ ଡାକ୍ତରଖାନାରେ ନିୟୋଜିତ ନର୍ସ, ଫାର୍ମାସିଷ୍ଟ, ପାରାମେଡିକ୍‌, ଟେକ୍ନିସିଆନ୍‌ଙ୍କ ଉପରେ ରାଜ୍ୟ ସରକାର ସୋମବାର ଅତ୍ୟାବଶ୍ୟକ ସେବା ଏବଂ ପରିଚାଳନା ଆଇନ(ଏସ୍‌ମା) ଲାଗୁ କରିଛନ୍ତି। ଏଥିସହିତ ସ୍ବାସ୍ଥ୍ୟ ସେବାରେ ଜଡ଼ିତ ଅନ୍ୟ ତୃତୀୟ ଏବଂ ଚତୁର୍ଥ ଶ୍ରେଣୀ କର୍ମଚାରୀଙ୍କ ସମେତ…

ଆରସିବିକୁ ହରାଇ ସିଏସକେର ଦମଦାର ବିଜୟ…..

ବେଙ୍ଗାଲୁରୁ,୧୭।୪ : ସୋମବାର ଆଇପିଏଲ ୨୦୨୩ର ସିଜନ ୧୬ର ୨୪ ତମ ମ୍ୟାଚରେ ରୟାଲ୍ ଚ୍ୟାଲେଞ୍ଜରର୍ସ ବାଙ୍ଗାଲୋର(ଆରସିବି)କୁ ହରାଇ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସକେ)ବିଜୟୀ ହୋଇଛି। ସିଏସକେ ୨୦ ଓଭରରେ ୬ ଓ୍ବିକେଟ ହରାଇ ୨୨୬ ରନ୍‌ କରିଥିଲା। ଫଳରେ ଆରସିବି ପାଇଁ…

ଆରସିବିକୁ ଜିତିବାକୁ ହେଲେ କରିବାକୁ ପଡ଼ିବ ୨୨୭ ରନ୍‌…

ବେଙ୍ଗାଲୁରୁ,୧୭।୪ : ସୋମବାର ଆଇପିଏଲ ୨୦୨୩ର ସିଜନ ୧୬ର ୨୪ ତମ ମ୍ୟାଚ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସକେ) ଏବଂ ରୟାଲ ଚ୍ୟାଲେଞ୍ଜରର୍ସ ବାଙ୍ଗାଲୋର(ଆରସିବି) ମଧ୍ୟରେ ବେଙ୍ଗାଲୁରୁର ଏମ. ଚିନ୍ନାସ୍ବାମୀ ଷ୍ଟାଡିୟମରେ ଖେଳାଯାଉଛି। ତେବେ ମ୍ୟାଚରେ ପ୍ରଥମେ ଆରସିବି ଟସ ଜିତି ବୋଲିଂ…

ସମଲିଙ୍ଗୀ ବିବାହ ଉପରେ ସୁପ୍ରିମକୋର୍ଟର ଶୁଣାଣିକୁ ନେଇ କେନ୍ଦ୍ରର ବିରୋଧ

ନୂଆଦିଲ୍ଲୀ,୧୭।୪: ସମଲିଙ୍ଗୀ ବିବାହକୁ ଆଇନଗତ ସ୍ବୀକୃତି ପ୍ରଦାନ ଉପରେ ମଙ୍ଗଳବାର ଶୁଣାଣି ହେବ। ଗତ ସୋମବାର ସୁପ୍ରିମକୋର୍ଟ ଏହାର ଶୁଣାଣି କରି ୫ ଜଣିଆ ଜଣିଆ ଖଣ୍ଡପୀଠଙ୍କୁ ଏହି ମାମଲା ହସ୍ତାନ୍ତର କରି ଆଇନଗତ ସ୍ବୀକୃତି ଉପରେ ଅନ୍ତିମ ଯୁକ୍ତି ପାଇଁ…

ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଲା ଆରସିବି…

ବେଙ୍ଗାଲୁରୁ,୧୭।୪: ସୋମବାର ଆଇପିଏଲ ୨୦୨୩ର ସିଜନ ୧୬ର ୨୪ ତମ ମ୍ୟାଚ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସକେ) ଏବଂ ରୟାଲ ଚ୍ୟାଲେଞ୍ଜରର୍ସ ବାଙ୍ଗାଲୋର(ଆରସିବି) ମଧ୍ୟରେ ବେଙ୍ଗାଲୁରୁର ଏମ. ଚିନ୍ନାସ୍ବାମୀ ଷ୍ଟାଡିୟମରେ ଖେଳାଯାଉଛି। ତେବେ ମ୍ୟାଚରେ ପ୍ରଥମେ ଆରସିବି ଟସ୍‌ ଜିତି ବୋଲିଂ କରିବାକୁ…

କର୍ନାଟକ ନିର୍ବାଚନ: ତୃତୀୟ ପ୍ରାର୍ଥୀ ତାଲିକା ଜାରି କଲା ଭାଜପା

ବେଙ୍ଗାଲୁରୁ,୧୭।୪: ମେ’ ୧୦ ତାରିଖରେ କର୍ନାଟକ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ଏହାକୁ ନେଇ ବର୍ତ୍ତମାନ ରାଜନୀତି ସରଗରମ ରହିଛି। ଏହାରି ମଧ୍ୟରେ ଭାଜପା ସୋମବାର ପ୍ରାର୍ଥୀଙ୍କ ତୃତୀୟ ତାଲିକା ପ୍ରକାଶ କରିଛି। ତେବେ ତୃତୀୟ ତାଲିକାରେ ମୋଟ୍‌ ୧୦…

ଆସାମରେ ୩.୭ ତୀବ୍ରତାର ଭୂକମ୍ପ ଝଟକା…

ଗୁଆହାଟୀ, ଆସାମର ଗୁଆହାଟୀରେ ସୋମବାର ଅପରାହ୍ନ ୪.୫୨ରେ ଏକ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୩.୭ ରେକର୍ଡ କରାଯାଇଥିବା ବେଳେ ଏହାର ଗଭୀରତା ୧୦ କିଲୋମିଟର ଥିବା ଭାରତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସୂଚନା…

ଶିକ୍ଷକ ଚୟନ ଦୁର୍ନୀତି ମାମଲା: ଅଭିଷେକ ବାର୍ନାଜୀଙ୍କୁ ସିବିଆଇ ପକ୍ଷରୁ ସମନ ଜାରି

କୋଲକାତା, ୧୭।୪: ପଶ୍ଚିମବଙ୍ଗରେ ଶିକ୍ଷକ ଚୟନ ଦୁର୍ନୀତି ମାମଲାରେ ତୃଣମୂଳ କଂଗେସର ଏମ୍‌ପି ଏବଂ ଦଳର ସଭାପତି ଅଭିଷେକ ବାର୍ନାଜୀଙ୍କୁ ସିବିଆଇ ସମନ ଜାରି କରିଛି। ସମନରେ ତାଙ୍କୁ ମଙ୍ଗଳବାର କୋଲକାତାର ନିଜାମ ପ୍ୟାଲେସରେ ହାଜିର ହେବାକୁ ନିର୍ଦ୍ଦେଶ ଦିଆଯାଇଛି। ଏପ୍ରିଲ୍‌…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri