ପୃଥିବୀରେ ହେବାକୁ ଯାଉଛି ଭୟଙ୍କର ଭୂକମ୍ପ! ପ୍ରଶାନ୍ତ ମହାସାଗରର ତଳ ଭାଗରେ ଲିକ, ବୈଜ୍ଞାନିକଙ୍କ ଚେତାବନୀ…
ଓ୍ବାଶିଂଟନ,୧୫।୪ : ପ୍ରଶାନ୍ତ ମହାସାଗରରେ ଫଲ୍ଟ ଲାଇନ୍ସ ନାମକ ଅଞ୍ଚଳରେ ଏକ ଲିକ ହୋଇଛି। ଏହା ପୃଥିବୀରେ ଏକ ବଡ଼ ଭୂକମ୍ପର ସଙ୍କେତ ଦେଇଛି। ବୈଜ୍ଞାନିକମାନେ କହିଛନ୍ତି ପ୍ରଶାନ୍ତ ମହାସାଗରରେ ଥିବା ଏହି ଲିକ ଦିନେ ବଡ଼ ଭୂକମ୍ପ ସୃଷ୍ଟି କରିପାରେ।…
ଟସ ଜିତିଲା ପିବିକେଏସ, ପ୍ରଥମେ ବୋଲିଂ, ଖେଳୁ ନାହାନ୍ତି ଶିଖର ଧାଓ୍ବନ…
ଲକ୍ଷ୍ନୌ,୧୫।୪ : ଆଇପିଏଲ ସିରିଜ ୧୬ର ୨୧ତମ ମ୍ୟାଚ ଶନିବାର ଲକ୍ଷ୍ନୌ ସୁପର ଜ୍ୟାଣ୍ଟସ(ଏଲଏସଜି) ଏବଂ ପଞ୍ଜାବ କିଙ୍ଗ୍ସ(ପିବିକେଏସ) ମଧ୍ୟରେ ଲକ୍ଷ୍ନୌର ଅଟଳ ବିହାରୀ ବାଜପେୟୀ ଷ୍ଟାଡିୟମରେ ଖେଳାଯାଉଛି। ପିବିକେଏସ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ଅଧିନାୟକ…
ଡିସିର ବ୍ୟାଟିଂ ଲାଇନ ବିପର୍ଯ୍ୟସ୍ତ, ୨୩ ରନରେ ଜିତିଲା ଆରସିବି…
ବେଙ୍ଗାଲୁରୁ,୧୫।୪ : ଆଇପିଏଲ ସିରିଜ ୧୬ର ୨୦ତମ ମ୍ୟାଚ ଶନିବାର ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ବିପକ୍ଷରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ୨୩ ରନରେ ବିଜୟ ହାସଲ କରିଛି। ବେଙ୍ଗାଲୁରୁର ଏମ୍. ଚିନ୍ନାସ୍ବାମୀ ଷ୍ଟାଡିୟମରେ ଖେଳାଯାଇଥିବା ଏହି ମ୍ୟାଚରେ ଡିସି ଟସ…
କେଜରିଓ୍ବାଲଙ୍କୁ ଭୟ କରୁଛନ୍ତି ପ୍ରଧାନମନ୍ତ୍ରୀ: ଏଏପି…
ନୂଆଦିଲ୍ଲୀ,୧୫।୪ : ସିବିଆଇ ଦ୍ୱାରା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ନିକଟକୁ ପଠାଯାଇଥିବା ସମନ ନେଇ ଆମ ଆଦମୀ ପାର୍ଟି ମୁଖପାତ୍ର ସୌରଭ ଭରଦ୍ୱାଜ ଭାଜପାକୁ କଡ଼ା ସମାଲୋଚନା କରିଛନ୍ତି। ଶନିବାର ଭରଦ୍ବାଜ କହିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯଦି ଦେଶର…
୨୦-୨୫ ଆସନରେ କ୍ଷତି ସହିବ ଦଳ: ଟିକଟ ପାଇ ନ ଥିବା ପୂର୍ବତନ ଭାଜପା ମୁଖ୍ୟମନ୍ତ୍ରୀ..
ହୁବଲୀ,୧୫।୪ : କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ଜଗଦୀଶ ଶେଟ୍ଟର ଏକ ବିଦ୍ରୋହୀ ମନୋଭାବ ଗ୍ରହଣ କରିଛନ୍ତି। ସେ କହିଛନ୍ତି ତାଙ୍କୁ ଟିକଟ ନ ମିଳିବା ଦ୍ୱାରା ରାଜ୍ୟରେ ଅତି କମରେ ୨୦ରୁ ୨୫ ଟି ବିଧାନସଭା ଆସନରେ ନକାରାତ୍ମକ ପ୍ରଭାବ ପଡିବ।…
କରି ନାହିଁ କିଛି ଭୁଲ: ଫଡନାଭିସ…
ମୁମ୍ବାଇ,୧୫।୪ : ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ ଶନିବାର ଏଠାରେ ଏକ କୋର୍ଟରେ ହାଜର ହୋଇଥିଲେ। ତାଙ୍କ ବିରୋଧରେ ଅଭିଯୋଗ ହୋଇଥିଲା ସେ ତାଙ୍କ ୨୦୧୪ ନିର୍ବାଚନ ସତ୍ୟପାଠରେ ଅପରାଧିକ ମାମଲା ସମ୍ପର୍କରେ ପ୍ରକାଶ କରିନାହାଁନ୍ତି। ଫଡନାଭିସ କୋର୍ଟରେ ଏହି ସମସ୍ତ…
୩୦୦ ମିଟର ଗଭୀର ଖାଲକୁ ଖସିଲା ବସ: ୧୩ ମୃତ,୨୯ରୁ ଅଧିକ ଆହତ…
ମୁମ୍ବାଇ,୧୫।୪ : ଶନିବାର ସକାଳେ ମହାରାଷ୍ଟ୍ରର ରାୟଗଢରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଏଠାରେ ଥିବା ଖାପୋଲି ଅଞ୍ଚଳରେ ଏକ ବସ ରାସ୍ତାରୁ ନିୟନ୍ତ୍ରଣ ହରାଇ ୩୦୦ ମିଟର ଗଭୀର ଖାଲରେ ପଡ଼ିଯାଇଥିଲା। ଏହି ଦୁର୍ଘଟଣାରେ ୧୩ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ…
ଓଡ଼ିଆରେ ପରୀକ୍ଷା ଦେବେ ସିଏପିଏଫ୍ କନଷ୍ଟେବଳ ପ୍ରାର୍ଥୀ
ଭୁବନେଶ୍ୱର,୧୫ା୪(ବ୍ୟୁରୋ): କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବାହିନୀ ବା ସିଏପିଏଫ୍ କନଷ୍ଟେବଳ ପାଇଁ ଏଣିକି ଓଡ଼ିଆରେ ପରୀକ୍ଷା ଦେଇପାରିବେ ପ୍ରାର୍ଥୀ। କେନ୍ଦ୍ର ଗୃହମନ୍ତ୍ରଣାଳୟ ପକ୍ଷରୁ ଜାରି କରାଯାଇଥିବା ବିଜ୍ଞପ୍ତିରେ ୧୩ଟି ଭାଷା ମଧ୍ୟରେ ଓଡ଼ିଆ ସ୍ଥାନ ପାଇଛି। ଏହି ଭାଷାଗୁଡ଼ିକ ମଧ୍ୟରେ ଓଡ଼ିଆ,…
କେଜ୍ରିଓ୍ବାଲ୍ଙ୍କୁ ଟାର୍ଗେଟ କଲେ ଆଇନ ମନ୍ତ୍ରୀ କିରେନ୍ ରିଜିଜୁ
ନୂଆଦିଲ୍ଲୀ, ୧୫।୪: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଏବଂ ଆମ୍ ଆଦ୍ମୀ ପାର୍ଟି ମୁଖ୍ୟ ଅରବିନ୍ଦ କେଜ୍ରିଓ୍ବାଲ୍ଙ୍କୁ ଅବକାରୀ ନୀତି ଘୋଟାଲା ସମ୍ପର୍କରେ ସିବିଆଇ ସମନ ଜାରି କରିଛି। ଭାଜପା କେଜ୍ରିଓ୍ବାଲଙ୍କୁ ଗିରଫ କରିବାର ଷଡ଼ଯନ୍ତ୍ର କରୁଛି ବୋଲି ଆମ୍ ଆଦ୍ମୀ ପାର୍ଟି କହିଛି।…
ଡିସି ପାଇଁ ବିଜୟ ଲକ୍ଷ୍ୟ ୧୭୫ ରନ…
ବେଙ୍ଗାଲୁରୁ,୧୫।୪ : ଆଇପିଏଲ ସିରିଜ ୧୬ର ୨୦ତମ ମ୍ୟାଚ ଶନିବାର ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ମଧ୍ୟରେ ବେଙ୍ଗାଲୁରୁର ଏମ୍. ଚିନ୍ନାସ୍ବାମୀ ଷ୍ଟାଡିୟମରେ ଖେଳାଯାଉଛି। ଡିସି ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି।…
ସ୍ପେସ ଷ୍ଟେଶନରେ ଚାଷ କରାଯାଇଥିବା ଟମାଟୋ ପୃଥିବୀ ମୁହାଁ…
ଫ୍ଳୋରିଡା,୧୫।୪ : ଆମେରିକାର ସ୍ପେସ ଏଜେନ୍ସି ନାସା ଘୋଷଣା କରିଛି, ମହାକାଶରେ ଥିବା ଅନ୍ତର୍ଜାତୀୟ ସ୍ପେସ ଷ୍ଟେଶନ- ଆଇଏସଏସରେ ଚାଷ ହୋଇଥିବା ଟମାଟୋ ଏପ୍ରିଲ ୧୫ ରେ ସ୍ପେସ ଏକ୍ସର ଏକ କାର୍ଗୋ ମହାକାଶଯାନ ସିଆରଏସ-୨୭ ମାଧ୍ୟମରେ ପୃଥିବୀକୁ ଫେରିବ। ଏହି…
ପୁଲଓ୍ବାମା ଆକ୍ରମଣ ନେଇ ସତ୍ୟପାଲ ମଲିକଙ୍କ ମନ୍ତବ୍ୟ: ଭାଜପାକୁ ଘେରିଲା କଂଗ୍ରେସ:…
ନୂଆଦିଲ୍ଲୀ,୧୫।୪ : ପୁଲଓ୍ବାମା ଆକ୍ରମଣ ନେଇ ସତ୍ୟପାଲ ମଲିକ ତାଙ୍କର ଏକ ସାକ୍ଷାତକାରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରିଛନ୍ତି। ଦ ୱାୟାରର ବରିଷ୍ଠ ଖବରଦାତା କରଣ ଥାପରଙ୍କୁ ଦେଇଥିବା ଏକ ସାକ୍ଷାତକାରରେ ସତ୍ୟପାଲ ମଲିକ ଦାବି କରିଛନ୍ତି ଯେ ପୁଲୱାମା…
Archives


