Home Middle

ଉହାନ ଲ୍ୟାବରୁ କରୋନା ଭୂତାଣୁ ଲିକ୍‌ ମାମଲା: ଶୀଘ୍ର ତଦନ୍ତ ପାଇଁ କହିଲା ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ…

ଜେନେଭା,୪।୩ : କରୋନା ଭାଇରସ ବିଷୟରେ ଆମେରିକାର ଅନୁସନ୍ଧାନକାରୀ ଏଜେନ୍ସି ଫେଡେରାଲ ବ୍ୟୁରୋ ଅଫ ଇନଭେଷ୍ଟିଗେସନ (ଏଫବିଆଇ) ର ନିର୍ଦ୍ଦେଶକ ଦାବି କରିଛି ଯେ ଏହି ଭୂତାଣୁ ଚାଇନାର ଏକ ଲ୍ୟାବରେ ସୃଷ୍ଟି ହୋଇଛି। ଏଠାରୁ ଏହା ଲିକ୍‌ ହୋଇ ସମଗ୍ର…

କରୋନା ଟିକା ବିକଶିତ କରିଥିବା ବୈଜ୍ଞାନିକଙ୍କୁ ହତ୍ୟା…

ମସ୍କୋ,୪।୩ : ରୁଷିଆରେ କୋଭିଡ-୧୯ ଟିକା ‘ସ୍ପୁଟନିକ ଭି’ ବିକଶିତ ପ୍ରକ୍ରିୟାରେ କାର୍ଯ୍ୟ କରିଥିବା ବୈଜ୍ଞାନିକମାନଙ୍କ ମଧ୍ୟରୁ ଆଣ୍ଡ୍ରେ ବୋଟିକୋଭଙ୍କୁ ତାଙ୍କ ବାସଭବନରେ ଏକ ବେଲ୍ଟକୁ ବେକରେ ବାନ୍ଧି ହତ୍ୟା କରାଯାଇଛି। ହତ୍ୟା ଘଟଣାରେ ପୋଲିସ ଜଣେ ଅଭିଯୁକ୍ତକୁ ଗିରଫ କରିଛି।…

୨୦୪୭ ସୁଦ୍ଧା ବହୁ ଦେଶଙ୍କୁ ପଛରେ ପକାଇବ ଭାରତ: ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ,୪।୩ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗତ କିଛି ଦିନ ଧରି ଓ୍ବେବନାରରେ ଭାରତର ବିକାଶ ସମ୍ପର୍କରେ ତଥ୍ୟ ପ୍ରଦାନ କରିବା ଜାରି ରଖିଛନ୍ତି। ଶନିବାର ସେ କହିଛନ୍ତି, ଯେ ଚଳିତ ବଜେଟରେ ଦେଶର ଭିତ୍ତିଭୂମି ନିର୍ମାଣ ଉପରେ ଅଧିକ ଗୁରୁତ୍ୱାରୋପ…

ଦୈନିକ ସଂକ୍ରମଣ ୩ ଶହ ଟପିଲା…

ନୂଆଦିଲ୍ଲୀ, ୪।୩: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ପୁଣି ଦୈନିକ କରୋନା ସଂକ୍ରମଣ ମାମଲା ବଢ଼ିଛି। ସେହିପରି ସକ୍ରିୟ…

ଲଦ୍ଦାଖରେ ବଢିଲା ଭାରତୀୟ ସେନାର ତୀକ୍ଷ୍ଣ ଦୃଷ୍ଟି, ଚାଇନାର ପ୍ରତ୍ୟେକ ଗତିବିଧି ଉପରେ ନଜର

ଜମ୍ମୁ,୪ ।୩: ଲଦ୍ଦାଖରେ ଚାଇନା ସହ ବଢି ଚାଲିଥିବା ଉତ୍ତେଜନା ମଧ୍ୟରେ ଭାରତୀୟ ସେନା ତାର ତୀକ୍ଷ୍ଣ ନଜରକୁ ବଢାଇ ଦେଇଛି । ପ୍ରତି ସ୍ଥାନରେ ସେନା ମୁତୟନ କରାଯାଇଛି । ଏହାସହ ଚାଇନାର ପ୍ରତିଟି ଗତିବିଧି ଉପରେ କଡା ନଜର…

ଆମେରିକାର ଯେତେ ଶତ୍ରୁ, ସେଥିରୁ କମ୍ୟୁନିଷ୍ଟ ଚାଇନା ସବୁଠାରୁ ମଜଭୁତ: ହେଲି

ୱାଶିଂଟନ,୪ ।୩: ଆମେରିକାର ରିପବ୍ଲିକାନ ପାର୍ଟି ପକ୍ଷରୁ ରାଷ୍ଟ୍ରପତି ପ୍ରାର୍ଥୀର ଦାବିବାର ନିକ୍କି ହେଲି ଚାଇନାକୁ ଟାର୍ଗେଟ କରିଛନ୍ତି । ସେ କହିଛନ୍ତି, ଆମେରିକାର ଏବେ ପର୍ଯ୍ୟନ୍ତ ଯେତେ ବି ଶତ୍ରୁ ହୋଇଛନ୍ତି ସେଥିମଧ୍ୟରୁ କମ୍ୟୁନିଷ୍ଟ ଚାଇନା ସବୁଠରୁ ମଜଭୁତ ଓ…

ପୁଣି ପାକିସ୍ତାନକୁ ଜବାବ ଦେଲା ଭାରତ, କଶ୍ମୀର ଆମର ଥିଲା, ରହିବ

ଜେନେଭା,୪ ।୩: ସଂଯୁକ୍ତ ରାଷ୍ଟ୍ର ମାନବାଧିକାର ପରିଷଦ(ୟୁଏନଏଚଆରସି)ରେ ପାକିସ୍ତାନର ବିଦେଶ ରାଜ୍ୟ ମନ୍ତ୍ରୀ ହିନା ରବ୍ୱାନି ଖର ପୁଣିଥରେ ଭାରତ ଉପରେ ମିଥ୍ୟା ଅଭିଯୋଗ ଲଗାଇବାକୁ ଚେଷ୍ଟା କରିଛନ୍ତି । ହେଲେ ତାଙ୍କର ସମସ୍ତ ଅଭିଯୋଗ ଉପରେ ଭାରତ କଡା ଜବାବ…

ଚଳିତ ବର୍ଷ ଏଲ ନିନୋର ରହିବ ପ୍ରଭାବ, ସାରା ବିଶ୍ୱ ହାହାକାର ଡାକିବ: ଡବ୍ଲୁଏମଓର ଚେତାବନୀ

ଲଣ୍ଡନ,୪ ।୩: ବିଶ୍ୱ ପାଣିପାଗ ବିଜ୍ଞାନ ସଙ୍ଗଠନ(ଡବ୍ଲୁଏମଓ) ଚେତାବନୀ ଦେଇଛି କି ଆଗାମୀ ମାସେ ଦୁଇମାସ ମଧ୍ୟରେ ଏଲ ନିନୋ ସକ୍ରିୟ ହେବା ସହ ସାରା ବିଶ୍ୱରେ ତାପମାତ୍ରା ବୃଦ୍ଧି ପାଇବ । ବିଶେଷ କରି ଭାରତ ଭଳି ଦେଶରେ ଗ୍ରୀଷ୍ମ…

ଜାକର୍ତ୍ତାର ତେଲ ଡିପୋରେ ଭୟଙ୍କର ଅଗ୍ନିକାଣ୍ଡ, ଅତିକମରେ ୧୬ ମୃତ ଅନେକେ ଆହତ

ଜାକର୍ତ୍ତା,୪ ।୩: ଇଣ୍ଡୋନେସିଆର ରାଜଧାନୀ ଜାକର୍ତ୍ତାର ଏକ ତେଲ ଭଣ୍ଡାର କେନ୍ଦ୍ରରେ ଭିଷଣ ଅଗ୍ନିକାଣ୍ଡ ହେବାରୁ ଅତିକମରେ ୧୬ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଏଥିରେ ଅନେକେ ଆହତ ହୋଇଛନ୍ତି । ମିଡିଆ ରିପୋର୍ଟ ଅନୁଯାୟୀ, ନିଆଁକୁ ଆୟତ୍ତ…

ପଞ୍ଚଭୂତରେ ଲୀନ ହେଲେ ଅଭିନେତା ପିଣ୍ଟୁ

ପୁରୀ ଅଫିସ,୩।୩: ପଞ୍ଚଭୂତରେ ବିଲୀନ ହେଲେ ଓଲିଉଡ୍‌ ଅଭିନେତା ପିଣ୍ଟୁ ନନ୍ଦ। ଶୁକ୍ରବାର ପୁରୀ ସ୍ବର୍ଗଦ୍ୱାରରେ ତାଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ବଡ଼ଭାଇ ଅଭିରାମଙ୍କ ପୁଅ ସାଇ  ତାଙ୍କୁ ମୁଖାଗ୍ନି ଦେଇଛନ୍ତି। ଏହି ସମୟରେ ସ୍ବର୍ଗଦ୍ୱାରରେ ଶୋକକୂଳ ପରିବେଶ ସୃଷ୍ଟି ହୋଇଥିଲା।…

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ମାଣିକ ଶାହା

ଅଗରତାଲା,୩।୩: ଭାଜପା ନେତା ମାଣିକ ଶାହା ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ଶୁକ୍ରବାର ମାଣିକ ଶାହା ନିଜର ଇସ୍ତଫା ରାଜ୍ୟପାଳ ସତ୍ୟଦେବ ନାରାୟଣ ଆର୍ଯ୍ୟଙ୍କୁ ହସ୍ତାନ୍ତର କରିଛନ୍ତି। ରାଜଭବନରୁ ବାହାରକୁ ଆସିବା ବେଳେ ମାଣିକ ଶାହା ଗଣମାଧ୍ୟମକୁ ନିଜର ପ୍ରତିକ୍ରିୟା ଦେଇଛନ୍ତି।…

ଭାରତକୁ ୯ ଉଇକେଟ୍‌ରେ ପରାସ୍ତ କଲା ଅଷ୍ଟ୍ରେଲିଆ

ଇନ୍ଦୋର,୩।୩: ଚାରି ଟେଷ୍ଟ ସିରିଜର ତୃତୀୟ ମ୍ୟାଚ୍‌ରେ ଅଷ୍ଟ୍ରେଲିଆ ଟିମ ଇଣ୍ଡିଆକୁ ୯ ଉଇକେଟ୍‌ରେ ପରାସ୍ତ କରିଛି। ଏହି ବିଜୟ ସହିତ ଅଷ୍ଟ୍ରେଲିଆ ସିରିଜରେ ପ୍ରତ୍ୟାବର୍ତ୍ତନ କରିଛି। ପ୍ରଥମ ଦୁଇଟି ଟେଷ୍ଟ ଜିତିବା ପରେ ସିରିଜ୍‌ରେ ଭାରତ ୨-୧ରେ ଆଗୁଆ ରହିଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri