ଏଆଇର ଅପବ୍ୟବହାର ରୋକିବା ଜରୁରୀ: ଜାତିସଂଘରେ କହିଲା ଭାରତ…
ଜେନେଭା,୧୫।୪ : ମିଳିତ ଜାତିସଂଘରେ ଭାରତର ସ୍ଥାୟୀ ମିଶନ ମିଳିତ ଜାତିସଂଘ ମୁଖ୍ୟାଳୟ କମ୍ପ୍ଲେକ୍ସରେ ଏକ ସମ୍ମିଳନୀ ଆୟୋଜନ କରି ନିରନ୍ତର ବିକାଶ ଲକ୍ଷ୍ୟ ହାସଲ କରିବାରେ ଟେକ୍ନୋଲୋଜିର ବିଶେଷ କରି କୃତ୍ରିମ ବୁଦ୍ଧିମତା (ଏଆଇ) ର ଭୂମିକା ଉପରେ ବିଚାରବିମର୍ଶ…
ଇଦ୍-ଉଲ୍-ଫିତର ପରେ ଶାନ୍ତିପୂର୍ଣ୍ଣ ବିରୋଧ ପ୍ରଦର୍ଶନ କରିବେ ଇମ୍ରାନ
ଇସଲାମାବାଦ,୧୫ା୪: ପାକିସ୍ତାନ ତେହେରିକ-ଇ-ଇନ୍ସାଫ (ପିଟିଆଇ) ଅଧ୍ୟକ୍ଷ ଇମ୍ରାନ ଖାନ୍ ଇଦ୍-ଉଲ୍-ଫିତର ପରେ ଦେଶରେ ଶାନ୍ତିପୂର୍ଣ୍ଣ ବିରୋଧ ପ୍ରଦର୍ଶନ କରିବେ ବୋଲି ଘୋଷଣା କରିଛନ୍ତି। ଏକ ରିପୋର୍ଟ ଅନୁଯାୟୀ, ଇମ୍ରାନ ପିଟିଆଇ କର୍ମୀ ଏବଂ ସମର୍ଥକଙ୍କୁ ସମ୍ବୋଧିତ କରି କହିଛନ୍ତି, ଇଦ୍-ଉଲ-ଫିତର ପରେ…
କ୍ଷେପଣାସ୍ତ୍ର ପରୀକ୍ଷା କଲା ଚାଇନା
ବେଜିଂ,୧୫ା୪: ଚାଇନା ଏକ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ କରିଛି। ପ୍ରତିରକ୍ଷା ମନ୍ତ୍ରଣାଳୟ କହିଛି, ଚାଇନା ଅଞ୍ଚଳରେ ଶୁକ୍ରବାର ବିଳମ୍ବିତ ରାତିରେ ଏହି ଅପରେଶନ କରାଯାଇଥିଲା ଏବଂ ଏହାର ଉଦ୍ଦେଶ୍ୟ ହାସଲ କରାଯାଇଥିଲା। ଏହି ପରୀକ୍ଷା ବିଷୟରେ ମନ୍ତ୍ରଣାଳୟ ଅଧିକ ସୂଚନା ଦେଇନାହିଁ।…
ଆମେରିକାର ଚେତାବନି ପରେ ନଇଁଲା ଚାଇନା! ଯୁଦ୍ଧରେ କୌଣସି ପକ୍ଷକୁ ଅସ୍ତ୍ର ନ ଦେବାକୁ ନେଲା ସଂକଳ୍ପ
ବେଜିଂ,୧୫।୪: ରୁଷିଆ-ୟୁକ୍ରେନ ଯୁଦ୍ଧରେ ଚାଇନା କୌଣସି ପକ୍ଷକୁ ଅସ୍ତ୍ର ବିକ୍ରୟ କରିବ ନାହିଁ। ପଶ୍ଚିମ ଦେଶ ଚିନ୍ତା ପ୍ରକଟ କରିଥିଲା କି ବେଜିଂ ରୁଷିଆକୁ ସେନା ସହାୟତା ପ୍ରଦାନ କରିପାରେ। ଏହାର ଜବାବରେ ଚାଇନାର ବଦେଶିକ ମନ୍ତ୍ରୀ କିନ ଗୌଂଗ ଶୁକବ୍ରାର…
ସମ୍ବଲପୁର ସହରରେ କର୍ଫ୍ୟୁ
ସମ୍ବଲପୁର,୧୫ା୪(ବ୍ୟୁରୋ): ସମ୍ବଲପୁର ସହରରେ ଭୟର ବାତାବରଣ ଲାଗି ରହିଛି। ବିଭିନ୍ନ ସ୍ଥାନରେ ବ୍ୟାପକ ପୋଲିସ ଫୋର୍ସ ମୁତୟନ ସତ୍ତ୍ୱେ ଗୁରୁବାର ରାତିରୁ ଶୁକ୍ରବାର ରାତି ପର୍ଯ୍ୟନ୍ତ ୧୦ଟି ଦୋକାନରେ ଭଙ୍ଗାରୁଜା କରାଯିବା ସହ ପୋଡ଼ାଜଳା କରାଯାଇଛି। ସ୍ଥିତି ନିୟନ୍ତ୍ରଣକୁ ନ ଆସିବା…
କରୋନ: ଗୋଟିଏ ଦିନରେ ୨୭ ମୃତ, ୧୦ ହଜାରରୁ ଅଧିକ ସଂକ୍ରମିତ, ଆକ୍ଟିଭ କେଶ ୫୩ ହଜାର ଟପିଲା
ନୂଆଦିଲ୍ଲୀ,୧୫।୪: କରୋନା ସଂକ୍ରମଣ ଏବେ ବଢିବାରେ ଲାଗିଛି। ଏହାକୁ ନେଇ ଏବେ କେନ୍ଦ୍ର ଓ ରାଜ୍ୟ ସରକାର ଚିନ୍ତାରେ ପଡି ଗଲେଣି। ଗତ ୨୪ ଘଣ୍ଟାରେ ୧୦ ହଜାର ୭୫୩ ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି। ଏହାପରେ ଦେଶରେ ଆକ୍ଟିଭ ମାମଲା…
ଶିଂଜୋ ଆବେଙ୍କ ପରେ ଏବେ ଟାର୍ଗେଟରେ ଜାପାନ ପ୍ରଧାନମନ୍ତ୍ରୀ ଫୁମିୟୋ କିଶିଦା! ଭାଷଣ ଦେବା ସମୟରେ ଫିଙ୍ଗାଗଲା ପାଇପ ବମ
ଟୋକିଓ,୧୫।୪: ଜାପାନ ପ୍ରଧାନମନ୍ତ୍ରୀ ଫୁମିୟୋ କିଶିଦାଙ୍କ ସଭାରେ ୧୫ ଏପ୍ରିଲ ଅର୍ଥାତ୍ ଶନିବାର ଏକ ବଡ ଧରଣର ବିସ୍ଫୋରଣ ହୋଇଛି। ଏହି ବିସ୍ଫୋରଣ ଓ୍ବାକାୟାମା ସହରରେ ପ୍ରଧାନମନ୍ତ୍ରୀ ଫୁମିୟୋ କିଶିଦାଙ୍କ ଭାଷଣ ଆରମ୍ଭ ହେବାର ଠିକ ପୂର୍ବରୁ ହୋଇଛି। ଏହି ସମୟରେ…
ବିଶ୍ୱର ୩ୟ ଉତ୍ତପ୍ତ ସହର ବାରିପଦା
ଭୁବନେଶ୍ୱର,୧୫ା୪(ବ୍ୟୁରୋ): ପ୍ରଚଣ୍ଡ ଗ୍ରୀଷ୍ମରେ ସାରା ରାଜ୍ୟ ସିଝୁଛି। ସତେଯେମିତି ଆକାଶରୁ ଅଗ୍ନିବର୍ଷା ହେଉଛି। ଗତ କିଛିଦିନ ହେବ ଅସହ୍ୟ ତାତି ସମଗ୍ର ରାଜ୍ୟକୁ କବଳିତ କରିଛି। ସକାଳ ହେବା ମାତ୍ରେ ମାଡ଼ିଆସୁଛି ତତଲା ପବନ। ଦେହମୁଣ୍ଡ ଜଳିପୋଡ଼ିଗଲା ଭଳି ଲାଗୁଛି ।…
କୋଲକାତାକୁ ହରାଇ ସନ୍ରାଇଜର୍ସର ଦ୍ୱିତୀୟ ବିଜୟ
କୋଲକାତା, ୧୪।୪: ହ୍ୟାରି ବ୍ରୁକ୍ଙ୍କ ଅପରାଜିତ ଶତକ ବଳରେ ସନ୍ରାଇଜର୍ସ ହାଇଦ୍ରାବାଦ ଶୁକ୍ରବାର ଅନୁଷ୍ଠିତ ଇଣ୍ଡିଆନ ପ୍ରିମିୟର ଲିଗ୍ର ୧୯ ତମ ମ୍ୟାଚରେ କୋଲକାତା ନାଇଟ ରାଇଡର୍ସକୁ ୨୩ ରନ୍ରେ ପରାସ୍ତ କରିଛି। ସନ୍ରାଇଜର୍ସ ୨୦ ଓଭରରେ ୪ ଉଇକେଟ ହରାଇ…
ହନୁମାନ ଜୟନ୍ତୀରେ ପୁଣି ହିଂସାକାଣ୍ଡ: ଯୁବକଙ୍କୁ ହତ୍ୟା, ପୋଡ଼ାଜଳା
ସମ୍ବଲପୁର,୧୪।୪(ବ୍ୟୁରୋ): ସମ୍ବଲପୁର ହନୁମାନ ଜୟନ୍ତୀ ଉପଲକ୍ଷେ ବାଇକ୍ ଶୋଭାଯାତ୍ରା ଉପରେ ପଥର ମାଡ ପରେ ପୋଡ଼ାଜଳା ଓ ମରଣାନ୍ତକ ଆକ୍ରମଣ ଘଟଣାକୁ ଇତିମଧ୍ୟରେ ୨ ଦିନ ବିତିଯାଇଛି। ହେଲେ ସହରରେ ଆତଙ୍କ ଓ ଭୟର ବାତାବରଣ ଲାଗି ରହିଛି । ଏନେଇ…
କୋଲ୍କାତା ଆଗରେ ୨୨୯ ରନ୍ର ବିଶାଳ ଟାର୍ଗେଟ
କୋଲ୍କାତା,୧୪।୪: କୋଲ୍କାତାର ଇଡେନ୍ ଗାର୍ଡେନ୍ରେ ଶୁକ୍ରବାର ଖେଳାଯାଇଥିବା ଆଇପିଏଲ୍ର ୧୯ତମ ମ୍ୟାଚ୍ରେ କୋଲ୍କାତା ନାଇଟ୍ ରାଇଡର୍ସ ଅଧିନାୟକ ନୀତିଶ ରାଣା ଟସ୍ ଜିତି ବୋଲିଂ ନିଷ୍ପତ୍ତି ନେଇଥିଲେ। ଫଳରେ ଏଡେନ ମାରକ୍ରମଙ୍କ ନେତୃତ୍ୱାଧୀନ ସନ୍ରାଇଜର୍ସ ହାଇଦ୍ରାବାଦ ପ୍ରଥମେ ବ୍ୟାଟିଂ କରିବାକୁ ପଡ଼ିଆକୁ…
ବୋମା ବିସ୍ଫୋରଣର ସେଣ୍ଟର ପାଲଟି ଯାଇଛି ପଶ୍ଚିମବଙ୍ଗ, ୨୦୨୫ରେ ପ୍ରଥମ ଭାଙ୍ଗିଯିବ ମମତା ସରକାର: ଶାହା
କୋଲକାତା,୧୪।୪: ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଶୁକ୍ରବାର ପଶ୍ଚିମବଙ୍ଗର ବୀରଭୁମି ଜିଲାର ସିଉଡିରେ ଏକ ଜନସଭାକୁ ସମ୍ବୋଧିତ କରିଛନ୍ତି। ଏହି ସମୟରେ ସେ ମମତା ବାନାର୍ଜୀଙ୍କ ସରକାର ଓ ତ୍ରୁଣମୂଳ କଂଗ୍ରେସ ଉପରେ ଖୁବ୍ ବର୍ଷିଛନ୍ତି। ସେ କହିଛନ୍ତି ୨୦୨୫ରେ ପ୍ରଥମେ…
Archives


