Home Middle

ଟସ ଜିତିଲା ଏସଆରଏଚ: ପ୍ରଥମେ ବ୍ୟାଟିଂ…

ନୂଆଦିଲ୍ଲୀ,୨୯।୪ : ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ)ର ୪୦ତମ ମ୍ୟାଚ ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଦଳ ଏବଂ ସନରାଇଜର୍ସ ହାଇଦ୍ରାବାଦ(ଏସଆରଏଚ) ଟିମ୍‌ ମୁହାଁମୁହିଁ ହୋଇଛନ୍ତି। ମ୍ୟାଚରେ ଏସଆରଏଚ ଦଳ ଟସ ଜିତିଛି। ଅଧିନାୟକ ଇଡେନ ମାର୍କ୍ରାମଙ୍କ…

ଜେଇଇ ମେନ୍‌ ସେସନ୍‌-୨ ରେଜଲ୍ଟ ପ୍ରକାଶ: ପ୍ରିୟଙ୍କା ସର ରାଜ୍ୟ ଟପ୍ପର

ଭୁବନେଶ୍ୱର,୨୯ା୪(ବ୍ୟୁରୋ): ଶନିବାର ପ୍ରକାଶ ପାଇଛି ଜେଇଇ ମେନ ସେସନ-୨ ରେଜଲ୍ଟ। ଏହି ପରୀକ୍ଷାରେ ପ୍ରିୟଙ୍କା ସର ୯୯.୯୮ ପ୍ରତିଶତ ମାର୍କ ରଖି ରାଜ୍ୟ ଟପ୍ପର ହୋଇଛନ୍ତି। ସେ ଫିଜିକ୍ସରେ ୧୦୦ ପ୍ରତିଶତ ମାର୍କ ରଖିଛନ୍ତି। ଗଣିତରେ ୧୦୦ ପ୍ରତିଶତ ମଧ୍ୟ ରଖିଛନ୍ତି…

ଜିଟି ପାଇଁ ବିଜୟ ଲକ୍ଷ୍ୟ ୧୮୦ ରନ…

କୋଲକାତା,୨୯।୪ : ଆଇପିଏଲ ୨୦୨୩ ର ୩୯ତମ ମ୍ୟାଚ କୋଲକାତା ନାଇଟ ରାଇଡର୍ସ(କେକେଆର)ଏବଂ ଗୁଜରାଟ ଟାଇଟାନ୍ସ (ଜିଟି) ମଧ୍ୟରେ କୋଲକାତାର ଇଡେନ ଗାର୍ଡେନରେ ଖେଳାଯାଉଛି। ଏହି ମ୍ୟାଚରେ ଗୁଜରାଟ ଦଳ ଟସ ଜିତିଥିଲା। ଟସ ଜିତି ଦଳ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ…

ମହାରାଷ୍ଟ୍ର ରାଜନୀତି ସରଗରମ: ଉଦ୍ଧବଙ୍କୁ ହଟାଇ ମୁଖ୍ୟମନ୍ତ୍ରୀ ହେବାକୁ ଷଡ଼ଯନ୍ତ୍ର କରିଥିଲେ ଆଦିତ୍ୟ…

ମୁମ୍ବାଇ,୨୯।୪ : ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଭାବେ କାର୍ଯ୍ୟ କରୁଥିବା ସମୟରେ ଉଦ୍ଧବ ଠାକରେଙ୍କ ବିଷୟରେ ଏକ ଆଶ୍ଚର୍ଯ୍ୟଜନକ ଦାବି ସାମ୍ନାକୁ ଆସିଛି। କୁହାଯାଉଛି, ଯେତେବେଳେ ମୁଖ୍ୟମନ୍ତ୍ରୀ ପଦବୀରେ ଥିବାବେଳେ ଉଦ୍ଧବ ଠାକରେଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା, ସେତେବେଳେ ତାଙ୍କ ପୁଅ ଆଦିତ୍ୟ…

ଦେଶରେ ବହୁ ଜରୁରୀ ସମସ୍ୟା ଥିବାବେଳେ ସମଲିଙ୍ଗୀ ବିବାହ ମାମଲାରେ ସୁପ୍ରିମ୍‌କୋର୍ଟ ସମୟ ନଷ୍ଟ ନ କରନ୍ତୁ: ରାଷ୍ଟ୍ରପତିଙ୍କୁ ଜୈନ ସାଧୁଙ୍କ ଚିଠି…

ନୂଆଦିଲ୍ଲୀ,୨୯।୪ : ସମଲିଙ୍ଗୀ ବିବାହର ମାନ୍ୟତା ଦାବିରେ ସୁପ୍ରିମକୋର୍ଟରେ ତୀବ୍ର ବିତର୍କ ଚାଲିଛି। ଏଥି ସହିତ କେନ୍ଦ୍ର ସରକାର ଏବଂ ଧାର୍ମିକ ନେତାମାନେ ଏହାକୁ ବିରୋଧ କରୁଛନ୍ତି। ବର୍ତ୍ତମାନ ଜୈନ ସମାଜ ମଧ୍ୟ ସମଲିଙ୍ଗୀ ବିବାହକୁ ବିରୋଧ କରିଛି। ରାଷ୍ଟ୍ରପତି ଦ୍ରୌପଦୀ…

କେନ୍ଦ୍ରକୁ ଟାର୍ଗେଟ କଲେ ମେହେବୁବା ମୁଫତି, କହିଲେ ଏତେ ସୁରକ୍ଷିତ ଅଞ୍ଚଳରେ ପୁଞ୍ଛ ଆତଙ୍କବାଦୀ ଆକ୍ରମଣ କେମିତି ହେଲା

ଜମ୍ମୁ,୨୯।୪: ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଓ ପିଡିପି ମୁଖ୍ୟ ମେହେବୁବା ମୁଫତି ଶନିବାର କେନ୍ଦ୍ର ସରକାରଙ୍କ ଉପରେ ଗୁରୁତର ପ୍ରଶ୍ନ ଉଠାଇଛନ୍ତି। ସେ କହିଛନ୍ତି, କିଛିଦିନ ତଳେ ପୁଞ୍ଛରେ ଏକ ଦୁର୍ଭାଗ୍ୟପୂର୍ଣ୍ଣ ଘଟଣା ଘଟିଛି। ଯେଉଁଥିରେ ୫ ଯବାନ ଶହୀଦ ହୋଇଯାଇଛନ୍ତି।…

ପୋଲିସକୁ ଚକ୍‌ମା ଦେଇ ଚମ୍ପଟ ମାରିଲେ ବଳାତ୍କାର ଅଭିଯୁକ୍ତ

ବଡ଼ବିଲ,୨୯ା୪(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅଞ୍ଚଳରେ ଏକ ବଳାତ୍କାର ଘଟଣାରେ ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି ଡାକ୍ତରୀ ମାଇନା ନିମନ୍ତେ ନେଇଥିଲା ବେଳେ ପୋଲିସକୁ ଚକମା ଦେଇ ଅଭିଯୁକ୍ତ ଜଣକ ଚମ୍ପଟ ମାରିଥିବା ଜଣାପଡ଼ିଛି। ଚମ୍ପଟ ମାରିଥିବା ଅଭିଯୁକ୍ତ…

ଭଉଣୀଙ୍କ ସହ ଦୁର୍ବବ୍ୟବହାର କରୁଥିବା ବ୍ୟକ୍ତିଙ୍କୁ ଫାଶୀ ଦିଆଯାଉ: କେଜରିଓ୍ବାଲ

ନୂଆଦିଲ୍ଲୀ,୨୯।୪: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଭାରତୀୟ କୁସ୍ତି ମହାସଂଘର ଅଧ୍ୟକ୍ଷ ବ୍ରିଜଭୂଷଣ ଶରଣ ସିଂଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କରି ଧାରଣାରେ ବସିଥିବା ରେସଲରଙ୍କୁ ସାକ୍ଷାତ୍‌ କରିଛନ୍ତି। ଏହି ସମୟରେ କେଜରିଓ୍ବାଲ କହିଛନ୍ତି, ଭଉଣୀଙ୍କ ସହ ଦୁର୍ବବ୍ୟହାର କରିଥିବା ଲୋକଙ୍କୁ…

‘ବାଇଜୁ’ ସିଇଓଙ୍କ ଘରେ ଇଡି ଚଢ଼ାଉ

ନୂଆଦିଲ୍ଲୀ,୨୯ା୪: ବେଙ୍ଗାଲୁରୁସ୍ଥିତ ଶିକ୍ଷା ପ୍ରଯୁକ୍ତି ବିଦ୍ୟା କମ୍ପାନୀ ‘ବାଇଜୁ’ର ସିଇଓ ରବୀନ୍ଦ୍ରନ ବାଇଜୁଙ୍କ ଘରେ ଏବଂ କାର୍ଯ୍ୟାଳୟରେ ଶନିବାର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ପକ୍ଷରୁ ଚଢ଼ାଉ କରାଯାଇଛି। ଏହି ଚଢ଼ାଉରେ କେତେକ ଆପତ୍ତିଜନକ ଦସ୍ତାବିଜ୍‌ ଜବତ କରାଯାଇଛି। ବୈଦେଶିକ ମୁଦ୍ରା ପରିଚାଳନା ଆଇନ୍‌…

ଚାଇନା ସହିତ ସମ୍ପର୍କ ଖରାପ ହେବାର କାରଣ କହିଲେ ଏସ୍‌. ଜୟଶଙ୍କର

ନୂଆଦିଲ୍ଲୀ,୨୯ା୪: ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର ଚାଇନା ସହ ଭାରତର ସମ୍ପର୍କ ବିଗିଡ଼ିବା ନେଇ ଏକ କଥା କହିଛନ୍ତି। ସେ କହିଛନ୍ତି, ଭାରତ ସମସ୍ତ ଦେଶ ସହ ସମ୍ପର୍କ ବଢ଼ାଇ ଚାଲିଥିବା ବେଳେ ଚାଇନା ସହ ସମ୍ପର୍କ ଏକ ଭିନ୍ନ…

ଜାତିସଂଘରେ ହେବ ୧୦୦ ତମ ମନ କି ବାତର ସିଧା ପ୍ରସାରଣ…

ନୂଆଦିଲ୍ଲୀ/ନ୍ୟୁୟର୍କ,୨୯।୪ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି (ଏପ୍ରିଲ ୩୦)ରେ ୧୦୦ ତମ ଥର ପାଇଁ ଦେଶବାସୀଙ୍କ ସହ ‘ମନ କି ବାତ’ କରିବେ। ରେଡିଓ କାର୍ଯ୍ୟକ୍ରମ ମନ କି ବାତର ୧୦୦ ତମ ଏପିସୋଡ ଆସନ୍ତାକାଲି ମିଳିତ ଜାତିସଂଘ (ଜାତିସଂଘ)…

୧୫ ଦିନରେ ୪୫ କୋଟିର ହିସାବ ଦିଅ: କେଜରିଓ୍ବାଲଙ୍କୁ ଉପରାଜ୍ୟପାଳଙ୍କ ନିର୍ଦ୍ଦେଶ…

ନୂଆଦିଲ୍ଲୀ,୨୯।୪ : ଦିଲ୍ଲୀର ଉପରାଜ୍ୟପାଳ ଭି.କେ ସାକ୍ସେନା ଏବଂ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ମଧ୍ୟରେ ପୁଣି ଏକ ନୂଆ ବିବାଦ ଆରମ୍ଭ ହେବାକୁ ଯାଉଛି। କେଜରିିୱାଲଙ୍କ ବାସଭବନର ନବୀକରଣରେ ହୋଇଥିବା ଅନିୟମିତତା ସମ୍ପର୍କିତ ଗଣମାଧ୍ୟମର ରିପୋର୍ଟ ପ୍ରକାଶ ପାଇବା ପରେ ଉପରାଜ୍ୟପାଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?