କାର୍ଯ୍ୟରେ ଯୋଗ ଦେଉ ନ ଥିବା ପାଇଲଟଙ୍କୁ ଆଲାଇନ୍ସ ଏୟାରର କାରଣ ଦର୍ଶାଅ ନୋଟିସ ଜାରି…
ନୂଆଦିଲ୍ଲୀ,୧୨।୪ : ଲଗାତାର ଦୁଇ ଦିନ ଧରି କାର୍ଯ୍ୟରେ ଯୋଗ ନ ଦେଇଥିବାରୁ ଆଲାଇନ୍ସ ଏୟାର ଏହାର ପାଇଲଟମାନଙ୍କୁ ସୋ କାରଣ ଦର୍ଶାଅ ନୋଟିସ ଜାରି କରିଛି। ଏୟାରଲାଇନ୍ସର ଜଣେ ଅଧିକାରୀ କହିଛନ୍ତି, ପାଇଲଟମାନେ ସୋମବାର ଷ୍ଟ୍ରାଇକ କରିଥିଲେ ଯାହା ମଙ୍ଗଳବାର…
କାଲିଫର୍ନିଆ ଆସେମ୍ଳିରେ ଦାବି-୧୯୮୪ ଶିଖ ବିରୋଧି ହିଂସାକୁ ଦିଆଯାଉ ନରସଂହାରର ମାନ୍ୟତା
ଓ୍ବାଶିଂଟନ,୧୨।୪: କାଲିଫର୍ନିଆ ରାଜ୍ୟ ବିଧାନସଭା ଆମେରିକି କଂଗ୍ରେସକୁ ଔପଚାରିକ ଭାବେ ଭାରତରେ ୧୯୮୪ ହୋଇଥିବା ଶିଖ ବିରୋଧି ହିଂସାକୁ ନରସଂହାର ଭାବେ ମାନ୍ୟତା ଦେବା ଓ ନିନ୍ଦା କରିବାକୁ କହି ଏକ ପ୍ରସ୍ତାବ ପାସ କରିଛନ୍ତି। ଏହି ପ୍ରସ୍ତାବ ୨୨ ମାର୍ଚ୍ଚରେ…
ଚେନ୍ନାଇରେ ସିଏସକେ-ଆରଆର ଲଢ଼େଇ…
ନୂଆଦିଲ୍ଲୀ,୧୨।୪ : ଜୋସ ବଟଲର୍ ଏବଂ ଯଶସ୍ବୀ ଜୈସୱାଲଙ୍କ ରାଜସ୍ଥାନ ରୟାଲର୍ସ (ଆରଆର) ଦଳର ଓପନିଂ ଯୋଡି ଆଇପିଏଲ ସିରିଜ ୧୬ର ୧୭ତମ ମ୍ୟାଚରେ ଚେନ୍ନାଇର ଏମଏ ଚିଦାମ୍ବରମ ଷ୍ଟାଡିୟମରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ)ର ସ୍ପିନ ବୋଲରଙ୍କର ସମ୍ମୁଖୀନ ହେବେ।…
କରୋନା ସ୍ଥିତି ସଙ୍କଟ ଜନକ : ୮ ହଜାର ମୁହାଁ ଦୈନିକ ସଂକ୍ରମଣ, ୪୦ ହଜାର ଟପିଲା ସକ୍ରିୟ ମାମଲା…
ନୂଆଦିଲ୍ଲୀ, ୧୨।୪: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ଦୈନିକ କରୋନା ସଂକ୍ରମଣ ମାମଲା ପୁଣି ବଢ଼ିଛି। ସେହିପରି ସକ୍ରିୟ…
ଲୋକଙ୍କ ଉପରେ ଆଖିବୁଜା ଗୁଳିବର୍ଷା କଲେ ସାମରିକ ଶାସକ: ୧୦୦ରୁ ଅଧିକ ମୃତ, ଚିନ୍ତା ପ୍ରକଟ କଲା ଜାତିସଂଘ…
ନାପିଦ୍ୱ,୧୨।୪ : ମ୍ୟାନମାରର କେନ୍ଦ୍ରୀୟ ଅଞ୍ଚଳରେ ସାମରିକ ଶାସକ ଲୋକଙ୍କ ଉପରେ ଆଖିବୁଜା ଗୁଳିବର୍ଷା କରିଛନ୍ତି। ଏଥିରେ ୧୦୦ରୁ ଅଧିକ ଜଣଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ସାମରିକ ନିୟମକୁ ବିରୋଧ କରିବା ପାଇଁ ଆନ୍ଦୋଳନକାରୀମାନେ ଏକ କାର୍ଯ୍ୟକ୍ରମ ଆୟୋଜନ କରିଥିଲେ।…
ବଠିଣ୍ଡା ମିଲିଟ୍ରି ଷ୍ଟେଶନରେ ଫାୟରିଂ, ୪ ଯବାନ ମୃତ, ସେନା କହିଲା ନୁହେଁ ଆତଙ୍କବାଦୀ ଘଟଣା
ଚଣ୍ଡିଗଡ଼,୧୨।୪: ପଞ୍ଜାବର ବଠିଣ୍ଡା ସ୍ଥିତ ଆର୍ମି ଏରିଆରେ ଫାୟରିଂ ହୋଇଛି। କ୍ୟାଣ୍ଟେନମେଣ୍ଟ ଏରିଆକୁ ସିଲ କରି ଦିଆଯାଇଛି। ଛାଓ୍ବନିରେ ଏହି ଘଟଣା ପରେ କାହାକୁ ଭିତରକୁ ଯିବାକୁ ଅନୁମତି ଦିଆଯାଉ ନାହିଁ। ପୋଲିସ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, କ୍ୟାଣ୍ଟରେ ଫାୟରିଂ…
ମାନବିକ ସହାୟତା ପଠାଇବାକୁ ମୋଦିଙ୍କୁ ଚିଠି ଲେଖିଲେ ଜେଲେନସ୍କି…
ମସ୍କୋ,୧୨।୪ : ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଏକ ଚିଠି ଲେଖିଛନ୍ତି। ରୁଷିଆ-ୟୁକ୍ରେନ ଯୁଦ୍ଧ ସମ୍ପର୍କରେ ଅତିରିକ୍ତ ମାନବିକ ସହାୟତା ପଠାଇବାକୁ ସେ ପ୍ରଧାନମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି। ଏହି ଅନୁରୋଧ ଏପରି ଏକ ସମୟରେ ଆସିଛି…
ସ୍ପାଏଓ୍ବେର କ୍ୱାଡ୍ରିମ୍ ଟାର୍ଗେଟରେ ରାଜନେତା, ଖବରଦାତା
ଓ୍ବାଶିଂଟନ, ୧୨ା୪: ପେଗାସସ୍ ଭଳି ଆଉ ଏକ ସ୍ପାଏଓ୍ବେର ଆକ୍ରମଣ ମଙ୍ଗଳବାର ସାମ୍ନାକୁ ଆସିଛି। ଉତ୍ତର ଆମେରିକା, କେନ୍ଦ୍ରୀୟ ଏସିଆ, ଦକ୍ଷିଣପୂର୍ବ ଏସିଆ, ୟୁରୋପ ଏବଂ ମଧ୍ୟପ୍ରାଚ୍ୟର କେତେଜଣ ରାଜନେତା, ଖବରଦାତା କ୍ୱାଡ୍ରିମ୍ ନାମକ ନୂଆ ସ୍ପାଏଓ୍ବେର ଟାର୍ଗେଟ୍ର ଶିକାର ହୋଇଛନ୍ତି।…
ଅନେକ ଦେଶର ଗୁପ୍ତ ତଥ୍ୟ ପ୍ରଘଟ
ଓ୍ବାଶିଂଟନ , ୧୨ା୪ : ଆମେରିକାର ସାମରିକ ଦସ୍ତାବିଜ୍ ଲିକ୍ ଯୋଗୁ କେବଳ ଏହି ଦେଶର ଗୁରୁତ୍ୱର୍ପୂ୍ଣ୍ଣ ତଥ୍ୟ ଲିକ୍ ହୋଇଛି ତାହା ନୁହେଁ, ଅନ୍ୟ ଦେଶଗୁଡ଼ିକ ସମ୍ପର୍କରେ ପେଣ୍ଟାଗନ୍ ସଂଗ୍ରହ କରିଥିବା ଗୋଇନ୍ଦା ତଥ୍ୟ ମଧ୍ୟ ସୋସିଆଲ ମିଡିଆକୁ ଚାଲିଯାଇଛି।…
ତେଜସ୍ବୀଙ୍କୁ ଇଡି ଜେରା
ନୂଆଦିଲ୍ଲୀ, ୧୨।୪: ଚାକିରି ପାଇଁ ଜମି ଦୁର୍ନୀତିର ମନି ଲଣ୍ଡରିଂ ମାମଲାରେ ମଙ୍ଗଳବାର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ବିହାର ଉପମୁଖ୍ୟମନ୍ତ୍ରୀ ତଥା ଆର୍ଜେଡି ନେତା ତେଜସ୍ବୀ ଯାଦବଙ୍କୁ ୯ ଘଣ୍ଟା ଜେରା କରିଛି। ଜେରା ପରେ ଗଣମାଧ୍ୟମକୁ ତେଜସ୍ବୀ କହିଛନ୍ତି, ବିହାରରେ…
ବ୍ରିଟେନ୍ ସାଇବର-ସ୍ପାଇଂ ଏଜେନ୍ସି ମୁଖ୍ୟ ଆନେ କିଷ୍ଟ-ବଟଲର
ଲଣ୍ଡନ, ୧୨।୪: ବ୍ରିଟେନର ସାଇବର-ସ୍ପାଇଂ ଏଜେନ୍ସି ଗଭର୍ନମେଣ୍ଟ କମ୍ୟୁନିକେଶନ୍ସ ହେଡ୍କ୍ୱାର୍ଟର୍ସ (ଜିସିଏଚ୍କ୍ୟୁ)ର ମୁଖ୍ୟ ପଦ ପାଇଁ ପ୍ରଥମ ମହିଳା ଭାବେ ଆନେ କିଷ୍ଟ-ବଟଲର ଦାୟିତ୍ୱ ଗ୍ରହଣ କରିବେ। ବର୍ତ୍ତମାନ ଆନେ ବ୍ରିଟେନ୍ର ଡୋମେଷ୍ଟିକ୍ ଇଣ୍ଟେଲିଜେନ୍ସ ସର୍ଭିସ୍ ଏମ୍୧୫ର ଉପ-ସଧାରଣ ସମ୍ପାଦକ ଭାବେ…
ସିସିଟିଭି ସଂଯୋଗ ନେଇ ହାଇକୋର୍ଟଙ୍କୁ ରିପୋର୍ଟ ମାଗିଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ, ୧୨ା୪ : କୋର୍ଟ ପରିସରରେ ସିସିଟିଭି ଲଗାଇବା କାର୍ଯ୍ୟର ଅଗ୍ରଗତି ସମ୍ପର୍କିତ ରିପୋର୍ଟ ଆମିକସ୍ କ୍ୟୁରି ସିଦ୍ଧାର୍ଥ ଲୁଥ୍ରାଙ୍କ ନିକଟରେ ଦାଖଲ କରିବା ଲାଗି ସୁପ୍ରିମକୋର୍ଟ ମଙ୍ଗଳବାର ଓଡ଼ିଶା ହାଇକୋର୍ଟ ସମେତ ସମସ୍ତ ଉଚ୍ଚ ଅଦାଲତଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଦେଶର…
Archives


