Home Middle

ସୁଦାନରୁ ଉଦ୍ଧାର ୩୬୦ ଭାରତୀୟ ଦିଲ୍ଲୀ ପହଞ୍ଚିଲେ

ନୂଆଦିଲ୍ଲୀ,୨୭ା୪ : ଅପରେଶନ କାବେରୀରେ ସୁଦାନରୁ ଉଦ୍ଧାର ହୋଇଥିବା ଭାରତୀୟଙ୍କ ମଧ୍ୟରୁ ପ୍ରଥମ ପର୍ଯ୍ୟାୟରେ ୩୬୦ ଜଣ ବୁଧବାର ସନ୍ଧ୍ୟାରେ ନୂଆଦିଲ୍ଲୀରେ ପହଞ୍ଚତ୍ଛନ୍ତି। ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର ସେମାନଙ୍କ ପହଞ୍ଚତ୍ବା ସମୟର ଫଟୋ ଟୁଇଟ୍‌ କରିଛନ୍ତି। ସୁଦାନ ସୈନ୍ୟ ଓ…

ତଦନ୍ତ ନ ସାରି ଚାର୍ଜଶିଟ୍‌ ଦାଖଲ ମନା

ନୂଆଦିଲ୍ଲୀ,୨୭ା୪: ଏକ ତଦନ୍ତକାରୀ ସଂସ୍ଥା କୌଣସି ମାମଲାରେ ତଦନ୍ତ ଶେଷ ନ କରି କୋର୍ଟରେ ଚାର୍ଜଶିଟ୍‌ ଦାଖଲ କରିପାରିବ ନାହିଁ ବୋଲି ବୁଧବାର ସୁପ୍ରିମକୋର୍ଟ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ସିଆର୍‌ପିସି ଧାରା ୧୬୭ ଅନୁସାରେ ତଦନ୍ତକାରୀ ସଂସ୍ଥା ରିମାଣ୍ଡର ୬୦ ଦିନ…

ବର୍ନଭିଟା ବିଜ୍ଞାପନ ହଟାଇବାକୁ ଏନ୍‌ସିପିସିଆର୍‌ର ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୭ା୪(ପି.ଟି.) : ବିଭ୍ରାନ୍ତିକର ବିଜ୍ଞାପନ, ପ୍ୟାକେଜିଂ ଓ ଲେବଲ୍‌ ହଟାଇବା ପାଇଁ ବର୍ନଭିଟାକୁ ଜାତୀୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ (ଏନ୍‌ସିପିସିଆର୍‌) ନିର୍ଦ୍ଦେଶ ଦେଇଛି। ମୋଣ୍ଡେଲେଜ୍‌ ଇଣ୍ଡିଆ ମାଲିକାନାରେ ଥିବା ଉକ୍ତ କମ୍ପାନୀର ସ୍ବାସ୍ଥ୍ୟପ୍ରଦ ପାନୀୟରେ ଅତ୍ୟଧିକ ମାତ୍ରାରେ ଶର୍କରା ରହିଥିବା…

ସମଲିଙ୍ଗୀ ବିବାହ ପ୍ରସଙ୍ଗ ପାର୍ଲାମେଣ୍ଟ ଉପରେ ଛଡ଼ାଯାଉ

ନୂଆଦିଲ୍ଲୀ,୨୭ା୪(ପି.ଟି.): ସମଲିଙ୍ଗୀ ବିବାହକୁ ଆଇନଗତ ଅନୁମୋଦନ ଦାବି ଆବେଦନକୁ ନେଇ ଉଠୁଥିବା ପ୍ରଶ୍ନକୁ ପାର୍ଲାମେଣ୍ଟରେ ଆଲୋଚନା ପାଇଁ ଛଡ଼ାଯାଉ ବୋଲି ବୁଧବାର କେନ୍ଦ୍ର ସରକାର ସୁପ୍ରିମକୋର୍ଟଙ୍କୁ ଅନୁରୋଧ କରିଛନ୍ତି। ଶୁଣାଣିର ପଞ୍ଚମ ଦିନରେ କେନ୍ଦ୍ର ପକ୍ଷରୁ ସଲିସିଟର ଜେନେରାଲ ତୁଷାର ମେହେଟ୍ଟା…

ବିଶପ୍‌ ବୈଠକରେ ମହିଳାଙ୍କୁ ମିଳିଲା ଭୋଟ ଅନୁମତି

ଭାଟିକାନ୍‌ ସିଟି,୨୭ା୪: ବିଶପ୍‌ମାନଙ୍କ ଆଗାମୀ ବୈଠକରେ ମହିଳାମାନଙ୍କୁ ଭୋଟ ଅଧିକାର ଦେବା ପାଇଁ ପୋପ୍‌ ଫ୍ରାନ୍ସିସ୍‌ ନିଷ୍ପତ୍ତି ନେଇଛନ୍ତି। କାଥୋଲିକ୍‌ ଚର୍ଚ୍ଚରେ ମହିଳାମାନଙ୍କୁ ବଡ଼ ନିଷ୍ପତ୍ତି ନେବାର ଦାୟିତ୍ୱ ଦେବା ପାଇଁ ପୋପ୍‌ ଆଶା ରଖିଥିବା ଉପରୋକ୍ତ ନିଷ୍ପତ୍ତିରୁ ପ୍ରତିଫଳିତ ହୋଇଛି।…

୧ କେଜି ଗଞ୍ଜେଇ ପାଇଁ ଫାଶୀ

ସିଙ୍ଗାପୁର,୨୭ା୪ : ଏକ କିଲୋଗ୍ରାମ ଗଞ୍ଜେଇ ଚୋରା ଚାଲାଣ ଷଡ଼ଯନ୍ତ୍ରରେ ଦୋଷୀସାବ୍ୟସ୍ତ ଜଣେ ବନ୍ଦୀଙ୍କୁ ସିଙ୍ଗାପୁର ସରକାର ବୁଧବାର ଫାଶୀ ଦେଇଛନ୍ତି। ଏପରିକି ଅନ୍ତର୍ଜାତୀୟ ସ୍ତରରେ ଫାଶୀଦଣ୍ଡ ବନ୍ଦ ଲାଗି ଆହ୍ବାନ ସତ୍ତ୍ୱେ ସିଙ୍ଗାପୁର ଏହାକୁ ଭ୍ରୂକ୍ଷେପ କରିନାହିଁ। ଜାତିସଂଘ ମାନବାଧିକାର…

ତଲାକ୍‌ ରୋକିବାରେ ବିଫଳ ହୋଇଛି ନିଷେଧାଦେଶ

ନୂଆଦିଲ୍ଲୀ,୨୭ା୪: ୨୦୧୭ର ଶାୟରା ବାନୋ ମାମଲାରେ ସୁପ୍ରିମକୋର୍ଟ ତିନି ତଲାକ୍‌ ପ୍ରଥା ଅବୈଧ ବୋଲି ରୁଲିଂ ଦେବା ଏବଂ ସର୍ବଭାରତୀୟ ମୁସ୍‌ଲିମ୍‌ ପର୍ସନାଲ ଲ’ ବୋର୍ଡର ପ୍ରତିଶ୍ରୁତି ସତ୍ତ୍ୱେ ଦେଶର ବିଭିନ୍ନ ଭାଗରେ ତିନି ତଲାକ୍‌ ଜରିଆରେ ଛାଡ଼ପତ୍ର ଘଟିଚାଲିଛି। ସୁପ୍ରିମକୋର୍ଟଙ୍କ…

ହାର୍ଭାର୍ଡ ବିଶ୍ୱବିଦ୍ୟାଳୟରେ ଯୋଗଦେବେ ନ୍ୟୁଜିଲାଣ୍ଡର ପୂର୍ବତନ ପ୍ରଧାନମନ୍ତ୍ରୀ

କେମ୍ବ୍ରିଜ୍‌,୨୭ା୪ : ନ୍ୟୁଜିଲାଣ୍ଡର ପୂର୍ବତନ ପ୍ରଧାନମନ୍ତ୍ରୀ ଜେସିଣ୍ଡା ଆର୍ଡେର୍ନ ଚଳିତ ବର୍ଷ ଶେଷ ଭାଗରେ ହାର୍ଭାର୍ଡ ବିଶ୍ୱବିଦ୍ୟାଳୟରେ ସାମୟିକ ଭାବେ ଯୋଗଦେବେ। କେନେଡି ସ୍କୁଲ୍‌ ଡିନ୍‌ ଡୋଗ୍‌ଲାସ ଏଲ୍‌ମେଣ୍ଡୋର୍ଫ ଏହି ସୂଚନା ଦେଇଛନ୍ତି। ଆର୍ଡେର୍ନ ବାମଦଳର ବିଶ୍ୱ ଆଇକନ୍‌ ଏବଂ ମହିଳାମାନଙ୍କ…

ଜେଲେନ୍‌ସ୍କିଙ୍କୁ ଫୋନ୍‌ କଲେ ଜିନ୍‌ପିଙ୍ଗ୍‌

ବେଜିଂ,୨୭ା୪: ଚାଇନା ରାଷ୍ଟ୍ରପତି ଶି ଜିନ୍‌ପିଙ୍ଗ୍‌ ବୁଧବାର ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କିଙ୍କୁ ଫୋନ୍‌ କରି କଥା ହୋଇଛନ୍ତି। ଆଣବିକ ଯୁଦ୍ଧରେ କେହି ବିଜେତା ହୁଅନ୍ତି ନାହିଁ ବୋଲି ଜିନ୍‌ପିଙ୍ଗ୍‌ ତାଙ୍କୁ ଚେତାଇଦେଇଥିବା ଚାଇନାର ଏକ ସରକାରୀ ଗଣମାଧ୍ୟମ ସୂତ୍ରରୁ ପ୍ରକାଶ।…

୬୪ ବର୍ଷ ପରେ ଦଲାଇ ଲାମାଙ୍କୁ ମିଳିଲା ମାଗାସେସେ ପୁରସ୍କାର

ଧର୍ମଶାଳା,୨୭ା୪ (ପି.ଟି.): ଦୀର୍ଘ ୬୪ ବର୍ଷ ପରେ ତିବ୍ବତୀୟ ଧର୍ମଗୁରୁ ଦଲାଇ ଲାମାଙ୍କୁ ବୁଧବାର ତାଙ୍କ ବାସଭବନରେ ୧୯୫୯ର ରାମୋନ ମାଗାସେସେ ପୁରସ୍କାର ପ୍ରଦାନ କରାଯାଇଛି। ତିବ୍ବତୀୟମାନଙ୍କ ଧର୍ମର ସୁରକ୍ଷା ପାଇଁ ବୀରତ୍ୱପୂର୍ଣ୍ଣ ସଂଘର୍ଷର ନେତୃତ୍ୱ ନେଉଥିବା ଦଲାଇଲାମାକୁ ଏହା ପ୍ରଥମ…

‘ବିଜୟୀ ହେବେ କୁସ୍ତିଯୋଦ୍ଧା’

ନୂଆଦିଲ୍ଲୀ,୨୭ା୪ : କେନ୍ଦ୍ରର ମୁଣ୍ଡବ୍ୟଥା ସାଜିଥିବା ଜମ୍ମୁ-କଶ୍ମୀରର ପୂର୍ବତନ ରାଜ୍ୟପାଳ ସତ୍ୟପାଲ ମଲିକ ବୁଧବାର ନୂଆଦିଲ୍ଲୀର ଯନ୍ତରମନ୍ତରରେ ଧାରଣାରତ କୁସ୍ତିଯୋଦ୍ଧାଙ୍କ ସହ ସାମିଲ ହୋଇଛନ୍ତି। ଭାଜପା ଏମ୍‌ପି ତଥା ଭାରତୀୟ କୁସ୍ତି ମହାସଂଘ (ଡବ୍ଲ୍ୟୁଏଫ୍‌ଆଇ) ଅଧ୍ୟକ୍ଷ ବ୍ରିଜ୍‌ଭୂଷଣ ଶରଣ ସିଂଙ୍କ ବିରୋଧରେ…

୨୧ ରନରେ କେକେଆର ବିଜୟ…

ବେଙ୍ଗାଲୁରୁ,୨୬।୪: ଆଇପିଏଲର ୩୬ ତମ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ଏବଂ କୋଲକାତା ନାଇଟ ରାଇଡର୍ସ(କେକେଆର)ମଧ୍ୟରେ ବେଙ୍ଗାଲୁରୁର ଏମ ଚିନ୍ନାସ୍ବାମୀ ଷ୍ଟାଡିୟମରେ ଖେଳାଯାଇଛି। ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋରକୁ ହରାଇ କୋଲକାତା ନାଇଟ ରାଇଡର୍ସ ବିଜୟ ହୋଇଛି । କୋଲକାତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?