Home Middle

ଅସହ୍ୟ ହେଲାଣି ତାତି, ୪୦ ଡିଗ୍ରୀ ଛୁଇଁଲା

ଭୁବନେଶ୍ୱର,୧୧ା୪(ବ୍ୟୁରୋ): ପ୍ରଚଣ୍ଡ ତାତିରେ ସାରା ଓଡ଼ିଶା ସିଝୁଛି। ଚାରିଆଡ଼େ ସତେଯେମିତି ନିଆଁ ବର୍ଷୁଛି। ଟାଇଁ ଟାଇଁ ଖରାରେ ଦେହମୁଣ୍ଡ ଜଳିପୋଡ଼ି ଯାଉଛି। ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ଗତ କିଛିଦିନ ପଶ୍ଚିମାଝଡ଼ଜନିତ ବର୍ଷା ଆଶ୍ୱସ୍ତି ଦେଇଥିଲା। ମାତ୍ର ଦୁଇଦିନ ହେବ ସମଗ୍ର…

୧ ୱିକେଟରେ ଲକ୍ଷ୍ନୌ ବିଜୟ…

ବେଙ୍ଗାଲୁରୁ,୧୦।୪: ଆଇପିଏଲ ସିରିଜ ୧୬ର ୧୫ତମ ମ୍ୟାଚରେ ସୋମବାର ଲକ୍ଷ୍ନୌ ସୁପର ଜିଆଣ୍ଟସ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ବିପକ୍ଷରେ ୧ ଓ୍ବିକେଟରେ ବିଜୟ ହାସଲ କରିଛି । ଧାର୍ଯ୍ୟ ୨୧୩ ରନ ଲକ୍ଷ୍ୟର ପିଛା କରି ଲକ୍ଷ୍ନୌ ସୁପର ଜିଆଣ୍ଟସ…

ଲକ୍ଷ୍ନୌକୁ ୨୧୩ ରନ୍‌ର ଟାର୍ଗେଟ ଦେଲା ଆରସିବି…

ବେଙ୍ଗାଲୁରୁ,୧୦।୪: ଏମ. ଚିନ୍ନାସ୍ବାମୀ ଷ୍ଟାଡିୟମରେ ସୋମବାର ଆଇପିଏଲ୍‌ର ୧୫ତମ ମ୍ୟାଚରେ ଲକ୍ଷ୍ନୌ ସୁପର ଜିଆଣ୍ଟସ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ମଧ୍ୟରେ ଖେଳାଯାଉଛି। ମ୍ୟାଚରେ ଲକ୍ଷ୍ନୌ ଟସ୍‌ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିବା ବେଳେ ଆରସିବି ବ୍ୟାଟିଂ କରିବାକୁ ପଡିଆ…

କର୍ନାଟକ ନିର୍ବାଚନ ପୂର୍ବରୁ ଏଏପିକୁ ମିଳିଲା ଜାତୀୟ ଦଳର ମାନ୍ୟତା

ନୂଆଦିଲ୍ଲୀ,୧୦।୪: କର୍ନାଟକ ନିର୍ବାଚନ ପୂର୍ବରୁ ଆମ ଆଦମୀ ପାର୍ଟି ପାଇଁ ଏକ ବଡ଼ ଖୁସି ଖବର। ସୋମବାର କେନ୍ଦ୍ରୀୟ ନିର୍ବାଚନ ଆୟୋଗ ଅରବିନ୍ଦ କେଜ୍‌ରିୱାଲଙ୍କ ଆମ ଆଦମୀ ପାର୍ଟି (ଏଏପି)କୁ ଜାତୀୟ ଦଳର ମାନ୍ୟତା ଦେଇଛନ୍ତି। ଏଏପିର ନିର୍ବାଚନ ପ୍ରତୀକ ଝାଡୁ…

ଟସ୍‌ ଜିତି ବୋଲିଂ ନିଷ୍ପତ୍ତି: ପ୍ରଥମେ ବ୍ୟାଟିଂ କରିବ…

ବେଙ୍ଗାଲୁରୁ,୧୦।୪: ଏମ୍‌. ଚିନ୍ନାସ୍ବାମୀ ଷ୍ଟାଡିୟମରେ ସୋମବାର ଖେଳାଯାଉଥିବା ଆଇପିଏଲ୍‌ର ୧୫ତମ ମ୍ୟାଚରେ ଲକ୍ଷ୍ନୌ ସୁପର ଜିଆଣ୍ଟସ୍‌ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ମଧ୍ୟରେ ଖେଳାଯାଉଛି। ଲକ୍ଷ୍ନୌ ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇଛି। ଫଳରେ ଆମନ୍ତ୍ରଣ ପାଇ ଆରସିବି ବ୍ୟାଟିଂ କରିବ।…

ଝାରସୁଗୁଡ଼ା ଉପନିର୍ବାଚନ: ତରୁଣ ପାଣ୍ଡେ କଂଗ୍ରେସ ପ୍ରାର୍ଥୀ

ଭୁବନେଶ୍ୱର,୧୦।୪(ବ୍ୟୁରୋ): ଝାରସୁଗୁଡ଼ା ଉପନିର୍ବାଚନ ପାଇଁ କଂଗ୍ରେସ ତରୁଣ ପାଣ୍ଡେଙ୍କୁ ପ୍ରାର୍ଥୀ କରିଛି। ଏନେଇ ସୋମବାର ଏଆଇସିସି ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି। ଅନ୍ୟପକ୍ଷେ ବିଜେଡି ଦୀପାଳି ଦାସଙ୍କୁ ପ୍ରାର୍ଥୀ କରିଥିବା ବେଳେ ଭାଜପା ପ୍ରାର୍ଥୀଙ୍କ ନାମ ଘୋଷଣା କରିନାହିଁ। ଅନ୍ୟପକ୍ଷେ…

ଆଇନା ଦେଖାଇଲା ଚାଇନା: ମଣିଷଙ୍କଠାରୁ ଉତ୍ପତ୍ତି ହୋଇଛି କରୋନା

ବେଜିଂ,୧୦।୪ : କରୋନା ମହାମାରୀ ଭୂତାଣୁର ଉତ୍ପତ୍ତି ନେଇ ବିଭିନ୍ନ ଚର୍ଚ୍ଚା ହେଉଥିବାବେଳେ ଚାଇନାର ଜଣେ ବୈଜ୍ଞାନିକ ନୂଆ ଦାବି କରିଛନ୍ତି। ପୂର୍ବରୁ ଚାଇନାର ଉହାନ ଲ୍ୟାବରୁ କରୋନାର ଉତ୍ପତ୍ତି ହୋଇଥିବାବେଳେ ଆମେରିକା ସମେତ ଅନ୍ୟ କେତେକ ଦେଶ କହି ଆସୁଥିଲେ।…

ସ୍କୁଲ ଛାତ୍ରୀଙ୍କୁ ମାଗଣା ସାନିଟାରୀ  ପ୍ୟାଡ ପ୍ରଦାନ ପାଇଁ ୪ ସପ୍ତାହରେ ନୀତି ନିର୍ଣ୍ଣୟ ଲାଗି କେନ୍ଦ୍ରକୁ ନିର୍ଦ୍ଦେଶ ଦେଲେ ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ,୧୦।୪ : ସୋମବାର ସୁପ୍ରିମକୋର୍ଟରେ ଦେଶର ବିଭିନ୍ନ ବିଦ୍ୟାଳୟରେ ୬ ରୁ ୧୨ ଶ୍ରେଣୀରେ ପଢୁiଥିବା ଛାତ୍ରୀମାନଙ୍କୁ ମାଗଣା ସାନିଟାରୀ ପ୍ୟାଡ ଯୋଗାଇଦେବା ପାଇଁ ଏକ ଆବେଦନ ଉପରେ ଶୁଣାଣି କରାଯାଇଥିଲା। ୪ ସପ୍ତାହ ମଧ୍ୟରେ ୟୁନିଫର୍ମ ନୀତି ନିର୍ଣ୍ଣୟ କରିବାକୁ…

କ୍ଷମା ମାଗିଲେ ଦଲାଇ ଲାମା…

କୋଲକାତା,୧୦।୪ : ଏକ ସାର୍ବଜନୀକ ମଞ୍ଚରେ ଏକ ଛୋଟ ପିଲାକୁ ଚୁମ୍ବନ ଦେଇ ବିବାଦରେ ରହିଥିବା ବୌଦ୍ଧ ଧର୍ବଗୁରୁ ଦଲାଇ ଲାମା କ୍ଷମା ମାଗିଛନ୍ତି। ବାସ୍ତବରେ, ନିକଟରେ ତାଙ୍କର ଏକ ଭିଡିଓ ଭାଇରାଲ ହେବାରେ ଲାଗିଥିଲା, ଯେଉଁଥିରେ ସେ ଜଣେ ପିଲାକୁ…

ଅଗ୍ନିପଥ ଯୋଜନାର ବୈଧତାକୁ ଚ୍ୟାଲେଞ୍ଜ କରୁଥିବା ପିଟିଶନ ଖାରଜ: ହାଇକୋର୍ଟଙ୍କ ରାୟକୁ କାଏମ ରଖିଲେ ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ,୧୦।୪ : ଭାରତର ସଶସ୍ତ୍ର ବାହିନୀରେ ନିଯୁକ୍ତି ପାଇଁ ଅଗ୍ନିପଥ ଯୋଜନାର ବୈଧତାକୁ ଚ୍ୟାଲେଞ୍ଜ କରି ଦାଖଳ କରାଯାଇଥିବା ଦୁଇଟି ପିଟିଶନକୁ ସୁପ୍ରିମକୋର୍ଟ ଖାରଜ କରିଛନ୍ତି। ଅଗ୍ନିପଥର ଆଇନଗତ ବୈଧତାକୁ ସମର୍ଥନ କରି ସୁପ୍ରିମକୋର୍ଟ ଦିଲ୍ଲୀ ହାଇକୋର୍ଟଙ୍କର ରାୟକୁ କାଏମ ରଖିଛନ୍ତି।…

ଆସନ୍ତାକାଲିଠୁ ସକାଳୁଆ ସ୍କୁଲ

ଭୁବନେଶ୍ୱର,୧୦ା୪(ବ୍ୟୁରୋ): ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ଏହାକୁ ଦୃଷ୍ଟିରେ ରଖି ଆସନ୍ତାକାଲି ଅର୍ଥାତ୍‌ ମଙ୍ଗଳବାରଠାରୁ ସମସ୍ତ ସରକାରୀ, ବେସରକାରୀ ସ୍କୁଲ ସକାଳୁଆ ହେବ। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ, ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ…

ବିଧାନସଭାରେ ରାଜ୍ୟପାଳ-ମୁଖ୍ୟମନ୍ତ୍ରୀ ବିବାଦ…

ଚେନ୍ନାଇ,୧୦।୪ : ତାମିଲନାଡୁର ରାଜ୍ୟପାଳ ଆର.ଏନ ରବି ଏବଂ ମୁଖ୍ୟମନ୍ତ୍ରୀ ଏମ.କେ ଷ୍ଟାଲିନଙ୍କ ନେତୃତ୍ୱରେ ରାଜ୍ୟ ସରକାରଙ୍କ ମଧ୍ୟରେ ଚାଲିଥିବା ବିବାଦ ନେଇ ସରକାର ସୋମବାର ବିଧାନସଭାରେ ଏକ ପ୍ରସ୍ତାବ ଆଗତ କରିଛନ୍ତି। ଏକ ନିର୍ଦ୍ଦିଷ୍ଟ ସମୟ ମଧ୍ୟରେ ବିଧାନସଭା ଦ୍ୱାରା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri