ଶହେ ରୋବୋଙ୍କୁ ବିଦାକଲା ଗୁଗଲ
ସାନ୍ ଫ୍ରାନ୍ସିସ୍କୋ, ୨୭।୨: ବିଶ୍ୱର ବହୁ ଆଇଟି କମ୍ପାନୀ କର୍ମଚାରୀ ଛଟେଇ ଅଭିଯାନ ଚଳାଇଛନ୍ତି। ଗୁଗଲ ଏଥିରୁ ବାଦ୍ ପଡିନାହିଁ। ପାଖାପାଖି ୧୨,୦୦୦ କର୍ମଚାରୀଙ୍କୁ ବାହାର କରିବା ପରେ ଗୁଗଲ ଏବେ ୧୦୦ ରୋବୋଙ୍କୁ ଚାକିରିରୁ ବିଦା କରିଛି। ଏହି ରୋବୋ…
ନୂଆ କଂଗ୍ରେସର ଅୟମାରମ୍ଭ
ରାୟପୁର , ୨୭ା୨: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କ ଅଧ୍ୟକ୍ଷତାରେ ଛତିଶଗଡ଼ର ରାୟପୁରରେ ଚାଲିଥିବା ଏଆଇସିସିର ୮୫ତମ ମହାଧିବେଶନ ରବିବାର ଶେଷ ହୋଇଛି। ଏହି ଅଧିବେଶନ ଅବସରରେ ଦଳୀୟ ସମ୍ବିଧାନରେ ୮୫ଟି ପରିବର୍ତ୍ତନ ଅଣାଯାଇଥିବାବେଳେ ଅନୁସୂଚିତ ଜାତି, ଜନଜାତି, ସଂଖ୍ୟାଲଘୁ, ଓବିସି,…
ଚର୍ଚ୍ଚିଲ ପ୍ରଧାନମନ୍ତ୍ରୀ ଥିଲେ ବୋଲି ୩୨% ଅଜ୍ଞ
ଲଣ୍ଡନ, ୨୭।୨: ଦ୍ୱିତୀୟ ବିଶ୍ୱଯୁଦ୍ଧର ଭୟାବହତାକୁ ସାରା ବିଶ୍ୱ ଅତି ନିକଟରୁ ଦେଖିଛି। ଏହା ଯୋଗୁ ବୈଶ୍ୱିକ ସଙ୍କଟ ମୁଣ୍ଡ ଟେକିଥିଲା। ଯୁଦ୍ଧ ପରେ ରାଷ୍ଟ୍ରଗୁଡ଼ିକ ନିଜ ପୂର୍ବ ସ୍ଥିତିକୁ ଫେରିବା ପାଇଁ ବହୁ ସମୟ ମଧ୍ୟ ଲାଗିଥିଲା। ନିକଟରେ ପ୍ରକାଶ…
୩ରୁ ୩୦କୁ ଖସିଲେ ଆଦାନୀ
ମୁମ୍ବାଇ/ନୂଆଦିଲ୍ଲୀ,୨୭ା୨:ମାସକ ପୂର୍ବରୁ ଆଦାନୀ ଗ୍ରୁପ୍ ମୁଖ୍ୟ ଗୌତମ ଆଦାନୀ ଏସିଆର ସବୁଠୁ ବିତ୍ତଶାଳୀ ଏବଂ ବିଶ୍ୱର ୩ ନମ୍ବର ଧନୀ ଥିଲେ। ୨୦୨୩ ଜାନୁୟାରୀ ୨୪ରେ ଆମେରିକୀୟ ଶର୍ଟ ସେଲର ହିଣ୍ଡେନ୍ବର୍ଗ ରିସର୍ଚ୍ଚ ଆଦାନୀ ସମୂହ ବିରୋଧରେ ଷ୍ଟକ୍ସ ଓ ଆକାଉଣ୍ଟ୍ସରେ…
ଦେଓମାଳୀ, କୋଟିଆରେ ମୁଖ୍ୟ ଶାସନ ସଚିବ
ଭୁବନେଶ୍ବର, (ବ୍ୟୁରୋ)/ପଟାଙ୍ଗୀ (ଡି.ଏନ୍.ଏ.), ୨୭ା୨:ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର କୋରାପୁଟ ଜିଲାର ଦେଓମାଳୀ ଓ କୋଟିଆ ଗସ୍ତ କରି ବିଭିନ୍ନ ପ୍ରକଳ୍ପର ସମୀକ୍ଷା କରିଛନ୍ତି। ଦେଓମାଳୀ ଠାରେ ଇକୋ ଟୁରିଜିମ କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିବା ସହ…
ଅଷ୍ଟ୍ରେଲିଆ ମହିଳା ଟି-୨୦ ବିଶ୍ୱକପ୍ ଚାମ୍ପିଅନ୍
କେପଟାଉନ୍,୨୬।୨: ଅଷ୍ଟ୍ରେଲିଆ ମହିଳା ଟି -୨୦ ବିଶ୍ୱକପ ଫାଇନାଲରେ ଦକ୍ଷିଣ ଆଫ୍ରିକାକୁ ୧୦ ରନରେ ପରାସ୍ତ କରି ଷଷ୍ଠ ଥର ଟାଇଟଲ ଜିତଛି। କେପଟାଉନର ନ୍ୟୁଲ୍ୟାଣ୍ଡରେ ଖେଳାଯାଇଥିବା ମ୍ୟାଚରେ ଟସ ଜିତିବା ପରେ ପ୍ରଥମେ ବ୍ୟାଟିଂ କରି ଅଷ୍ଟ୍ରେଲିଆ ୨୦ ଓଭରରେ…
ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆ ଗିରଫ
ନୂଆଦିଲ୍ଲୀ,୨୬।୨: ଦିଲ୍ଲୀର ମଦ ଦୁର୍ନୀତି ମାମଲାରେ ଦୀର୍ଘ ୮ ଘଣ୍ଟାର ପଚରାଉଚରା ପରେ ସିବିଆଇ ମନୀଷ ସିସୋଡିଆଙ୍କୁ ଗିରଫ କରିଛି। ସିସୋଡିଆ ରବିବାର ଏକ୍ସାଇଜ ପଲିସି ସ୍କାମରେ ସିବିଆଇ ଯାଞ୍ଚରେ ଯୋଗ ଦେଇଥିଲେ। ସେ ସକାଳ ୧୧.୧୦ରେ ସିବିଆଇ ମୁଖ୍ୟାଳୟରେ ପହଞ୍ଚିଥିଲେ।…
ପ୍ରଦୀପ ଜେନା ନୂଆ ମୁଖ୍ୟ ଶାସନ ସଚିବ
ଭୁବନେଶ୍ୱର,୨୬ା୨(ବ୍ୟୁରୋ): ରାଜ୍ୟର ମୁଖ୍ୟ ଶାସନ ସଚିବ ପଦବୀ ପାଇଁ ରବିବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଆଇଏସ୍ ପ୍ରଦୀପ ଜେନା ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ ହେବେ। ମାର୍ଚ୍ଚ ୧ରୁ ବିଧିବଦ୍ଧ ଭାବରେ ସେ ଦାୟିତ୍ୱ ଗ୍ରହଣ କରିବେ ବୋଲି ବିଜ୍ଞପ୍ତିରେ ପ୍ରକାଶ…
କଂଗ୍ରେସର ବିଜ୍ଞାପନ ବିବାଦ: ପୋଷ୍ଟରରେ ମୌଲାନା ଆଜାଦଙ୍କ ଫଟୋ ନାହିଁ…
ରାୟପୁର,୨୬।୨ : ରାୟପୁରରେ ୮୫ ତମ କଂଗ୍ରେସ ସମ୍ମିଳନୀର ଏକ ବିଜ୍ଞାପନ ନେଇ ବିବାଦ ସୃଷ୍ଟି ହୋଇଛି। ପାର୍ଟିର ଏହି ବିଜ୍ଞାପନ ସୋସିଆଲ ମିଡିଆରେ ଭାଇରାଲ ହେଉଛି ତାହା ଉପରେ ଅନେକ ଆଲୋଚନା ହେଉଛି। ଏହି ବିଜ୍ଞାପନରେ ଦେଶର ସ୍ବାଧୀନତା ସମୟରେ…
ସମୁଦ୍ର କୂଳରେ ଭାସୁଛି ୩୦ ମୃତଦେହ
ରୋମ,୨୬ା୨: ଇଟାଲୀର କାଲାବ୍ରିୟାର ଦକ୍ଷିଣ ଉପକୂଳରେ ଏକ ବଡ଼ଧରଣର ଅଘଟଣ ଘଟିଛି। ରବିବାର ଦକ୍ଷିଣ ଇଟାଲୀର ସମୁଦ୍ର କୂଳରେ ୩୦ ଜଣଙ୍କ ମୃତଦେହ ଭାସୁଥିବା ଦେଖିବାକୁ ମିଳିଛି। ସମସ୍ତେ ବୁଡ଼ିଯାଇ ପ୍ରାଣ ହରାଇଥିବା ଆଶଙ୍କା କରାଯାଉଛି। ଅଧିକାରୀମାନେ ମୃତଦେହ କୂଳ ନିକଟରେ…
ଆଇଏମଏଫ ଋଣ ପାଇଁ ୧୯ ପ୍ରତିଶତ ସୁଧହାର ବୃଦ୍ଧି ଲାଗି ପ୍ରସ୍ତୁତ ପାକିସ୍ତାନ…
ଇସଲାମାବାଦ,୨୬।୨ : ଅନ୍ତର୍ଜାତୀୟ ମୁଦ୍ରା ପାଣ୍ଠି (ଆଇଏମଏଫ) ଦ୍ୱାରା ସ୍ଥିର ହୋଇଥିବା ଅନ୍ୟ ଏକ ସର୍ତ୍ତ ପୂରଣ ପାଇଁ ପାକିସ୍ତାନ ସରକାର ଧାର୍ଯ୍ୟ ସୁଧ ହାରକୁ ଦୁଇ ପ୍ରତିଶତ ବୃଦ୍ଧି କରିବାକୁ ରାଜି ହୋଇଛନ୍ତି। ସ୍ଥାନୀୟ ଗଣମାଧ୍ୟମର ରିପୋର୍ଟରେ ଏହି ସୂଚନା…
ପାକିସ୍ତାନରେ ଔଷଧ ସଙ୍କଟ, ୪-୫ ସପ୍ତାହରେ ଉତ୍କଟ ହେବ ସ୍ଥିତି…
ଇସଲାମାବାଦ,୨୬।୨ : ପାକିସ୍ତାନରେ ଚାଲିଥିବା ଆର୍ଥିକ ସଙ୍କଟ ସ୍ବାସ୍ଥ୍ୟସେବା ଉପରେ ଖରାପ ପ୍ରଭାବ ପକାଇଛି। ଏଠାରେ ଲୋକେ ଅତ୍ୟାବଶ୍ୟକ ଔଷଧ ପାଇଁ ସଂଘର୍ଷ କରୁଛନ୍ତି। ଦେଶରେ ବୈଦେଶିକ ମୁଦ୍ରା ଭଣ୍ଡାରର ଅଭାବ ପାକିସ୍ତାନର ଘରୋଇ ଉତ୍ପାଦନରେ ବ୍ୟବହୃତ ଅତ୍ୟାବଶ୍ୟକ ଔଷଧ କିମ୍ବା…
Archives


