ପାକିସ୍ତାନରେ ଔଷଧ ସଙ୍କଟ, ୪-୫ ସପ୍ତାହରେ ଉତ୍କଟ ହେବ ସ୍ଥିତି…
ଇସଲାମାବାଦ,୨୬।୨ : ପାକିସ୍ତାନରେ ଚାଲିଥିବା ଆର୍ଥିକ ସଙ୍କଟ ସ୍ବାସ୍ଥ୍ୟସେବା ଉପରେ ଖରାପ ପ୍ରଭାବ ପକାଇଛି। ଏଠାରେ ଲୋକେ ଅତ୍ୟାବଶ୍ୟକ ଔଷଧ ପାଇଁ ସଂଘର୍ଷ କରୁଛନ୍ତି। ଦେଶରେ ବୈଦେଶିକ ମୁଦ୍ରା ଭଣ୍ଡାରର ଅଭାବ ପାକିସ୍ତାନର ଘରୋଇ ଉତ୍ପାଦନରେ ବ୍ୟବହୃତ ଅତ୍ୟାବଶ୍ୟକ ଔଷଧ କିମ୍ବା…
ଉତ୍ତରପ୍ରଦେଶ ଆଇନ ବ୍ୟବସ୍ଥା ବିକାଶ ମୁହାଁ: ପ୍ରଧାନମନ୍ତ୍ରୀ…
ଲକ୍ଷ୍ନୌ,୨୬।୨ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଉତ୍ତରପ୍ରଦେଶର ଆଇନ ଶୃଙ୍ଖଳା ପରିସ୍ଥିତିକୁ ପ୍ରଶଂସା କରି କହିଛନ୍ତି ଯେ ଏପରି ଏକ ସମୟ ଥିଲା ଯେତେବେଳେ ଉତ୍ତରପ୍ରଦେଶରେ ମାଫିଆ ରାଜ ଥିଲା ତଥା ରାଜ୍ୟରେ ଆଇନ ଶୃଙ୍ଖଳା ସ୍ଥିତି ଖରାପ ଥିଲା।…
ପ୍ରିୟଙ୍କାଙ୍କ ହାତ ଧରିଲେ ଦିବ୍ୟଶଙ୍କର
ଭବାନୀପାଟଣା,୨୬ା୨(ସ୍ବ.ପ୍ର.): କଳାହାଣ୍ଡି ଜିଲା ଜୁନାଗଡ଼ ନିର୍ବାଚନ ମଣ୍ଡଳୀର ବିଧାୟକ ତଥା ପୂର୍ବତନ ମନ୍ତ୍ରୀ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର ରବିବାର ଦ୍ବିତୀୟ ବିବାହ କରିଛନ୍ତି। ନିଜ ନିର୍ବାଚନ ମଣ୍ଡଳୀସ୍ଥିତ ଦେକୋଟ ଗ୍ରାମର ଭବାନୀ ଅଗସ୍ତିଙ୍କ ଝିଅ ପ୍ରିୟଙ୍କାଙ୍କ ହାତ ଧରିଛନ୍ତି ଦିବ୍ୟଶଙ୍କର। ପୁରୀ…
ରାଜନୀତିରୁ ଅବସର ନେଇ ମୁହଁ ଖୋଲିଲେ ସୋନିଆ
ନୂଆଦିଲ୍ଲୀ,୨୬।୨: କଂଗ୍ରେସର ପୂର୍ବତନ କଂଗ୍ରେସ ସଭାପତି ସୋନିଆ ଗାନ୍ଧୀ କଂଗ୍ରେସ ଅଧିବେଶନରେ ଦେଇଥିବା ଭାଷଣ ପରେ ସେ ଖୁବ୍ଶୀଘ୍ର ରାଜନୀତିରୁ ଅବସର ନେବା ନେଇ କଳ୍ପନାଜଳ୍ପନା ଆରମ୍ଭ ହୋଇଥିଲା। ବର୍ତ୍ତମାନ ଏହି କଳ୍ପନାଜଳ୍ପନାକୁ ସୋନିଆ ଗାନ୍ଧୀ ପ୍ରତ୍ୟାଖ୍ୟାନ କରିଛନ୍ତି। କଂଗ୍ରେସ ମୁଖପାତ୍ର…
ରୁଷିଆ ବିରୋଧରେ ୟୁରୋପୀୟ ସଂଘର ନୂଆ କଟକଣା…
ମସ୍କୋ,୨୬।୨ : ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ହେବାର ବର୍ଷେ ବିତିଛି। କିନ୍ତୁ ଉଭୟ ପକ୍ଷ ପଛକୁ ହଟିବାକୁ ପ୍ରସ୍ତୁତ ନୁହନ୍ତି। ୟୁରୋପୀୟ ୟୁନିଅନ ମଧ୍ୟ ଏହାର ପ୍ରତିବନ୍ଧକ ହଟାଇବାକୁ ପ୍ରସ୍ତୁତ ନୁହେଁ। ୟୁରୋପୀୟ ୟୁନିଅନରୁ ପ୍ରତିବନ୍ଧକ ପ୍ରକ୍ରିୟା ଜାରି…
ଆମରେଲି ଜିଲା ଅତ୍ୟଧିକ ଭୂକମ୍ପ ପ୍ରବଣ: ୨ ବର୍ଷରେ ୪୦୦ ଥର ଭୂକମ୍ପ, ଭୟରେ ଲୋକେ ଘର ବାହାରେ ଶୋଉଛନ୍ତି…
ଗାନ୍ଧିନଗର,୨୬।୨ : ନିକଟରେ ତୁର୍କୀ ଏବଂ ସିରିଆରେ ହୋଇଥିବା ଭୂକମ୍ପ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି କରିଛି। ଭୂକମ୍ପରେ ସାମାନ୍ୟ କମ୍ପନ ମଧ୍ୟ ସେମାନଙ୍କୁ ଭୟଭୀତ କରୁଛି। ଏପରିସ୍ଥଳେ ଭାରତୀୟ ବୈଜ୍ଞାନିକମାନେ ଏକ ଆଶ୍ଚର୍ଯ୍ୟଜନକ ତଥ୍ୟ ଦେଇଛନ୍ତି। ବୈାନିକମାନେ କହିଛନ୍ତି ଯେ…
ରୁଷିଆ ବିରୋଧରେ ଦକ୍ଷିଣ କୋରିଆ: ଖୁସି ବ୍ୟକ୍ତ କଲେ ଜେଲେନସ୍କି
କିଭ୍,୨୬ା୨: ୟୁକ୍ରେନ ଉପରେ ରୁଷିଆ ଆକ୍ରମଣ କରିବା ବର୍ଷେ ପୂରଣ ହେବା ପରେ ଦକ୍ଷିଣ କୋରିଆ ରୁଷିଆ ବିରୋଧରେ ଠିଆ ହୋଇଛି। ଦକ୍ଷିଣ କୋରିଆ ଏନେଇ ୟୁକ୍ରେନକୁ ୧୩୦ ମିଲିୟନ ଡଲାର ମାନବିକ ସହାୟତା ପ୍ରଦାନ କରିବାକୁ ଯୋଜନା କରିଛି। ଫଳରେ…
ଟ୍ରମ୍ପଙ୍କୁ ହତ୍ୟା କରିବାକୁ ଚାହୁଁଛନ୍ତି ଇରାନର କମାଣ୍ଡର…
ଓ୍ବାଶିଂଟନ,୨୬।୨ : ଇରାନର ରିଭୋଲ୍ୟୁସାରୀ ଗାର୍ଡ ଏରୋସ୍ପେସ ଫୋର୍ସର ମୁଖ୍ୟ କମାଣ୍ଡର ଅମିରାଲି ହାଜିଜାଦେହ କହିଛନ୍ତି ସେ ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ହତ୍ୟା କରିବେ। ଇରାନ ନିଜର ନୂତନ କ୍ରୁଜ କ୍ଷେପଣାସ୍ତ୍ର ବିକଶିତ କରିଛି ଯାହାର ଲକ୍ଷ୍ୟ ଭେଦ…
ଦକ୍ଷିଣ କୋରିଆର ସୈନ୍ୟ ସହାୟତା ୟୁକ୍ରେନ୍ ପାଇଁ ଗୁରୁତ୍ୱପୂର୍ଣ୍ଣ ସାବ୍ୟସ୍ତ ହେବ: ଜେଲେନସ୍କି…
କିଭ୍,୨୬।୨ : ରୁଷିଆ ଆକ୍ରମଣର ବର୍ଷେ ବିତିବା ପରେ ଦକ୍ଷିଣ କୋରିଆ ୟୁକ୍ରେନକୁ ୧୩୦ ମିଲିୟନ ଡଲାର ମାନବିକ ସହାୟତା ପ୍ରଦାନ କରିବାକୁ ଯୋଜନା କରିଛି। ଏହାକୁ ଦୃଷ୍ଟିରେ ରଖି ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ଆଶା ପ୍ରକଟ କରିଛନ୍ତି ଯେ…
ବାଲାକୋଟ ଏୟାର ଷ୍ଟ୍ରାଇକ୍କୁ ୪ ବର୍ଷ…
ନୂଆଦିଲ୍ଲୀ,୨୬।୨ : ବାଲାକୋଟ ଏୟାର ଷ୍ଟ୍ରାଇକ୍କୁ ୪ ବର୍ଷ ପୂରିଛି। ଏହା ଭାରତୀୟ ସେନାର ସାହସିକତାକୁ ସ୍ମରଣ କରାଇ ଦେଇଛି। ୨୦୧୯ ଫେବୃଆରୀ ୨୬ ରେ ପାକିସ୍ତାନର ପାସ୍ତୁନ ଖ୍ବା ସ୍ଥିତ ବାଲାକୋଟରେ ଭାରତୀୟ ବାୟୁସେନା ରାତି ଅଧରେ ଆତଙ୍କବାଦୀଙ୍କ ବେସକୁ…
ପୁଣି ଟାର୍ଗେଟ କିଲିଂ: ଜଣେ କଶ୍ମୀର ପଣ୍ଡିତଙ୍କୁ ହତ୍ୟା…
ଶ୍ରୀନଗର,୨୬।୨ : ଆତଙ୍କବାଦୀମାନେ ପୁଣି ଥରେ କଶ୍ମୀର ଉପତ୍ୟକାର ପୁଲୱାମାରେ ଟାର୍ଗେଟରେ କିଲିଂ କରିଛନ୍ତି। ରବିବାର ଆତଙ୍କବାଦୀମାନେ କଶ୍ମୀରୀ ପଣ୍ଡିତ ସଞ୍ଜୟ ଶର୍ମାଙ୍କ ଉପରକୁ ଗୁଳି ଚଳାଇ ଆକ୍ରମଣ କରିବା ପରେ ଘଟଣାସ୍ଥଳରୁ ପଳାଇ ଯାଇଛନ୍ତି। ସଞ୍ଜୟ ଶର୍ମାଙ୍କୁ ଶୀଘ୍ର ନିକଟସ୍ଥ…
ସୋମବାର ମେଘାଳୟ-ନାଗାଲାଣ୍ଡରେ ମତଦାନ: ୫୫୮ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଣ୍ଣ୍ରୟ କରିବେ ଭୋଟର…
ଶିଲଂ/କୋହିମା,୨୬।୨ : ମେଘାଳୟ ଏବଂ ନାଗାଲାଣ୍ଡରେ ବିଧାନସଭା ପାଇଁ ସୋମବାର ନିର୍ବାଚନ ହେବ। ଭୋଟର ଉଭୟ ରାଜ୍ୟର ୫୫୮ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଣ୍ଣୟ କରିବେ। ନିର୍ବାଚନକୁ ଦୃଷ୍ଟିରେ ରଖି ମେଘାଳୟରେ ଭାରତ-ବାଂଲାଦେଶ ସୀମାକୁ ସିଲ କରାଯାଇଛି। ଏହା ସହିତ ଆସାମ ସହିତ…
Archives


