Home Middle

ରେପୋ ରେଟ୍‌ ଅପରିବର୍ତ୍ତିତ ରଖିଲା RBI: ସୁଧ ହାରରେ ମିଳିଲାନି ଆଶ୍ୱସ୍ତି

ମୁମ୍ବାଇ,୬।୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଚଳିତ ଆର୍ଥିକ ବର୍ଷର ଶେଷ ମୁଦ୍ରାନୀତି ଘୋଷଣା କରିଛି। ଆର୍‌ବିଆଇ ଗଭର୍ଣ୍ଣର ସଞ୍ଜୟ ମାଲହୋତ୍ରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ସୁଧ ହାର ବା ରେପୋ ରେଟ୍‌କୁ ୫.୨୫% ରେ ଅପରିବର୍ତ୍ତିତ ରଖିବାକୁ ନିଷ୍ପତ୍ତି ନିଆଯାଇଛି।…

ଆଉ ରହିବ ନାହିଁ ଘର ଭଡ଼ା ଟେନସନ: ଭଡ଼ାରେ ଘର ଦେବେ ସରକାର

ଭୁବନେଶ୍ୱର,୬।୨: ଗରିବ ଲୋକଙ୍କ ପାଇଁ ନୂଆ ନୂଆ ଯୋଜନା ଆଣୁଛନ୍ତି ମୋହନ ସରକାର। ଏଣିକି ସହରାଞ୍ଚଳରେ ଆଉ ରହିବ ନାହିଁ ଘର ଭଡ଼ା ଟେନସନ। ଏଣିକି ସହରୀ ଗରିବଙ୍କୁ ଭଡ଼ାରେ ଘର ଦେବେ ସରକାର। ଅବ୍ୟବହୃତ ସରକାରୀ ଘରକୁ ଭଡ଼ା ସୂତ୍ରରେ…

ଚିଟ୍‌ଫଣ୍ଡ କ୍ଷତିଗ୍ରସ୍ତଙ୍କ ପାଇଁ ଖୁସି ଖବର: ବଢିଲା ଟଙ୍କା ଫେରସ୍ତ ପ୍ରକ୍ରିୟା ଅବଧି

ଭୁବନେଶ୍ୱର,୬।୨: ଚିଟ୍‌ଫଣ୍ଡ କ୍ଷତିଗ୍ରସ୍ତଙ୍କ ପାଇଁ ଖୁସି ଖବର। ପୁଣି ଟଙ୍କା ଫେରସ୍ତ ପାଇଁ ସମୟ ଦେଲେ ରାଜ୍ୟ ସରକାର। ଫଳରେ ମାର୍ଚ୍ଚ ୩୧ ତାରିଖ ପର୍ଯ୍ୟନ୍ତ ଟଙ୍କା ଫେରସ୍ତ ପ୍ରକ୍ରିୟା ଜାରି ରହିବ। ରାଜ୍ୟ ସରକାର ଜାନୁଆରୀ ୩୧ ଅବଧିକୁ ମାର୍ଚ୍ଚ…

ବରଗଡରେ ଚାଞ୍ଚଲ୍ୟ: ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି, ଚାଲିଗଲା ୨ ଯୁବକଙ୍କ ଜୀବନ

ବରଗଡ,୬।୨(ପ୍ରେମାନନ୍ଦ ଖମାରୀ):ବରଗଡ ହାଟପଦା ସାଇ ମନ୍ଦିର ପାଖରେ ହୋଇଥିବା ଗୋଷ୍ଠୀ ସଂଘର୍ଷ ଘଟଣାରେ ୨ଜଣଙ୍କ ଜୀବନ ଯାଇଛି। ମୃତକମାନେ ହେଲେ, ସ୍ଥାନୀୟ କଲେଜ ରୋଡ ବାସିନ୍ଦା ପ୍ରଦୀପ ଲୁହା(୨୪) ଏବଂ ଗୋବିନ୍ଦପାଲି ନିବାସୀ ସୁରଜ ବାରିକ (୨୪) । ଅନ୍ୟଜଣେ ବୁର୍ଲାରେ…

ପଞ୍ଜାବରେ ପୁଣି ରାଜନୈତିକ ହତ୍ୟାକାଣ୍ଡ: ଆପ୍ ନେତା ଲକି ଓବରାଏଙ୍କୁ କାର ଭିତରେ ଗୁଳି କରି ହତ୍ୟା

ନୂଆଦିଲ୍ଲୀ,୬।୨: ପଞ୍ଜାବର ଜଲନ୍ଧରରେ ଏକ ଅଭାବନୀୟ ଘଟଣା ଘଟିଛି। ଆମ ଆଦମୀ ପାର୍ଟି (ଆପ୍)ର ଜଣେ ପ୍ରମୁଖ ନେତା ଲକି ଓବରାଏଙ୍କୁ ଦିନଦ୍ୱିପ୍ରହରରେ ଗୁଳି କରି ହତ୍ୟା କରାଯାଇଛି। ସହରର ପୋଶ୍ ଅଞ୍ଚଳ କୁହାଯାଉଥିବା ‘ମଡେଲ ଟାଉନ’ସ୍ଥିତ ଗୁରୁଦ୍ୱାର ସାହିବ ବାହାରେ…

RCBର ଚମତ୍କାର ବିଜୟ ପରେ କହୁ କହୁ ଏମିତି କହିଦେଲେ ବିରାଟ କୋହଲି

ନୂଆଦିଲ୍ଲୀ,୬।୨: ମହିଳା ପ୍ରିମିୟର ଲିଗ ୨୦୨୬ ଫାଇନାଲରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଜବରଦସ୍ତ ବିଜୟ ପରେ, ପୂର୍ବତନ ପୁରୁଷ ଦଳର ଅଧିନାୟକ ଏବଂ ଷ୍ଟାର ବ୍ୟାଟସମ୍ୟାନ ବିରାଟ କୋହଲି ସୋସିଆଲ ମିଡିଆରେ ଏକ ହୃଦୟସ୍ପର୍ଶୀ ବାର୍ତ୍ତା ଶେୟାର କରିଛନ୍ତି। କୋହଲି…

ଏଫ୍‌ଆଇଏଚ୍ ପ୍ରୋ-ଲିଗ୍‌: ଭାରତୀୟ ଦଳରେ ୫ ଓଡ଼ିଆ, ରୋଶନ କୁଜୁରଙ୍କୁ ପ୍ରଥମ ଥର ସୁଯୋଗ

ରାଉରକେଲା,୬ା୨: ଫେବ୍ରୁଆରୀ ୧୦ରୁ ୧୫ ପର୍ଯ୍ୟନ୍ତ ରାଉରକେଲାର ବିର୍ସା ମୁଣ୍ଡା ଆନ୍ତର୍ଜାତୀୟ ହକି ଷ୍ଟାଡିୟମରେ ଅନୁଷ୍ଠିତ ହେବାକୁ ଥିବା ଏଫ୍‌ଆଇଏଚ୍ ପ୍ରୋ-ଲିଗ୍ (ପୁରୁଷ) ପାଇଁ ହକି ଇଣ୍ଡିଆ ଗୁରୁବାର ୨୪ ଜଣିଆ ଭାରତୀୟ ଦଳ ଘୋଷଣା କରିଛି। ଏହି ଦଳରେ ଓଡ଼ିଶାର…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର: ଆବେଦନ ତାରିଖ ବୃଦ୍ଧି

ଭୁବନେଶ୍ୱର,୬ା୨(ସୁଚିସ୍ମିତା ସାହୁ):ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ସମୟସୀମା ବୃଦ୍ଧି କରାଯାଇଛି। ପୂର୍ବରୁ ଏହାକୁ ଫେବୃଆରୀ ୫ ତାରିଖ ଯାଏ ବଢ଼ାଯାଇଥିଲାବେଳେ ଏବେ ଆସନ୍ତା ୧୮ ତାରିଖକୁ ପୁନଃ ବୃଦ୍ଧି କରାଯାଇଛି। ଏଥିପାଇଁ www.msp.odisha.gov.inରେ ଆବେଦନ କରିପାରିବେ ବୋଲି ବିଦ୍ୟାଳୟ ଓ…

ରାଜ୍ୟରେ ପୁଣି ବଢ଼ିଲା ଶୀତ: ଆଗାମୀ ୩ ଦିନ କମିବ ପାରଦ, ଏସବୁ ଜିଲାରେ କୁହୁଡ଼ି

ଭୁବନେଶ୍ୱର,୬।୨: ରାଜ୍ୟରେ ଶୀତର ପ୍ରକୋପ ପୁଣି ଥରେ ଅନୁଭୂତ ହେବାକୁ ଲାଗିଛି। ଗତ ଦୁଇ ଦିନ ହେଲା ରାତିର ତାପମାତ୍ରା ହ୍ରାସ ପାଇବା ଫଳରେ ଶୀତ ବଢ଼ିଥିବା ଲକ୍ଷ୍ୟ କରାଯାଇଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁଯାୟୀ, ଆସନ୍ତା ୩…

ସରକାରଙ୍କ ବଡ଼ ନିଷ୍ପତ୍ତି: ଓଟଙ୍କୁ ମିଳିବ ପାସପୋର୍ଟ

ରିଆଦ୍‌,୬ା୨:ଓଟଙ୍କୁ ନେଇ ସାଉଦି ଆରବ ସରକାର ଏଭଳି ଏକ ନିଷ୍ପତ୍ତି ନେଇଛନ୍ତି, ଯାହାକି ସାରା ଙ୍କ ପକ୍ଷରୁ ପାସ୍‌ପୋର୍ଟ ଦିଆଯିବ। ପାରମ୍ପରିକ ଏବଂ ଅର୍ଥନୈତିକ ଦୃଷ୍ଟିରୁ ସାଉଦି ସାମ୍ରାଜ୍ୟରେ ଓଟଙ୍କୁ ନେଇ ରହିଆସିଥିବା ପ୍ରାଧାନ୍ୟକୁ ଗୁରୁତ୍ୱ ଦେବା ସହିତ ସେମାନଙ୍କ ପରିଚାଳନା…

ଇତିହାସ ରଚିଲା RCB: ଦ୍ୱିତୀୟ ଥର ପାଇଁ WPL ଚାମ୍ପିଅନ୍, ଲଗାତାର ଚତୁର୍ଥ ଥର ଫାଇନାଲ୍ ହାରିଲା ଦିଲ୍ଲୀ

ଭଦୋଦରା,୫।୨: ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ର ରୋମାଞ୍ଚକର ଫାଇନାଲ୍ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସକୁ ୬ ୱିକେଟରେ ପରାସ୍ତ କରି ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ଦ୍ୱିତୀୟ ଥର ପାଇଁ ଟାଇଟଲ୍ ହାସଲ କରିଛି। ସ୍ମୃତି ମନ୍ଧାନାଙ୍କ ନେତୃତ୍ୱରେ RCB ପୁଣିଥରେ…

ପୁଣି ହନିମୁନରେ ସ୍ୱାମୀଙ୍କୁ ହତ୍ୟା କଲେ ସ୍ତ୍ରୀ, ପ୍ରେମିକ ସହ ମିଶି ରଚିଲେ ଦୁର୍ଘଟଣାର ନାଟକ

ଶ୍ରୀଗଙ୍ଗାନଗର,୫।୨: ରାଜସ୍ଥାନରୁ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ଖବର ସାମ୍ନାକୁ ଆସିଛି। ଜଣେ ନବବିବାହିତ ଯୁବକଙ୍କୁ ତାଙ୍କ ସ୍ତ୍ରୀ ନିଜ ପ୍ରେମିକ ସହ ମିଶି ଅତି ନିର୍ମମ ଭାବେ ହତ୍ୟା କରିଛନ୍ତି। ପ୍ରଥମେ ଏହା ଏକ ‘ହିଟ୍-ଏଣ୍ଡ-ରନ୍’ ମାମଲା ଭଳି ମନେ ହେଉଥିଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?