ଆଦାନୀ ଗ୍ରୁପ୍କୁ ବନ୍ଦର ଚଳାଇବା ଅନୁମତି ନେଇ ପ୍ରଶ୍ନ ଉଠାଇଲା କଂଗ୍ରେସ
ନୂଆଦିଲ୍ଲୀ, ୧୦ା୪(ପି.ଟି.): ଚାଇନା ସହ ସମ୍ପୃକ୍ତି ଥିବା ଆଦାନୀ ଗ୍ରୁପ୍କୁ ଭାରତରେ ବନ୍ଦର ପରିଚାଳନା ଅନୁମତି ଦିଆଯାଇଥିବାରୁ ଏହା ଉପରେ କଂଗ୍ରେସ ରବିବାର ପ୍ରଶ୍ନ ଉଠାଇଛି। କଂଗ୍ରେସ ସାଧାରଣ ସମ୍ପାଦକ ଜୟରାମ ରମେଶ ଏକ ଗଣମାଧ୍ୟମ ରିପୋର୍ଟ ଦେଖାଇ କେନ୍ଦ୍ର ସରକାରଙ୍କୁ…
ଡିଗ୍ରୀ ବିବାଦକୁ ପାଓ୍ବାରଙ୍କ ସମାଲୋଚନା
ମୁମ୍ବାଇ, ୧୦ା୪ : ନେତାମାନଙ୍କ ଶିକ୍ଷାଗତ ଯୋଗ୍ୟତା ପ୍ରସଙ୍ଗ ଉଠାଉଥିବା ଲୋକଙ୍କୁ ଏନ୍ସିପି ଅଧ୍ୟକ୍ଷ ଶରଦ ପାଓ୍ବାର ସମାଲୋଚନା କରିଛନ୍ତି। ଦେଶରେ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ରହିଛି, ଯାହା ଉପରେ ଧ୍ୟାନ ଦିଆଯିବା ଆବଶ୍ୟକ। ଏହା ପରିବର୍ତ୍ତେ ଡିଗ୍ରୀ ପ୍ରସଙ୍ଗ ଉଠାଇ…
ନିଟ୍ ୟୁଜି ପ୍ରବେଶିକା: ରାଜ୍ୟରେ ୨୭ ପରୀକ୍ଷା କେନ୍ଦ୍ର
ଭୁବନେଶ୍ୱର,୧୦ା୪(ବ୍ୟୁରୋ): ଜାତୀୟ ପରୀକ୍ଷା ଏଜେନ୍ସି(ଏନ୍ଟିଏ) ପକ୍ଷରୁ ନିଟ୍ ୟୁଜି ପ୍ରବେଶିକା ଆସନ୍ତା ମେ’ ୭ରେ ଅନୁଷ୍ଠିତ ହେବ। ଇତିମଧ୍ୟରେ ଆବେଦନ ପ୍ରକ୍ରିୟା ଶେଷ ହୋଇଥିବାବେଳେ ରାଜ୍ୟର ୨୭ଟି ସ୍ଥାନରେ ପରୀକ୍ଷା କେନ୍ଦ୍ର କରାଯାଇଛି। ଅନୁଗୋଳ, ବାଲେଶ୍ୱର, ବ୍ରହ୍ମପୁର, ଭୁବନେଶ୍ୱର, କଟକ, ରାଉରକେଲା,…
ଅଯୋଧ୍ୟାରୁ ନୂଆ ଶକ୍ତି ନେଇ ମହାରାଷ୍ଟ୍ର ଫେରିବୁ: ଶିନ୍ଦେ
ଅଯୋଧ୍ୟା,୧୦ା୪: ଶିବସେନା ଏବଂ ଭାଜପାର ଚିନ୍ତାଧାରା ସମାନ। ଆସନ୍ତା ବର୍ଷ ସମଗ୍ର ମହାରାଷ୍ଟ୍ରରେ ଦୁଇ ଦଳର ଗୈରିକ ପତାକା ଉଡ଼ିବ ବୋଲି ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ରବିବାର ଅଯୋଧ୍ୟାରେ ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି। ଗତ ଜୁନ୍ରେ ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମ…
ପ୍ରବାସୀ ଓଡ଼ିଆଙ୍କ ପାଇଁ ନୂଆ ନିର୍ଦ୍ଦେଶାଳୟ
ଭୁବନେଶ୍ବର,୧୦ା୪(ବ୍ୟୁରୋ): ଓଡ଼ିଶା ପରିବାର ନିର୍ଦ୍ଦେଶାଳୟ ସକାଶେ ‘ପରିବାର-ଦ ପୋର୍ଟାଲ ଫର୍ ପ୍ରବାସୀ ଓଡ଼ିଆଜ୍-କନେକ୍ଟିଙ୍ଗ ଦ ରୁଟ୍ସ’ ନାମକ ଉତ୍ସର୍ଗୀକୃତ ପୋର୍ଟାଲ ହେବ। ଏହାସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଏକ ପରାମର୍ଶଦାତା ପରିଷଦ ରହିବ। ଏହି ପରିଷଦରେ ସଦସ୍ୟମାନେ ରାଜ୍ୟ ସରକାରଙ୍କ…
ସ୍ବାଭିମାନ ଅଞ୍ଚଳରେ ‘ପୁଷ୍ପା-୨’
ଭୁବନେଶ୍ୱର,(ବ୍ୟୁରୋ)/ ମାଲକାନଗିରି,୧୦।୪ (ଡି.ଏନ୍.ଏ.): ବକ୍ସ ଅଫିସ୍ରେ ରେକର୍ଡ ଭାଙ୍ଗିଥିବା ସାଉଥ୍ ଷ୍ଟାର୍ ଅଲ୍ଲୁ ଅର୍ଜୁନଙ୍କ ସୁପରହିଟ୍ ଚଳଚ୍ଚିତ୍ର ‘ପୁଷ୍ପା’ର ସଫଳତା ପରେ ଏବେ ‘ପୁଷ୍ପା-୨’ ନିର୍ମାଣ ପାଇଁ ପ୍ରକ୍ରିୟା ଚାଲିଛି। ତେବେ ଖୁସିର କଥା ହେଲା, ଏହାର ଶୁଟିଂ ଓଡ଼ିଶାରେ ହେବାକୁ…
ଆଜିଠୁ ଦୁଇ ପର୍ଯ୍ୟାୟରେ ଖାତାଦେଖା
ଭୁବନେଶ୍ୱର,୧୦।୪(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍ଏସ୍ଇ) ଦ୍ବାରା ପରିଚାଳିତ +୨ ବା ଦ୍ବାଦଶ ଶ୍ରେଣୀ ପରୀକ୍ଷା ଫଳ ଆସନ୍ତା ମେ’ ଶେଷ ସୁଦ୍ଧା ପ୍ରକାଶ ପାଇବ। ଏଥିପାଇଁ ସୋମବାରଠାରୁ ଖାତାଦେଖା ଆରମ୍ଭ ହେଉଛି। ରବିବାର ଏ ସମ୍ପର୍କରେ ସୂଚନା ଦେଇ…
ପ୍ରକଳ୍ପ ବିଳମ୍ବିତ, ଖର୍ଚ୍ଚ ବଢ଼ୁଛି
ନୂଆଦିଲ୍ଲୀ,୧୦ା୪: ଦେଶର ସଡ଼କ ପରିବହନ ଓ ରାଜପଥ କ୍ଷେତ୍ରରେ ଚାଲିଥିବା ପ୍ରକଳ୍ପଗୁଡ଼ିକ ସର୍ବାଧିକ ବିଳମ୍ବିତ ହୋଇଥିବା ଏକ ସରକାରୀ ରିପୋର୍ଟରୁ ଜଣାପଡ଼ିଛି। ଉକ୍ତ ରିପୋର୍ଟ ଅନୁସାରେ ସଡ଼କ ପରିବହନ ଓ ରାଜପଥ କ୍ଷେତ୍ରରେ ୭୧୭ ପ୍ରକଳ୍ପ ମଧ୍ୟରୁ ୪୦୭ ବିଳମ୍ବିତ ହେଇଥିବାବେଳେ…
ନାବାଳକଙ୍କୁ ଜିଭ ଚାଟିବାକୁ କହିଲେ ଦଲାଇ ଲାମା
ନୂଆଦିଲ୍ଲୀ,୧୦ା୪: ତିବ୍ବତୀୟ ଧର୍ମଗୁରୁ ଦଲାଇ ଲାମାଙ୍କ ଏକ ଭିଡିଓକୁ ନେଇ ବିବାଦ ସୃଷ୍ଟି ହୋଇଛି। ଜଣେ ଭାରତୀୟ ନାବାଳକ ପ୍ରଣାମ କରିବା ପାଇଁ ତଳକୁ ନଇଁ ପଡ଼ିଥିବାବେଳେ ୮୭ ବର୍ଷୀୟ ଦଲାଇ ଲାମା ତାଙ୍କ ଓଠରେ ଚୁମ୍ବନ ଦେଉଛନ୍ତି। ଏପରି କି…
ଭାରତରେ ବାଘ ସଂଖ୍ୟା ବଢୁଛି
ମହୀଶୂର,୧୦ା୪: ୨୦୨୨ ଗଣନା ଅନୁସାରେ ଭାରତରେ ୩,୧୬୭ ବାଘ ଅଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର କର୍ନାଟକର ମହୀଶୂରରେ ଜାରି କରିଥିବା ଟାଇଗର ସେନ୍ସସ୍ରୁ ଏହି ତଥ୍ୟ ସାମ୍ନାକୁ ଆସିଛି। ତଥ୍ୟାନୁସାରେ ଦେଶରେ ବାଘସଂଖ୍ୟା ୨୦୦୬ରେ ୧,୪୧୧ ଥିଲା। ୨୦୧୦ରେ ଏହା…
ଝଡ଼ ବର୍ଷା ନେଇ ୧୭ ଜିଲାକୁ ୟେଲୋ ଓ୍ବାର୍ନିଂ
ଭୁବନେଶ୍ୱର,୧୦।୪(ବ୍ୟୁରୋ): ରାଜ୍ୟରେ ପାରଦ ଉପରମୁହାଁ ରହିଥିବାବେଳେ ପାଗ ଶୁଖିଲା ରହିଛି। ଆସନ୍ତା ୨ରୁ ୩ ଦିନ ମଧ୍ୟରେ ରାଜ୍ୟ ପାଣିପାଗରେ ବିଶେଷ ପରିବର୍ତ୍ତନ ନ ଥିବାବେଳେ କେତେକ ସ୍ଥାନରେ ବିଜୁଳି ଓ ଘଡ଼ଘଡ଼ି ସହ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ…
୮ ଓ୍ବିକେଟରେ ଜିତିଲା ଏସଆରଏଚ…
ହାଇଦ୍ରାବାଦ,୯।୪ : ଆଇପିଏଲ ସିରିଜ ୧୬ର ୧୪ ତମ ମ୍ୟାଚରେ ରବିବାର ସନରାଇଜର୍ସ ହାଇଦ୍ରାବାଦ (ଏସଆରଏଚ) ପଞ୍ଜାବ କିଙ୍ଗ୍ସ(ପିବିକେଏସ ) ବିପକ୍ଷରେ ୭ ଓ୍ବିକେଟରେ ବିଜୟ ହାସଲ କରିଛି । ଧାର୍ଯ୍ୟ ୧୪୪ରନ ଲକ୍ଷ୍ୟର ପିଛା କରି ଏସଆରଏଚ ୧୭.୧ ଓଭରରେ…
Archives


