Home Middle

୨୦୨୩-୨୪ ରାଜ୍ୟ ବଜେଟ: କୃଷି ପାଇଁ ୨୪ ହଜାର ୮୨୯ କୋଟି

ଭୁବନେଶ୍ୱର,୨୪।୨(ବ୍ୟୁରୋ): ୨୦୨୩-୨୪ ଆର୍ଥିକ ବର୍ଷର ସାଧାରଣ ବଜେଟ ଶୁକ୍ରବାର ଆରମ୍ଭ ହୋଇଛି। ଅପରାହ୍ନ ୪ଟାରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଗୃହରେ ବଜେଟ ଉପସ୍ଥାପନ କରୁଛନ୍ତି। ଏହି ଅବସରରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ସରକାରଙ୍କ ବିଭିନ୍ନ ସଫଳତା ବଖାଣିଛନ୍ତି। ବଜେଟରେ ଚାଷୀଙ୍କୁ ଅଧିକ…

ଆଫଗାନିସ୍ତାନ-ପାକିସ୍ତାନ ସୀମା ପୁଣି ବନ୍ଦ

କାବୁଲ,୨୪ା୨: ଆଫଗାନିସ୍ତାନ ସହ ସଂଯୋଗ କରୁଥିବା ଗୁରୁତ୍ୱପୂର୍ଣ୍ଣ ସୀମାକୁ ଖୋଲା ଯିବାର କିଛି ଘଣ୍ଟା ପରେ ଏହାକୁ ପୁଣି ବନ୍ଦ କରି ଦିଆଯାଇଛି। ଏନେଇ ଅଧିକାରୀମାନେ ସୂଚନା ଦେଇଛନ୍ତି। ଆଫଗାନିସ୍ତାନର ତାଲିବାନ ଶାସକ ରବିବାର ଏହି କ୍ରସିଂ ବନ୍ଦ କରିଥିଲେ। ଏହାକୁ…

କ୍ରାଇମବ୍ରାଞ୍ଚକୁ ତଦନ୍ତ ଦାୟିତ୍ୱ ଦିଆଯିବା ପରେ କାହାଣୀ ରଚନା କରାଯାଉଛି : ଜୟନାରାୟଣ

ଭୁବନେଶ୍ବର,୨୪ା୨(ବ୍ୟୁରୋ): ରାଜ୍ୟର କ୍ୟାବିନେଟ୍‌ ମନ୍ତ୍ରୀ ନବ ଦାସଙ୍କୁ ସ୍ପଷ୍ଟ ଦିବାଲୋକରେ ଜଣେ ପୋଲିସ କର୍ମଚାରୀ ଗୁଳିକରି ହତ୍ୟା କଲେ। ଗୋଇନ୍ଦା ବିଭାଗର ଏହା ଚରମ ବିଫଳତା। କ୍ରାଇମବ୍ରାଞ୍ଚକୁ ତଦନ୍ତଭାର ଦିଆଯିବା ପରେ କାହାଣୀ ପରେ କାହାଣୀ ରଚନା କରାଯାଉଛି। ଅନୁସନ୍ଧାନ କେବଳ…

ଲୋକଙ୍କ ସହଯୋଗରେ ବିକାଶ ପଥରେ ଓଡ଼ିଶା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪ା୨(ବ୍ୟୁରୋ): ଲୋକମାନଙ୍କ ଆସ୍ଥା ଓ ସମର୍ଥନରେ ଓଡ଼ିଶା ବିକାଶ ପଥରେ ଅଗ୍ରସର ହେଉଛି। ବିକାଶମୂଳକ ଏଜେଣ୍ଡା, ଅଭିବୃଦ୍ଧି ଓ ସଶକ୍ତ ବିକଶିତ ନୀତି ପାଇଁ ଆମ ସରକାର ଉପରେ ଓଡ଼ିଶାବାସୀ ଲଗାତର ଭରସା କରିଛନ୍ତି। ୨୦୦୦ରେ ଶାସନ ଭାର ନେବା ବେଳକୁ…

କୋଟିଆ ବିଷୟରେ ତଥ୍ୟ ନାହିଁ: ପ୍ରମିଳା

ଭୁବନେଶ୍ୱର,୨୪ା୨(ବ୍ୟୁରୋ): କୋରାପୁଟ ଜିଲା କୋଟିଆରେ ଆନ୍ଧ୍ର ସରକାର ଭତ୍ତା ଓ ରାଶନକାର୍ଡ ବାଣ୍ଟିବା ନେଇ ସାରା ରାଜ୍ୟରେ ଚର୍ଚ୍ଚା ଜାରି ରହିଛି। ଏଭଳିସ୍ଥଳେ ଏହାକୁ ନେଇ ବିରୋଧୀ ମଧ୍ୟ ବିଧାନସଭାରେ ହୋହଲ୍ଲା କରୁଛନ୍ତି। ତେବେ ଏ ନେଇ ରାଜସ୍ବ ମନ୍ତ୍ରୀ କିମ୍ବା…

ଆଜି ବଜେଟ

ଭୁବନେଶ୍ୱର,୨୪ା୨(ବ୍ୟୁରୋ): ରାଜ୍ୟ ସରକାର ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ୨ ଲକ୍ଷ ୩୦ ହଜାର କୋଟି ଟଙ୍କାର ବଜେଟ ପ୍ରସ୍ତୁତ କରିଛନ୍ତି। ଶୁକ୍ରବାର ଅପରାହ୍ନରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଗୃହର ଅନୁମୋଦନ ପାଇଁ ଉକ୍ତ ବଜେଟକୁ ବିଧାନସଭାରେ ଉପସ୍ଥାପନ କରିବେ। ଆସନ୍ତା…

ଦ୍ରୁତ ଅଭିବୃଦ୍ଧିରେ ଓଡ଼ିଶା

ଭୁବନେଶ୍ୱର,୨୪ା୨(ବ୍ୟୁରୋ): କୋଭିଡ୍‌ ମହାମାରୀ ପରେ ରାଜ୍ୟର ଅଭିବୃଦ୍ଧି ହାର ବଢୁଛି। ଓଡ଼ିଶା ଏବେ ଦେଶର ସବୁଠୁ ଦ୍ରୁତ ଗତିରେ ଅଭିବୃଦ୍ଧି କରୁଥିବା ରାଜ୍ୟରେ ପରିଣତ ହୋଇଛି। ରାଜ୍ୟର ଆର୍ଥିକ ଶୃଙ୍ଖଳା ଓଡ଼ିଶାର ଅର୍ଥନୀତିକୁ ଦୃଢ଼ ସ୍ଥିତିରେ ରଖିଛି। ଜାତୀୟ ହାର ତୁଳନାରେ…

ଉତ୍ତର କୋରିଆ ଦେଖାଇଲା ପରମାଣୁ ଆକ୍ରମଣ କରିବାର କ୍ଷମତା

ସିଓଲ,୨୪ ।୨: ଉତ୍ତର କୋରିଆ ଗୁରୁବାର ପରମାଣୁ ଆକ୍ରମଣ କରିବାର କ୍ଷମତା ପ୍ରଦର୍ଶନ କରିଛି । ଉତ୍ତର କୋରିଆର କେସିଏନଏ ସମାଚାର ଏଜେନ୍ସିର ସୂଚନା ଅନୁଯାୟୀ, ମିଡିଆ ରିପୋର୍ଟରେ ଦାବି କରାଯାଇଛି କି ଉତ୍ତର କୋରିଆ ଏକ ଅଭ୍ୟାସ ସମୟରେ ୪ଟି…

ରୁଷିଆ-ୟୁକ୍ରେନ୍ ଯୁଦ୍ଧକୁ ପୂରଣ ହେଲା ବର୍ଷେ, ଆଗକୁ ଏହା ହୋଇପାରେ ଆହୁରି ବିନାଶକାରୀ

ମସ୍କୋ/କ୍ୱିଭ,୨୪ ।୨: ରୁଷିଆ-ୟୁକ୍ରେନ୍ ଯୁଦ୍ଧକୁ ଶୁକ୍ରବାର ବର୍ଷେ ପୂରଣ ହୋଇଛି । ଫେବୃୟାରୀ ୨୪, ୨୦୨୨ରେ ରୁଷିଆ ୟକ୍ରେନ୍ ଉପରେ ଆକ୍ରମଣ କରିଥିବା ବେଳେ ସାରା ବିଶ୍ୱ ଏହାକୁ ନେଇ ଚିନ୍ତାରେ ପଡିଯାଇଥିଲା । ଏହାରି ଭିତରେ ବର୍ଷେ ପୂରଣ ହୋଇଯାଇଥିଲେ…

ମହିଳା ଟି୨୦ ବିଶ୍ୱକପ: ଫାଇନାଲରେ ଅଷ୍ଟ୍ରେଲିଆ

କେପ୍‌ ଟାଉନ୍‌,୨୩ା୨: କେପ୍‌ଟାଉନ୍‌ର ନ୍ୟୁଲ୍ୟାଣ୍ଡସ୍‌ରେ ଖେଳାଯାଉଥିବା ମହିଳା ଟି-୨୦ ବିଶ୍ୱକପ୍‌ର ଗୁରୁବାର ପ୍ରଥମ ସେମିଫାଇନାଲ ମ୍ୟାଚ୍‌ରେ ଅଷ୍ଟ୍ରେଲିଆ ୫ ରନ୍‌ରେ ବିଜୟୀ ହୋଇ ଫାଇନାଲରେ ପହଞ୍ଚିଛି। ଅଧିନାୟିକା ହରମନ୍‌ପ୍ରୀତ୍‌ କୌରଙ୍କ ଲଢୁଆ ଅର୍ଦ୍ଧଶତକ ସତ୍ତ୍ୱେ ଭାରତ ପରାସ୍ତ ହୋଇଛି। ଅଷ୍ଟ୍ରେଲିଆ ନିର୍ଦ୍ଧାରିତ…

ଶୁକ୍ରବାର ନବୀନ ସରକାରଙ୍କ ପଞ୍ଚମପାଳିର ଅନ୍ତିମ ବଜେଟ

ଭୁବନେଶ୍ୱର,୨୩।୨(ବ୍ୟୁରୋ): ୨୦୨୩-୨୪ ଆର୍ଥିକ ବର୍ଷର ସାଧାରଣ ବଜେଟ ଶୁକ୍ରବାର ଉପସ୍ଥାପନ ହେବ। ଅପରାହ୍ନ ୪ଟାରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଗୃହରେ ବଜେଟ ଉପସ୍ଥାପନ କରିବେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପଞ୍ଚମପାଳି ସରକାରରେ ଏହା ହେଉଛି ଅନ୍ତିମ ପୂର୍ଣ୍ଣାଙ୍ଗ ବଜେଟ। ଓଡ଼ିଶା ସରକାର…

ଇନ୍ଦିରା ଗାନ୍ଧୀଙ୍କ ଭଳି ଅମିତ ଶାହାଙ୍କୁ ମାରିଦେବାକୁ ମିଳିଲା ଧମକ

ନୂଆଦିଲ୍ଲୀ,୨୩।୨: ପଞ୍ଜାବର ‘ୱାରିସ ପଞ୍ଜାବ ଦେ’ ସଂଗଠନର ମୁଖ୍ୟ ଖାଲିସ୍ତାନ ସମର୍ଥକ ଅମୃତପାଲ ସିଂଙ୍କ ସମର୍ଥକମାନେ ଗୁରୁବାର ପ୍ରବଳ ହଙ୍ଗାମା କରିଛନ୍ତି। ଅମୃତପାଲଙ୍କ ସହକର୍ମୀ ଲଭପ୍ରୀତ ତୁୁଫାନଙ୍କ ଗିରଫଦାରୀକୁ ବିରୋଧ କରି ତାଙ୍କ ସମର୍ଥକମାନେ ଅଜନାଲା ପୋଲିସ ଷ୍ଟେସନ ବାହାରେ ବିରୋଧ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri